ଜାତୀୟ

ଲେଫ୍ଟନାଣ୍ଟ ଜେନେରାଲ ବିଏସ୍‌ ରାଜୁ ହେଲେ ସ୍ଥଳସେନା ଉପମୁଖ୍ୟ

ନୂଆଦିଲ୍ଲୀ,୨୯।୪: ଲେଫ୍ଟନାଣ୍ଟ ଜେନେରାଲ ବିଏସ ରାଜୁଙ୍କୁ ସ୍ଥଳସେନାର ଉପ ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ସେ ମେ’ ୧ରୁ ଦାୟିତ୍ୱ ନେବେ। ଶୁକ୍ରବାର ତାଙ୍କ ନିଯୁକ୍ତି ଉପରେ ମୋହର ବାଜିଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବିଜାପୁର ସୈନିକ ସ୍କୁଲ ଓ…

ନାବାଳିକାଙ୍କୁ ବଳାତ୍କାର ପରେ ନିର୍ମମ ଭାବେ ହତ୍ୟା: ୨ଜଣଙ୍କୁ ମୃତ୍ୟୁଦଣ୍ଡରେ ଦଣ୍ଡିତ କଲେ ପୋକ୍ସୋ କୋର୍ଟ

ଜୟପୁର,୨୯।୪: ଗତ ବର୍ଷ ଜଣେ ୧୫ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର ଏବଂ ନିର୍ମମ ଭାବେ ହତ୍ୟା ଅଭିଯୋଗରେ ୨ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡରେ ଦଣ୍ଡିତ କରିଛନ୍ତି ରାଜସ୍ଥାନର ଏକ ପୋକ୍ସୋ କୋର୍ଟ। ୨୦୨୧ ଡିସେମ୍ବର ୨୩ରେ ଘଟିଥିବା ଏହି ଜଘନ୍ୟ କାଣ୍ଡ ଉପରେ…

୧୨ରୁ ୧୭ବର୍ଷର ପିଲାଙ୍କ ପାଇଁ କୋଭୋଭାକ୍ସକୁ ଏନ୍‌ଟିଏଜିଆଇର ଅନୁମତି

ନୂଆଦିଲ୍ଲୀ,୨୯।୪: ଦେଶରେ ପୁଣି ଥରେ କରୋନା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛି ଦିନ ହେଲା ହଜାରେରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଶୁକ୍ରବାର ୩ହଜାରରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକଣା କୋହଳ ହେବା ପରେ…

ସହରରେ କର୍ଫ୍ୟୁ ଜାରି କଲା ପ୍ରଶାସନ

ପଟିଆଲା,୨୯।୪: ପଞ୍ଜାବର ପଟିଆଲାରେ ଶୁକ୍ରବାର ଶିବସେନା ପକ୍ଷରୁ ଖଲିସ୍ତାନ ବିରୋଧରେ ବାହାର କରାଯାଇଥିବା ଶୋଭାଯାତ୍ରା ସମୟରେ ଶିବସେନା କର୍ମକର୍ତ୍ତା ଓ ଖଲିସ୍ତାନ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଏହି ଘଟଣା ପରେ ପଟିଆଲା ସହରରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି। ତେବେ…

ମହଙ୍ଗା ପଡ଼ିଲା ଖଲିସ୍ତାନ ଶୋଭାଯାତ୍ରାରେ ସାମିଲ ହେବା: ହରିଶ ଶିଙ୍ଗଲା ଶିବସେନାରୁ ବହିଷ୍କାର

ପଟିଆଲା,୨୯।୪: ପଞ୍ଜାବର ପଟିଆଲାରେ ଶୁକ୍ରବାର ଶିବସେନା ପକ୍ଷରୁ ଖଲିସ୍ତାନ ବିରୋଧରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା। ଏହି ସମୟରେ ଶିବସେନା କର୍ମକର୍ତ୍ତା ଓ ଖଲିସ୍ତାନ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଏହି ମୁହାଁମୁହିଁ ଶେଷରେ ଗୋଷ୍ଠି ସଂଘର୍ଷରେ ପରିଣତ ହୋଇଥିଲା।…

ଲୁଚକାଳି ଖେଳୁ ଖେଳୁ ଫ୍ରିଜ୍‌ରେ ଲୁଚିଲେ ଶିଶୁ: ଶ୍ୱାସରୁଦ୍ଧ ହୋଇ ୨ମୃତ

ବେଙ୍ଗାଲୁରୁ,୨୯।୪: କର୍ନାଟକ ମୈସୁର ଜିଲାର ମାସେଜ ଗ୍ରାମରେ ଏକ ବଡ଼ ଅଘଟଣ ଘଟିଛି। ମାସେଜ ଗ୍ରାମରେ ବାସ କରୁଥିବା ନାଗରାଜୁ ଓ ଚିକ୍କଦେବମାଙ୍କ ଝିଅ ଭାଗ୍ୟା(୧୨) ଏବଂ ରାଜନାୟକ ଓ ଗୋରମ୍ମାଙ୍କ ଝିଅ କାବ୍ୟା(୭)ଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ, ଶୁକ୍ରବାର…

ଜିଗ୍ନେସଙ୍କୁ ମିଳିଲା ଜାମିନ

ଡିସପୁର,୨୯।୪: ଗୁଜରାଟର ନିର୍ଦ୍ଦଳୀୟ ବିଧାୟକ ଜିଗ୍ନେସ ମେଭାନିଙ୍କୁ ମିଳିଲା ଜାମିନ। ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହୋଇଥିବା ଜିଗ୍ନେସଙ୍କୁ ଆସାମ ବାରପେଟା ଜିଲାର ଏକ ସ୍ଥାନୀୟ ଅଦାଲତ ଶୁକ୍ରବାର ଜାମିନ ପ୍ରଦାନ କରିଛନ୍ତି। ଏହା ପୂର୍ବରୁ…

ଜେଡିୟୁ ଅର୍ଥ ନୀତୀଶ କୁମାର! ଦଳ ପୋଷ୍ଟରରେ କେବଳ ମୁଖ୍ୟମନ୍ତ୍ରୀଙ୍କ ରହିବ ଫଟୋ, ନ ମାନିଲେ ହେବ କାର୍ଯ୍ୟାନୁଷ୍ଠାନ

ପାଟନା,୨୯ ।୪: ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ଯେ କୌଣସି ପୋଷ୍ଟର ଓ ବ୍ୟାନରରେ ଏବେ କେବଳ ନୀତୀଶ କୁମାରଙ୍କର ଫଟୋ ରହିବ । ଦଳ ପକ୍ଷରୁ ଏ ସମ୍ପର୍କରେ ନିର୍ଦ୍ଦେଶ ଜାରି କରାଯାଇ କର୍ମକର୍ତ୍ତା ଓ ନେତାଙ୍କୁ ସଫା ସଫା ନିର୍ଦ୍ଦେଶ…

ବାତିଲ ହେଲା ୬୫୭ ଯାତ୍ରୀବାହୀ ଟ୍ରେନ୍‌

ନୂଆଦିଲ୍ଲୀ,୨୯।୪: କୋଇଲା ପରିବହନ ନେଇ କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବିଦ୍ୟୁତ୍‌ ସଙ୍କଟକୁ ଦୂର କରିବା ଲାଗି ୬୫୭ ଯାତ୍ରୀବାହୀ ଟ୍ରେନ୍‌କୁ ସାମୂହିକ ପାଇଁ ବାତିଲ କରାଯାଇଛି। ସରକାର ଶୁକ୍ରବାର ଏନେଇ କେନ୍ଦ୍ର ସରକାର ସୂଚନା ଦେଇଛନ୍ତି। ଗତ…

ସାମ୍ପ୍ରଦାୟିକ ହିଂସାକୁ ନେଇ ଆରଏସ୍‌ଏସ୍‌ ମୁଖ୍ୟଙ୍କ ବୟାନ

ନୂଆଦିଲ୍ଲୀ,୨୯।୪: ରାମନବମୀ ପରଠାରୁ ଦେଶର ବିଭିନ୍ନ ରାଜ୍ୟରେ ସାମ୍ପ୍ରଦାୟିକ ହିଂସା ଘଟଣା ସାମ୍ନାକୁ ଆସୁଛି। ଏହାକୁ ନେଇ ଏବେ ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ବୟାନ ସାମ୍ନାକୁ ଆସିଛି। ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ କହିଛନ୍ତି, ଏକ ସଭ୍ୟ ସମାଜରେ କୌଣସି…

ପଟିଆଲାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ପଟିଆଲା(ପଞ୍ଜାବ),୨୯।୪: ଶିବସେନା କର୍ମକର୍ତ୍ତା ଶୁକ୍ରବାର ଖଲିସ୍ତାନ ବିରୋଧରେ ଏକ ଶୋଭାଯାତ୍ରା ବାହାର କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ଶିବସେନା କର୍ମକର୍ତ୍ତା ଓ ଖଲିସ୍ତାନ ସମର୍ଥକ ପଟିଆଲାରେ ମୁହାଁମୁହିଁ ହୋଇ ଗୋଷ୍ଠୀ ସଂଘର୍ଷର ରୂପ ନେଇଥିଲା। ଏନେଇ ଘଟଣାସ୍ଥଳରେ…

ଦିଲ୍ଲୀର ନାମ ବଦଳାଇ ଇନ୍ଦ୍ରପ୍ରସ୍ଥ ରଖିଲେ ବଦଳିବ ମୌସୁମୀ, ହେବ ବର୍ଷା: ସ୍ୱାମୀ ଚକ୍ରପାଣି ମହାରାଜ

ନୂଆଦିଲ୍ଲୀ,୨୯ ।୪: ଗୋଟିଏ ପଟେ ଅସହ୍ୟ ଗରମରେ ରାଜଧାନୀ ଦିଲ୍ଲୀରେ ଲୋକେ ଘରୁ ବାହାରକୁ ବାହାରି ପାରୁ ନ ଥିବା ବେଳେ ବେଳକୁ ବେଳ ତାତି ବଢିବାରେ ଲାଗିଛି । ଏହାକୁ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri