ଜାତୀୟ

ଏସ୍‌ପି ପ୍ରାର୍ଥୀ ଅଭୟ ସିଂହ ଗିରଫ

ଅଯୋଧ୍ୟା,୧୯।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଲାଗି ରାଜନୀତି ସରଗରମ ହୋଇଛି। ଭୋଟରଙ୍କ ମନ ଜିଣିବା ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ଜୋରଦାର ପ୍ରଚାର କାର୍ଯ୍ୟ ଚଳାଇଛନ୍ତି। ଏଥିସହ କେଉଁ କେଉଁ ସ୍ଥାନରେ ବିଭିନ୍ନ ଦଳ ମଧ୍ୟରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଥିବା…

କରୋନା ମହାମାରୀ: ଜୁଲାଇ ପରେ ଫେବୃୟାରୀରେ ସବୁଠାରୁ ଅଧିକ ୧୫ ହଜାରରୁ ଅଧିକ ମୃତ୍ୟୁ!

ନୂଆଦିଲ୍ଲୀ,୧୯ ।୨: କରୋନା ମହାମାରୀ ଯୋଗୁ ହେଉଥିବା ମୃତ୍ୟୁ ସଂଖ୍ୟା ଏବେ ଏକ ଖେଳ ବୋଲି ମନେ ହେଉଛି । ଇତି ମଧ୍ୟରେ ଫେବୃୟାରୀରେ ୧୫ ହଜାରରୁ ଉର୍ଦ୍ଧ୍ୱ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ସଂଖ୍ୟା ଗତ ବର୍ଷ ଜୁଲାଇରେ…

ଏସିଆର ସବୁଠାରୁ ବଡ ବାୟୋ ସିଏନଜି ପ୍ଲାଣ୍ଟର ଉଦଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୯ ।୨: ସାରା ଦେଶରେ ସ୍ୱଚ୍ଛତାକୁ ନେଇ ସବୁଠାରୁ ଆଗରେ ଥିବା ମଧ୍ୟପ୍ରଦେଶର ଇନ୍ଦୋର ସହର ଏବେ ଆବର୍ଜନାରୁ ବି ଶକ୍ତି ଉତ୍ପାଦନ କରିବାରେ ସକ୍ଷମ ହୋଇଛି । ଏଠାରେ ଏସିଆର ସବୁଠାରୁ ବଡ ବାୟୋ ସିଏନଜି ପ୍ଲାଣ୍ଟ ନିିର୍ମାଣ କରାଯାଇଛି…

ମହାକାଳ ମନ୍ଦିରରେ ଆରମ୍ଭ ହେଲା ଭଷ୍ମ ଆଳତି

ଉଜ୍ଜୟିନୀ,୧୯ ।୨: ମହାଶିବରାତ୍ରୀ ପୂର୍ବରୁ ଉଜ୍ଜୟିନୀରେ ଥିବା ମହାକାଳ ମନ୍ଦିର ପ୍ରଶାସନ ଶିବଭକ୍ତଙ୍କୁ ଏକ ବଡ ଉପହାର ଦେଇଛନ୍ତି । ପୁଣିଥରେ ମହାକାଳେଶ୍ୱର ମନ୍ଦିରରେ ଭଷ୍ମ ଆଳତି ଆରମ୍ଭ କରାଯାଇଛି । ଅଧିକାରୀମାନେ କହିଛନ୍ତି କରୋନା ପ୍ରଭାବ କମ ହେବାରୁ ସାଧାରଣ…

ଥରୁରଙ୍କ ବିବାଦୀୟ ଟୁଇଟ

ନୂଆଦିଲ୍ଲୀ,୧୯ ।୨: ଦେଶରେ ଚାଲିଥିବା ହିଜାବ ବିବାଦକୁ ନେଇ ପାକିସ୍ତାନ ଏଜେଣ୍ଟଙ୍କ ଟୁଇଟକୁ ରି ଟୁଇଟ କରି ଏବେ ଅଡୁଆରେ ଫସି ଯାଇଛନ୍ତି କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର । ଏ ନେଇ କୁଏତରେ ଥିବା ଭାରତୀୟ ଦୂତାବାସ ଥରୁରଙ୍କୁ…

ମୁଖ୍ୟମନ୍ତ୍ରୀ ହେବି, ନହେଲେ ଘରେ ବସିବି

ଡେରାଡୁନ,୧୯।୨: ସଦ୍ୟ ଅନୁଷ୍ଠିତ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ଫଳ ନ ଆସୁଣୁ ମୁଖ୍ୟମନ୍ତ୍ରୀ ଚୌକି ପାଇଁ କଂଗ୍ରେସରେ କନ୍ଦଳ ଆରମ୍ଭ ହୋଇଗଲାଣି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦଳର ବରିଷ୍ଠ ନେତା ହରିଶ୍‌ ରାଓ୍ବତ୍‌ ଏନେଇ ପୂର୍ବତନ ପିସିସି ସଭାପତି ପ୍ରୀତମ୍‌ ସିଂଙ୍କ…

ଚିତ୍ରାଙ୍କୁ ସିବିଆଇ ଜେରା

ମୁମ୍ବାଇ,୧୯।୨: ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ପୂର୍ବତନ ସିଇଓ ତଥା ଏମ୍‌ଡି ଚିତ୍ରା ରାମକ୍ରିଷ୍ଣାଙ୍କୁ ଶୁକ୍ରବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ଅଧିକାରୀମାନେ ଜେରା କରିଛନ୍ତି। ତାଙ୍କ ସମେତ ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ରବି ନାରାୟଣ ଏବଂ ମୁଖ୍ୟ…

ହିଜାବ ବିବାଦ: ଚାକିରି ଛାଡ଼ିଲେ ଅଧ୍ୟାପିକା

ବେଙ୍ଗାଲୁରୁ,୧୯।୨: କର୍ନାଟକର ଶିକ୍ଷାନୁଷ୍ଠାନଗୁଡ଼ିକରେ ହିଜାବକୁ ନେଇ କିଛିଦିନ ହେଲା ବିବାଦ ଲାଗି ରହିଥିବାବେଳେ ଏହାର ପ୍ରତିବାଦରେ ତୁମ୍‌କୁରୁସ୍ଥିତ ଜୈନ୍‌ ପିୟୁ କଲେଜର ଜଣେ ଅଧ୍ୟାପିକା ଚାକିରିରୁ ଇସ୍ତଫା ଦେଇଛନ୍ତି। ଗତ ସପ୍ତାହରେ କର୍ନାଟକ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଶିକ୍ଷାନୁଷ୍ଠାନ ପରିସରରେ ଛାତ୍ରୀଛାତ୍ର ଓ…

କର୍ମୀଙ୍କୁ ଅଖିଳେଶଙ୍କ ନିର୍ଦ୍ଦେଶ: ଇଭିଏମର ପିଛା କର

ଲକ୍ଷ୍ନୌ,୧୯ ।୨: ଉତ୍ତର ପ୍ରଦେଶରେ ରାଜନୀତିର ପାରା ବେଳକୁ ବେଳ ଉପରକୁ ଯିବାରେ ଲାଗିଛି । ରାଜ୍ୟର ବିଧାନସଭା ନିର୍ବାଚନ ଲାଗି ୧୧୩ ଆସନ ପାଇଁ ମତଦାନ ଶେଷ ହୋଇଥିବା ବେଳେ ଏବେ ଲକ୍ଷ୍ୟ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଉପରେ…

ୟୁପି ନିର୍ବାଚନ: ଭାଜପା, ସମାଜବାଦୀ ପାର୍ଟି କର୍ମୀ ମୁହାଁମୁହିଁ

ଲକ୍ଷ୍ନୌ,୧୯ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ଦି୍ୱତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ଏବେ ତୃତୀୟ ପର୍ଯ୍ୟାୟ ମତଦାନକୁ ନେଇ ରାଜନୀତି ହୋଇଛି ବେଶ ସରଗରମ । ଶୁକ୍ରବାର ରାତିରେ ଅଯୋଧ୍ୟାରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ସମାଜବାଦୀ…

‘ଇସ୍‌ଲାମରେ ହିଜାବ ଜରୁରୀ ପ୍ରଥା ନୁହେଁ’

ବେଙ୍ଗାଲୁରୁ,୧୮।୨: ଇସ୍‌ଲାମରେ ହିଜାବ ଏକ ଅତ୍ୟାବଶ୍ୟକ ଧର୍ମୀୟ ପ୍ରଥା ନୁହେଁ ବୋଲି କର୍ନାଟକ ସରକାର ଶୁକ୍ରବାର ହାଇକୋର୍ଟଙ୍କୁ କହିଛନ୍ତି। ଏହାର ବ୍ୟବହାରକୁ ରୋକିବା ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୨୫ରେ ଦିଆଯାଇଥିବା ଧର୍ମୀୟ ସ୍ବାଧୀନତାର ଉଲ୍ଲଂଘନ ନୁହେଁ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ…

ଚର୍ଚ୍ଚାରେ ଟିଏମ୍‌ସି ପୋଷ୍ଟର: ମମତା ‘ଦୁର୍ଗା’, ମୋଦି ‘ମହିଷାସୁର’

କୋଲକାତା,୧୮।୨: ରାଜ୍ୟରେ ଏକ ପୋଷ୍ଟରକୁ ନେଇ ଚର୍ଚ୍ଚା ଜୋର ଧରିଛି। ସେହି ପୋଷ୍ଟରରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ‘ଦୁର୍ଗା’ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ‘ମହିଷାସୁର’ ଦର୍ଶାଇ ରାଜ୍ୟରେ ନୂତନ ବିବାଦ ସୃଷ୍ଟି ହୋଇଛି। ଯାହା ଏବେ ଭାଇରାଲ ହେବାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri