ଜାତୀୟ

ପୁଣି କମିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୭।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୨ ହଜାର ୫୩୯ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୬୦…

୧୫ରୁ ୧୭ ବର୍ଷ ବୟସ୍କ ପିଲାଙ୍କ ଟିକାକରଣ, ୧.୧୯ କୋଟି ଦ୍ୱିତୀୟ ଡୋଜ୍‌ ନେଇ ନାହାନ୍ତି…

ନୂଆଦିଲ୍ଲୀ,୧୭।୩ : କରୋନା ବିରୋଧୀ ଲଢ଼େଇରେ ଦେଶରେ ଇତିମଧ୍ୟରେ ୧୨ରୁ ୧୪ ବର୍ଷ ବୟସର ପିଲାମାନଙ୍କର ଟିକାକରଣ ଆରମ୍ଭ ହୋଇଛି। କିନ୍ତୁ ତୃତୀୟ ଲହର ପରେ ସଂକ୍ରମଣର ଗତି କମୁଥିବାରୁ ଟିକାକରଣ ବିଷୟରେ କୌଣସି ଗମ୍ଭୀରତା ଦେଖିବାକୁ ମିଳୁ ନାହିଁ। ଦେଶରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଚେତାବନୀ, ବିଦେଶରେ ବଢୁଛି କରୋନା ସଂକ୍ରମଣ…

ନୂଆଦିଲ୍ଲୀ,୧୭।୩ : ଚାଇନା, ଦକ୍ଷିଣ ପୂର୍ବ ଏସିଆ ଏବଂ ୟୁରୋପରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟ ଅଧିକାରୀମାନଙ୍କୁ ସଜାଗ ରହିବାକୁ ଏବଂ ତଦାରଖ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…

କଂଗ୍ରେସକୁ ସାମଗ୍ରିକ ନେତୃତ୍ୱ ଲୋଡ଼ା

ନୂଆଦିଲ୍ଲୀ,୧୭ା୩: କଂଗ୍ରେସକୁ ଆଗକୁ ବଢ଼ିବାକୁ ହେଲେ ଏକ ସାମଗ୍ରିକ ଓ ସାମୂହିକ ନେତୃତ୍ୱର ମଡେଲ ଆପଣାଇବାକୁ ପଡ଼ିବ ବୋଲି ବୁଧବାର ଜି-୨୩ ନେତାମାନେ ମତ ପ୍ରକାଶ କରିଛନ୍ତି। ଜି-୨୩ ନାମରେ ପରିଚିତ କଂଗ୍ରେସର ଅସନ୍ତୁଷ୍ଟ ନେତାଙ୍କ ବୈଠକ ବୁଧବାର ବସିଛି। ଦଳର…

୨୧.୯୫ କୋଟିର ଗଛ କଟା

ମୁମ୍ବାଇ, ୧୭ା୩: ମହାରାଷ୍ଟ୍ରର ବିଭିନ୍ନ ଅଞ୍ଚଳରୁ ବେଆଇନ ଭାବେ ବର୍ତ୍ତମାନ ସୁଦ୍ଧା ୨,୮୪, ୧୭୧ ଗଛ କଟା ହୋଇଥିବାବେଳେ ଏ ନେଇ ମୋଟ ୪୮ ହଜାର ମାମଲା ଦାଏର ହୋଇଛି। ବୁଧବାର ରାଜ୍ୟ ବିଧାନ ପରିଷଦରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏହା…

ହିଜାବ ରାୟ ପ୍ରତିବାଦରେ ଆଜି କର୍ନାଟକ ବନ୍ଦ

ନୂଆଦିଲ୍ଲୀ,୧୭ା୩: କର୍ନାଟକର ଶିକ୍ଷାନୁଷ୍ଠାନଗୁଡ଼ିକରେ ରାଜ୍ୟ ସରକାରଙ୍କ ଡ୍ରେସ୍‌ କୋଡ୍‌କୁ ହାଇକୋର୍ଟ ବଳବତ୍ତର ରଖି ହିଜାବ କଟକଣା ଜାରି ରହିବ ବୋଲି ମଙ୍ଗଳବାର ସ୍ପଷ୍ଟ କରିବା ପରେ ମୁସଲମାନ ସଙ୍ଗଠନଗୁଡ଼ିକ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଅମୀର-ଇ-ଶରିଆତ୍‌ କର୍ନାଟକ ମୌଲାନା ସାଗିର ଅହମ୍ମଦ…

ହୋଲି ପରେ ସୁପ୍ରିମକୋର୍ଟରେ ହିଜାବ ଶୁଣାଣି

ନୂଆଦିଲ୍ଲୀ,୧୭।୩ (ପି.ଟି.): ହିଜାବ ବିବାଦ ଉପରେ କର୍ନାଟକ ହାଇକୋର୍ଟ ଦେଇଥିବା ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ସର୍ବୋଚ୍ଚ ଅଦାଲତ ଉକ୍ତ ପିଟିଶନକୁ ଶୁଣାଣି ପାଇଁ ବୁଧବାର ଗ୍ରହଣ କରିଛନ୍ତି। ହୋଲି ଛୁଟି ପରେ ଉକ୍ତ ପିଟିଶନର ଶୁଣାଣି କରାଯିବ। ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ରୀମାନଙ୍କୁ…

ପୂର୍ବତନ ପ୍ରତିରକ୍ଷା ସଚିବଙ୍କ ବିରୋଧରେ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୭।୩ : ବହୁଚର୍ଚ୍ଚିତ ୩,୭୦୦ କୋଟି ଟଙ୍କାର ଅଗୁସ୍ତା ଓ୍ବେଷ୍ଟଲ୍ୟାଣ୍ଡ ଭିଭିଆଇପି ହେଲିକପ୍ଟର କିଣା ଦୁର୍ନୀତିର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତକାରୀ ଟିମ୍‌ (ସିବିଆଇ) ବୁଧବାର ପୂର୍ବତନ ପ୍ରତିରକ୍ଷା ସଚିବ ତଥା ପୂର୍ବତନ ସିଏଜି ଶଶୀକାନ୍ତ ଶର୍ମା ଏବଂ ଭାରତୀୟ ବାୟୁସେନାର…

ସଡ଼କ ଦୁର୍ଘଟଣା ରୋକିବାକୁ ୭,୫୦୦ କୋଟିର ଯୋଜନା

ନୂଆଦିଲ୍ଲୀ,୧୭।୩ (ପି.ଟି.): ଭାରତରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁସଂଖ୍ୟା ବିଶ୍ୱରେ ସର୍ବାଧିକ। ପ୍ରତିବର୍ଷ ୧.୫ ଲକ୍ଷ ଲୋକଙ୍କର ଦୁର୍ଘଟଣାରେ ଜୀବନ ଯାଉଛି। ସେଥିରୁ ୬୫ ପ୍ରତିଶତଙ୍କ ବୟସ ୧୮ରୁ ୪୫ ବର୍ଷ ମଧ୍ୟରେ। ଦୁର୍ଘଟଣା ରୋକିବା ଲାଗି କେନ୍ଦ୍ର ସରକାର ଖୁବ୍‌ଶୀଘ୍ର…

ଗୋଲ୍ଡେନ୍‌ ବାବା ନିଖୋଜ

କାନପୁର, ୧୭।୩: କାନପୁରର ଗୋଲ୍ଡେନ୍‌ ବାବା ଭାବେ ଜଣାଶୁଣା ମନୋଜ ସେଙ୍ଗର ମଙ୍ଗଳବାର ନିଖୋଜ ହୋଇଯାଇଛନ୍ତି। ଏନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଗୋଲ୍ଡେନ୍‌ ବାବାଙ୍କ ଘରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସିସିଟିଭି ଫୁଟେଜ୍‌ ଆଧାରରେ ଯାଞ୍ଚବେଳେ…

କଂଗ୍ରେସରେ ବଢୁଛି ଫାଟ: ଜି-୨୩ରେ ଯୋଗଦେଲେ ଥରୁର

ନୂଆଦିଲ୍ଲୀ,୧୬।୩: ପାଞ୍ଚଟି ରାଜ୍ୟ ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଦଳ ମଧ୍ୟରେ ଫାଟ ବଢିବାରେ ଲାଗିଛି। ଅସନ୍ତୁଷ୍ଟ ଗୋଷ୍ଠୀ ବାରମ୍ବାର ଦଳ ହାଇକମାଣ୍ଡଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରୁଛନ୍ତ। ବୁଧବାର କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦଙ୍କ ଘରେ ପୁଣି…

ଲଦାଖରେ ଭୂକମ୍ପ

ଲେହ.୧୬।୨: କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ ବୁଧବାର ଭୂକମ୍ପ ଝଟ୍‌କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ରହିଛି। ସନ୍ଧ୍ୟା ୭.୦୫ ଭୂକମ୍ପ ଅନୁଭୂତ ହୋଇଥିବା ଜାତୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏପର୍ଯ୍ୟନ୍ତ କ୍ଷୟକ୍ଷତି ସମ୍ପର୍କରେ ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri