‘ପଚାରିବାର ଅଛି ତ ପାକିସ୍ତାନକୁ ପଚାର’
ନୂଆଦିଲ୍ଲୀ,୧୪।୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ଦାବି ଉପରେ ରାଜନୀତି ଜୋର ଧରିଛି। କେସିଆର୍ଙ୍କ ଉପରେ ଭାଜପା ବର୍ଷିଛି। କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ କେସିଆରଙ୍କୁ ଟାର୍ଗେଟ କରି କହିଛନ୍ତି, ପଚାରିବାର ଅଛି ତ ପାକିସ୍ତାନକୁ…
ଦେବୀଙ୍କ ଦର୍ଶନ କରିବାକୁ ଦେଲେ ନାହିଁ: ମୋଦି
ଚଣ୍ଡିଗଡ଼,୧୪।୨: ପଞ୍ଜାବ ରାଜନୀତି ଏବେ ସରଗରମ ରହିଛି। ନିର୍ବାଚନୀ ଯୁଦ୍ଧ ପାଇଁ ସମସ୍ତ ଦଳ ନିଜ ନିଜର ବଳ ଲଗାଇ ଦେଇଛନ୍ତି। ଶିଖ୍ ସଂଖ୍ୟାଲଘୁ ରାଜ୍ୟରେ ଶିରୋମଣି ଅକାଳୀ ଦଳ ସହ ମେଣ୍ଟ ନ କରି ପ୍ରଥମ ଥର ଭାରତୀୟ ଜନତା…
‘ମୁଁ ଜିତିଲେ ମୁସଲମାନମାନେ ତିଲକ ଲଗେଇବେ’
ଲକ୍ଷ୍ନୌ,୧୪।୨: “ମୁଁ ପୁଣି ଥରେ ନିର୍ବାଚିତ ହେଲେ ମୁସଲମାନମାନେ ତିଲକ ଲଗେଇବେ”। ଉତ୍ତରପ୍ରଦେଶ ନିର୍ବାଚନ ମଧ୍ୟରେ ଏଭଳି ବୟାନ ଦେଇଛନ୍ତି ଭାଜପାର ବିଧାୟକ ରାଘବେନ୍ଦ୍ର ସିଂ। ଘଟଣାର ଭିଡିଓ ଭାଇରାଲ ହେବା ପରେ ତାଙ୍କୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି। “ଯଦି…
୩ଟା ସୁଦ୍ଧା ୟୁପିରେ ୫୧.୯୩% ମତଦାନ
ଲକ୍ଷ୍ନୋ,୧୪।୨: ପ୍ରଥମ ପର୍ଯ୍ୟାୟ ପରେ ସୋମବାର ଉତ୍ତରପ୍ରଦେଶର ୫୫ ଆସନରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଳିଛି। ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ସାଢେ ୩ଟା ସୁଦ୍ଧା ୫୧.୯୩% ମତଦାନ ହୋଇଛି। ଦ୍ବିତୀୟ ପର୍ଯ୍ୟାୟରେ ୫୮୪ ପ୍ରାର୍ଥୀ…
ପଞ୍ଜାବରେ ମୋଦିଙ୍କ ପ୍ରଥମ ରାଲି, କହିଲେ ଏହି ମାଟି ସହ ମୋର ରହିଛି ପୁରୁଣା ସମ୍ପର୍କ
ଚଣ୍ଡିଗଡ,୧୪ ।୨: ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପ୍ରଥମ କରି ସେଠାରେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି । ଜଳନ୍ଧରରେ ମୋଦି ଏକ ରାଲି କରିବା ସହ ଏକ ଜନସଭାରେ ଉଦବୋଧନ ଦେଇଛନ୍ତି । ମୋଦି…
ମୁଖ୍ୟମନ୍ତ୍ରୀ, ତାଙ୍କ ପତ୍ନୀଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ
ଡେରାଡୁନ,୧୪।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନର ସମସ୍ତ ୭୦ଟି ଆସନ ପାଇଁ ସୋମବାର ମତଦାନ ଜାରି ରହିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଓ ତାଙ୍କ ପତ୍ନୀ ଗୀତାଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଧାମି ଓ…
ଚନ୍ନିଙ୍କ ଅଭିଯୋଗ: ମୋଦିଙ୍କ ରାଲି ଯୋଗୁ ତାଙ୍କ ହେଲିକପ୍ଟର ଉଡାଣକୁ ମିଳିଲା ନାହିଁ ଅନୁମତି
ଚଣ୍ଡିଗଡ଼,୧୪ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦିଙ୍କ ଗସ୍ତକୁ ନେଇ ପୁଣି ବିବାଦ ଦେଖାଦେଇଛି । ମୋଦିଙ୍କ ଗସ୍ତ ଯୋଗୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ ହେଲିକପ୍ଟରକୁ ଉଡାଣ ଅନୁମତି ମିଳି ନ ଥିବା ଅଭିଯୋଗ ହୋଇଛି । ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା…
ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ଦିଅନ୍ତୁ ମୋଦି ସରକାର:କେସିଆର୍
ହାଇଦ୍ରାବାଦ୍,୧୪।୨: ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ) ରେ ହୋଇଥିବା ସର୍ଜିକାଲ ଷ୍ଟ୍ରାଇକ ଉପରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ ସରକାରଙ୍କୁ ନିକଟରେ ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ମାଗିଛନ୍ତି। ଚନ୍ଦ୍ରଶେଖର ରାଓ କହିଛନ୍ତି, ଆଜି…
ହିଜାବ ମାଧ୍ୟମରେ ସମାନ ନାଗରିକ ସଂହିତା, ରାଜନୈତିକ ମହଲରେ ଚର୍ଚ୍ଚା…
ନୂଆଦିଲ୍ଲୀ,୧୪ା୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ପ୍ରତିଶ୍ରୁତି ଦେଇଛନ୍ତି ଯେ ଯଦି ରାଜ୍ୟରେ ପୁନର୍ବାର ଭାଜପା କ୍ଷମତାକୁ ଆସେ ତେବେ କର୍ନାଟକର ହିଜାବକୁ ନେଇ ବିବାଦ ମଧ୍ୟରେ ସମାନ ନାଗରିକ ସଂହିତା (ୟୁନିଫର୍ମ ସିଭିଲ କୋଡ) କାର୍ଯ୍ୟକାରୀ ହେବ। ସମାନ…
ତୃଣମୂଳସ୍ତରରେ ନ୍ୟାୟିକ ସୁବିଧା ଉପଲବ୍ଧ କରାଇବା ଅପରିହାର୍ଯ୍ୟ…
ଚେନ୍ନାଇ,୧୪ା୨: ସମାଜର ତୃଣମୂଳସ୍ତରରେ ନ୍ୟାୟିକ ବ୍ୟବସ୍ଥା ଉପଲବ୍ଧ କରାଇବା ଅପରିହାର୍ଯ୍ୟ। ଏହା ଦ୍ୱାରା ସାଧାରଣ ବ୍ୟକ୍ତି ଉପକୃତ ହେବା ସହିତ ନ୍ୟାୟପାଳିକାର ଲକ୍ଷ୍ୟ ପୂରଣ ହୋଇପାରିଥାଏ। ମାଡ୍ରାସ୍ ହାଇକୋର୍ଟର ୩୨ ତମ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରି ବିଚାରପତି…
ଫ୍ରି ଫାୟାର ଉପରେ ଲାଗିଲା ପ୍ରତିବନ୍ଧକ
ନୂଆଦିଲ୍ଲୀ,୧୪।୨: କେନ୍ଦ୍ରର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର ୫୪ ମୋବାଇଲ ଆପ୍ଲିକେଶନ ଉପରେ ପ୍ରତିବନ୍ଧକ ଲଗାଇବାକୁ ସୁପାରିସ କରିଛନ୍ତି। ଏହି ଆପ୍ ତାଲିକାରେ ରହିଛି ଗାରେନା ଫ୍ରି ଫାୟାର। କୌତୁହଳର କଥା ହେଲା, ଏହି ଗେମିଂ ଆପ୍ର ଡେଭଲପର ଚାଇନା ନୁହେଁ। ସିଙ୍ଗାପୁର…
ସ୍ବାମୀ ବେକାର ଥିଲେ ବି ସ୍ତ୍ରୀଙ୍କର ଦାୟିତ୍ୱ ବହନ କରିବାରୁ ମୁକ୍ତି ପାଇବେ ନାହିଁ, କୋର୍ଟଙ୍କ ରାୟ…
ନୂଆଦିଲ୍ଲୀ,୧୪ା୨: ରୋଜଗାର କରୁ ନ ଥିବା ବେକାର ସ୍ବାମୀଙ୍କୁ ଦାୟିତ୍ୱରୁ ମୁକ୍ତ କରାଯାଇ ପାରିବ ନାହିଁ। ସେ ନିଜେ ବେକାର ଥିଲେ ବି ସ୍ତ୍ରୀଙ୍କର ଦାୟିତ୍ୱ ବହନ କରିବାରୁ ମୁକ୍ତି ପାଇବେ ନାହିଁ ବୋଲି ଦିଲ୍ଲୀର ତିସ୍ ହଜାରୀ କୋର୍ଟ ପକ୍ଷରୁ…
Archives


