‘କିଛି ଲୁଚାଇବାର ନାହିଁ’
ଥିରୁଭାନନ୍ତପୁରମ,୨୨।୩: ଯୌନ ନିର୍ଯାତନା ପୀଡ଼ିତା ତଥା ଟଲିଉଡ୍ ଅଭିନେତ୍ରୀ ଭାବନା ମେନନଙ୍କୁ କେରଳର ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲରେ କରତାଳି ସହ ସ୍ବାଗତ କରାଯାଇଥିଲା। ୨୦୧୭ରେ ଯୌନ ନିର୍ଯାତନା ମାମଲା ପରେ ସେ ପ୍ରଥମ ଥର ପାଇଁ ଜନସାଧାରଣଙ୍କ ସାମ୍ନାକୁ ଆସିଥିଲେ। ଉଲ୍ଲେଖଯୋଗ୍ୟ,…
କମୁଛି ସଂକ୍ରମଣ
ନୂଆଦିଲ୍ଲୀ,୨୨।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାର ୫୮୧ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୩ ଜଣଙ୍କ ମୃତ୍ୟୁ…
ବଢିଲା ଗ୍ୟାସ ଦର
ନୂଆଦିଲ୍ଲୀ,୨୨।୩: ଦେଶବାସୀଙ୍କ ଉପରେ ପୁଣି ମହଙ୍ଗା ମାଡ଼। ୧୪.୨ କେଜି ଘରୋଇ ସିଲିଣ୍ଡର ଦାମ ୫୦ ଟଙ୍କା ବୃଦ୍ଧି ପାଇଛି। ସୋମବାର ମଧ୍ୟ ରାତିରୁ ଏହି ନୂଆ ଦର ଲାଗୁ ହୋଇଛି। ଶେଷ ଥର ପାଇଁ ଅକ୍ଟୋବର ୬ରେ ଘରୋଇ ସିଲିଣ୍ଡର…
ମାଇକ୍ରୋଓଭେନରୁ ମିଳିଲା ଶିଶୁକନ୍ୟାର ମୃତଦେହ
ନୂଆଦିଲ୍ଲୀ,୨୨।୩: ଦକ୍ଷିଣ ଦିଲ୍ଲୀର ଚିରାଗ ଦିଲ୍ଲୀ ଅଞ୍ଚଳରେ ଏକ ୨ ମାସର ଶିଶୁକନ୍ୟା ମୃତଦେହ ମାଇକ୍ରୋଓଭେନ ଭିତରୁ ଉଦ୍ଧାର କରାଯାଇଛି। ଦକ୍ଷିଣ ଦିଲ୍ଲୀ ଡିସିପି ବେନିତା ମାରି ଜେକର କହିଛନ୍ତି, ଶିଶୁକନ୍ୟାର ମୃତ୍ୟୁ ସମ୍ପର୍କରେ ଆମକୁ ଅପରାହ୍ନ ପ୍ରାୟ ୩ଟା ୧୫ରେ…
ମନ୍ଦିର ପାଇଁ ଅଢେଇ କୋଟିର ଜମି ଦାନ କଲେ ମୁସଲମାନ ପରିବାର
ପାଟନା,୨୨ ।୩: ବିହାରର ଏକ ମୁସଲମାନ ପରିବାର ଭାଇଚାରାର ଏକ ଅନନ୍ୟ ଉଦାହରଣ ପାଲଟିଛନ୍ତି । ରାଜ୍ୟର ପୂର୍ବ ଚମ୍ପାରନ ଜିଲାର କୈଥବଲିୟା ଅଞ୍ଚଳରେ ନିର୍ମାଣ ହେବାକୁ ଯାଉଥିବା ଏକ ମନ୍ଦିର ପାଇଁ ଉକ୍ତ ମୁସଲମାନ ପରିବାର ୨.୫ କୋଟି ଟଙ୍କାର…
ଅପରାଜିତାଙ୍କ ପ୍ରଶ୍ନର ଉତ୍ତର ଦେଲେ ଧର୍ମେନ୍ଦ୍ର
ନୂଆଦିଲ୍ଲୀ,୨୨।୩: ଭିନ୍ନକ୍ଷମ ପିଲାମାନଙ୍କୁ ଶିକ୍ଷା ପ୍ରଦାନ କରୁଥିବା ବିଦ୍ୟାଳୟଗୁଡ଼ିକୁ ସ୍ବତନ୍ତ୍ର ସ୍ବୀକୃତି ପ୍ରସଙ୍ଗ ଉପରେ ସୋମବାର ଲୋକ ସଭାରେ ଆଲୋଚନା ହୋଇଥିଲା। ଭିନ୍ନକ୍ଷମଙ୍କୁ ଶିକ୍ଷାଦାନ କରୁଥିବା ସ୍ବତନ୍ତ୍ର ଶିକ୍ଷକମାନଙ୍କୁ ପ୍ରୋତ୍ସାହିତ କରିବା ନିମନ୍ତେ ଶିକ୍ଷା ମନ୍ତ୍ରଣାଳୟ ଏବଂ ଭାରତର ପୁନର୍ବାସ ପରିଷଦ…
ମୋଦିଙ୍କୁ ଆଣ୍ଠୁମାଡି ଦଣ୍ଡବତ କଲେ ୧୨୬ ବର୍ଷୀୟ ବୃଦ୍ଧ: ଜାଣନ୍ତୁ ତାଙ୍କ ଦୀର୍ଘାୟୁ ପଛର ରହସ୍ୟ
ନୂଆଦିଲ୍ଲୀ,୨୨।୩: ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଚଳିତବର୍ଷ ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଲୋକଙ୍କୁ ସମ୍ମାନୀତ କରିଛନ୍ତି। ବାରାଣସୀର ୧୨୬ ବର୍ଷ ବୟସ୍କା ସ୍ବାମୀ ଶିବାନନ୍ଦଙ୍କୁ ଭାରତୀୟ ଜୀବନଶୈଳୀ ଏବଂ ଯୋଗର ପ୍ରଚାର ପାଇଁ ପଦ୍ମଶ୍ରୀ ପ୍ରଦାନ କରାଯାଇଛି। ସମ୍ମାନ…
ମାନ୍ଙ୍କୁ ଗୃହ, ହରପାଲ୍ଙ୍କୁ ଅର୍ଥ ବିଭାଗ
ଚଣ୍ଡିଗଡ଼,୨୨।୩ : ପଞ୍ଜାବର ୧୦ ମନ୍ତ୍ରୀଙ୍କ ମଧ୍ୟରେ ସୋମବାର ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍ ନିଜ ପାଖରେ ଗୃହ ବିଭାଗ ରଖିଥିବାବେଳେ ହରପାଲ ସିଂ ଚିମାଙ୍କୁ ଅର୍ଥ ଏବଂ ଗୁର୍ମିତ୍ ସିଂ ମିତ୍ ହାୟେରଙ୍କୁ ଶିକ୍ଷା ବିଭାଗ ଦାୟିତ୍ୱ…
‘ଦ କଶ୍ମୀର ଫାଇଲ୍ସ’କୁ ନେଇ ବିବାଦ, ଲାଗିଲା ୧୪୪ ଧାରା
କୋଟା,୨୨ ।୩: ରାଜସ୍ଥାନର କୋଟାରେ ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ବିବାଦ ମୁଣ୍ଡ ଟେକିଛି । ଯାହା ଫଳରେ କୋଟା ସହରରେ ୨୨ ମାର୍ଚ୍ଚରୁ ୨୧ ଏପ୍ରିଲ ପର୍ଯ୍ୟନ୍ତ ଧାରା ୧୪୪ ଜାରି କରାଯାଇଛି । ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣରେ…
ପୁଣି ବଢିଲା ପେଟ୍ରୋଲ-ଡିଜେଲ୍
ନୂଆଦିଲ୍ଲୀ,୨୨।୩: ପୁଣି ମହଙ୍ଗା ମାଡ। ବଢିଲା ପେଟ୍ରୋଲ ଏବଂ ଡିଜେଲ୍ର ଦାମ୍। ମଙ୍ଗଳବାର ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ୮୦-୮୦ ପଇସା ମହଙ୍ଗା ହୋଇଛି। ଏହାପୂର୍ବରୁ ବହୁଳବ୍ୟବହାରକାରୀ ଗ୍ରାହକଙ୍କ ପାଇଁ ଡିଜେଲ ମୂଲ୍ୟ ଲିଟର ପିଛା ୨୫ ଟଙ୍କା ବୃଦ୍ଧି…
କୃଷି ଆଇନକୁ ଅଧିକାଂଶ ଚାଷୀ ସଂଗଠନର ସମର୍ଥନ ଥିଲା
ନୂଆଦିଲ୍ଲୀ,୨୨।୩ : ଅଧିକାଂଶ କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ସମର୍ଥନ କରୁଥିଲେ। ଏବେ ଉକ୍ତ ଆଇନକୁ ପ୍ରତ୍ୟାହାର କରିନିଆଯାଇଛି। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ କମିଟି ବିଭିନ୍ନ ସଂଗଠନ ସହ ଆଲୋଚନା କରିବା ପରେ ଉପରୋକ୍ତ ତଥ୍ୟ ଜାଣିବାକୁ ପାଇଛନ୍ତି।…
ଭାରତର ଆଭିମୁଖ୍ୟ ଗ୍ରହଣ କରିଛି କ୍ୱାଡ୍
ନୂଆଦିଲ୍ଲୀ, ୨୨ା୩: ୟୁକ୍ରେନ୍-ରୁଷିଆ ପ୍ରସଙ୍ଗରେ ଭାରତର ନିରପେକ୍ଷ ଆଭିମୁଖ୍ୟକୁ କ୍ୱାଡ୍ ଦେଶ ଗ୍ରହଣ କରିଛନ୍ତି ବୋଲି ଅଷ୍ଟ୍ରେଲିଆ କହିଛି। ୟୁକ୍ରେନ୍ରେ ଯୁଦ୍ଧ ରୋକିବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ସମସ୍ତ ସମ୍ପର୍କକୁ ବ୍ୟବହାର କରୁଥିବା ନୂଆଦିଲ୍ଲୀରେ ଅବସ୍ଥାପିତ ଅଷ୍ଟ୍ରେଲିଆ…
Archives


