ଝିଅଙ୍କ ବିବାହ ବୟସ ୧୮ରୁ ୨୧ ବର୍ଷ ବୃଦ୍ଧି ବିଲ୍ ଲୋକ ସଭାରେ ଆଗତ
ନୂଆଦିଲ୍ଲୀ,୨୧।୧୨:ସଂସଦର ଶୀତକାଳୀନ ଅଧିବେଶନ ଶେଷ ହେବାକୁ ଆଉ କିଛି ଦିନ ବାକି ଅଛି। ଏଭଳି ପରିସ୍ଥିତିରେ କେନ୍ଦ୍ରର ମୋଦି ସରକାର ଅବଶିଷ୍ଟ ବିଲ୍କୁ ଯଥାଶୀଘ୍ର ପାସ କରିବାକୁ ଚାହୁଁଛନ୍ତି। ଏହି କ୍ରମରେ ଆଜି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ...
ଏମ୍ପି ଦାନିଶ ଅଲିଙ୍କୁ କରୋନା: ଗୋଟିଏ ଦିନ ପୂର୍ବରୁ ଗୃହରେ ଥିଲେ ଉପସ୍ଥିତ
ନୂଆଦିଲ୍ଲୀ,୨୧।୧୨:ବହୁଜନ ସମାଜ ପାର୍ଟି ଏମ୍ପି ଦାନିଶ ଅଲି କରୋନା ସଂକ୍ରମିତ ହୋଇଛନ୍ତି। ମଙ୍ଗଳବାର ସେ ଟୁଇଟରରେ ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଟିକାକରଣର ଉଭୟ ଡୋଜ ପାଇବା ସତ୍ତ୍ୱେ ମୁଁ କରୋନା ପଜିଟିଭ୍ ଗତକାଲି (ସୋମବାର) ମୁଁ ସଂସଦର...
ବିବାହର ଗୋଟିଏ ଦିନ ପୂର୍ବରୁ କନ୍ୟାଙ୍କ ଏମିତି କାଣ୍ଡ: ସମସ୍ତଙ୍କ ଉଡିଲା ହୋଶ୍
ଲକ୍ଷ୍ନୌ,୨୧।୧୨: ଉତ୍ତରପ୍ରଦେଶରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ମାତାପିତା ଝିଅ ବାହାଘର ପାଇଁ ସମସ୍ତ ପ୍ରସ୍ତୁତି କରିଥିଲେ। ଅତିଥିମାନେ ପହଞ୍ଚିଥିଲେ, ଘର ସଜାଯାଇଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ କନ୍ୟା ଏପରି କାମ କରିଥିଲେ ଯେ ପରିବାର ସଦସ୍ୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି...
ବାଜି ମାରିନେଲେ ଦିଦି
କୋଲକତା,୨୧।୧୨: କୋଲକାତା ମ୍ୟୁନିସିପାଲିଟି କର୍ପୋରେସନ (କେଏମସି) ନିର୍ବାଚନରେ ଶାସକ ତୃଣମୂଳ କଂଗ୍ରେସ (ଟିଏମସି) ମଧ୍ୟ ଏକ ବିଜୟ ଆଡକୁ ଗତି କରୁଛି। ୧୪୪ଟି ସିଟ ମଧ୍ୟରୁ ଟିଏମସି ୫୪ଟି ଜିତିଛି ଏବଂ ୭୮ରେ ଆଗୁଆ ରହିଛି। ଏଠାରେ ଭୋଟ ଗଣତି...
ଚାଇନାର ଦାଦାଗିରି: ଏଲ୍ଏସିରେ ହେଲିପ୍ୟାଡ୍ ନିର୍ମାଣ…
ଲଦାଖ, ୨୧।୧୨: ଏଲ୍ଏସିା ଲଦାଖ ଅଞ୍ଚଳରେ ଚାଇନା ନିଜର ବେଆଇନ ନିର୍ମାଣ କାର୍ଯ୍ୟ ଜାରି ରଖିଛି। ଆମେରିକା ସାଟେଲାଇଟ୍ ଚିତ୍ରରୁ ଜଣାପଡ଼ିଛି ଯେ, ଚାଇନା ପାଙ୍ଗୋଙ୍ଗ ହ୍ରଦ ଅଞ୍ଚଳରେ ହେଲିପ୍ୟାଡ୍ ଏବଂ କଂକ୍ରିଣ୍ଟ୍ ନିର୍ମାଣ କାର୍ଯ୍ୟ ସହିତ ବୋଟ ମୁତୟନ...
ଦେଶରେ ୨୦୦ ଛୁଇଁଲା ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ, ୨୧।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଛୁଇଁଛି। ନୂଆ ବର୍ଷ ଏବଂ ବଡ଼ଦିନ ନୂଆ ଅସୁବିଧା ଆଣିବାର ଆଶଙ୍କା ରହିଛି ବୋଲି...
ସୀମାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ…
ଗୁରଦାସପୁର, ୨୧।୧୨: ପୂର୍ବରୁ ଜମ୍ମୁ-କଶ୍ମୀରର ଏଲଓସିରେ ପାକିସ୍ତାନ ପଟୁ ଅନୁପ୍ରବେଶ ହେଉଥିଲା। ତେବେ ଏବେ ପାକିସ୍ତାନୀ ଆତଙ୍କବାଦୀମାନେ ପଞ୍ଜାବରେ ସୀମାବାଟେ ଭାରତରେ ଅନୁପ୍ରବେଶ କରିବା ଉଦ୍ୟମ କରୁଛନ୍ତିି। ମଙ୍ଗଳବାର ଗୁରୁଦାସପୁର ସେକ୍ଟରରେ ବିଏସଏଫ ଯବାନମାନେ ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଗୁଳି...
ଆଜିଠୁ ୪ ଦିନିଆ କେରଳ ଗସ୍ତରେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜିଠୁ ୪ ଦିନିଆ କେରଳ ଗସ୍ତରେ ଯିବେ। ଏ ନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ମିଳିଛି । ଏହି ଗସ୍ତରେ ସେଠାରେ ସେ ଅନେକ କାର୍ଯ୍ୟକ୍ରମରେ ଯୋଗ ଦେବେ । ରାଷ୍ଟ୍ରପତି ମଙ୍ଗଳବାର...
ପିଇବା ପାଣି ପାଲଟିଲା ବରଫ, ମରୁଭୂମିରେ ତୁଷାରପାତ…
ନୂଆଦିଲ୍ଲୀ, ୨୧।୧୨: ସମଗ୍ର ଉତ୍ତର ଭାରତ ପ୍ରବଳ ଥଣ୍ଡାରେ ଥରୁଛି। ପାହାଡ଼ିଆ ଅଞ୍ଚଳରେ ପର୍ବତ ଉପରେ ତୁଷାରପାତ ଆରମ୍ଭ ହୋଇଛି। ରାଜସ୍ଥାନର ବହୁ ସ୍ଥାନରେ ତାପମାତ୍ରା ମାଇନସକୁ ଖସି ଆସିଛି। ଫତେହପୁର ଶେଖାୱାଟିରେ ପ୍ରଥମ ଥର ପାଇଁ ତାପମାତ୍ରା ମାଇନସ...
୨୧ ବର୍ଷ ପୂର୍ବରୁ ବିବାହ ନ କରି ଲିଭ୍ଇନ୍ରେ ରହିପାରିବେ ବୟସ୍କ, ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…
ଚଣ୍ଡିଗଡ଼, ୨୧।୧୨: କେନ୍ଦ୍ର ସରକାର ଝିଅଙ୍କ ବିବାହ ବୟସ ସୀମା ୨୧ ବର୍ଷ ବୃଦ୍ଧି କରିବା ନେଇ ଆଇନ ଆଣିବାକୁ ଯାଉଛନ୍ତି। ପୂର୍ବରୁ ବିବାହ ବୟସସୀମା ଝିଅଙ୍କ ପାଇଁ ୧୮ ଥିବାବେଳେ ପୁଅଙ୍କ ପାଇଁ ୨୧ ବର୍ଷ ଥିଲା। ମାତ୍ର...
ଲା ନିନା ପ୍ରଭାବରୁ ଶୀତ ଲହରୀ, ବହୁ ଅଞ୍ଚଳରେ ତୁଷାରପାତ…
ନୂଆଦିଲ୍ଲୀ, ୨୧।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଉତ୍ତରଭାରତ ସମେତ ଦେଶର ବହୁ ଅଞ୍ଚଳରେ ତାପମାତ୍ରା ହଠାତ୍ କମିବା ସହିତ ଶୀତ ଲହରୀ ଆରମ୍ଭ ହୋଇଛି। ଜାତୀୟ ରାଜଧାନୀ ଦିଲ୍ଲୀର ସଫଦରଜଙ୍ଗରେ...
ଉପରାଷ୍ଟ୍ରପତିଙ୍କ ନାତୁଣୀ ବିବାହ ଭୋଜିରେ ନିଲମ୍ବିତ ଏମ୍ପି
ନୂଆଦିଲ୍ଲୀ,୨୧।୧୨: ରାଜ୍ୟ ସଭାର ଶୀତକାଳୀନ ଅଧିବେଶନରୁ ନିଲମ୍ବିତ ହୋଇଥିବା ୧୨ ଜଣ ଏମ୍ପି ସୋମବାର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ ସରକାରୀ ବାସ ଭବନରେ ଆୟୋଜିତ ଏକ ଭୋଜିରେ ନଜର ଆସିଥିଲେ। ନାଇଡୁଙ୍କ ନାତୁଣୀଙ୍କ ବିବାହ ଉତ୍ସବ ପାଇଁ ଏହି ଭୋଜି...
Archives


