ହିଜାବ: ଶିମୋଗାରେ ୧୪୪ ଧାରା
ବେଙ୍ଗାଲୁରୁ,୯।୨: କର୍ନାଟକ ଶିକ୍ଷାନୁଷ୍ଠାନରେ ହିଜାବ ପିନ୍ଧିବାକୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ସ୍କୁଲ, କଲେଜରେ ମୁସଲମାନ ସମ୍ପ୍ରଦାୟର ଛାତ୍ରୀମାନଙ୍କୁ ହିଜାବ ପିନ୍ଧିବାକୁ ଅନୁମତି ଦେବା ନେଇ ମଙ୍ଗଳବାର କର୍ନାଟକ ହାଇକୋର୍ଟରେ ହୋଇଥିବା ଆବେଦନର ଶୁଣାଣି ହୋଇଛି। ଆବେଗ କିମ୍ବା ଭାବନା…
କଶ୍ମୀର ବିବାଦରେ ବହୁରାଷ୍ଟ୍ରୀୟ କମ୍ପାନୀ
ନୂଆଦିଲ୍ଲୀ, ୯ା୨:କଶ୍ମୀର ଉପରେ ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ କରି ଅଡ଼ୁଆରେ ପଡ଼ିଛନ୍ତି ଏକାଧିକ ବହୁରାଷ୍ଟ୍ରୀୟ କମ୍ପାନୀ। କାର୍ ନିର୍ମାଣକାରୀ ଦକ୍ଷିଣ କୋରିଆ କମ୍ପାନୀ ହ୍ୟୁଣ୍ଡାଇ, କିଆ, ଆମେରିକୀୟ ଫାଷ୍ଟଫୁଡ୍ କମ୍ପାନୀ କେଏଫ୍ସି ଏବଂ ପିଜ୍ଜା ହଟ୍ ସମେତ ଡୋମିନୋସ୍, ଓସାକା…
ରାଜ୍ୟ ସଭାରେ ନବୀନଙ୍କ ପ୍ରଶଂସା କଲେ ମୋଦି, ଜଣାଇଲେ ଅଭିନନ୍ଦନ
ନୂଆଦିଲ୍ଲୀ,୮ା୨- କୋଇଲା ଓ ଖଣି କ୍ଷେତ୍ରରେ କେନ୍ଦ୍ର ସରକାର ଆଣିଥିବା ସଂସ୍କାରଗୁଡ଼ିକୁ କାର୍ଯ୍ୟକାରୀ କରିବାରେ ଓଡ଼ିଶା ସବୁଠୁ ଆଗରେ ରହିଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ…
‘କଂଗ୍ରେସକୁ ଭୟ କରୁଛନ୍ତି ମୋଦି’
ନୂଆଦିଲ୍ଲୀ,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଭୟ କରୁଛନ୍ତି ବୋଲି ମଙ୍ଗଳବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି । ସଂସଦରେ ମୋଦି କଂଗ୍ରେସକୁ ଟାର୍ଗେଟ କରିବା ପରେ ରାହୁଲ କହିଛନ୍ତି, ମୋଦି କଂଗ୍ରେସକୁ ଡରୁଛନ୍ତି। କାରଣ କଂଗ୍ରେସ ସବୁବେଳେ ସତ…
କଂଗ୍ରେସରେ ମିଶିବା ପାଇଁ ସିଦ୍ଧୁଙ୍କୁ ୭୦ ଥର ଭେଟିଥିଲେ ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୮।୨: କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ନିଜ ମନ୍ତବ୍ୟକୁ ନେଇ ସର୍ବଦା ଚର୍ଚ୍ଚାରେ ଥାନ୍ତି। ଏବେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କୁ ନେଇ ପୁଣି ମଙ୍ଗଳବାର ଏକ ଚର୍ଚ୍ଚିତ ମନ୍ତବ୍ୟ ଦେଇଛନ୍ତି। ସିଦ୍ଧୁ କହିଛନ୍ତି ଯେ, ୨୦୧୭ ପଞ୍ଜାବ ବିଧାନସଭା…
‘ପୁଷ୍ପା’ ଫିଲ୍ମର ଡାଏଲଗ୍ ମାରିଲେ ପ୍ରତିରକ୍ଷା ମନ୍ତ୍ରୀ
ପିଥୋରାଗଡ,୮।୨:ଆଜିକାଲି ଦକ୍ଷିଣ ଭାରତର ପ୍ରସିଦ୍ଧ ଫିଲ୍ମ ‘ପୁଷ୍ପା’କୁ ନେଇ ଅନେକ ଚର୍ଚ୍ଚା ଚାଲିଛି। ଯଦିଓ ଏହି ଫିଲ୍ମକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଥିଲା, କିନ୍ତୁ ଏବେ ଏହା ରାଜନୀତିର କରିଡରରେ ମଧ୍ୟ ପହଞ୍ଚିଛି। ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…
ବରଫ ଅତଡା ତଳେ ଫସିଥିବା ୭ ଜଣ ଯବାନଙ୍କ ମୃତଦେହ ଉଦ୍ଧାର
ଇଟାନଗର,୮।୨:ଅରୁଣାଚଳ ପ୍ରଦେଶର ଉଚ୍ଚ ପର୍ବତ ମାଳା କାମେଙ୍ଗ ସେକ୍ଟରରେ ବରଫ ତଳେ ଫସିଯାଇଥିବା ୭ ଯବାନଙ୍କ ମୃତଦେହ ଉଦ୍ଧାର ହୋଇଛି। ଏନେଇ ଭାରତୀୟ ସେନା ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ,କାମେଙ୍ଗ ସେକ୍ଟରରେ ପ୍ୟାଟ୍ରୋଲିଂ ଚାଲୁଥିବା ବେଳେ ବରଫ ଅତଡା ଖସିବାରୁ ୭…
ଛାତ୍ରୀଙ୍କୁ ଘେରିଗଲେ ସାଫ୍ରନ ସ୍କାର୍ଫ ଗ୍ରୁପ୍
ମାଣ୍ଡ୍ୟା(କର୍ନାଟକ),୮।୨: କର୍ନାଟକର ବିଭିନ୍ନ କଲେଜ କ୍ୟାମ୍ପସରେ ମଙ୍ଗଳବାର ମୁହଁାମୁହିଁ ହୋଇଛନ୍ତି ହିଜାବ ଏବଂ ସାଫ୍ରନ ସ୍କାର୍ଫ ପିନ୍ଧିଥିବା ଛାତ୍ରୀଛାତ୍ର ଗ୍ରୁପ୍। ମାଣ୍ଡ୍ୟାର ଏକ କଲେଜରେ ସାଫ୍ରନ ସ୍କାର୍ଫ ପିନ୍ଧିଥିବା ଛାତ୍ରଗୋଷ୍ଠି ଜଣେ ବୁର୍ଖା ପିନ୍ଧିଥିବା ଛାତ୍ରୀଙ୍କ ଆଗରେ ସ୍ଲୋଗାନ ବାଜି କରୁଥିବା…
କର୍ନାଟକରେ ୩ ଦିନ ପାଇଁ ସ୍କୁଲ, କଲେଜ ବନ୍ଦ
ଉଡୁପି(କର୍ନାଟକ),୮।୨: ହିଜାବ ପ୍ରସଙ୍ଗକୁ ନେଇ କର୍ନାଟକର ଉଡୁପି ଜିଲାରେ ମଙ୍ଗଳବାର ଛାତ୍ରୀଛାତ୍ର ଆନ୍ଦୋଳନକୁ ଓହ୍ଲାଇଥିଲେ। ଏହାକୁ ଦୃଷ୍ଟିରେ ରଖି ୩ ଦିନ ପାଇଁ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏହି ନିର୍ଦ୍ଦଶନାମା ସମ୍ପର୍କରେ…
ଅଖିଳେଶ ଜାରି କଲେ ବଚନ ପତ୍ର, ୨ ଚକିଆ ଚାଳକଙ୍କୁ ୧ ଲିଟର ମାଗଣା ପେଟ୍ରୋଲ-ମୃତ ଚାଷୀଙ୍କୁ ୨୫ ଲକ୍ଷ…
ଲକ୍ଷ୍ନୌ, ୮।୨ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି(ଏସ୍ପି)ର ଅଧ୍ୟକ୍ଷ ଅଖିଳେଶ ଯାଦବ ଦଳର ଘୋଷଣା ପତ୍ର ଜାରି କରିଛନ୍ତି। ଏହାକୁ ବଚନ ପତ୍ର ଭାବେ ନାମିତ କରାଯାଇଛି। ଏସ୍ପି ସରକାର ଗଠନ ହେଲେ ୧୫ ଦିନ ମଧ୍ୟରେ…
ମେଘାଳୟରେ କଂଗ୍ରେସକୁ ବଡ ଝଟକା, ସମସ୍ତ ୫ ବିଧାୟକ ଭାଜପା ସମର୍ଥିତ ମେଣ୍ଟରେ ସାମିଲ
ଶିଲଂ,୮ ।୨: ପଡୋଶୀ ରାଜ୍ୟ ମଣିପୁରରେ ନିର୍ବାଚନୀ ବାତାବରଣ ଉଷ୍ମ ଥିବା ବେଳେ ମେଘାଳୟରେ କଂଗ୍ରେକୁ ବଡ ଝଟ୍କା ଲାଗିଛି । ମେଘାଳୟର ୫ ବିଧାୟକ ମଙ୍ଗଳବାର ସର୍ବସମ୍ମତି କ୍ରମେ ମେଘାଳୟ ଜନତାନ୍ତ୍ରିକ ମେଣ୍ଟ(ଏମ୍ଡିଏ)ରେ ସାମିଲ ହୋଇଛନ୍ତି । ଏମ୍ ଡିଏ…
ସତ୍ୟମଙ୍ଗଲମ୍ ଟାଇଗର ରିଜର୍ଭ ରାସ୍ତାରେ ସନ୍ଧ୍ୟା ୬ରୁ ସକାଳ ୬ ପର୍ଯ୍ୟନ୍ତ ଯାନବାହନ ଚଳାଚଳ ବନ୍ଦ, ହାଇକୋର୍ଟଙ୍କ ନିର୍ଦ୍ଦେଶ…
ଚେନ୍ନାଇ, ୮।୨ : ତାମିଲନାଡୁର ସତ୍ୟମଙ୍ଗଲମ୍ ଟାଇଗର ରିଜର୍ଭ ଅଞ୍ଚଳରେ ସନ୍ଧ୍ୟା ୬ଟା ଠାରୁ ସକାଳ ୬ଟା ପର୍ଯ୍ୟନ୍ତ ସମସ୍ତ କମର୍ସିଆଲ ଯାନବାହନ ଚଳାଚଳକୁ ବାରଣ କରାଯାଇଛି। ସେହିପରି ଘରୋଇ ଯାନ ଚଳାଚଳକୁ ଏହି ଅଞ୍ଚଳରେ ରାତି ୯ଟାଠାରୁ ସକାଳ ୬…
Archives


