ମହାରାଷ୍ଟ୍ରରେ ତୀବ୍ର ହେଉଛି ଭାଷା ବିବାଦ
ପାଲଘର,୧୪ା୭: ଉଦ୍ଧବ ଠାକ୍ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ଏବଂ ରାଜ୍ ଠାକ୍ରେଙ୍କ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍ଏନ୍ଏସ୍) କର୍ମୀମାନେ ରାଜ୍ୟର ପାଲଘର ଜିଲାରେ ଜଣେ ଆପ୍ରବାସୀ ଅଟୋରିକ୍ସା ଡ୍ରାଇଭରଙ୍କୁ ସର୍ବସମ୍ମୁଖରେ ମାଡ଼ ମାରିଛନ୍ତି। ଏହି ଘଟଣା ରାଜ୍ୟରେ ଭାଷା ପ୍ରସଙ୍ଗକୁ ନେଇ ଚାଲିଥିବା…
ତ୍ରିପୁରା ଛାତ୍ରୀ ଦିଲ୍ଲୀରୁ ସପ୍ତାହେ ହେଲା ନିଖୋଜ
ନୂଆଦିଲ୍ଲୀ,୧୪ା୭: ଦିଲ୍ଲୀ ୟୁନିଭର୍ସିଟିରେ ପଢ଼ୁଥିବା ତ୍ରିପୁରାର ସ୍ନେହା ଦେବନାଥ(୧୯) ସପ୍ତାହେ ହେଲା ନିଖୋଜ ଅଛନ୍ତି। ଦିଲ୍ଲୀ ପୋଲିସ ଏବଂ ଏନ୍ଡିଆର୍ଏଫ୍ ଟିମ୍ ଜୋର୍ଦାର ତଲାସି ଅଭିଯାନ ଚଳାଇଥିଲେ ମଧ୍ୟ ଖୋଜଖବର ମିଳୁ ନ ଥିବାରୁ ତାଙ୍କ ନିଖୋଜ ରହସ୍ୟ ଘେରରେ ରହିଛି।…
ଆଜି ଆସୁଛନ୍ତି ରାଷ୍ଟ୍ରପତି
ଭୁବନେଶ୍ୱର,୧୪ା୭(ସୁନିତ୍ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବେ। ସୋମବାର ସନ୍ଧ୍ୟାରେ ରାଷ୍ଟ୍ରପତି ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ) ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗଦେବେ।…
ବିହାର ଭୋଟର ତାଲିକାରେ ନେପାଳୀ, ବାଂଲାଦେଶୀ: ସେପ୍ଟେମ୍ବରରେ ଆସିବ ଚୂଡ଼ାନ୍ତ ତାଲିକା
ନୂଆଦିଲ୍ଲୀ,୧୩ା୭: ବିହାରରେ ଭୋଟର ତାଲିକା ସଂଶୋଧନ ପାଇଁ ଘରକୁ ଘର ଯାଞ୍ଚ ଚାଲିଥିବା ବେଳେ ନିବର୍ର୍ାଚନ କମିଶନ(ଇସି)ଙ୍କ କ୍ଷେତ୍ରସ୍ତରୀୟ କର୍ମଚାରୀମାନେ ବହୁସଂଖ୍ୟାରେ ବାଂଲାଦେଶୀ, ନେପାଳୀ ଏବଂ ମ୍ୟାନ୍ମାର ଲୋକଙ୍କୁ ଚିହ୍ନଟ କରିଛନ୍ତି। ଏନେଇ ଇସିଙ୍କ ପକ୍ଷରୁ ରବିବାର ସୂଚନା ଦିଆଯିବା ସହ…
ପିଏମ୍ ଜନଧନକୁ ନେଇ ଆସିଲା ବଡ଼ ଖବର! କ’ଣ ବନ୍ଦ ହୋଇଯିବ ଆପଣଙ୍କ ଆକାଉଣ୍ଟ? ଜାଣନ୍ତୁ ସରକାର…
ନୂଆଦିଲ୍ଲୀ,୧୩।୭: ପ୍ରଧାନମନ୍ତ୍ରୀ ଜନଧନ ଯୋଜନା, ଭାରତୀୟ ନାଗରିକଙ୍କ ପାଇଁ କେନ୍ଦ୍ର ସରକାରଙ୍କ ସ୍ବତନ୍ତ୍ର ଯୋଜନା। ଏହି ଯୋଜନାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। କିଛିଦିନ ଧରି ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଉଥିଲା ଯେ ସରକାର ଚାଲୁ ନ ଥିବା ପିଏମ୍…
ଡିଜେଲ ନେଉଥିବା ଟ୍ରେନ୍ରେ ଭୟଙ୍କର ଅଗ୍ନିକାଣ୍ଡ
ଚେନ୍ନାଇ,୧୩ା୭: ତାମିଲନାଡୁ ଉତ୍ତର ଭାଗରେ ଥବା ତିରୁଭଲ୍ଲୁରଠାରେ ରବିବାର ଡିଜେଲ ନେଉଥିବା ଏକ ମାଲ୍ବାହୀ ଟ୍ରେନ୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫଳରେ ଚେନ୍ନାଇ-ଅରାକ୍କୋନମ୍ ରୁଟ୍ରେ ଟ୍ରେନ୍ ସେବା ବାଧାପ୍ରାପ୍ତ ହୋଇଥିବା ସଦର୍ନ ରେଲ୍ଓ୍ବେ ପକ୍ଷରୁ କୁହାଯାଇଛି। ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି।…
ଏସବୁ କୃଷକଙ୍କୁ ମିଳିବ ନାହିଁ ପିଏମ୍ କିଷାନର ଆଗାମୀ କିସ୍ତି! ଆସିଲା ବଡ଼ ଅପ୍ଡେଟ୍
ନୂଆଦିଲ୍ଲୀ,୧୩।୭: ଦେଶର କୋଟି କୋଟି କୃଷକ ପିଏମ୍ କିଷାନ ଯୋଜନାର ୨୦ତମ କିସ୍ତିର ଅପେକ୍ଷାରେ ଅଛନ୍ତି। ଜୁନରେ ଏହି ଟଙ୍କା ଆସିବାର ଥିଲା, ହେଲେ ଏଥର ସେଥିରେ ବିଳମ୍ବ ହୋଇଛି। ଏହି ଯୋଜନାରେ ଗରିବ କୃଷକମାନଙ୍କୁ ପ୍ରତିବର୍ଷ ୬୦୦୦ ଟଙ୍କାର ଆର୍ଥିକ…
ବାଲେଶ୍ୱରରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କଲା ମମତାଙ୍କ ପାର୍ଟି
ବାଲେଶ୍ୱର,୧୩ା୭: ବାଲେଶ୍ୱର ଜିଲାର ଫକୀର ମୋହନ (ସ୍ୱୟଂଶାସିତ) କଲେଜରେ ଏକ ଦ୍ୱିତୀୟ ବର୍ଷର ଇଣ୍ଟିଗ୍ରେଟେଡ୍ ବି.ଏଡ୍ ଛାତ୍ରୀ ଶନିବାର ନିଜ ଉପରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଚେଷ୍ଟା କରିଥିବା ଘଟଣା ସମଗ୍ର ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଏହି…
ରାଜ୍ୟସଭାକୁ ୪ ଜଣଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୩ା୭: ରାଜ୍ୟସଭା ପାଇଁ ୪ ଜଣ ବିଶିଷ୍ଟ ବ୍ୟକ୍ତି ମନୋନୀତ ହୋଇଛନ୍ତି। ଉଜ୍ଜ୍ୱଳ ଦେବରାଓ ନିକମ, ସି. ସଦାନନ୍ଦନ ମାଷ୍ଟର, ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା ଏବଂ ଡ. ମିନାକ୍ଷୀ ଜୈନ ମନୋନୀତ ହୋଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ୪ ଜଣଙ୍କୁ ମନୋନୀତ…
ପ୍ରଖ୍ୟାତ ତେଲୁଗୁ ଅଭିନେତା ତଥା ପୂର୍ବତନ ବିଧାୟକ କୋଟା ଶ୍ରୀନିବାସ ରାଓଙ୍କ ପରଲୋକ
ହାଇଦ୍ରାବାଦ,୧୩।୭: ପ୍ରଖ୍ୟାତ ତେଲୁଗୁ ଅଭିନେତା ତଥା ପୂର୍ବତନ ଭାଜପା ବିଧାୟକ କୋଟା ଶ୍ରୀନିବାସ ରାଓଙ୍କର ୮୩ ବର୍ଷ ବୟସରେ ପରଲୋକ ହୋଇଛି। ରବିବାର ସକାଳେ ହାଇଦ୍ରାବାଦର ଫିଲ୍ମନଗର ସ୍ଥିତ ନିଜ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ ନେଇଛନ୍ତି। ଦୀର୍ଘ ଦିନରୁ…
ଚାଇନାକୁ ଲାଗିବ ଜବରଦସ୍ତ ଝଟକା! ଲଦାଖ ପହଞ୍ଚିଲେ ଦଲାଇ ଲାମା
ନୂଆଦିଲ୍ଲୀ/ବେଜିଂ,୧୨।୭: ଦଲାଇ ଲାମାଙ୍କ ଉତ୍ତରାଧିକାରୀ ବିବାଦରେ ରାଗି ଥିବା ଚାଇନା, ଲଦାଖରେ ହୋଇଥିବା ଏକ ନୂଆ ଘଟଣାକୁ ନେଇ ପୁଣି ରାଗିଯାଇପାରେ। ଦଲାଇ ଲାମା ଏକ ମାସ ଧରି ଲଦାଖରେ ରହିବା ପାଇଁ ହିମାଚଳ ପ୍ରଦେଶର ଧର୍ମଶାଳାରୁ ଭାରତୀୟ ବାୟୁସେନାର ଏକ…
ପାଗ ଠିକ୍ ରହେ ଏହି ଦିନ ପୃଥିବୀକୁ ଫେରିବେ ଶୁଭାଂଶୁ
ଓ୍ବାଶିଂଟନ୍/ନୂଆଦିଲ୍ଲୀ, ୧୨ା୭: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍ଏସ୍)ରେ ୧୮ ଦିନ ରହିବା ପରେ ବାୟୁସେନା ଗ୍ରୁପ୍ କ୍ୟାପ୍ଟେନ ତଥା ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା ଆସନ୍ତା ୧୫ ତାରିଖ ଭାରତୀୟ ସମୟ ଅପରାହ୍ନ ୩ଟାରେ ଆକ୍ସିଓମ-୪ ମିଶନର ନିଜର ୩ ସାଥୀ…
Archives


