ଫିଲ୍ମକୁ ଦେଖିବା ପାଇଁ ଆସାମରେ ସରକାରୀ କର୍ମଚାରୀ ନେଇପାରିବେ ଅଧା ଦିନ ଛୁଟି
ଦିସପୁର,୧୬।୩: ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ସାରା ଦେଶରେ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିଛି। ନିକଟରେ ଏହି ଫିଲ୍ମ ରିଲିଜ ହେବା ପରେ ଏହାକୁ ଦେଖିବା ପାଇଁ ଦର୍ଶକଙ୍କ ସୁଅ ଛୁଟୁଛି। ଏହି ଫିଲ୍ମକୁ ଦେଶର…
ଇସ୍ତଫା ଦେଲେ ସିଦ୍ଧୁ
ଚଣ୍ଡିଗଡ, ୧୬।୩: ପଞ୍ଜାବ କଂଗ୍ରେସ କମିଟି ସଭାପତି ନବଜୋତ ସିଂ ସିଦ୍ଧୁ ଆଜି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ସଭାପତି ସୋନିଆ ଗାନ୍ଧୀ ପାଞ୍ଚ ରାଜ୍ୟର ଦଳର ମୁଖ୍ୟଙ୍କୁ ବରଖାସ୍ତ କରିବାର ଗୋଟିଏ ଦିନ ପରେ ଦଳର ପଞ୍ଜାବ…
ଶସ୍ତା ତୈଳ ପାଇଁ ଭାରତ ରୁଷିଆକୁ ସମର୍ଥନ ନ କରୁ, ଆମେରିକାର ବିବୃତି…
ଓ୍ବାଶିଂଟନ, ୧୬।୩ : ରୁଷିଆ ଭାରତକୁ ରିହାତି ମୂଲ୍ୟରେ ଅଶୋଧିତ ତୈଳ ଦେବାକୁ କହିବା ପରେ ଅନ୍ତର୍ଜାତୀୟସ୍ତରରେ ଏବେ ସମସ୍ତଙ୍କର ଦୃଷ୍ଟି ଭାରତ ଉପରେ ରହିଛି। ଆମେରିକା କହିଛି ଯେ, ଶସ୍ତା ତୈଳ ପାଇଁ ଭାରତ ରୁଷିଆକୁ ସମର୍ଥନ ନକରୁ। ଯଦି…
ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ତଳମୁହାଁ…
ନୂଆଦିଲ୍ଲୀ, ୧୬।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗିଛି। ଦୈନିକ ସଂକ୍ରମଣ ୨ ହଜାର ୮୭୬ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୯୮…
ଆଜି ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭଗଓ୍ବନ୍ତ
ଚଣ୍ଡିଗଡ, ୧୬।୩: ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି)ର ବିପୁଳ ପରିମାଣରେ ବିଜୟ ପରେ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଭଗଓ୍ବନ୍ତ ମାନ। ସ୍ବାଧୀନତା ସଂଗ୍ରାମୀ ଭାଗତ ସିଂଙ୍କ ପୈତୃକ ଗ୍ରାମ ଖଟ୍କର କଲାନରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ…
କେନ୍ଦ୍ର ଲାଗି ଲୋକପାଳ ଦୁର୍ବଳ
ନୂଆଦିଲ୍ଲୀ,୧୬।୩: ଭାରତର ଦୁର୍ନୀତି ବିରୋଧୀ ଅମ୍ବୁଡ୍ସମ୍ୟାନ୍ ଲୋକପାଳ ୨୦୨୧ ଏପ୍ରିଲରୁ ୨୦୨୨ ଜାନୁୟାରୀ ୩୧ ମଧ୍ୟରେ ୪,୨୪୪ଟି ଅଭିଯୋଗ ପାଇଛନ୍ତି, ଯାହାକି ୨୦୨୦-୨୧ ତୁଳନାରେ ୮୦% ଅଧିକ। ଅଭିଯୋଗ ସଂଖ୍ୟା ବଢ଼ୁଥିଲେ ହେଁ କେନ୍ଦ୍ର ସରକାର ତ୍ୱରିତ ଫଇସଲା ଦିଗରେ ବିଶେଷ…
ବ୍ୟାଙ୍କ୍ ଉପରେ ଜରିମାନା ଲଗାଇଲା ଆର୍ବିଆଇ
ନୂଆଦିଲ୍ଲୀ,୧୬ା୩: ଭାରତୀୟ ରିଜର୍ଭ ବ୍ୟାଙ୍କ୍ (ଆର୍ବିଆଇ) ପୁଣିଥରେ ବିଭିନ୍ନ ବ୍ୟାଙ୍କ୍ ଉପରେ ମୋଟା ଅଙ୍କର ଜରିମାନା ଲଗାଇଛି। ବିଭିନ୍ନ ବ୍ୟାଙ୍କ୍ଗୁଡ଼ିକ ସଠିକ୍ ଭାବରେ ନିୟମର ଅନୁପାଳନ କରୁନଥିବାରୁ ଆର୍ବିଆଇ ସେମାନଙ୍କ ଉପରେ ଜରିମାନା ଲଗାଇଛି। ପୂର୍ବରୁ ଆର୍ବିଆଇ ପକ୍ଷରୁ ତିନୋଟି ବ୍ୟାଙ୍କ୍କୁ…
ନିୟନ୍ତ୍ରଣରେ ରହିବ ତୈଳ ଦର
ନୂଆଦିଲ୍ଲୀ,୧୬ା୩: ସାଧାରଣ ଲୋକଙ୍କ ହିତକୁ ନଜରରେ ରଖି ଇନ୍ଧନ ଦର ନିୟନ୍ତ୍ରଣ ରଖିବା ଉଦ୍ଦେଶ୍ୟରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମଙ୍ଗଳବାର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ରାଷ୍ଟ୍ର ଅର୍ଥ ମନ୍ତ୍ରୀ ପଙ୍କଜ ଚୌଧୁରୀ କହିଛନ୍ତି ଯେ,…
୫ ରାଜ୍ୟ ଅଧ୍ୟକ୍ଷଙ୍କଠାରୁ ଇସ୍ତଫା ମାଗିଲେ ସୋନିଆ…
ନୂଆଦିଲ୍ଲୀ, ୧୫।୩ : ବିଧାନସଭା ନିର୍ବାଚନରେ ୫ ରାଜ୍ୟରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦଳର ପୁନର୍ଗଠନ ପ୍ରକିୟା ଆରମ୍ଭ କରିଛନ୍ତି। ଉତ୍ତରପ୍ରଦେଶ, ଗୋଆ, ପଞ୍ଜାବ, ମଣିପୁର ଏବଂ ଉତ୍ତରାଖଣ୍ଡର ରାଜ୍ୟ ଅଧ୍ୟକ୍ଷଙ୍କଠାରୁ ସୋନିଆ ଇସ୍ତଫା ମାଗିଛନ୍ତି।…
ସୋନିଆଙ୍କ ଆଦେଶ ପରେ ଇସ୍ତଫା ଦେଲେ ଉତ୍ତରାଖଣ୍ଡ କଂଗ୍ରେସ ଅଧ୍ୟକ୍ଷ
ନୂଆଦିଲ୍ଲୀ,୧୫।୩: ନିକଟରେ ଶେଷ ହୋଇଥିବା ୫ ରାଜ୍ୟର ବିଧାନସଭା ନିର୍ବାଚନରେ ପରାଜୟର ପ୍ରଭାବ କଂଗ୍ରେସରେ ଦେଖାଯାଉଛି। ଉତ୍ତରାଖଣ୍ଡ କଂଗ୍ରେସ ଅଧ୍ୟକ୍ଷ ପଦରୁ ଗଣେଶ ଗୋଡିୟାଲ ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟର ବିଧାନସଭା ନିର୍ବାଚନରେ ପରାଜୟର ନୈତିକ ଦାୟିତ୍ୱ ଗ୍ରହଣ…
ଘରଭଡ଼ା ଦେଇ ନ ପାରିବା ଦଣ୍ଡନୀୟ ଅପରାଧ ନୁହେଁ…
ନୂଆଦିଲ୍ଲୀ, ୧୫।୩ : ଘରଭଡ଼ା ଦେଇ ନପାରିଲେ ଏହାକୁ ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରାଯିବ ନାହିଁ। ଏକ ମାମଲାର ବିଚାର କରି ସୁପ୍ରିମ୍ କୋର୍ଟ ଏଭଳି ରାୟ ଦେବା ସହିତ ଏହି ମାମଲାକୁ ଖାରଜ କରି ଦେଇଛନ୍ତି। ଜଣେ ଘର…
ସିବିଏସ୍ଇ ଦଶମ ଟର୍ମ-୧ ଓଡ଼ିଆ ପେପର ବିବାଦ ସମାଧାନ, ୨୮ ହଜାରରୁ ଅଧିକ ଛାତ୍ରୀଛାତ୍ରଙ୍କୁ ସୁଫଳ…
ନୂଆଦିଲ୍ଲୀ, ୧୫।୩ : ସିବିଏସ୍ଇ ଟର୍ମ-୧ ଦଶମ ପରୀକ୍ଷାରେ ଓଡ଼ିଆ ପେପରକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ହୋଇଛି। ବୋର୍ଡ କର୍ତ୍ତୃପକ୍ଷ ଓଡ଼ିଆ ପେପରର ପ୍ରଶ୍ନପତ୍ର ଏବଂ ଉତ୍ତର ଯାଞ୍ଚ୍ କରିଛନ୍ତି। ଏହାପରେ ପ୍ରକାଶିତ ଫଳରେ ଆବଶ୍ୟକ ପରିବର୍ତ୍ତନ ପାଇଁ…
Archives


