ଜାତୀୟ

ଥରିଲା ଆଣ୍ଡାମାନ

ପୋର୍ଟ ବ୍ଲେୟାର,୨୧।୬: ଆଣ୍ଡାମାନ ନିକୋବର ଦ୍ୱୀପରେ ମଙ୍ଗଳବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ରହିଛି। ଏହାର କେନ୍ଦ୍ରସ୍ଥଳ ପୋର୍ଟ ବ୍ଲୋୟାରର ଦକ୍ଷିଣ-ପଶ୍ଚିମରୁ ୧୮୩ କିଲୋମିଟରରେ ଦୂରରେ ରହିଥିଲା ବୋଲି ଜାତୀୟ ଭୂ-କମ୍ପ ଗବେଷଣା କେନ୍ଦ୍ର…

‘କୌଣସି ଝଡ଼ ଆସିବ ନାହିଁ’

ମୁମ୍ବାଇ,୨୧।୬: ମହାରାଷ୍ଟ୍ରର ଉଦ୍ଧବ ସରକାରରେ ଏକ ବଡ ବିଦ୍ରୋହ ସୃଷ୍ଟି ହେବାର ସମ୍ଭାବନା ଦେଖାଯାଉଛି। ଏମ୍‌ଏଲସି ନିର୍ବାଚନ ଫଳାଫଳ ଆସିବା ପରଠାରୁ ଶିବସେନା ମନ୍ତ୍ରୀ ଏକନାଥ ସିନ୍ଦେ ଦଳ ସହ ଯୋଗାଯୋଗରେ ନାହାଁନ୍ତି। ଶିବସେନାର ବହୁ ସଂଖ୍ୟକ ବିଧାୟକ ଏହି ନିର୍ବାଚନରେ…

୧୦ ମିନିଟରେ ଦିଲ୍ଲୀ ବିମାନବନ୍ଦରରେ ହେବ ଜରୁରୀ ଅବତରଣ

ନୂଆଦିଲ୍ଲୀ,୨୧।୬: ବିମାନ ଯାତ୍ରା ବେଳେ ଯାନ୍ତ୍ରିକ ତ୍ରୁଟି ଦେଖାଗଲେ ଜରୁରୀକାଳୀନ ଅବତରଣ କରିବାକୁ ପଡ଼ିଥାଏ। ନିକଟରେ ଏକ ସ୍ପାଇସ୍‌ ଜେଟ୍‌ ବିମାନରେ ନିଆଁ ଲାଗିବାରୁ ବିହାରର ପାଟନା ବିମାନ ବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡ଼ିଥିଲା। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର…

ବାହୁବଳୀ ବିଧାୟକଙ୍କୁ ୧୦ ବର୍ଷ ଜେଲ୍‌

ପାଟନା,୨୧।୬: ବିହାରର ମୋକମା ବିଧାୟକ ଅନନ୍ତ ସିଂଙ୍କୁ ନିଷିଦ୍ଧ ଆଧୁନିକ ଅସ୍ତ୍ର ଏକେ-୪୭ ରଖିବା ଏବଂ ହ୍ୟାଣ୍ଡ ଗ୍ରେନେଡ ଜବତ ମାମଲାରେ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଛି। ପାଟନାର ସ୍ବତନ୍ତ୍ର ଏମ୍‌ପି-ବିଧାୟକ କୋର୍ଟ ଅନନ୍ତ ସିଂଙ୍କୁ ଦଣ୍ଡିତ କରିଛନ୍ତି। ଏହି…

ଯଶବନ୍ତ ସିହ୍ନା ହୋଇପାରନ୍ତି ରାଷ୍ଟ୍ରପତି ପ୍ରାର୍ଥୀ!

ନୂଆଦିଲ୍ଲୀ,୨୧।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇପଡିଛି। ଏଭଳି ପରିସ୍ଥିତିରେ ବିରୋଧୀ ତଥା ଶାସକ ଭାଜପା ପକ୍ଷରୁ ରାଷ୍ଟ୍ରପତି ପଦ ପାଇଁ ସମ୍ଭାବ୍ୟ ପ୍ରାର୍ଥୀଙ୍କ ନାମ ଉପରେ ସମସ୍ତଙ୍କ ନଜର ରହିଛି। ଭାଜପା ପକ୍ଷରୁ ପ୍ରାର୍ଥୀ କିଏ ହେବ ସେନେଇ…

ମହାରାଷ୍ଟ୍ର ଏମ୍‌ଏଲ୍‌ସି ନିର୍ବାଚନ: ଭାଜପାକୁ ୫, ଶାସକ ମେଣ୍ଟକୁ ମିଳିଲା ୪ ଆସନ

ମୁମ୍ବାଇ,୨୧।୬: ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନରେ ଶାସକ ମେଣ୍ଟର ୪ ପ୍ରାର୍ଥୀ ଏବଂ ଭାଜପାର ୫ ଜଣ ନିର୍ବାଚିତ ହୋଇଛନ୍ତି। କଂଗ୍ରେସ ସଦସ୍ୟ କ୍ରସ୍‌ ଭୋଟିଂ କରିଥିବା ଅଭିଯୋଗ ହୋଇଛି। ଗୋଟିଏ ଆସନର ଫଳାଫଳ ଘୋଷିତ ହୋଇନାହିଁ। ଉକ୍ତ ଆସନ ଲାଗି…

ଯୋଗ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ସମଗ୍ର ଦେଶରେ ବ୍ୟାପକ ଆୟୋଜନ କରାଯାଇଛି । ଦେଶର ୭୫ଟି ପ୍ରମୁଖ ଐତିହ୍ୟସ୍ଥଳରେ ଯୋଗ ଓ ଆସନ ପ୍ରଦର୍ଶନ କରାଯାଉଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ରାଷ୍ଟ୍ରପତି…

ରାଷ୍ଟ୍ରପତି ନିର୍ବାଚନ: ବସିବ ସଂସଦୀୟ ବୋର୍ଡ ବୈଠକ, ଅଧ୍ୟକ୍ଷତା କରିବେ ମୋଦି

ନୂଆଦିଲ୍ଲୀ,୨୧।୬ : ରାଷ୍ଟ୍ରପତି ନିର୍ବାଚନ ରାଜନୀତି ସରଗରମ ହୋଇଉଠିଛି। ରାଷ୍ଟ୍ରପତି ପ୍ରାର୍ଥୀ କିଏ ହେବ ସେନେଇ କଳ୍ପନାଜଳ୍ପନା ଲାଗି ରହିଛି। ଇତି ମଧ୍ୟରେ ମଙ୍ଗଳବାର ଭାଜପା ମୁଖ୍ୟାଳୟରେ ସଂସଦୀୟ ବୋର୍ଡ ବୈଠକ ବସିବ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା…

ସଙ୍କଟରେ ଉଦ୍ଧବ ସରକାର: ଡାକିଲେ ବିଧାୟକ ଦଳର ଜରୁରୀ ବୈଠକ

ମୁମ୍ବାଇ,୨୧।୬: ପୁଣି ମହାରାଷ୍ଟ୍ରରେ ରାଜନୈତିକ ହଲଚଲ ଦେଖିବାକୁ ମିଳିଛି। ମହାରାଷ୍ଟ୍ରର କ୍ୟାବିନେଟ୍‌ ମନ୍ତ୍ରୀ ଏକନାଥ ସିନ୍ଦେ ସୋମବାର ସାଠାରୁ ରାଜ୍ୟ ସରକାରଙ୍କ ସହ ଯୋଗାଯୋଗରେ ନାହାଁନ୍ତି। ଶିବସେନା ସହ ତାଙ୍କ ମତଭେଦ ଥିବା କୁହାଯାଉଛି। ସୂଚନାନୁସାରେ, ସିନ୍ଦେ ଗୁଜରାଟର ସୁରଟରେ ଥିବା…

ଆଜି ପୁଣି ଇଡିରେ ହାଜର ହେବେ ରାହୁଲ

ନୂଆଦିଲ୍ଲୀ,୨୧।୬: ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଗତ ୪ଦିନରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜେରା କରୁଛି। ମଙ୍ଗଳବାର ପୁଣି ରାହୁଲ ହାଜର ହେବାକୁ ସମନ ଜାରି କରିଛି। ସୋମବାର ମଧ୍ୟ ୧୦ ଘଣ୍ଟା ଜେରା…

ଦେଶରେ ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯,୯୨୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…

ଅଗ୍ନିବୀରଙ୍କୁ ମିଳିବ ନିଶ୍ଚିତ ନିଯୁକ୍ତି: ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୧ ।୬: ଅଗ୍ନିପଥ ଯୋଜନାରେ ଦେଶ ସେବା କରି ସାରିବା ପରେ ଅଗ୍ନିବୀରଙ୍କୁ ନିଶ୍ଚିତଭାବେ ହରିୟାଣାରେ ନିଯୁକ୍ତି ସୁଯୋଗ ମିଳିବ ବୋଲି କଥା ଦେଇଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର । ମଙ୍ଗଳବାର ସେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?