ଜାତୀୟ

ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ, ୨୩ା୩: ରୁଷିଆର ୟୁକ୍ରେନ୍‌ ଆକ୍ରମଣ ପ୍ରସଙ୍ଗରେ ଭାରତ ଓ ଆମେରିକା ମଧ୍ୟରେ ଆଲୋଚନା ହୋଇଛି। ଆମେରିକା ରାଜନୈତିକ ବ୍ୟାପାର ବିଭାଗ ଅନୁସଚିବ ଭିକ୍ଟୋରିଆ ନୁଲାଣ୍ଡ ସୋମବାର ନୂଆଦିଲ୍ଲୀରେ ଭାରତର ବହିର୍ବ୍ୟାପାର ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲାଙ୍କୁ ଭେଟି ଏ ବାବଦରେ କଥା…

କଂଗ୍ରେସ କଶ୍ମୀରବାସୀଙ୍କ ଭାବନାକୁ ବୁଝି ପାରୁନାହିଁ: ବିକ୍ରମାଦିତ୍ୟ ସିଂ

ନୂଆଦିଲ୍ଲୀ,୨୩ ।୩: ଦେଶ ସ୍ୱାଧିନତା ସମୟରେ ଜମ୍ମୁ-କଶ୍ମୀରର ମହାରାଜା ଥିବା ହରି ସିଂଙ୍କ ନାତି ବିକ୍ରମାଦିତ୍ୟ ସିଂ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ତାଙ୍କ ପିତା କର୍ନ ସିଂ କଂଗ୍ରେସର ଜଣେ ବରିଷ୍ଠ ନେତା । ବିକ୍ରମାଦିତ୍ୟ ସିଂ ମଙ୍ଗଳବାର…

ସୋନିଆଙ୍କୁ ଭେଟିଲେ ଜି-୨୩ ନେତା

ନୂଆଦିଲ୍ଲୀ,୨୩ା୩: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ‘ଜି-୨୩’ ନେତାମାନେ ସାକ୍ଷାତ୍‌ କରିଛନ୍ତି। ଜି-୨୩ ହେଉଛି କଂଗ୍ରେସରେ ସାଙ୍ଗଠନିକ ପରିବର୍ତ୍ତନ ଦାବି କରୁଥିବା ଅସନ୍ତୁଷ୍ଟ ଗୋଷ୍ଠୀ। ନିକଟରେ ଏହି ଗୋଷ୍ଠୀର ବରିଷ୍ଠ ନେତା ଗୁଲାମନବୀ ଆଜାଦ ସୋନିଆଙ୍କୁ ଭେଟିଥିବାବେଳେ ମଙ୍ଗଳବାର ରାଜ୍ୟ ସଭାର…

କଂଗ୍ରେସ ଛାଡ଼ିଲେ କରଣ ସିଂଙ୍କ ପୁଅ

ନୂଆଦିଲ୍ଲୀ,୨୩ା୩: ଜମ୍ମୁ-କଶ୍ମୀରର ପ୍ରଥମ ରାଜ୍ୟପାଳ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କରଣ ସିଂଙ୍କ ପୁଅ ବିକ୍ରମାଦିତ୍ୟ ସିଂ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ବର୍ତ୍ତମାନ କଂଗ୍ରେସ ତୃଣମୂଳ ସ୍ତରରେ ବାସ୍ତବତାରୁ ବହୁ ଦୂରରେ ଥିବା ଦର୍ଶାଇ ସେ ଦଳ ଛାଡ଼ିଥିବା ଟୁଇଟରରେ ଦର୍ଶାଇଛନ୍ତି।…

ଶହେ ପ୍ରଦୂଷିତ ସହର ମଧ୍ୟରେ ଭାରତର ୬୩

ନୂଆଦିଲ୍ଲୀ, ୨୩ା୩: ଦେଶରେ ତିନି ବର୍ଷ ଧରି ବାୟୁ ଗୁଣବତ୍ତା ବୃଦ୍ଧିରେ ବ୍ରେକ୍‌ ଲାଗିଛି। ଭାରତରେ ପ୍ରଦୂଷଣ ଚିନ୍ତାଜନକ ଭାବେ ବୃଦ୍ଧି ପାଇଛି। ୨୦୨୧ରେ ଦିଲ୍ଲୀ ବିଶ୍ୱର ସର୍ବାଧିକ ପ୍ରଦୂଷିତ ରାଜଧାନୀ ହୋଇଛି। ଏହାବାଦ୍‌ ଦୁନିଆର ସବୁଠାରୁ ପ୍ରଦୂଷିତ ସହର ମଧ୍ୟରେ…

ବୀରଭୂମୀ ହିଂସା ପରେ ଘର ଛାଡୁଛନ୍ତି ଲୋକେ

କୋଲକାତା,୨୩ ।୩: ପଶ୍ଚିମବଙ୍ଗର ବୀରଭୂମୀରେ ତ୍ରୁଣମୂଳ କଂଗ୍ରେସ ନେତା ଭାଦୁ ଶେଖଙ୍କୁ ହତ୍ୟା କରାଯିବା ପରେ ୮ ଜଣଙ୍କୁ ଜୀବନ୍ତ ଜଳାଇ ଦିଆଯାଇଛି । ଏହି ଘଟଣା ପରେ ବୀରଭୂମୀ ଜିଲା ବାଗୁଟି ଗାଁରେ ଭୟର ବାତାବରଣ ସୃଷ୍ଟି ହୋଇଛି ।…

ଆରମ୍ଭ ହେଲା ତୈଳ ଝଟକା

ନୂଆଦିଲ୍ଲୀ,୨୩ା୩: ଅନ୍ତର୍ଜାତୀୟ ବଜାରରେ ତୈଳ ଦର ବୃଦ୍ଧି ପାଉଥିବା ବେଳେ ଭାରତୀୟ ବଜାରରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ୪ ମାସରୁ ଊର୍ଦ୍ଧ୍ୱ ସମୟ ଧରି ସ୍ଥିର ରହିଥିଲା। ଉତ୍ତର ପ୍ରଦେଶ ସମେତ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଚାଲିଥିବାରୁ ସରକାର…

୮ ଜଣଙ୍କୁ ଜାଳିଦେଲେ

କୋଲକାତା,୨୩ା୩: ପଶ୍ଚିମବଙ୍ଗର ବୀରଭୂମ ଜିଲାସ୍ଥିତ ରାମପୁରହାଟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବୋଗ୍‌ତୁଇ ଗ୍ରାମରେ ମଙ୍ଗଳବାର ଭୋର ସମୟରେ ଏକ ଭସ୍ମୀଭୂତ ଘରୁ ୨ ଶିଶୁଙ୍କ ସମେତ ୭ ଜଣଙ୍କ ମୃତଦେହ ମିଳିଛି। ଅନ୍ୟ ଜଣେ ଆହତ ହସ୍ପିଟାଲରେ ଆଖି…

ୟୁଜି ନାମଲେଖା: ଏଣିକି ଦେଶରେ ଏକକ ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ, ୨୨।୩: ସାରା ଦେଶରେ ଏଣିକି କଲେଜରେ ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଆଉ ଦ୍ୱାଦଶ ଶ୍ରେଣୀର ମାର୍କ ଭିତ୍ତିରେ ଛାତ୍ରୀଛାତ୍ରଙ୍କୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ। ବିଭିନ୍ନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନାମ…

ଅସୁସ୍ଥ ଲାଲୁ: ଦିଲ୍ଲୀ ଏମ୍ସକୁ କରାଯିବ ସ୍ଥାନାନ୍ତର

ପାଟନା,୨୨।୩: ଚାରା ଦୁର୍ନୀତି ମାମଲାରେ ଜେଲ୍‌ରେ ବନ୍ଦୀ ଥିବା ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥାରେ ପୁଣି ଅବନ୍ନତି ଘଟିଛି। ମଙ୍ଗଳବାର ହଠାତ୍‌ ଲାଲୁଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ତେବେ ଉନ୍ନତ ଚିକିତ୍ସା ଲାଗି ନୂଆଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ…

୩୫ହଜାର ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ସ୍ଥାୟୀ କରିବେ ପଞ୍ଜାବ ସରକାର

ଚଣ୍ଡିଗଡ଼,୨୨।୩: ପଞ୍ଜାବରେ ଶାସନ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଆକ୍ସନ ମୁଡ୍‌ରେ ଆସିଯାଇଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ରାଜ୍ୟର ହିତ ପାଇଁ ସେ ଗୋଟିଏ ପରେ ଗୋଟିଏ ବଡ଼ ନିଷ୍ପତ୍ତି ନେଉଛନ୍ତି। ଇତିମଧ୍ୟରେ ପଞ୍ଜାବର ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ସ୍ବାଧୀନତା ସଂଗ୍ରାମୀ ଭଗତ ସିଂଙ୍କ ନାମରେ ନାମିତ ହେବ ଦିଲ୍ଲୀର ସୈନିକ ସ୍କୁଲ୍‌

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଦିଲ୍ଲୀରେ ପ୍ରସ୍ତାବିତ ସୈନିକ ସ୍କୁଲ୍‌ର ନାମ ଶହିଦ ଭଗତ ସିଂଙ୍କ ନାମରେ ରଖିବାକୁ ମଙ୍ଗଳବାର ଘୋଷଣା କରିଛନ୍ତି। ଝରୋଡା କାଲାରେ ୧୪ ଏକ ପରିମିତ ସ୍ଥାନରେ ହେବାକୁ ଥିବା ଏହି ସ୍କୁଲ୍‌ରେ ହଷ୍ଟେଲ ସୁବିଧା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri