ଜାତୀୟ

ନୁପୁର ଶର୍ମାଙ୍କୁ ବିରୋଧ କରି ଦିଲ୍ଲୀର ଜାମା ମସଜିଦ ବାହାରେ ପ୍ରଦର୍ଶନ

ନୂଆଦିଲ୍ଲୀ,୧୦ ।୬: ରାଜଧାନୀ ଦିଲ୍ଲୀର ଜାମା ମସଜିଦ ବାହାରେ ମୁସଲମାନ ସମ୍ପ୍ରଦାୟର ଲୋକେ ବିରୋଧ ପ୍ରଦର୍ଶନ କରିଛନ୍ତି । ନୁପୁର ଶର୍ମାଙ୍କ ବୟାନକୁ ବିରୋଧ କରି ଏହି ପ୍ରଦର୍ଶନ କରାଯାଇଛି । ହାତରେ ପୋଷ୍ଟର ବ୍ୟାନର ଧରି ଲୋକମାନେ ନୁପୁରଙ୍କ ବିରୋଧରେ…

ନୁପୁର ଶର୍ମାଙ୍କ ସମର୍ଥନରେ ବାହାରିଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୦।୬: ଭୋପାଳ ଏମ୍‌ପି ପ୍ରଜ୍ଞା ଠାକୁର ପ୍ରାୟତଃ ନିଜ ମନ୍ତବ୍ୟ ପାଇଁ ଚର୍ଚ୍ଚାରେ ଥା’ନ୍ତି। ଏଥର ପ୍ରଜ୍ଞା ଭାଜପାରୁ ନିଲମ୍ବିତ ହୋଇଥିବା ନୁପୁର ଶର୍ମାଙ୍କ ସମର୍ଥନରେ ବାହାରିଛନ୍ତି। ପ୍ରଜ୍ଞା କହିଛନ୍ତି ଯେ, ସତ କହିବା ବିଦ୍ରୋହ, ତେବେ ବୁଝିଯାଅ ଯେ ଆମେ…

ସଲମାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କ ମିଳିଲା ସୂଚନା

ମୁମ୍ବାଇ,୧୦।୬: ବଲିଉଡ ଅଭିନେତା ସଲମାନ ଖାନ ଏବଂ ପିତା ସଲିମ ଖାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କ ଶେଷରେ ସନ୍ଧାନ ମିଳିଛି। ସିଦ୍ଧୁ ମୂସେୱାଲାଙ୍କ ହତ୍ୟାକାରୀ କୁହାଯାଉଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଗ୍ରୁପ୍‌ର ସଦସ୍ୟ ସଲମାନଙ୍କୁ ହତ୍ୟା ଧମକ ଦେଇଛନ୍ତି। ରାଜସ୍ଥାନର…

ଦୁଇ ବଳାତ୍କାରୀଙ୍କୁ ନିସ୍ତୁକ ମାଡ଼ମାରି ଜାଳିଦେଲେ

ରାଞ୍ଚି,୧୦।୬: : ଝାଡ଼ଖଣ୍ଡର ଗୁମ୍‌ଲା ଜିଲାରେ ଦୁଇ ବଳାତ୍କାରୀଙ୍କୁ ଗ୍ରାମବାସୀ ନିସ୍ତୁକ ମାଡ଼ମାରି ନିଆଁ ଲଗାଇ ଦେଇଥିବା ଘଟଣା ସାମ୍ନାକୁ ଆସିଛି। ଫଳରେ ନିଆଁରେ ପୋଡ଼ି ହୋଇ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ…

‘ଦେଶ ସହ ବିଶ୍ୱାସଘାତକତା କରୁଛନ୍ତି ସରକାର’

ନୂଆଦିଲ୍ଲୀ,୧୦।୬: ଲଦାଖ ସୀମାରେ ଚାଇନାର ସେତୁ ନିର୍ମାଣକୁ ନେଇ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ପୁଣି ଥରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ରାହୁଲ ଗାନ୍ଧୀ ଟୁଇଟ୍‌ କରି ଲେଖିଛନ୍ତି- ଚାଇନା ଭବିଷ୍ୟତର କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରୁଛି। ଏହାକୁ…

‘ମୁଁ ବିଧାୟକଙ୍କ ଝିଅ, ମୋତେ ଛାଡିଦିଅ’

ବେଙ୍ଗାଲୁରୁ,୧୦।୬: କର୍ନାଟକରେ ଭାଜପା ବିଧାୟକ ଅରବିନ୍ଦ ନିମ୍ବାୱାଲୀଙ୍କ ଝିଅ ଟ୍ରାଫିକ୍‌ ପୋଲିସଙ୍କ ଝଗଡା କରିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସେ ପୋଲିସ କର୍ମଚାରୀଙ୍କ ସହ ଯୁକ୍ତିତର୍କ କରୁଥିବା ଦେଖିବାକୁ ମିଳିଛି। ସୂଚନାନୁସାରେ, ଭାଜପା ବିଧାୟକ ଅରବିନ୍ଦ ନିମ୍ବାୱାଲୀଙ୍କ…

ଆଜି ଗୁଜୁରାଟ ଯିବେ ମୋଦି

ଗାନ୍ଧିନଗର,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଗୁଜୁରାଟ ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୦.୧୫ରେ ପ୍ରଧାନମନ୍ତ୍ରୀ ନାଭସାରୀରେ ‘ଗୁଜୁରାଟ ଗୌରବ ଅଭିଯାନ’ର ନାମକ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି କାର୍ଯ୍ୟକ୍ରମ ସମୟରେ ସେ ନାଭସାରୀର ଏକ ଆଦିବାସୀ…

ଲାଲୁଙ୍କ ଜନ୍ମଦିନରେ ତେଜ ପ୍ରତାପ ଦେବେ ବିଶେଷ ଉପହାର, ଗରିବଙ୍କୁ ଖାଦ୍ୟ ବାଣ୍ଟିବ ଦଳ

ପାଟନା,୧୦ ।୬: ରାଷ୍ଟ୍ରୀୟ ଜନତା ଦଳ ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କର ଜୁନ ୧୧ରେ ପାଳନ ହେବାକୁ ଯାଉଛି ୭୫ ତମ ଜନ୍ମଦିନ । ଏହାକୁ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରିବାକୁ ଯୋଜନା କରାଯାଇଛି । ଦଳ ଏହି ଦିନକୁ…

ବଢିଚାଲିଛି ସଂକ୍ରମଣ

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭,୫୮୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୮ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…

ଜମ୍ମୁ-କଶ୍ମୀରର ଭଦ୍ରୱାହରେ କର୍ଫ୍ୟୁ ପରେ ଇଣ୍ଟରନେଟ ସେବା ବନ୍ଦ

ଶ୍ରୀନଗର,୧୦ ।୬: ଜମ୍ମୁ-କଶ୍ମୀରରେ କିଛିଦିନ ହେବ ଲାଗି ରହିଥିବା ଟାର୍ଗେଟ କିଲିଂକୁ ନେଇ ପରିବେଶ ଗରମ ଥିବା ବେଳେ ଏବେ ସାଂପ୍ରଦାୟିକ ଉତ୍ତେଜନାକୁ ଦେଖି ଜମ୍ମୁ-କଶ୍ମୀର ପୋଲିସ ଡୋଡା ଜିଲାର ଭଦ୍ରୱାହ ସହରରେ ଫ୍ଲାଗ ମାର୍ଚ୍ଚ କରିବା ପରେ ସେଠାରେ କର୍ଫ୍ୟୁ…

ଚମକାଇଲା ଓୱାଇସିଙ୍କ ଦଳ, ଭାଜପାକୁ ହରାଇବାକୁ ଶିବସେନା ନେତୃତ୍ୱ ଏମଭିଏକୁ ଦେବ ଭୋଟ

ମୁମ୍ବାଇ,୧୦ ।୬: ମହାରାଷ୍ଟ୍ରର ୬ ରାଜ୍ୟ ସଭା ଆସନ ଲାଗି ଶୁକ୍ରବାର ନିର୍ବାଚନ ହେବାକୁ ଯାଉଛି । ଠିକ୍ ଏହା ପୂର୍ବରୁ ଅସଦୁଦ୍ଦିନ ଓୱାଇସିଙ୍କ ଦଳ ଏଆଇଏମ୍‌ଆଇଏମ୍ ଶିବସେନା ନେତ୍ୟତ୍ୱ ମହାବିକାଶ ଅଘାଡି ପ୍ରାର୍ଥୀଙ୍କୁ ଭୋଟ ଦେବ ବୋଲି କହିଛି ।…

କାନପୁରରେ ୧୪୪ ଧାରା ଜାରି, ସମ୍ବେଦନଶୀଳ ଜିଲାରେ ଡ୍ରୋନ ରଖିବ ନଜର

କାନପୁର,୧୦ ।୬: କାନପୁରରେ ହୋଇଥିବା ହିଂସା ପରେ ଏବେ ପ୍ରଥମ କରି ଶୁକ୍ରବାର ନମାଜ ହେବାକୁ ଯାଉଛି । ଏହାକୁ ନେଇ ପ୍ରଶାସନ ହାଇ ଆଲର୍ଟରେ ଅଛି । ଏହାକୁ ଦୃଷ୍ଟିରେ ରଖି ୧୪୪ ଧାରା ଲାଗୁ କରାଯାଇଛି । କାନପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?