ପୋଲିସର ବର୍ବରତା: ଶିଶୁଙ୍କୁ କୋଳେଇଥିବା ବାପାଙ୍କ ଉପରକୁ ଲାଠିଚାର୍ଜ
କାନପୁର,୧୦।୧୧: ଉତ୍ତରପ୍ରଦେଶର କାନପୁର ଦେହାତରେ ପୋଲିସର ବର୍ବରତାର ଏକ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ଏକ ଶିଶୁକୁ ନିଜ କୋଳରେ ବୋହି ନେଉଥିବା ବ୍ୟକ୍ତିଙ୍କ ଉପରେ ପୋଲିସ ଲାଠିଚାର୍ଜ କରୁଥିବା ଦେଖିବାକୁ ମିଳିଛି। କାନପୁର ଦେହାତର ଆକବରପୁର ଜିଲା ଡାକ୍ତରଖାନା...
ବାପାଙ୍କ କଫିନ୍କୁ ଚୁମ୍ବନ ଦେଲେ ଝିଅ
ନୂଆଦିଲ୍ଲୀ,୧୦।୧୨: ସିଡିଏସ ଜେନେରାଲ ବିପିନ ରାୱତ ଏବଂ ତାଙ୍କ ସ୍ତ୍ରୀ ମଧୁଲିକାଙ୍କ ସମେତ ୧୨ ଜଣ ସୈନିକଙ୍କ ମୃତଦେହ ରାଜଧାନୀର ପାଲାମ ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରତ୍ୟେକ ଆଖିରେ ଲୁହ ଆସିଯାଇଥିଲା। ଜେନେରାଲ ରାୱତଙ୍କ ୨ ଝିଅ କଫିନ୍ରେ ରଖାଯାଇଥିବା...
ଅନ୍ତର୍ଜାତୀୟ ଯାତ୍ରୀବାହୀ ବିମାନ ଚଳାଚଳ ସେବା ଜାନୁୟାରୀ ୩୧ ପର୍ଯ୍ୟନ୍ତ ବୃଦ୍ଧି
ନୂଆଦିଲ୍ଲୀ,୧୦।୧୨: ବେସାମରିକ ଅନ୍ତର୍ଜାତୀୟ ଯାତ୍ରୀବାହୀ ବିମାନ ଚଳାଚଳ ସମୟ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଡିସେମ୍ବର ୧୫ ରୁ ଅନ୍ତର୍ଜାତୀୟ ଯାତ୍ରୀବାହୀ ବିମାନ ସେବା ଆରମ୍ଭ ହେବା ନେଇ ନଭେମ୍ବରରୁ ନିଷ୍ପତ୍ତି ହୋଇଥିଲା । ମାତ୍ର କୋଭିଡର...
ବିଦାୟ ଜେନେରାଲ: ଶେଷ ସାଲ୍ୟୁଟ ଦେବେ ଶ୍ରୀଲଙ୍କା, ନେପାଳ, ଭୁଟାନ, ବାଂଲାଦେଶର ସେନା ଅଧିକାରୀ
ନୂଆଦିଲ୍ଲୀ,୧୦ ।୧୨: ରାଜଧାନୀ ଦିଲ୍ଲୀର ୩, ରାଜାଜୀ ମାର୍ଗରେ ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍(ସିଡିଏସ୍) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପାର୍ଥିବ ଶରୀର ଶେଷ ଦର୍ଶନ ପାଇଁ ରଖାଯାଇଛି । ଦର୍ଶନ...
ପଡ଼ିଲା ତେଜସ୍ବୀଙ୍କ ହାତଗଣ୍ଠି
ନୂଆଦିଲ୍ଲୀ,୧୦।୧୧: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସାନପୁଅ ତେଜସ୍ବୀ ଯାଦବ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଏହି ବିବାହ ସମ୍ପର୍କରେ ତେଜସ୍ବୀ ଯାଦବଙ୍କ ପୁରା ପରିବାର ଦିଲ୍ଲୀରେ ଅଛନ୍ତି। ତେବେ ବରିଷ୍ଠ ଆରଜେଡି ନେତାଙ୍କ ସମେତ ପରିବାର ବାହାରେ...
ରାଜସ୍ଥାନର ସମସ୍ତ ୯ ଓମିକ୍ରନ୍ ଆକ୍ରାନ୍ତଙ୍କ ରିପୋର୍ଟ ଆସିଲା ନେଗେଟିଭ୍
ଜୟପୁର,୧୦ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା ରାଜସ୍ଥାନର ସମସ୍ତ ୯ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି । ରାଜସ୍ଥାନ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ସମସ୍ତ ଆକ୍ରାନ୍ତଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏହାସହ...
ସିଡିଏସ୍ ବିପିନ ରାୱତଙ୍କ ରାଜକୀୟ ସମ୍ମାନ ସହ ହେବ ଶେଷ କୃତ୍ୟ ସମ୍ପନ୍ନ, ସକାଳ ୧୧ଟାରୁ ଶେଷ ଦର୍ଶନ
ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍) ଜେନେରାଲ ବିପିନ ରାୱତଙ୍କର ଶୁକ୍ରବାର ଶେଷ କୃତ୍ୟ ଦିଲ୍ଲୀଠାରେ ସମ୍ପୂର୍ଣ୍ଣ ରାଜକୀୟ ସମ୍ମାନ ସହ ସମ୍ପନ୍ନ ହେବ । ଯେତେବେଳେ ରାୱତଙ୍କ ଅନ୍ତିମ ଯାତ୍ରା ବାହାରିବ, ସେତେବେଳେ ଯେ...
ଅଯୋଧ୍ୟା ରାୟ ପରେ ବିଚାରପତିମାନଙ୍କୁ ପାର୍ଟି ଦେଇଥିଲେ ଜଷ୍ଟିସ୍ ଗୋଗୋଇ
ନୂଆଦିଲ୍ଲୀ,୧୦।୧୨: ୨୦୧୯ ନଭେମ୍ବର ୯ରେ ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ୍ ମାମଲାରେ ଐତିହାସିକ ରାୟ ପ୍ରଦାନ ପରେ ତତ୍କାଳୀନ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ ଖଣ୍ଡପୀଠରେ ଥିବା ତାଙ୍କ ସହକର୍ମୀ ବିଚାରପତିମାନଙ୍କୁ ଡିନର ପାଇଁ ହୋଟେଲ ତାଜ୍ ମାନସିଂକୁ ନେଇଥିଲେ।...
‘ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି’
ନୂଆଦିଲ୍ଲୀ,୯।୧୨: ”ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଜେନେରାଲ ବିପିନ ରାଓ୍ବତଙ୍କ ମୃତ୍ୟୁ ନେଇ ଲୋକଙ୍କ ମନରେ ଅନେକ ସନ୍ଦେହ ସୃଷ୍ଟି ହୋଇଛି। ଏହା କିଛି ବଡ଼ କଥା ନୁହେଁ ପ୍ରତ୍ୟେକ ଥର ଏଭଳି ଦୁର୍ଘଟଣା...
‘ଉପକୂଳରେ ମାଟି ତଳେ ବିଦ୍ୟୁତ୍ ତାର ବିଛାଅ’
ନୂଆଦିଲ୍ଲୀ, ୯।୧୨: ବନ୍ୟା, ବାତ୍ୟା ପ୍ରଭାବିତ ଓଡ଼ିଶାର ଉପକୂଳ ଜିଲାଗୁଡ଼ିକରେ ବିପର୍ଯ୍ୟୟ ପ୍ରତିରୋଧୀ ବିଦ୍ୟୁତ୍ ଭିତ୍ତିଭୂମିର ବିକାଶ ଲାଗି ବିଜେଡି ଏମ୍ପି ପ୍ରଶାନ୍ତ ନନ୍ଦ ଗୁରୁବାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ରାଜ୍ୟ ସଭାରେ ଶୂନ୍ୟକାଳ ଆଲୋଚନାରେ ଭାଗନେଇ ନନ୍ଦ...
ଲାଣ୍ଡିଂର ୭ ମିନିଟ୍ ପୂର୍ବରୁ ଅନ୍ତିମ ରେଡିଓ କଣ୍ଟାକ୍ଟ କରିଥିଲା ଚପର
ନୂଆଦିଲ୍ଲୀ,୯।୧୨: ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ ଜେନେରାଲ ବିପିନ ରାଓ୍ବତ, ତାଙ୍କ ପତ୍ନୀଙ୍କ ସମେତ ୧୪ ଜଣଙ୍କୁ ନେଇ ଯାଉଥିବା ବାୟୁ ସେନାର ଏମ୍ଆଇ-୧୭ ଭି-୫ ହେଲିକପ୍ଟର ଦୁର୍ଘଟଣା ସମ୍ପର୍କରେ କିଛି ନୂଆ ତଥ୍ୟ ସାମ୍ନାକୁ ଆସିଛି। ୧୨ଟା ୧୫ରେ...
ଦିଲ୍ଲୀ କୋର୍ଟରେ ବିସ୍ଫୋରଣ
ନୂଆଦିଲ୍ଲୀ,୯।୧୨: ରାଜଧାନୀର ରୋହିଣୀ କୋର୍ଟରେ ଗୁରୁବାର ସକାଳେ ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ବ୍ୟକ୍ତି ଆହତ ହୋଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ତେବେ ବିସ୍ଫୋରଣର ପ୍ରକୃତ କାରଣ ଜଣାପଡ଼ି ନାହିଁ। ଉପଲବ୍ଧ ଥିବା ତଥ୍ୟ ଅନୁଯାୟୀ, କୋର୍ଟରୁମ୍ ନଂ...
Archives


