‘ମାର୍ଚ୍ଚ ସୁଦ୍ଧା ମହାରାଷ୍ଟ୍ରରେ ଭାଜପା ସରକାର’
ନୂଆଦିଲ୍ଲୀ,୨୬।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଦୁଇ ବର୍ଷ ପୂର୍ବରୁ ଭାଜପା ରାଜ୍ୟରେ ସରକାର ଗଢ଼ିବ। ମାର୍ଚ୍ଚ ସୁଦ୍ଧା ପରିବର୍ତ୍ତନ ଦେଖିବାକୁ ମିଳିବ। ଏଭଳି ବୟାନ ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ। ଉଲ୍ଲେଖଯୋଗ୍ୟ, ଗତ ଅଗଷ୍ଟରେ ରାଣେ ମୁଖ୍ୟମନ୍ତ୍ରୀ ଉଦ୍ଧବ...
କରୋନାର ନୂଆ ଭାରିଆଣ୍ଟକୁ ନେଇ ପୁଣି ଚିନ୍ତାରେ ବିଶ୍ୱ
କେପ୍ଟାଉନ/ନୂଆଦିଲ୍ଲୀ,୨୬।୧୧: ଦକ୍ଷିଣ ଆଫ୍ରିକାରେ କରୋନାର ନୂତନ ଭାରିଆଣ୍ଟ ଚିହ୍ନଟ ହୋଇଛି । ଏହି ଭାରିଆଣ୍ଟ ଦୃତଗତିରେ ବ୍ୟାପୁଛି । ଗବେଷଣା ପରେ ବୈଜ୍ଞାନିକମାନେ କରିଛନ୍ତି ଯେ, ଡେଲଟା ଭାରିଆଣ୍ଟଠୁ ଏହା ସାଂଘାତିକ ହୋଇପାରେ। ଏନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।...
ପରିବାରର ୪ ଜଣଙ୍କୁ ଟାଙ୍ଗିଆରେ ହାଣିଦେଲେ
ଲକ୍ଷ୍ନୌ,୨୬।୧୧: ୧୬ ବର୍ଷର ଝିଅ ଓ ୧୦ ବର୍ଷର ପୁଅ ସମେତ ପରିବାରର ୪ ଜଣଙ୍କୁ ଅତି ନିର୍ମମ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ଏଭଳି ଘଟଣା ଘଟିଛି ଉତ୍ତରପ୍ରଦେଶର ପ୍ରୟାଗରାଜରେ। ଗୁରୁବାର ସକାଳେ ଖବର ପାଇ ସେମାନଙ୍କ...
ଓକିଲଙ୍କ ନିଆରା ବିବାହ କାର୍ଡ, ଏଥିରେ ଲେଖାଅଛି ସମ୍ବିଧାନର ନିୟମାବଳୀ
ଗୁଆହାଟି,୨୬ା୧୧: ପ୍ରାୟ ସମସ୍ତେ ନିଜ ବିବାହକୁ ସ୍ବତନ୍ତ୍ର ଏବଂ ସ୍ମରଣୀୟ କରିବାକୁ ଚାହିଁଥାନ୍ତି। ଏଥିପାଇଁ କିଏ କେତେ ପ୍ରକାରର ଉପାୟ ଆପଣାଇଥାନ୍ତି। ବିଶେଷକରି ବିବାହ କାର୍ଡକୁ ସୁନ୍ଦର କରିବା ପାଇଁ କେହି କେହି ଚାହିଁଥାନ୍ତି। କିଛି ଲୋକ କାର୍ଡରେ ସମାଜ...
ପରିବାରବାଦୀ ଦଳ ଲୋକତନ୍ତ୍ର ପାଇଁ ବିପଦ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୬ ।୧୧: ସାରା ଦେଶରେ ଆଜି ପାଳନ କରାଯାଉଛି ସମ୍ବିଧାନ ଦିବସ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶିଷ୍ଟ ସଭାକୁ ସମ୍ବୋଧନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ମୋଦି କହିଛନ୍ତି ଆଜିର ଦିନ...
ଥରିଲା ଭାରତ-ମିଆଁମାର ସୀମା
ନୂଆଦିଲ୍ଲୀ,୨୬।୧୧: ଭାରତ-ମିଆଁମାର ସୀମାରେ ଶୁକ୍ରବାର ଭୂକମ୍ପ ଅନୁମଭୂତ ହୋଇଛି। ସକାଳ ପ୍ରାୟ ୫.୩୦ରେ ବାଂଲାଦେଶ ସୀମାବର୍ତ୍ତୀ ଅଞ୍ଚଳର ୧୭୫ କିଲୋମିଟର ପୂର୍ବରେ ୬.୩ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର ବୋଲି ଜଣାପଡିଛି। ଏହା ପୂର୍ବରୁ ଆଜି...
ଖୁର୍ସିଦଙ୍କ ପୁସ୍ତକ ନିଷେଧ ଆବେଦନ ଖାରଜ
ନୂଆଦିଲ୍ଲୀ, ୨୬।୧୧: ବରିଷ୍ଠ କଂଗ୍ରେସ ନେତା ସଲମାନ ଖୁର୍ସିଦଙ୍କ ନୂତନ ପୁସ୍ତକକୁ ନିଷେଧ କରିବା ଲାଗି ହୋଇଥିବା ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଭାବାବେଗକୁ ଆଘାତ ଲାଗୁଥିଲେ ଉକ୍ତ ପୁସ୍ତକ ନ ପଢ଼ି ଅଲଗା କିଛି ପଢ଼ିବା ଲାଗି...
ସମ୍ବିଧାନ ଦିବସ ଅବସରରେ ସଂସଦର କେନ୍ଦ୍ରୀୟ କକ୍ଷରେ ସମ୍ବୋଧନ ଦେବେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୬ ।୧୧: ସାରା ଦେଶରେ ନଭେମ୍ବର ୨୬କୁ ସମ୍ବିଧାନ ଦିବସ ଭାବେ ପାଳନ କରାଯାଉଛି । ୧୯୪୯ ମସିହା ନଭେମ୍ବର ୨୬ରେ ସମ୍ବିଧାନ ସଭାରେ ଆମର ସମ୍ବିଧାନକୁ ବିଧିବଦ୍ଧ ଭାବେ ଗ୍ରହଣ କରାଯାଇଥିଲା । ହେଲେ ଏହା ୧୯୫୦ ମସିହା...
୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣକୁ ପୂରଣ ହେଲା ୧୩ ବର୍ଷ, ଗେଟୱେ ଅଫ୍ ଇଣ୍ଡିଆରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ,୨୬ ।୧୧: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ୨୦୦୮ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ୧୩ ବର୍ଷ ପୂରଣ ହୋଇଛି । ଏହି ଆକ୍ରମଣକୁ ଭାରତ ଇତିହାସର ସବୁଠାର ଭୟଙ୍କର ଆକ୍ରମଣ କହିଲେ କିଛି ଭୁଲ ହବ ନାହିଁ । ୨୦୦୮ ମସିହା...
କୃଷକ ଆନ୍ଦୋଳନକୁ ପୂରଣ ହେଲା ଏକ ବର୍ଷ, ଦିଲ୍ଲୀ ସୀମାରେ ଏକାଠି ହେଉଛନ୍ତି କୃଷକ
ନୂଆଦିଲ୍ଲୀ,୨୬ ।୧୧: କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ବିରୋଧ କରି ସାରା ଦେଶରେ କୃଷକମାନେ ଆରମ୍ଭ କରିଥିଲେ ଆନ୍ଦୋଳନ । ୨୬ ନଭେମ୍ବର ୨୦୨୦ରେ ଆରମ୍ଭ ହୋଇଥିବା ଏହି ଆନ୍ଦୋଳକୁ ବର୍ଷେ ପୁରିଛି । ହେଲେ ଆଜିବି...
ସରକାରଙ୍କୁ ଆମରଣ ଅନଶନ ଧମକ
ଚଣ୍ଡିଗଡ଼,୨୬।୧୧: ଚରନଜିତ ସିଂ ଚାନ୍ନିଙ୍କ ନେତୃତ୍ୱାଧୀନ ସରକାରଙ୍କ ବିରୋଧରେ ଅଭିଯାନ ଜାରି ରଖିଛନ୍ତି ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁ। ଡ୍ରଗ୍ସ ଓ ୨୦୧୫ ଗୁରୁ ଗ୍ରନ୍ଥ ସାହିବର ଅପମାନ ବିବାଦ ସମ୍ପର୍କୀତ ରିପୋର୍ଟ ସାର୍ବଜନୀନ କରା ନ...
ବୟଫ୍ରେଣ୍ଡ ସହ ମିଶି ବାପାଙ୍କୁ ହତ୍ୟା
ବେଙ୍ଗାଲୁରୁ,୨୬।୧୧: ଯୌନ ନିର୍ଯାତନା ଦେଉଥିବା ବାପାଙ୍କୁ ବୟଫ୍ରେଣ୍ଡ ଓ ତାଙ୍କର ୩ ସାଙ୍ଗଙ୍କ ସହାୟତାରେ ହତ୍ୟା କରିଛି ଝିଅ। ଏଭଳି ଘଟଣା ବେଙ୍ଗାଲୁରୁରେ ଘଟିଛି। ମୃତକ ଜଣଙ୍କ ଏକ ଶିକ୍ଷାନୁଷ୍ଠାନର ସିକ୍ୟୁରିଟି ମ୍ୟାନେଜର ଥିଲେ। ପୋଲିସ କହିବା ଅନୁଯାୟୀ, ହତ୍ୟାକାରୀ...
Archives


