ବିପିନ ରାୱତଙ୍କ ଶେଷ ବାର୍ତ୍ତା ଭାଇରାଲ୍, ସମସ୍ତଙ୍କ ଆଖିରେ ଲୁହ
ନୂଆଦିଲ୍ଲୀ,୧୨।୧୨: ଦେଶର ପ୍ରଥମ ସିଡିଏସ୍ ବିପିନ ରାୱତ ହେଲିକପ୍ଟର ଦୁର୍ଘଟଣାରେ ପରଲୋକ ଘଟିଛି। ତେବେ ମୃତ୍ୟର ଦିନକ ପୂର୍ବରୁ ଅର୍ଥାତ୍ ୭ ତାରିଖରେ ‘ବିଜୟ ପର୍ବ’ ପାଇଁ ସେ ଆଗୁଆ ରେକର୍ଡ କରିଥିବା ବାର୍ତ୍ତା ଏବେ ଭାଇରାଲ ହେବାରେ ଲାଗିଛି।...
ଓମିକ୍ରନଙ୍କୁ ନେଇ ବଢୁଛି ଚିନ୍ତା
ନୂଆଦିଲ୍ଲୀ,୧୨ା୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଦେଶରେ ବିଶେଷ ସତର୍କତା ଅବଲମ୍ବନ କରାଯାଉଛି। ଏହା ସତ୍ତ୍ୱେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ପିଟିଆଇ ରିପୋର୍ଟ ଅନୁଯାୟୀ, ଆନ୍ଧ୍ରପ୍ରଦେଶରେ ଓମିକ୍ରନର ପ୍ରଥମ ମାମଲା ସାମ୍ନାକୁ ଆସିଛି। ଏହା ବ୍ୟତୀତ ନାଗପୁର,...
ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ
ଚେନ୍ନାଇ,୧୨।୧୨: ତାମିଲନାଡୁର ସାଲେମ ଜିଲାରେ ଶନିବାର ବିଳମ୍ବିତ ରାତିରେ ସମ୍ବିଧାନ ପ୍ରଣେତା ବି.ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି କିଛି ଦୁର୍ବୃତ୍ତ ଭାଙ୍ଗିଦେଇଛନ୍ତି। ଓମାଲୁର ସହରର କମଲାପୁରାମ କଲୋନୀରେ ଏହି ଘଟଣା ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।...
୧୨ ଫୁଟ ଉଚ୍ଚରୁ ରୋମାଣ୍ଟିକ୍ ଏଣ୍ଟ୍ରି କରୁଥିଲେ ବର-କନ୍ୟା: ଘଟିଲା ଏମିତି
ରାୟପୁର,୧୨।୧୨: ଛତିଶଗଡର ରାଜଧାନୀ ରାୟପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ବିହାହ କାର୍ଯ୍ୟକ୍ରମରେ ୧୨ ଫୁଟ ଉଚ୍ଚରୁ ରୋମାଣ୍ଟିକ୍ ଏଣ୍ଟ୍ରି କରୁଥିବାବେଳେ ସୁସଜ୍ଜିତ ଦୋଳି ଭାଙ୍ଗିଯିବାରୁ ବରକନ୍ୟା ଏକ ଦୁର୍ଘଟଣାର ଶିକାର ହୋଇଛନ୍ତି। ଫଳରେ ଉଭୟ ଗୁରୁତର...
କେନ୍ଦ୍ରକୁ ଟାର୍ଗେଟ କଲେ ରାହୁଲ: ମୁଁ ହିନ୍ଦୁ, ହିନ୍ଦୁତ୍ୱବାଦୀ ନୁହେଁ
ଜୟପୁର,୧୨ ।୧୨: ରାଜସ୍ଥାନରେ ରବିବାର ଦରଦାମ ବୃଦ୍ଧିକୁ ବିରୋଧ କରି କଂଗ୍ରେସ ପକ୍ଷରୁ ମହାରାଲିର ଆୟୋଜନ କରାଯାଇଥିଲା । ଏହି ରାଲିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଖୁବ୍ ବର୍ଷିଛନ୍ତି । ଏଠାରେ ସେ...
୭ ରାଜ୍ୟରେ ୩୭ ଓମିକ୍ରନ୍ ଆକ୍ରାନ୍ତ, ଘନେଇଲା ସଙ୍କଟ…
ନୂଆଦିଲ୍ଲୀ, ୧୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦେଶର ୭ଟି ରାଜ୍ୟରେ ଇତିମଧ୍ୟରେ ୩୭ ଜଣ ଓମିକ୍ରନ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ପୁଣି ସଙ୍କଟ ଘନେଇବାରେ ଲାଗିଛି। ମହାରାଷ୍ଟ୍ରରେ ସର୍ବାଧିକ...
ଆସନ୍ତା ବର୍ଷରୁ ହରିୟାଣା ସ୍କୁଲରେ ହେବ ଭଗବତ ଗୀତା ପାଠ: ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼,୧୨ ।୧୨: ଆସନ୍ତା ବର୍ଷରୁ ହରିୟାଣାର ସମସ୍ତ ସ୍କୁଲରେ ଭଗବତ ଗୀତାର ଶ୍ଳୋକ ପାଠ କରିବା ଶିକ୍ଷା ଦିଆଯିବ । ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର ଅନ୍ତରାଷ୍ଟ୍ରୀୟ ଗୀତା ମହୋତ୍ସବରେ ଏହା କହିଛନ୍ତି । ଏହା ପଞ୍ଚମ ଓ ସପ୍ତମ ଶ୍ରେଣୀ...
ଧୀରେ ଗାଡ଼ି ଚଳାଇବା ବି ଅପରାଧ !…
କୋଚି, ୧୨।୧୨: ଧୀରେ କିନ୍ତୁ ଅସାବଧାନ ହୋଇ ଗାଡ଼ି ଚଳାଇବା ମଧ୍ୟ ଅପରାଧ। ତେଣୁ ଧୀରେ ବେପରୁଆ ଭାବରେ ଗାଡି ଚଳାଇ ରକ୍ଷା ପାଇବା ପାଇଁ ଚିନ୍ତା କରିବା ଏକ ବଡ ଭୁଲ ବୋଲି କେରଳ ହାଇକୋର୍ଟ କହିଛନ୍ତି। ଏଭଳି...
ଏବେ ଅଶୋକ ହୋଟେଲ ପାଳି, ୬୦ ବର୍ଷ ପାଇଁ ହୋଇପାରେ ଘରୋଇକରଣ…
ନୂଆଦିଲ୍ଲୀ, ୧୨।୧୨: ଐତିହାସିକ ଅଶୋକ ହୋଟେଲ ବିକ୍ରୟ ପାଇଁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହାକୁ ସରକାରଙ୍କ ଉଚ୍ଚାଭିଳାଷୀ ଆସେଟ ମୋନେଟାଇଜେସନ ପ୍ରୋଗ୍ରାମ ଅଧୀନରେ ୬୦ ବର୍ଷ ଚୁକ୍ତି (କଣ୍ଟ୍ରାକ୍ଟ)ରେ ଘରୋଇ କ୍ଷେତ୍ରକୁ ଦେବା ପାଇଁ ସରକାର...
ବ୍ୟାଙ୍କ ବୁଡ଼ିଗଲେ ବି ଜମାକାରୀଙ୍କ ଟଙ୍କା ସୁରକ୍ଷିତ…
ନୂଆଦିଲ୍ଲୀ, ୧୨।୧୨: ବ୍ୟାଙ୍କ ବୁଡ଼ିଗଲେ ବି ଏବେ ଜମା ରଖିଥିବା ଜମାକାରୀଙ୍କ ପାଇଁ ସେମାନଙ୍କର ଟଙ୍କା ନେଇ କୌଣସି ଚିନ୍ତା କରିବାର ନାହିଁ। ସେମାନଙ୍କର ଟଙ୍କା ସୁରକ୍ଷିତ ରହିବ। ପୂର୍ବରୁ ଜମା ଟଙ୍କା ଫେରସ୍ତ ପାଇବାର କୌଣସି ସମୟ ସୀମା...
ମହାମାରୀ ସଙ୍କଟରେ ବି ରାଜସ୍ବ ସଂଗ୍ରହ ଲୋଭ, ଆର୍ଟି-ପିସିଆର୍ ପରୀକ୍ଷା ଦାମ୍ ଆକାଶ ଛୁଆଁ…
ନୂଆଦିଲ୍ଲୀ, ୧୨।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ ସରକାରୀ ବିମାନବନ୍ଦରରେ ରାପିଡ୍ ଆର୍ଟି-ପିସିଆର୍ ପରୀକ୍ଷା କରାଯାଉଛି। ତେବେ ଏହାର ପରୀକ୍ଷା ଦାମ୍ ଏବେ ଆକାଶ...
ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ…
ଶ୍ରୀନଗର,୧୨।୧୨: ଜମ୍ମୁ-କଶ୍ମୀରର ଅଓ୍ବନ୍ତିପୁରାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ବରାଗାମ୍ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ...
Archives


