ଆଜି ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର; ୧୩ ଦିନରେ ୮ ଟଙ୍କା ମହଙ୍ଗା
ନୂଆଦିଲ୍ଲୀ,୩।୪: ଜାତୀୟ ବଜାରରେ ପେଟ୍ରୋଲ ଏବଂ ଡିଜେଲ ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି। ୨୨ ମାର୍ଚ୍ଚରୁ ଏଯାବତ ଅର୍ଥାତ ୧୩ ଦିନ ମଧ୍ୟରେ ପେଟ୍ରୋଲ ଲିଟର ପିଛା ୮ଟଙ୍କା ବଢ଼ିସାରିଛି। ରବିବାର ମଧ୍ୟ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଏବଂ ଡିଜେଲର…
୧୨୨ ବର୍ଷରେ ସବୁଠୁ ଉତ୍ତପ୍ତ ମାର୍ଚ୍ଚ
ନୂଆଦିଲ୍ଲୀ,୩।୪: ଭାରତରେ ଚଳିତବର୍ଷ ମାର୍ଚ୍ଚରେ ତାପମାତ୍ରା ୧୨୨ ବର୍ଷର ରେକର୍ଡ ଭାଙ୍ଗିଛି। ୧୯୦୧ ମସିହା ପରଠାରୁ ଗତ ମାର୍ଚ୍ଚ ସବୁଠୁ ଉତ୍ତପ୍ତ ମାସ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) କହିଛି। ଏହି ମାସରେ ହାରାହାରି ତାପମାତ୍ରା ୩୩.୧ ଡିଗ୍ରୀ ସେଲ୍ସିୟସ୍…
ରମଜାନକୁ ନେଇ ରାଜ ଠାକରେଙ୍କ ବିବାଦୀୟ ବୟାନ
ମୁମ୍ବାଇ,୩ ।୪: କର୍ନାଟକରେ ଉଠିଥିବା ହିଜାବ ବିବାଦ ତୁଟି ନ ଥିବା ବେଳେ ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ମସଜିଦରେ ଲାଗିଥିବା ଲାଉଡ ସ୍ପିକର ହଟାଇବାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି । ଶନିବାର ମହାରାଷ୍ଟ୍ର ନବନିର୍ମାଣ ସେନାର ଅଧ୍ୟକ୍ଷ ରାଜ…
୧୨୧ ବର୍ଷର ରେକର୍ଡ ଭାଙ୍ଗିଲା ତାତି, ୯ ରାଜ୍ୟରେ ଲୁ ଚେତାବନୀ …
ନୂଆଦିଲ୍ଲୀ, ୨।୪ : ଚଳିତ ବର୍ଷ ଦେଶରେ ତାତି ୧୨୧ ବର୍ଷର ରେକର୍ଡ ଭାଙ୍ଗିଛି। ୧୯୦୧ ମସିହା ପରେ ପ୍ରଥମ ଥର ପାଇଁ ମାର୍ଚ୍ଚ ମାସରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଟପିଛି। ଏହା ହାରାହାରି ତାପମାତ୍ରାଠାରୁ ୧.୮୬ ଡିଗ୍ରୀ ସେଲସିୟସ୍…
ଲେମ୍ବୁ କିଲୋ ପିଛା ୨୦୦ ଟଙ୍କା…
ନୂଆଦିଲ୍ଲୀ, ୨।୪ : ଖରା ବଢ଼ିବା ସହିତ ଦେଶରେ ଲେମ୍ବୁ କିଲୋଗ୍ରାମ୍ ପିଛା ଦାମ୍ ବଢ଼ିବାରେ ଲାଗିଛି। ଏହା ଇତିମଧ୍ୟରେ କିଲୋଗ୍ରାମ୍ ପିଛା ୨୦୦ ଟଙ୍କାରେ ପହଞ୍ଚିଛି। ଶନିବାର ଗୁଜୁରାଟ ରାଜକୋଟରେ ଏଭଳି ଦାମ୍ ରେକର୍ଡ କରାଯାଇଛି। ଚଳିତ ମାର୍ଚ୍ଚରେ ଲେମ୍ବୁ…
ଆସନ୍ତା ୫ ବର୍ଷରେ ୧୦ ଲକ୍ଷ ଚାକିରି ସୃଷ୍ଟି ହେବ…
ନୂଆଦିଲ୍ଲୀ, ୨।୪ : ଆସନ୍ତା ୪ରୁ ୫ ବର୍ଷ ମଧ୍ୟରେ ଦେଶରେ ୧୦ ଲକ୍ଷ ଚାକିରି ସୃଷ୍ଟି ହେବ। ଅଷ୍ଟ୍ରେଲିଆ ସହିତ ବାଣିଜ୍ୟ ବୁଝାମଣା ଦ୍ୱାରା ଦ୍ୱିପାକ୍ଷିକ କାରବାର ସାମ୍ପ୍ରତିକ ୨୭ ଶହ କୋଟି ଡଲାରରୁ ବୃଦ୍ଧି ପାଇ ୪୫ରୁ ୫୦…
ବିବାହକୁ ୩ ଦିନ ପୂରିନି, ୩ ସନ୍ତାନର ପିତାଙ୍କ ସହ ଫେରାର ହୋଇଗଲେ ନବବଧୂ
ପାଟଣା,୨ା୪: ବିବାହର ତିନି ଦିନ ପରେ ଜଣେ ନବବଧୂ ୩ ସନ୍ତାନର ପିତା ଅର୍ଥାତ ତାଙ୍କ ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ଏମିତି ଘଟଣା ଘଟିଛି ବିହାରର ଜମୁଇଠାରେ। ଜିଲାର ଲକ୍ଷ୍ମୀପୁର ନିବାସୀ ୨୦ ବର୍ଷୀୟା ଯୁବତୀଙ୍କ ବାପା ଏକ ଅପହରଣ…
ପଶ୍ଚିମବଙ୍ଗ ଜଙ୍ଗଲରେ କଙ୍ଗାରୁ! ପାଟ୍ରୋଲିଂ ବେଳେ ଗୁରୁତର ଅବସ୍ଥାରେ ୨ ଉଦ୍ଧାର
ଜଲପାଇଗୁଡ଼ି,୨।୪: ପଶ୍ଚିମବଙ୍ଗର ଜଲପାଇଗୁଡ଼ି ନିକଟରେ ଥିବା ଜଙ୍ଗଲରୁ ୩ଟି କଙ୍ଗାରୁ ଉଦ୍ଧାର ହୋଇଛନ୍ତି। ପ୍ରଥମେ ଗାଜୋଲଡୋବା ଜଙ୍ଗଲରୁ ଶୁକ୍ରବାର ରାତିରେ ୨ଟି ଆହତ କଙ୍ଗାରୁଙ୍କୁ ଉଦ୍ଧାର କରାଯାଇଥିଲା। ଏହାର କିଛି ଘଣ୍ଟା ପରେ ଜଙ୍ଗଲ ବିଭାଗର ଅଧିକାରୀମାନେ ଡାବଗ୍ରାମ ରେଞ୍ଜ ଫରାବରି-ନେପାଳୀ…
ନେପାଳରେ ରୂପେର ଶୁଭାରମ୍ଭ କଲେ ମୋଦି…
ନୂଆଦିଲ୍ଲୀ, ୨।୪ : ଭାରତ ଏବଂ ନେପାଳର ମଧ୍ୟରେ ଶନିବାର ଏକାଧିକ ଦ୍ୱିପାକ୍ଷିକ ଚୁକ୍ତି ସ୍ବାକ୍ଷର ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନେପାଳୀ ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଓବାଙ୍କ ଉପସ୍ଥିତିରେ ଚାରୋଟି ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ନେପାଳରେ ପ୍ରଧାନମନ୍ତ୍ରୀ ମୋଦି…
ଦିଲ୍ଲୀରେ ‘ଦ କଶ୍ମୀର ଫାଇଲ୍ସ’ ଟ୍ୟାକ୍ସ ଫ୍ରି ନ ହେବାରୁ କ୍ଷୋଭ ପ୍ରକାଶ କଲେ ଭାଜପା ନେତା
ଇନ୍ଦୋର,୨।୪: ଭାଜପା ରାଷ୍ଟ୍ରୀୟ ମହାସଚିବ କୈଳାଶ ବିଜୟବର୍ଗିୟ ନିଜର ବିବାଦୀୟ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ଏକ ବିବାଦୀୟ ବୟାନ ଦେଇ ପୁଣି ଥରେ ସେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସେ…
ପୁଣି ବଢ଼ିଲା ଦୈନିକ ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ, ୨।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୬୦ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଏହା ୯୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୮୩…
ଶ୍ରୀଲଙ୍କାକୁ ସହଯୋଗର ହାତ ବଢ଼ାଇଲା ଭାରତ: ପଠାଇଲା ୪୦ହଜାର ଟନ୍ ଚାଉଳ
ନୂଆଦିଲ୍ଲୀ,୨।୪: କଠିନ ପରିସ୍ଥିତିରେ ସବୁବେଳେ ପଡ଼ୋଶୀ ହିଁ ପଡ଼ୋଶୀର ସାହାଯ୍ୟ ଆସିଥାଏ। ଏହି ଉକ୍ତିଟିକୁ ସଫଳ କରିଦେଖାଇଛି ଭାରତ। ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପଡ଼ୋଶୀ ଦେଶ ଶ୍ରୀଲଙ୍କାକୁ ସାହାଯ୍ୟର ହାତ ବଢ଼ାଇଛି ଭାରତ। ଭାରତ ପକ୍ଷରୁ ଶ୍ରୀଲଙ୍କାକୁ ଖାଦ୍ୟ…
Archives


