ବାୟୁସେନା ହେଲିକପ୍ଟର ଦୁର୍ଘଟଣା: ଏନ୍ଆଇଏ ଯାଞ୍ଚ ଦାବି କଲେ ପୂର୍ବତନ ବ୍ରିଗେଡିୟର!
ନୂଆଦିଲ୍ଲୀ,୯ ।୧୨: ବୁଧବାର ତାମିଲନାଡୁର କୁନ୍ନୁରରେ ହୋଇଥିବା ସେନା ହେଲିକପ୍ଟର ଦୁର୍ଘଟଣାରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଜେନରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ୧୩ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଅନ୍ୟ...
ଦୁର୍ଘଟଣା ପରେ ବି ଜୀବିତ ଥିଲେ ବିପିନ ରାଓ୍ବତ, କହିଥିଲେ ନିଜ ନାମ…
କୁନ୍ନୁର,୯।୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣା ପରେ ସିଡିଏସ ଜେନେରାଲ ବିପିନ ରାୱତ ଜୀବିତ ଥିଲେ। ଏପରିକି ସେ ତାଙ୍କ ନାମ ମଧ୍ୟ କହିଥିଲେ। ଉଦ୍ଧାରକାରୀ ଦଳ ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟର ପାଖରେ ପହଞ୍ଚିବା ପରେ ଦୁଇ ଜଣଙ୍କୁ ଜୀବିତ...
କୁନ୍ନୁର ହେଲିକପ୍ଟର ଦୁର୍ଘଟଣାର ୨୦ ଘଣ୍ଟା ପରେ ବି ମିଳିନି ବ୍ଲାକ ବକ୍ସ
ନୂଆଦିଲ୍ଲୀ,୯ ।୧୨: ବୁଧବାର ତାମିଲନାଡୁର କୁନ୍ନୁରରେ ହୋଇଥିବା ସେନା ହେଲିକ୍ପଟର ଦୁର୍ଘଟଣାକୁ ୨୦ ଘଣ୍ଟା ବିତି ଯାଇଥିଲେ ବି ବ୍ଲାକ ବକ୍ସର ସନ୍ଧାନ ମିଳି ନ ଥିବା ଜଣାପଡିଛି । ଗୁରୁବାର ସକାଳୁ ବାୟସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ...
ପୁଣି ବଢିଲା ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ, ୯।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ୪୧୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ...
ପଲିଟିକାଲ୍ ଜେନେରାଲ
ଭାରତୀୟ ସ୍ଥଳସେନାର ପୂର୍ବତନ ମୁଖ୍ୟ ଜେନେରାଲ ବିପିନ ରାଓ୍ବତ୍ଙ୍କୁ ଅବସର ପରେ ତତ୍କାଳ ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ନିଯୁକ୍ତ କରାଯାଇଥିଲା। ସେ ପ୍ରତ୍ୟକ୍ଷ ଭାବେ କୌଣସି ଯୁଦ୍ଧ ଲଢ଼ି ନ ଥିଲେ ହେଁ ତିନି...
ସୋନିଆ ପାଳିବେନି ଜନ୍ମଦିନ
ନୂଆଦିଲ୍ଲୀ,୯ ।୧୨: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କର ୯ ଡିସେମ୍ବର ଅର୍ଥାତ୍ ଗୁରୁବାର ଜନ୍ମଦିବସ । ହେଲେ ଏଥର ସେ ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ ବୋଲି କହିଛନ୍ତି । ଏମିତିକ ତାଙ୍କ ଜନ୍ମଦିନରେ କର୍ମୀମାନେ କୌଣସି...
କମୁଛି କୋଭିଡ୍ ଟିକା ଚାହିଦା
ନୂଆଦିଲ୍ଲୀ, ୯।୧୨: କୋଭିଡ୍ ଟିକା ଯୋଗାଣ ତୁଳନାରେ ଚାହିଦା କମିଗଲାଣି। ତେଣୁ ବୁଷ୍ଟର ଡୋଜ୍ ପ୍ରସ୍ତୁତି ପାଇଁ ଅନୁମତି ପ୍ରଦାନ ନିମନ୍ତେ ଭାରତୀୟ ଭାକ୍ସିନ୍ ନିର୍ମାତାମାନେ ସରକାରଙ୍କ ନିକଟରେ ଲବି କରୁଥିବା ଜଣାପଡ଼ିଛି। ରୁଷିଆର ସ୍ପୁଟ୍ନିକ ଟିକା ପ୍ରସ୍ତୁତ କରୁଥିବା...
ବିପିନ ରାୱତଙ୍କ ପରଲୋକରେ ଆମେରିକା, ରୁଷିଆ, ପାକିସ୍ତାନ ସମେତ ବିଭିନ୍ନ ଦେଶର ଶୋକ ପ୍ରକାଶ
ନୂଆଦିଲ୍ଲୀ,୯ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍) ଜେନରାଲ ବିପିନ ରାୱତଙ୍କ ବିୟୋଗରେ ଆମେରିକା, ରୁଷିଆ, ପାକିସ୍ତାନ ସମେତ ବିଭିନ୍ନ ଦେଶ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି । ବୁଧବାର ତାମିଲନାଡୁର କୁନ୍ନୁରରେ ସେନା ହେଲିକପ୍ଟର ଏମ୍ଆଇ...
ରାଲିରେ ଯୋଗ ଦେବାକୁ କଂଗ୍ରେସ ରଖିଲା ସର୍ତ୍ତ: ଆଣିବାକୁ ହେବ ୭୨ ଘଣ୍ଟା ପୂର୍ବରୁ କରାଯାଇଥିବା ଆର୍ଟିପିସିଆର୍ ଟେଷ୍ଟ ରିପୋର୍ଟ
ଜୟପୁର,୯ ।୧୨: କଂଗ୍ରେସ ନେତା ଜ୍ୟୋତି ଖଣ୍ଡେଲୱାଲ ରାଷ୍ଟ୍ରୀୟ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପତ୍ର ଲେଖି କହିଛନ୍ତି କି ଜୟପୁରରେ ୧୨ ଡିସେମ୍ବରକୁ ହେବାକୁ ଥିବା ମହଙ୍ଗା ମାଡ ବିରୋଧୀ ରାଲିକୁ ସ୍ଥଗିତ ରଖିବା ଦରକାର । ଜ୍ୟୋତି ଖଣ୍ଡେଲୱାଲ...
ଆସନ୍ତା କାଲି ହେବ ସିଡିଏସ୍ଙ୍କ ଶେଷ କୃତ୍ୟ ସମ୍ପନ୍ନ
ନୂଆଦିଲ୍ଲୀ,୯ ।୧୨: ତାମିଲନାଡୁର କନ୍ନୁରରେ ବୁଧବାର ହୋଇଥିବା ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍) ଜେନରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପରଲୋକ ହୋଇଛି । ଗୁରୁବାର ଉଭୟଙ୍କ ପାର୍ଥିବ ଶରୀରକୁ...
ଗୁରୁବାର ଆନ୍ଦୋଳନରୁ ହଟିବେ ଚାଷୀ
ନୂଆଦିଲ୍ଲୀ,୮।୧୨: କୃଷି ଆଇନ ବିରୋଧରେ ୧୫ ମାସ ଧରି ଚାଲିଥିବା ଆନ୍ଦୋଳନ ଶେଷ ହେବାକୁ ଯାଉଛି। ଏମ୍ଏସ୍ପି ଲାଗି ଆଶ୍ୱାସନା ସହ ଚାଷୀଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାକୁ ପ୍ରତ୍ୟାହାର କରିବାକୁ ସରକାର ରାଜି ହୋଇଥିବାରୁ ଚାଷୀ ସଂଗଠନଗୁଡ଼ିକ ଆନ୍ଦୋଳନ...
ଗାଡ଼ି ରୋକିବାକୁ କୌଣସି ସଙ୍କେତ ମିଳି ନ ଥିଲା
ନୂଆଦିଲ୍ଲୀ, ୮।୧୨ : ”ଗାଡ଼ି ରୋକିବା ପାଇଁ ଆମକୁ କୌଣସି ସଙ୍କେତ ଦେଇ ନ ଥିଲେ। ହଠାତ୍ ଗୁଳି ବର୍ଷା ଆରମ୍ଭ ହୋଇଥିଲା“। ନାଗାଲାଣ୍ଡର ମୋନ୍ ଜିଲାରେ ଶନିବାର ଯବାନଙ୍କ ଆକ୍ରମଣରୁ ବର୍ତ୍ତିଯାଇଥିବା କୋଇଲା ଖଣି ଶ୍ରମିକ ଶେଇଓ୍ବାଙ୍ଗ ଏଭଳି...
Archives


