ଲକ୍ଷ୍ନୌରେ ପହଞ୍ଚିଲେ ମୋଦି
ଲକ୍ଷ୍ନୌ,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଉତ୍ତରପ୍ରଦେଶ ଗସ୍ତ କରିଛନ୍ତି। ସନ୍ଧ୍ୟାରେ କୁଶୀନଗରରୁ ପ୍ରଧାନମନ୍ତ୍ରୀ ମୋଦି ଲକ୍ଷ୍ନୌ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଏହାପରେ ସେ ସିଧାସଳଖ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନକୁ ଯିବେ। ସେଠାରେ ମୋଦି ଯୋଗୀ ସରକାରଙ୍କ ମନ୍ତ୍ରୀମାନଙ୍କ…
୯ବର୍ଷର ରେକର୍ଡ ଭାଙ୍ଗିଲା ଦିଲ୍ଲୀ
ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଚଳିତ ବର୍ଷ ସବୁ ବର୍ଷଠାରୁ ଅତ୍ୟଧିକ ଗରମ ହେବା ସହ ଗୁଳଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଇତିମଧ୍ୟରେ ରବିବାର ଦିଲ୍ଲୀର ଅଧିକାଂଶ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଦେଖିବାକୁ ମିଳିଥିବା…
୨୫୦କୁ ଖସିଲା କୋର୍ବେଭାକ୍ସ
ନୂଆଦିଲ୍ଲୀ,୧୬।୫ : କୋର୍ବେଭାକ୍ସ ଭ୍ୟାକସିନ ଏଣିକି ୨୫୦ ଟଙ୍କାରେ ମିଳିବ। ପୂର୍ବରୁ ୮୪୦ ଟଙ୍କାରେ ମିଳୁଥିବା କୋର୍ବେଭାକ୍ସ ଟିକା ଦାମ ଏବେ ହ୍ରାସ କରାଯାଇଛି । ଏ ନେଇ ଭ୍ୟାକସିନ ନିର୍ମାତା କମ୍ପାନୀ ବାୟୋଲୋଜିକାଲ ଇ. ଲିମିଟେଡ ପକ୍ଷରୁ ସୂଚନା ଦିଆଯାଇଛି।…
ଆଜି ବି କଶ୍ମୀରରେ ପଣ୍ଡିତ ସୁରକ୍ଷିତ ନାହାନ୍ତି
ନୂଆଦିଲ୍ଲୀ,୧୬।୫: କଶ୍ମୀର ପଣ୍ଡିତଙ୍କ ହତ୍ୟା ସମ୍ପର୍କରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋମବାର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କିଛି ଦିନ ପୂର୍ବରୁ କଶ୍ମୀରରେ ଜଣେ ସରକାରୀ କର୍ମଚାରୀ ରାହୁଲ ଭଟ୍ଟଙ୍କୁ ଆତଙ୍କବାଦୀମାନେ ହତ୍ୟା କରିଥିଲେ। ଭାରତୀୟ ସେନା ମଧ୍ୟ…
ଅପମାନଜନକ ମନ୍ତବ୍ୟ ପୋଷ୍ଟ କରି ଅଡୁଆରେ ଅଭିନେତ୍ରୀ
ମୁମ୍ବାଇ,୧୬।୫: ଏନ୍ସିପି ଅଧ୍ୟକ୍ଷ ଶରଦ ପାଓ୍ବାରଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଫେସ୍ବୁକ୍ରେ ପୋଷ୍ଟ କରିବା ମରାଠୀ ଅଭିନେତ୍ରୀ କେତକୀ ଚିତାଲେଙ୍କୁ ମହଙ୍ଗା ପଡିଛି। ଅଭିଯୋଗକକୁ ଭିତ୍ତି କରି ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ…
ମନ୍ତ୍ରୀ ପୁଅଙ୍କୁ ଘରେ ନ ପାଇ ନୋଟିସ ଝୁଲାଇ ଆସିଲା ପୋଲିସ
ଜୟପୁର,୧୬।୫: ରାଜସ୍ଥାନ ମନ୍ତ୍ରୀ ମହେଶ ଜୋଷୀଙ୍କ ପୁଅ ରୋହିତଙ୍କ ବିରୋଧରେ ଜଣେ ୨୩ ବର୍ଷୀୟା ଯୁବତୀ ବଳାତ୍କାର ଅଭିଯୋଗ ଆଣିବା ପରେ ଦିଲ୍ଲୀ ପୋଲିସର ଏକ ୧୫ ଜଣିଆ ଟିମ୍ ତାଙ୍କୁ ଗିରଫ କରିବା ଲାଗି ଜୟପୁରରେ ପହଞ୍ଚତ୍ଥିଲା। ସହରରେ ଥିବା…
୧୯୯୨ ପୂର୍ବରୁ ନଥିଲା ଜ୍ଞାନବ୍ୟାପି ବିବାଦ, ପୁରୁଣା କଥା ମନେ ପକାଇଲେ ମହନ୍ତ ପରିବାର…
ବାରାଣସୀ, ୧୬।୫ : ଏବେ ଜ୍ଞାନବ୍ୟାପି ମସଜିଦ୍ ନେଇ ବିବାଦ ଜୋର୍ ଧରିଛି। ଅତୀତର ଦିନଗୁଡ଼ିକୁ ମନେ ପକାଇ କାଶୀ କରୱତ ମନ୍ଦିରର ମହନ୍ତ ପଣ୍ଡିତ ଗଣେଶ ଶଙ୍କର ଉପାଧ୍ୟାୟ କହିଛନ୍ତି ଯେ ୧୯୯୨ ପୂର୍ବରୁ ମନ୍ଦିର-ମସଜିଦ ବିବାଦ ନଥିଲା। ମୋର…
ଭାରତରେ ୧୭ କୋଟି ମୁସଲମାନଙ୍କ ପାଇଁ ପ୍ରାୟ ୭ ଲକ୍ଷ ମସଜିଦ୍, ୯୬ କୋଟି ହିନ୍ଦୁଙ୍କ ଲାଗି ୨୦ ଲକ୍ଷରୁ ଅଧିକ ମନ୍ଦିର…
ନୂଆଦିଲ୍ଲୀ, ୧୬।୫ : କାଶୀ, ମଥୁରା, ଦିଲ୍ଲୀ, ଆଗ୍ରା ଠାରୁ ମଧ୍ୟପ୍ରଦେଶର ଧାର ପର୍ଯ୍ୟନ୍ତ ମନ୍ଦିର-ମସଜିଦକୁ ନେଇ ବିବାଦ ଜାରି ରହିଛି। ହିନ୍ଦୁ ସଂଗଠନ ଦାବି କରୁଛନ୍ତି ଯେ ମୁସଲମାନ ଆକ୍ରମଣକାରୀମାନେ ହିନ୍ଦୁମାନଙ୍କ ବିଶ୍ୱାସକୁ ଆଘାତ ଦେଇଛନ୍ତି। ୬୦ ହଜାରରୁ ଅଧିକ…
କଶ୍ମୀରୀ ପଣ୍ଡିତଙ୍କୁ ଲଶ୍କରର ହତ୍ୟା ଧମକ
ଶ୍ରୀନଗର,୧୬।୫: ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ଇସ୍ଲାମ୍ ଜମ୍ମୁ-କଶ୍ମୀରର ପୁଲ୍ଓ୍ବାମା ଜିଲାରେ ରହୁଥିବା କଶ୍ମୀରୀ ପଣ୍ଡିତଙ୍କୁ ହତ୍ୟା ଧମକ ଦେଇଛି। ଏନେଇ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ଇସ୍ଲାମ ପକ୍ଷରୁ ଏକ ଧମକପୂର୍ଣ୍ଣ ଚିଠି ଜାରି କରିଛି। ଏଥିରେ ସ୍ଥାନ ଛାଡ଼ି ଚାଳିଯିବାକୁ ପଣ୍ଡିତଙ୍କୁ କୁହାଯାଇଛି। ସ୍ଥାନ…
ଜ୍ଞାନବ୍ୟାପି ସର୍ଭେ ଶେଷ, ମଙ୍ଗଳବାରଠାରୁ ସୁପ୍ରିମ୍କୋର୍ଟରେ ଶୁଣାଣି…
ନୂଆଦିଲ୍ଲୀ, ୧୬।୫ : ଜ୍ଞାନବ୍ୟାପି ମସଜିଦ ସର୍ଭେ ଶେଷ ହୋଇଛି। ସର୍ଭେ ରିପୋର୍ଟ ଆଧାରରେ କରାଯାଇଥିବା ଆବେଦନର ଶୁଣାଣି ମଙ୍ଗଳବାର ସୁପ୍ରିମକୋର୍ଟରେ କରାଯିବ। ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚୂଡ ଏବଂ ପି.ଏସ୍. ନରସିଂହାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରିବେ। ଗତ…
ମସଜିଦ କମ୍ପ୍ଲେକ୍ସରେ ଶିବଲିଙ୍ଗ ଥିବା ଦାବି
ବାରାଣସୀ,୧୬।୫: ବାରାଣସୀର ଜ୍ଞାନବାପି ମସଜିଦ କମ୍ପ୍ଲେକ୍ସ ସର୍ବେକ୍ଷଣ ସମୟରେ ପ୍ରାୟ ୧୨ ଫୁଟ ୮ ଇଞ୍ଚ ଉଚ୍ଚତା ବିଶିଷ୍ଟ ଶିବଲିଙ୍ଗ ମିଳି ଥିବା ହିନ୍ଦୁ ପକ୍ଷ ଦାବି କରିଛି। ସୋମବାର ଜ୍ଞାନବାପି ମସଜିଦ କମ୍ପ୍ଲେକ୍ସରେ ହେଉଥିବା ଭିଡିଓଗ୍ରାଫି ସର୍ଭେ କାର୍ଯ୍ୟ ସରିଛି।…
ପ୍ରବଚନ କାର୍ଯ୍ୟକ୍ରମରେ ଦଳାଚକଟା
ଭୋପାଳ,୧୬।୫: ମଧ୍ୟପ୍ରଦେଶ ସାଗର ଜିଲା ଅଧୀନ ବୀଣା ସହରରେ ଏକ ପ୍ରବଚନ କାର୍ଯ୍ୟକ୍ରମ ବେଳେ ଭୋଗ ପାଇଁ ଦଳାଚକଟା ହୋଇଛି। ଏଥିରେ ୧୭ ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଅନ୍ୟମାନଙ୍କୁ ପ୍ରାଥମିକ ଚିକିତ୍ସା…
Archives


