ଜାତୀୟ

ହିଜାବକୁ ନେଇ ବିଦେଶୀ ରାଷ୍ଟ୍ରର ହସ୍ତକ୍ଷେପକୁ ସହ୍ୟ କରାଯିବ ନାହିଁ…

ନୂଆଦିଲ୍ଲୀ, ୧୨।୨ : ଭାରତର କର୍ନାଟକରେ ହିଜାବକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏସମ୍ପର୍କରେ ପାକିସ୍ତାନ, ଆମେରିକା ସମେତ ଅନ୍ୟ କେତେକ ବିଦେଶୀ ରାଷ୍ଟ୍ର ଭାରତ ବିରୋଧୀ ମନ୍ତବ୍ୟ ପ୍ରଦାନ କରିଛନ୍ତି। ପରେ ଏହାକୁ ନେଇ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁହଁ…

ଭାଜପା କ୍ଷମତାକୁ ଆସିଲେ ପ୍ରଥମେ ଅଣାଯିବ ସମାନ ନାଗରିକ ସଂହିତା,କହିଲେ ମୁଖ୍ୟମନ୍ତ୍ରୀ…

ଡେରାଡୁନ୍‌, ୧୨।୨ : ଉତ୍ତରାଖଣ୍ଡ ବିଧାନସଭା ପ୍ରଚାରରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଶନିବାର କହିଛନ୍ତି ଯେ, ଭାଜପା କ୍ଷମତାକୁ ଆସିଲେ ପ୍ରଥମେ ସମାନ ନାଗରିକ ସଂହିତା ଆଇନ(ୟୁନିଫର୍ମ ସିଭିଲ୍‌ କୋଡ୍‌) ଅଣାଯିବ। ଏହା ଦ୍ୱାରା ସମସ୍ତ ଲୋକଙ୍କ ପାଇଁ…

ପ୍ରଥମେ ପ୍ରତିଶ୍ରୁତି ପରେ ଦୁର୍ନୀତି କରିଥାଏ କଂଗ୍ରେସ, କହିଲେ ପ୍ରଧାନମନ୍ତ୍ରୀ…

ଡେରାଡୁନ୍‌, ୧୨।୨ : କଂଗ୍ରେସ ପ୍ରଥମେ ବଡ଼ ବଡ଼ ପ୍ରତିଶ୍ରୁତି ଦେଇ ପରେ ଦୁର୍ନୀତି କରିଥାଏ। ଉତ୍ତର।ଖଣ୍ଡ ବିଧାନସଭା ପ୍ରଚାରରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଏଭଳି କହିଛନ୍ତି। ସେ କଂଗ୍ରେସକୁ ଟାର୍ଗେଟ କରି କହିଛନ୍ତି ଯେ, ନିର୍ବାଚନୀ ପ୍ରଚାରରେ…

ଉଦ୍ୟୋଗପତି ରାହୁଲ ବଜାଜ୍‌ଙ୍କ ପରଲୋକ…

ପୁଣେ, ୧୨।୨ : ଖ୍ୟାତି ସମ୍ପନ୍ନ ଉଦ୍ୟୋଗପତି ତଥା ବଜାଜ୍‌ ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ରାହୁଲ ବଜାଜ୍‌ଙ୍କ ପରଲୋକ ଘଟିଛି। ଶନିବାର ପୁଣେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ୧୯୩୮ ଜୁନ୍‌…

ଲୋକାଲ ଟ୍ରେନ୍‌ରେ ଫିଲ୍ମ-ଟିଭି ଶୋ ଦେଖିପାରିବେ ଯାତ୍ରୀ…

ମୁମ୍ବାଇ, ୧୨।୨ : ଏଣିକି ମୁମ୍ବାଇର ଲୋକାଲ ଟ୍ରେନରେ ଯାତ୍ରା କରିବା ସମୟରେ ଯାତ୍ରୀ ଫିଲ୍ମ ଏବଂ ଟିଭି ଶୋ ଦେଖିପାରିବେ। ଭାରତୀୟ ରେଳ ଅଧିକାରୀ କହିଛନ୍ତି ଯେ କେନ୍ଦ୍ରୀୟ ରେଳବାଇ ଏବଂ ସୁଗାରବକ୍ସ ନେଟୱାର୍କ ସ୍ଥାନୀୟ ଟ୍ରେନରେ ‘କଣ୍ଟେଣ୍ଟ ଅନ…

ମୁଖ୍ୟମନ୍ତ୍ରୀ ଚୁଡି-ବିନ୍ଦି ବଦଳରେ ରୋଜଗାର କାହିଁକି ବାଣ୍ଟୁ ନାହାନ୍ତି: ପ୍ରିୟଙ୍କା

ଡେରାଡୁନ,୧୨ ।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ହେଉଛି ଅନ୍ତିମ ପ୍ରଚାରର ଦିନ । ଏହି ଶେଷ ଦିନରେ ଜନ ସମର୍ଥନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ସବୁ ବଳ ଲଗାଇ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ପୁଷ୍କର…

କଂଗ୍ରେସକୁ ବଡ଼ ଝଟ୍‌କା: ପ୍ରିୟଙ୍କାଙ୍କ ଆଉ ଜଣେ ପୋଷ୍ଟର ଗର୍ଲ ଭାଜପାରେ ସାମିଲ

ଲକ୍ଷ୍ନୌ,୧୨।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରିୟଙ୍କାଙ୍କ ଆଉ ଜଣେ ପୋଷ୍ଟର ଗର୍ଲ ଭାଜପାରେ ସାମିଲ ହୋଇଛନ୍ତି। ସୂଚନାଯୋଗ୍ୟ, କଂଗ୍ରେସର ଆଉ ଜଣେ ପୋଷ୍ଟର ଗର୍ଲ ପଲ୍ଲବୀ ସିଂହ ଶନିବାର ଭାଜପାରେ…

କେବେ ଏ ଦଳ ତ କେବେ ସେ ଦଳ: ପ୍ରାୟ ୪୬ ଦିନ ମଧ୍ୟରେ ୩ଥର ଦଳ ପରିବର୍ତ୍ତନ କରିସାରିଲେଣି ଏହି ବିଧାୟକ

ଚଣ୍ଡିଗଡ଼,୧୨।୨: ବିଧାନସଭା ନିର୍ବାଚନ ପାଇଁ ୫ଟି ରାଜ୍ୟରେ ରାଜନୈତିକ ଉଷ୍ଣତା ଜାରି ରହିଛି। ସମସ୍ତ ରାଜ୍ୟରେ ପ୍ରଚାରକୁ ଜୋରଦାର କରାଯାଇଥିବା ବେଳେ ଏବେ ବି ଦଳ ପରିବର୍ତ୍ତନ ପର୍ବ ଜାରି ରହିଛି। ଉତ୍ତରପ୍ରଦେଶ, ଗୋଆ, ଉତ୍ତରାଖଣ୍ଡ ଓ ତ୍ରିପୁରା ପରେ ଏବେ…

ଜମ୍ମୁ-କଶ୍ମୀର ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଅଲ୍‌-ବଦରର ୩ ଆତଙ୍କବାଦୀ ଗିରଫ

ଶ୍ରୀନଗର,୧୨।୨: ଜମ୍ମୁ-କଶ୍ମୀରର ସୋପୋରେ ଜିଲାର ଡାଙ୍ଗିୱାଚା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଡାଙ୍ଗିୱାଚା ଅଞ୍ଚଳରୁ ଅଲ୍‌-ବଦରର ୩ଜଣ ଆତଙ୍କବାଦୀଙ୍କୁ ସୁରକ୍ଷାକର୍ମୀ ଗିରଫ କରିଛନ୍ତି। ଏହି ଆତଙ୍କବାଦୀଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ଓ ନଗଦ ଟଙ୍କା ଜବତ କରାଯାଇଛି। ସୂଚନାଯୋଗ୍ୟ, ଡାଙ୍ଗିୱାଚା…

ଆପତ୍ତିଜନକ ପୋଷ୍ଟ ଶେୟାର କରି ୨ ପୋଲିସ କର୍ମଚାରୀ ନିଲମ୍ବିତ

ଜୟପୁର,୧୨।୨: କର୍ନାଟକର ହିଜାବ ଝଡ଼ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସୋସିଆଲ ମିଡିଆରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଇତିମଧ୍ୟରେ ହିଜାବ ସହ ଜଡିତ ଏକ ଆପତ୍ତିଜନକ ପୋଷ୍ଟକୁ ସୋସିଆଲ ମିଡିଆରେ ଶେୟାର କରିବା ମାମଲାରେ ୨ଜଣ ପୋଲିସ…

ଦେଶରେ ସାମାନ୍ୟ କମିଲା ଆକ୍ରାନ୍ତଙ୍କ ସଂଖ୍ୟା: ଗତ ୨୪ ଘଣ୍ଟାରେ ୫୦ହଜାରରୁ ଉର୍ଦ୍ଧ୍ୱ ଚିହ୍ନଟ, ୮୦୪ ମୃତ

ନୂଆଦିଲ୍ଲୀ,୧୨।୨: ଦେଶରେ କରୋନା ମହାମାରୀର ପ୍ରକୋପ ଧିରେ ଧିରେ କମୁଥିବା ବେଳେ କରୋନା ଗ୍ରାଫ୍‌ ତଳକୁ ଖସିଛି। ଶୁକ୍ରବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ଅପେକ୍ଷା ଶନିବାର କମ୍‌ ରହିଛି। ଶୁକ୍ରବାର ଦେଶରେ ୫୮ହଜାର ୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ…

ଭାରତୀୟ ସେନା ଉପରେ ନିର୍ମାଣ ହୋଇଥିବା ଏହି ଫିଲ୍ମକୁ ମିଳି ନ ଥିଲା ଏନ୍‌ଓସି: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୨।୨: ବଲିଉଡ୍‌ରେ ଦେଶର ସେନା ଓ ଯବାନଙ୍କୁ ନେଇ ଅନେକ ଫିଲ୍ମ ତିଆରି କରାଯାଇଛି। ଆଉ ଏଭଳି ଫିଲ୍ମଗୁଡ଼ିକୁ ବଲିଉଡ୍‌ ପ୍ରଥମେ ଆଗ୍ରାଧିକାର ଦେଉଥିବା ବେଳେ ଦର୍ଶକ ମଧ୍ୟ ଏହାକୁ ବେଶ୍‌ ପସନ୍ଦ କରିଥାନ୍ତି। କିନ୍ତୁ ଜାଣିଛନ୍ତି କି, ଚଳିତ ଥର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri