ଦିଲ୍ଲୀର ପଞ୍ଜିକୃତ ନିର୍ମାଣ ଶ୍ରମିକ ଡିଟିସି, କ୍ଲଷ୍ଟର ବସ୍ରେ ମାଗଣାରେ କରିପାରିବେ ଯାତ୍ରା
ନୂଆଦିଲ୍ଲୀ,୫ ।୫: ରାଜଧାନୀ ଦିଲ୍ଲୀର ସମସ୍ତ ପଞ୍ଜିକୃତ ନିର୍ମାଣ ଶ୍ରମିକ ଏଣିକି ଡିଟିସି ଓ କ୍ଲଷ୍ଟର ବସରେ ମାଗଣାରେ ଯାତ୍ରା କରିପାରିବେ । ବୁଧବାର ଦିଲ୍ଲୀ ସରକାର ଏମିତି ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କୁ ମାଗଣା ବସ୍ ପାସ ଯୋଗାଇ ଦେଇଛନ୍ତି ।…
ସିଦ୍ଧୁଙ୍କୁ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୪।୫:ଖୁବ ଶୀଘ୍ର ପଞ୍ଜାବ କଂଗ୍ରେସର ପୂର୍ବତନ ସଭାପତି ନବଜୋତ ସିଂ ସିଦ୍ଧୁଙ୍କ ବିରୋଧରେ କଂଗ୍ରେସ ଦଳ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଚର୍ଚ୍ଚା ହେଉଛି। ଗୋଟିଏ ଦିନ ପୂର୍ବରୁ ଦଳ ବିରୋଧୀ କାର୍ଯ୍ୟକଳାପ ଅଭିଯୋଗ କରି କଂଗ୍ରେସର ପଞ୍ଜାବର ଦାୟିତ୍ୱରେ…
ଲାଉଡ୍ସ୍ପିକର୍କୁ ନେଇ ପୁଣି ଗର୍ଜିଲେ ରାଜ୍ ଠାକରେ
ମୁମ୍ବାଇ,୪।୫: ମହାରାଷ୍ଟ୍ର ନବ ନିର୍ମାଣ ସେନାର ମୁଖ୍ୟ ରାଜ ଠାକରେ ସରକାରଙ୍କ ଚେତାବାନୀ ଓ ପୋଲିସର ନୋଟିସ ସତ୍ତ୍ୱେ ବୁଧବାର ପୁଣି ମସଜିଦରେ ଲାଗିଥିବା ଲାଉଡସ୍ପିକରକୁ ନେଇ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ଲାଉଡ ସ୍ପିକର ବିବାଦରେ ତାଙ୍କ ପାର୍ଟି ଏକାକୀ…
ପ୍ରେସ ସ୍ବାଧୀନତା: ତଳକୁ ଖସି ୧୫୦ତମ ସ୍ଥାନରେ ଭାରତ
ନୂଆଦିଲ୍ଲୀ,୪।୫: ବିଶ୍ୱରେ ପ୍ରେସ ସ୍ବାଧୀନତା ସୂଚକାଙ୍କରେ ତଳକୁ ଖସିଲା ଭାରତ। ଗତବର୍ଷ ଅପେକ୍ଷା ଚଳିତ ବର୍ଷ ସୂଚକାଙ୍କରେ ଭାରତର ସ୍ଥାନ ଆହୁରି ତଳକୁ ଖସିଛି। ୨୦୨୧ରେ ଏହି ସୂଚକାଙ୍କରେ ୧୮୦ ଦେଶ ମଧ୍ୟରେ ଭାରତ ୧୪୨ତମ ସ୍ଥାନରେ ଥିଲା। ହେଲେ ୨୦୨୨ରେ…
୩୩ ବର୍ଷ ପରେ ମହାରାଷ୍ଟ୍ର ସରକାରଙ୍କୁ ଜମି ଫେରାଇଲେ ଗାଭାସ୍କର
ମୁମ୍ବାଇ,୪।୫: ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ମୁମ୍ବାଇରେ କ୍ରିକେଟ ଏକାଡେମୀ ପ୍ରତିଷ୍ଠା ପାଇଁ ୩୩ ବର୍ଷ ପୂର୍ବେ ତାଙ୍କୁ ଦିଆଯାଇଥିବା ଏକ ସରକାରୀ ଜମି ଫେରସ୍ତ କରିଛନ୍ତି। ମହାରାଷ୍ଟ୍ରର ଗୃହମନ୍ତ୍ରୀ ଜିତେନ୍ଦ୍ର ଆୱାଡ ଗତ ବର୍ଷ ବାନ୍ଦ୍ରା ଅଞ୍ଚଳରେ ସୁନୀଲ…
ପାକିସ୍ତାନରେ ପଢ଼ିଲେ ଭାରତରେ ଚାକିରି ନାହିଁ
ନୂଆଦିଲ୍ଲୀ,୪।୫: ପାକିସ୍ତାନରେ ଡାକ୍ତରୀ ଶିକ୍ଷା ଲାଭ କରିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କ ପାଇଁ ନ୍ୟାଶନାଲ ମେଡିକାଲ କମିଶନ ଏବଂ ଡେଣ୍ଟାଲ କମିଶନ୍ ଅଫ୍ ଇଣ୍ଡିଆ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କୌଣସି ଭାରତୀୟ ନାଗରିକ ଅବା ପ୍ରବାସୀ ଭାରତୀୟ ପାକିସ୍ତାନର ମେଡିକାଲ କଲେଜରୁ…
ଜଲିଗଲା ସ୍କୁଲ ବସ୍
ଜଳନ୍ଧର,୪।୫: ପଞ୍ଜାବର ବଟାଲାରେ ଏକ ଅଭାବନୀୟ ଘଟଣା ଘଟିଛି। କିଲା ଲାଲ ସିଂରେ ପିଲାମାନଙ୍କୁ ନେଇ ଯାଉଥିବା ଏକ ସ୍କୁଲ ବସ୍ ଜଳିଯାଇଛି। ଫଳରେ ୩ ପିଲା ପୋଡିଯାଇଛନ୍ତି। ବସ୍ରେ ପ୍ରାୟ ୩୦ ସ୍କୁଲ ପିଲା ଥିଲେ। ଏହି ଦୁର୍ଘଟଣା ପରେ…
୨ ସପ୍ତାହ ମଧ୍ୟରେ କର ପୌର ପରିଷଦ ନିର୍ବାଚନ ଘୋଷଣା, ରାଜ୍ୟ ସରକାରଙ୍କୁ ସୁପ୍ରିମ୍କୋର୍ଟଙ୍କ ଛାଟ…
ନୂଆଦିଲ୍ଲୀ, ୪।୫ : ମହାରାଷ୍ଟ୍ରରେ ସ୍ଥାନୀୟ ପୌର ପରିଷଦ ନିର୍ବାଚନକୁ ନେଇ ରାଜ୍ୟ ସରକାର ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଆସନ୍ତା ୨ ସପ୍ତାହ ମଧ୍ୟରେ ବିଏମସି ଏବଂ ଅନ୍ୟାନ୍ୟ ସଂସ୍ଥାର ନିର୍ବାଚନର ତାରିଖ ଘୋଷଣା କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ…
ବଢ଼ିଲା ରେପୋ ରେଟ୍, ଷ୍ଟକ୍ ବଜାର ତଳମୁହାଁ…
ନୂଆଦିଲ୍ଲୀ, ୪।୫ : ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ବୁଧବାର ରେପୋ ରେଟ୍ରେ ୦.୪୦ ପ୍ରତିଶତ ବୃଦ୍ଧି ହୋଇ ଏହା ୪.୪୦ ପ୍ରତିଶତ କରାଯାଇଛି। ଗଭର୍ନର ଶକ୍ତିକାନ୍ତ ଦାସ ଏହା ଘୋଷଣା କରିଛନ୍ତି। ଏହା ସହିତ ଆରବିଆଇ କ୍ୟାସ ରିଜର୍ଭ ରେସିଓକୁ…
ଆର୍ବିଆଇ ଦେଲା ବଡ଼ ଝଟ୍କା, ରେପୋ ରେଟ୍ ୪.୪୦ ପ୍ରତିଶତକୁ ବୃଦ୍ଧି…
ନୂଆଦିଲ୍ଲୀ, ୪।୫ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ପକ୍ଷରୁ ବଡ଼ ଝଟ୍କା ପ୍ରଦାନ କରାଯାଇଛି। ରେପୋ ରେଟ୍ରେ ୦.୪୦ ପ୍ରତିଶତ ବୃଦ୍ଧି ହୋଇ ୪.୪୦ ପ୍ରତିଶତ କରାଯାଇଛି। ଗଭର୍ନର ଶକ୍ତିକାନ୍ତ ଦାସ ବୁଧବାର ଏହା ଘୋଷଣା କରିଛନ୍ତି। ଏହା ସହିତ…
୩୬ଇଞ୍ଚ ବରକୁ ୩୪ଇଞ୍ଚ କନ୍ୟାଙ୍କୁ ଦେଖିବାକୁ ଲୋକଙ୍କ ଗହଳି
ଭାଗଲପୁର,୪।୫: କୁହାଯାଏ, ଯୋଡିସବୁ ଉପରୁ ତିଆରି ହୋଇ ଆସିଥାଏ। କିଏ କାହାର ଜୀବନସାଥୀ ହେବ ସେନେଇ ପୂର୍ବରୁ ନିର୍ଦ୍ଧାରିତ ହୋଇରହିଥାଏ। ତେବେ ବିହାରର ଭାଗଲପୁରରେ ବି କିଛି ଏଭଳି ଏକ ନିଆରା ଯୋଡିଙ୍କୁ ଦେଖିବାକୁ ମିଳିଛି। ଯାହାକୁ ଦେଖିଲେ ଲୋକେ କହୁଛନ୍ତି,…
ଆସନ୍ତା ୧୦ରୁ ୧୫ଦିନ ମଧ୍ୟରେ ଶୀର୍ଷରେ ପହଞ୍ଚିବ କରୋନା: ରିପୋର୍ଟ
ନୂଆଦିଲ୍ଲୀ,୪।୫: ଭାରତରେ କରୋନା ଭାଇରସର ନୂତନ ଏକ୍ସଇ ଭାରିଆଣ୍ଟର ବର୍ଦ୍ଧିତ ମାମଲା ଏବେ ଲୋକଙ୍କ ଚିନ୍ତା ବଢ଼ାଇଦେଇଛି। ବିଶେଷକରି ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ମାମଲାକୁ ଦେଖିଲେ ପରିସ୍ଥିତି ଆହୁରି ଚିନ୍ତାଜନକ ହୋଇପଡ଼ିଛି। ଗତ କିଛି ଦିନରୁ…
Archives


