ମୋଦିଙ୍କୁ ରାମ, ଯୋଗୀଙ୍କୁ କୃଷ୍ଣ କହିବାରୁ ମୁସଲମାନ ବ୍ୟକ୍ତିଙ୍କୁ ପିଟିଲେ ଲୋକେ
ବରେଲି,୭।୪: ଉତ୍ତର ପ୍ରଦେଶର ବରେଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମୁସଲମାନ ଯୁବକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିଥିବାରୁ ସ୍ଥାନୀୟ ଅଞ୍ଚଳର ଲୋକମାନେ ତାଙ୍କୁ ପିଟିଛନ୍ତି। ଏହି ଘଟଣା ବାରଦରି ପୋଲିସ ଷ୍ଟେଶନ…
ତୀଲକ, ହିଜାବ ପାଇଁ ୨ ଛାତ୍ରୀଙ୍କୁ ପିଟିଲେ ଶିକ୍ଷକ
ରାଜୋରି( ଜମ୍ମୁ-କଶ୍ମୀର), ୭।୪: ଜମ୍ମୁ-କଶ୍ମୀରର ରାଜୋରି ଜିଲାରେ ଦୁଇ ଛାତ୍ରୀଙ୍କୁ ମାଡ଼ ମାରିବା ପାଇଁ ଜଣେ ସରକାରୀ ସ୍କୁଲ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ଏଥିସହିତ ଛାତ୍ରୀଙ୍କୁ ମାରିବା ଲାଗି ଶିକ୍ଷକଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ତେବେ ତୀଲକ ଓ ହିଜାବ…
ସୋନିଆ, ମୁଲାୟମଙ୍କୁ ଭେଟିଲେ ମୋଦି
ନୂଆଦିଲ୍ଲୀ,୭।୪: ଆଜି ବଜେଟ ଅଧିବେଶନ ଶେଷ ହେବା ସହିତ ସଂସଦର ପ୍ରକ୍ରିୟା ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ବଜେଟ ଅଧିବେଶନ ଶେଷ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟାଶନାଲ୍ କନଫରେନ୍ସ ନେତା ମୁଖ୍ୟ ଫାରୁକ ଅବଦୁଲ୍ଲା, ସମାଜବାଦୀ ପାର୍ଟି…
ଦାରିଦ୍ର୍ୟକୁ ହରାଇଛି ଭାରତ, କହିଲା ଆଇଏମ୍ଏଫ୍…
ଓ୍ବାଶିଂଟନ, ୭।୪ : ଭାରତରେ, ଅତ୍ୟଧିକ ଦାରିଦ୍ର୍ୟରେ ଜୀବନ ବିତାଉଥିବା ଲୋକଙ୍କ ସଂଖ୍ୟା କମିଛି। ଭାରତ ଦାରିଦ୍ର୍ୟକୁ ହରାଇଛି ବୋଲି ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଭାରତ ଦାରିଦ୍ର୍ୟ ଦୂରୀକରଣ କ୍ଷେତ୍ରରେ ୪୦…
ମନ୍ଦିର କାନ୍ଥରେ ଫଶିଗଲା ଚୋର
ଶ୍ରୀକାକୁଲମ,୭।୪: ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ ଜିଲାର ଜାମି ଏଲାମା ମନ୍ଦିରରୁ ଚୋରି କରିବା ପରେ ମନ୍ଦିରର କାନ୍ଥରେ ଥିବା ଗାତରେ ଫଶି ଯାଇଥିଲେ ଅଭିଯୁକ୍ତ। ଶେଷରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଚୋରକୁ ଉଦ୍ଧାର କରି ତାଙ୍କ ବିରୋଧରେ ଡକାୟତି ମାମଲା ରୁଜୁ…
ରୋହିଙ୍ଗ୍ୟା-ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପ୍ରସଙ୍ଗରେ କେନ୍ଦ୍ର ସରକାର ପ୍ରଥମେ ଦାଖଲ କରନ୍ତୁ ଜବାବ, କହିଲେ ସିଜେଆଇ…
ନୂଆଦିଲ୍ଲୀ, ୭।୪ : ଏକ ବର୍ଷ ମଧ୍ୟରେ ରୋହିଙ୍ଗ୍ୟା ଏବଂ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ସମେତ ସମସ୍ତ ବେଆଇନ ପ୍ରବାସୀଙ୍କୁ ସେମାନଙ୍କ ଦେଶକସ୍ୁ ପଠାଇବାକୁ ଆବେଦନ ଉପରେ ସୁପ୍ରିମକୋର୍ଟ କହିଛନ୍ତି ଯେ ଯଦି କେନ୍ଦ୍ର ସରକାର ଏହି ପ୍ରସଙ୍ଗରେ ଜବାବ ଦାଖଲ କରନ୍ତି,…
ପୁଣି ଆନ୍ଦୋଳନ ଚେତାବନୀ ଦେଲେ କୃଷକ ନେତା
ମୁଜାଫରନଗର,୭।୪: ଭାରତୀୟ କୃଷକ ୟୁନିଅନର ଜାତୀୟ ମୁଖପାତ୍ର ରାକେଶ ଟିକାଏତ୍ ପୁଣିଥରେ କୃଷକ ଆନ୍ଦୋଳନ ଆରମ୍ଭ କରିବାକୁ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ନିର୍ବାଚନ ପୂର୍ବରୁ ଚାଷୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ସରକାର ଭୁଲିଯାଇଛନ୍ତି। ଆନ୍ଦୋଳନ ପାଇଁ ପ୍ରସ୍ତୁତ ହେବାକୁ…
ଭାରତରେ ନିର୍ମାଣ ହେବ ୩୦୦ ଅସ୍ତ୍ରଶସ୍ତ୍ର-ଡିଫେନ୍ସ ସିଷ୍ଟମ୍…
ନୂଆଦିଲ୍ଲୀ, ୭।୪ : ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ଦିଗରେ ଏକ ନୂତନ ପଦକ୍ଷେପ ଗ୍ରହଣ କରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗୁରୁବାର ପ୍ରତିରକ୍ଷା ସାମଗ୍ରୀର ଆଉ ଏକ ତାଲିକା ପ୍ରକାଶ କରିବେ। ଏହି ସାମଗ୍ରୀ ଦେଶରେ ଉତ୍ପାଦିତ ହେବ। ଏହା…
ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସୁରକ୍ଷା ବଢିଲା
ଲକ୍ଷ୍ନୌ,୭।୪: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସୁରକ୍ଷା ବଢାଇ ଦିଆଯାଇଛି। ଗୋରଖପୁର ମନ୍ଦିର ବାହାରେ ପିଏସି ଯବାନଙ୍କ ଉପରେ ହୋଇଥିବା ଆକ୍ରମଣ ପରେ ସବୁ ମନ୍ଦିରର ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯିବା ସହ ଲକ୍ଷ୍ନୌରେ ଥିବା ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସରକାରୀ…
୬୦ ବର୍ଷ ପରେ ପୂର୍ବତନ ଭାରତୀୟ ଅଧିନାୟକଙ୍କ ମୁଣ୍ଡରୁ ବାହାରିଲା ଟାଇଟାନିୟମ ପ୍ଲେଟ
ମୁମ୍ବାଇ,୭।୪: ପୂର୍ବତନ ଭାରତୀୟ ଅଧିନାୟକ ନରି କଣ୍ଟ୍ରାକ୍ଟରଙ୍କ ମୁଣ୍ଡରୁ ଏକ ଲୁହା ପ୍ଲେଟ୍ ବାହାର କରାଯାଇଛି। ୧୯୬୨ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଚାରଲି ଗ୍ରିଫିଥ୍ଙ୍କ ଏକ ବାଉନ୍ସର ତାଙ୍କ ମୁଣ୍ଡରେ ବାଜିଥିଲା। ଏଥିଯୋଗୁ ଅସ୍ତ୍ରୋପଚାର କରାଯାଇ ତାଙ୍କ ମୁଣ୍ଡରେ ଟାଇଟନିୟମ ପ୍ଲେଟ୍ ଲଗାଯାଇଥିଲା।…
ପାର୍ଲାମେଣ୍ଟ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ…
ନୂଆଦିଲ୍ଲୀ, ୭।୪ : ପାର୍ଲାମେଣ୍ଟର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ନିଦ୍ଧାରିତ କାର୍ଯ୍ୟ ସମୟର ଗୋଟିଏ ଦିନ ପୂର୍ବରୁ ଗୁରୁବାର ଶେଷ ହୋଇଛି। କଶ୍ମୀରୀ ପଣ୍ଡିତଙ୍କ ପ୍ରସଙ୍ଗ ଗୁରୁବାର ରାଜ୍ୟ ସଭାରେ ଆଲୋଚିତ ହୋଇଥିଲା। ଭାଜପା ନେତା ସୁଶୀଲ ମୋଦି କହିଥିଲେ…
ଶସ୍ତା ସ୍ବାସ୍ଥ୍ୟ ସେବା ଯୋଗାଇଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ…
ନୂଆଦିଲ୍ଲୀ, ୭।୪ : ବିଶ୍ୱ ସ୍ବାସ୍ଥ୍ୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଟୁଇଟ କରି ଦେଶବାସୀଙ୍କୁ ସ୍ବାସ୍ଥ୍ୟ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ଦେଶର ପ୍ରତ୍ୟେକ ନାଗରିକଙ୍କ ପାଇଁ ଗୁଣାତ୍ମକ ତଥା ଶସ୍ତା ସୁଲଭ…
Archives


