୪୦,୦୦୦ ବର୍ଷରୁ ଅଧିକ ସମୟ ଧରି ସମସ୍ତ ଭାରତୀୟଙ୍କ ଡିଏନ୍ଏ ସମାନ ରହିଛି: ମୋହନ ଭାଗଓ୍ବତ…
ଧର୍ମଶାଳା, ୧୯।୧୨: ହିମାଚଳ ପ୍ରଦେଶର ଧର୍ମଶାଲାରେ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ମୁଖ୍ୟ ମୋହନ ଭାଗଓ୍ବତ ଯୋଗଦେଇ କହିଛନ୍ତି ଯେ ୪୦,୦୦୦ ବର୍ଷରୁ ଅଧିକ ସମୟ ଧରି ଭାରତର ସମସ୍ତ ଲୋକଙ୍କର ଡିଏନ୍ଏ ସମାନ ରହିଛି। ପୂର୍ବପୁରୁଷମାନଙ୍କ ଯୋଗୁଁ...
ଭାରତରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪୫ ଛୁଇଁଲା, …
ନୂଆଦିଲ୍ଲୀ,୧୯।୧୨: ପୃଥିବୀରେ କରୋନାର ନୂଆ ଭାରିଆଣ୍ଟ୍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଭାରତରେ ମଧ୍ୟ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଭାରତରେ ବର୍ତ୍ତମାନ ସୁଦ୍ଧା ମୋଟ ୧୪୫ ଜଣ ଓମିକ୍ରନ୍ ଆକ୍ରାନ୍ତଙ୍କୁ...
୨୦୨୦ ମାର୍ଚ୍ଚ ପରେ ସର୍ବନିମ୍ନ ସକ୍ରିୟ ମାମଲା…
ନୂଆଦିଲ୍ଲୀ, ୧୯।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗିଛି। ଲଗାତାର ୯ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭...
କୋର୍ଟରେ ବୋମା ଖଞ୍ଜିଥିଲେ ଡିଆର୍ଡିଓ ବୈଜ୍ଞାନିକ
ନୂଆଦିଲ୍ଲୀ, ୧୯ା୧୨: ଗତ ୯ ତାରିଖରେ ରୋହିଣୀ ଜିଲା କୋର୍ଟରେ ଏକ ବୋମା ବିସ୍ଫୋରଣ ମାମଲାରେ ଦିଲ୍ଲୀ ପୋଲିସ ଶନିବାର ଜଣେ ଡିଆର୍ଡିଓ ବୈଜ୍ଞାନିକଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ନାମ ଭାରତ ଭୂଷଣ କଟାରିଆ (୪୯) ବୋଲି ଜଣାପଡ଼ିଛି। ପ୍ରଥମେ...
ବେଲ୍ଗାଭିରେ ତେଜିଲା ହିଂସା
ବେଲ୍ଗାଭି, ୧୯ା୧୨: ସୀମା ବିବାଦକୁ କେନ୍ଦ୍ର କରି ମହାରାଷ୍ଟ୍ର ଓ କର୍ନାଟକ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି। ବେଙ୍ଗାଲୁରୁରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି ଉପରେ ବୁଧବାର କାଳି ଫିଙ୍ଗିବା ଘଟଣା ପରେ ଶୁକ୍ରବାର ରାତିରେ କର୍ନାଟକର ବେଲ୍ଗାଭିରେ ହିଂସାକାଣ୍ଡ...
ଜଷ୍ଟିସ୍ ନାନାବତୀଙ୍କ ବିୟୋଗ
ନୂଆଦିଲ୍ଲୀ, ୧୯।୧୨: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଗିରୀଶ ଠାକୋରଲାଲ୍ ନାନାବତୀଙ୍କର ଶନିବାର ହୃଦ୍ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ବହୁ ଚର୍ଚ୍ଚିତ ୧୯୮୪ ଶିଖ୍ ବିରୋଧୀ ଦଙ୍ଗା ଏବଂ ୨୦୦୨ ଗୋଧ୍ରା ଦଙ୍ଗା ମାମଲାର...
ଓଡ଼ିଶା, ଛତିଶଗଡ଼କୁ ସାକ୍ଷୀ ତାଲିକା ମାଗିଲେ ଟ୍ରିବ୍ୟୁନାଲ
ନୂଆଦିଲ୍ଲୀ, ୧୯।୧୨: ମହାନଦୀ ଜଳ ବିବାଦ ମାମଲାରେ ଓଡ଼ିଶା ଓ ଛତିଶଗଡ଼ ସରକାରଙ୍କୁ ସାକ୍ଷୀ ତାଲିକା ଆସନ୍ତା ୨ସପ୍ତାହ ମଧ୍ୟରେ ପ୍ରଦାନ କରିବାକୁ ଶନିବାର ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ବିଚାରପତି ଏ.ଏମ୍.ଖାନ୍ଓ୍ବିଲକରଙ୍କ ଅଧ୍ୟକ୍ଷତାରେ ବିଚାରପତି ଇନ୍ଦରମିତ୍ କୌର ଏବଂ...
ସମାଜବାଦୀ ପାର୍ଟି ନେତାଙ୍କ ଘରେ ଆୟକର ବିଭାଗର ମାରାଥନ ରେଡ: ୧୫ ଘଣ୍ଟାରେ ମିଳିଲା ୧୭ ହଜାର ଟଙ୍କା
ଲକ୍ଷ୍ନୌ,୧୯ ।୧୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଶନିବାର ସମାଜବାଦୀ ପାର୍ଟିର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ନିକଟତମ କୁହାଯାଉଥିବା ନେତାଙ୍କ ଘରେ ଆୟକର ବିଭାଗ ଚଢାଉ କରିଛି । ସମାଜବାଦୀ ପାର୍ଟିର...
ଅମ୍ବାନୀଙ୍କ ଘରେ ପୁଣି ବାଜିବ ଶାହାନାଇ!
ମୁମ୍ବାଇ,୧୯ ।୧୨: ଉଦ୍ଦ୍ୟୋଗପତି ଅନିଲ ଅମ୍ବାନୀ ଓ ଟିନା ଅମ୍ବାନୀଙ୍କ ପୁଅ ଜୟ ଅନମୋଲ ଅମ୍ବାନୀଙ୍କର ଏନଗେଜମେଣ୍ଟ ସରିଛି । କୃଷ୍ଣା ଶାହାଙ୍କ ସହ ଅନମୋଲଙ୍କର ବିବାହ ହେବାକୁ ଯାଉଥିବା ବେଳେ ଏବେ ସୋସିଆଲ ମିଡିଆରେ ଏମାନଙ୍କ ଏନ୍ଗେଜ୍ମେଣ୍ଟର କିଛି...
ଶ୍ରୀନଗର ଏନ୍କାଉଣ୍ଟର: ସୁରକ୍ଷାକର୍ମୀଙ୍କୁ ବଡ ସଫଳତା
ଜମ୍ମୁ,୧୯ ।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ରାଜନୀତି ଓ ଟେରର ଫଣ୍ଡିଂ ନେଟୱର୍କକୁ ସମ୍ପୂର୍ଣ୍ଣ ଶେଷ କରିବାକୁ ସୁରକ୍ଷାକର୍ମୀ ଲାଗି ପଡିଛନ୍ତି । ରବିବାର ସକାଳୁ ହରୱାନ ଅଞ୍ଚଳରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ବେଳେ ଜଣେ ଅଜ୍ଞାତ ଆତଙ୍କବାଦୀ ନିହତ ହୋଇଥିବା...
ଦେଶରେ ଓମିକ୍ରନ୍ ଯୋଗୁ ଫେବୃୟାରୀରେ ଆସିବ ତୃତୀୟ ଲହର: କୋଭିଡ ସୁପର ମଡେଲ କମିଟିର ଚେତାବନୀ
ନୂଆଦିଲ୍ଲୀ,୧୯ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଦ୍ରୁତ ବେଗରେ ମାଡି ଚାଲିଛି । ଏପର୍ଯ୍ୟନ୍ତ ଏହା ଦେଶର ୧୨ ରାଜ୍ୟକୁ ବ୍ୟାପି ସାରିଲାଣି । ଆଉ ଏଥିରେ ୧୪୫ ଜଣ ସଂକ୍ରମିତ ହୋଇ ସାରିଲେଣି । ଏହାକୁ...
ସ୍ବର୍ଣ୍ଣ ମନ୍ଦିରରେ ଅପବିତ୍ର ଉଦ୍ୟମ: ଯୁବକଙ୍କୁ ପିଟି ପିଟି ହତ୍ୟା
ଚଣ୍ଡିଗଡ଼,୧୮।୧୨: ଅମୃତସରର ସ୍ବର୍ଣ୍ଣ ମନ୍ଦିର ଅପବିତ୍ର କରିବାକୁ ଉଦ୍ୟମ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟି ମାରିଦେଇଛନ୍ତି। ଖବର ଅନୁଯାୟୀ ଯୁବକ ଜଣଙ୍କ ଶନିବାର ସନ୍ଧ୍ୟା ପ୍ରାର୍ଥନା ସମୟରେ ରେଲିଂ ଡେଇଁ ମନ୍ଦିର ଭିତରେ ପ୍ରବେଶ କରିଥିଲେ।...
Archives


