ଜାତୀୟ

ଦେଶର ଅର୍ଥନୀତିକୁ ହାତୀ ସହ ତୁଳନା କଲେ ଆନନ୍ଦ ମହିନ୍ଦ୍ରା: ଦେଖନ୍ତୁ ମଜାଦାର ଭିଡିଓ

ନୂଆଦିଲ୍ଲୀ,୨୨।୧୧: ମହିନ୍ଦ୍ରା ଗ୍ରୁପ୍‌ର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସେ ପ୍ରତିଦିନ କିଛି ନୂଆ ନୂଆ ମଜାଦାର ଶିକ୍ଷଣୀୟ ଭିଡିଓ ଶେୟାର କରନ୍ତି। ବିଶେଷ କଥା ହେଉଛି ତାଙ୍କ ପୋଷ୍ଟ ଦେଖିବାକୁ ଲୋକଙ୍କ ମଧ୍ୟରେ ଆଗ୍ରହ...

ନିଜ ପସନ୍ଦରେ ବିବାହ କରିଥିବା ଦମ୍ପତିଙ୍କୁ ଧମକ ଦେଲେ କାର୍ଯାନୁଷ୍ଠାନ, ଡିଜିପିଙ୍କୁ ନିର୍ଦ୍ଦେଶ…

ଡେରାଡୁନ୍‌,୨୨।୧୧: ନିଜ ପସନ୍ଦରରେ ବିବାହ କରୁଥିବା ଦମ୍ପତିଙ୍କୁ ସେମାନଙ୍କ ପରିବାର ସଦସ୍ୟ ଅବା ବାହାରର କୌଣସି ବ୍ୟକ୍ତିଙ୍କ ଠାରୁ ଧମକ ମିଳିବାର ଅଭିଯୋଗ ଆସିଲେ, ଏନେଇ ତତ୍‌କାଳ ପଦକ୍ଷେପ ଗ୍ରହଣ କରିବାକୁ ଉତ୍ତରାଖଣ୍ଡ ହାଇକୋର୍ଟ ପୋଲିସ ବିଭାଗ ଉଚ୍ଚ ଅଧିକାରୀଙ୍କୁ...

ସଂଶୋଧିତ କୃଷି ଆଇନକୁ ଫେରାଇ ନିଆଯିବାର ସାମ୍ବିଧାନିକ ଉପାୟ…

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ଏକ ବର୍ଷ ଧରି ବିବାଦ ଲାଗି ରହିଥିବା ତିନୋଟି କୃଷି ଆଇନକୁ ପ୍ରତ୍ୟାହାର କରି ନେଇଛନ୍ତି। ଆନ୍ଦୋଳନ ଶେଷ କରିବାକୁ ପ୍ରଧାନମନ୍ତ୍ରୀ କୃଷକମାନଙ୍କୁ ଅନୁରୋଧ ମଧ୍ୟ କରିଛନ୍ତି। ତେବେ ସଂସଦରେ ଆଇନ ନ...

ତ୍ରିପୁରା ହିଂସା: ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ବାହାରେ ଅଡି ବସିଲା ତ୍ରୁଣମୂଳ କଂଗ୍ରେସ

ନୂଆଦିଲ୍ଲୀ,୨୨ ।୧୧: ତ୍ରିପୁରାରେ ପୋଲିସ ବର୍ବରତାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କ ପାର୍ଟି ତ୍ରୁଣମୂଳ କଂଗ୍ରେସର ଏମ୍‌ପଙ୍କ ପ୍ରତିନିଧିମଣ୍ଡଳ ସୋମବାର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ବାହାରେ ବିରୋଧ ପ୍ରଦର୍ଶନ କରିଛନ୍ତି । ଟିଏମ୍‌ସିର ଏମ୍‌ପିମାନେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ସହ...

ତିନି ରାଜଧାନୀ ଆଇନ ପ୍ରସ୍ତାବ ଫେରାଇନେବେ ଆନ୍ଧ୍ରପ୍ରଦେଶ ସରକାର…

ହାଇଦ୍ରାବାଦ,୨୨।୧୧: ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନ ମୋହନ ରେଡ୍ଡୀଙ୍କ ସରକାରଙ୍କ ପକ୍ଷରୁ ଅଣାଯାଇଥିବା ତିନି ରାଜଧାନୀ ଆଇନ ପ୍ରସ୍ତାବକୁ ଫେରାଇ ନିଆଯିବ। ଏନେଇ ସରକାରଙ୍କ ପକ୍ଷରୁ ନିଷ୍ପତ୍ତିି ଗ୍ରହଣ କରାଯାଇଛି। ରାଜ୍ୟ ସରକାରଙ୍କ ଆଡଭୋକେଟ ଜେନେରାଲ ଶୁଭ୍ରାମନ୍ୟମ ଶ୍ରୀରାମ ଏନେଇ...

ଇସ୍ରୋ ବୈଜ୍ଞାନିକଙ୍କୁ ନିର୍ଯାତନା, ଜାମିନ୍‌ ବିରୋଧରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନୋଟିସ୍‌ ଜାରି…

ନୂଆଦିଲ୍ଲୀ,୨୨।୧୧: ଇସ୍ରୋ ଗୁପ୍ତଚରୀ ମାମଲାରେ ୪ ବୈଜ୍ଞାନିକଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଆଗୁଆ ଜାମିନ୍‌ ବିରୋଧରେ ନୋଟିସ୍‌ ଜାରି କରିଛନ୍ତି। ୧୯୯୪ରେ କ୍ରାୟୋଜେନିକ୍‌ ଇଞ୍ଜିନ୍‌ ଗୁପ୍ତଚରୀ ଅଭିଯୋଗ ଅଣାଯାଇ ବୈଜ୍ଞାନିକ ନାମ୍ବି ନାରାୟଣଙ୍କ ସମେତ ୪ ଇସ୍ରୋ...

ମୁଲାୟମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୨ ।୧୧: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଟୁଇଟ୍ କରି କହିଛନ୍ତି ମୁଲାୟମ ସିଂ ଯାଦବଙ୍କର ଭାରତୀୟ ରାଜନୀତିରେ ମହତ୍ୱପୂର୍ଣ୍ଣ ଯୋଗଦାନ...

ଦିଲ୍ଲୀରେ ଚାଲିବନି ଟ୍ରକ୍‌

ନୂଆଦିଲ୍ଲୀ,୨୨।୧୧: ରାଜଧାନୀ ଦିଲ୍ଲୀରେ ଚାଲିବନି ଟ୍ରକ୍‌। ଆଗାମୀ ୨୬ ତାରିଖ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ। ଦିଲ୍ଲୀ ସରକାର କେନ୍ଦ୍ର ସରକାରଙ୍କ ବାୟୁ ଗୁଣବତ୍ତା ପ୍ରବଧ୍ୟନ ଆୟୋଗ ନଭେମ୍ବର ୨୧ ତାରିଖ ପର୍ଯ୍ୟନ୍ତ ଏହି ନିୟମ ଲାଗୁ କରିଥିବା...

ଅଭିନନ୍ଦନଙ୍କୁ ବୀର ଚକ୍ର…

ନୂଆଦିଲ୍ଲୀ,୨୨।୧୧: ବାୟୁସେନାର ଗ୍ରୁପ୍‌ କ୍ୟାପଟେନ୍‌ ଅଭିନନ୍ଦନ ବର୍ଥମାନଙ୍କୁ ବୀର ଚକ୍ରରେ ସମ୍ମାନୀତ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ସମୟରେ ଅଭିନନ୍ଦନ ବାୟୁସେନାର ଓ୍ବିଙ୍ଗ୍‌ କମାଣ୍ଡା ଭାବେ କାର୍ଯ୍ୟ କରୁଥିଲେ।...

ଆଜିଠୁ ଦୁଇ ଦିନିଆ ୟୁପି ଗସ୍ତରେ ଜେପି ନଡ୍ଡା

ନୂଆଦିଲ୍ଲୀ,୨୨।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ କ୍ଷମତା ବଜାୟ ରଖିବା ପାଇଁ ଭାଜପା ଲାଗିପଡିଛି। ଦଳର ହେବିଓ୍ବେଟ୍‌ ନେତାମାନେ ୟୁପିରେ ଡେରା ପକାଉଛନ୍ତି। ଏହି କ୍ରମରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସୋମବାର ଦୁଇ ଦିନିଆ ୟୁପି...

ଆବାସିକ ସ୍କୁଲର ୨୮୮ ଛାତ୍ରୀ କରୋନା ପଜିଟିଭ୍‌…

ଖାମ୍ମାମ,୨୨।୧୧: ଦେଶରେ କରୋନା ସ୍ଥିତିରେ ସୁଧାର ଆସିବାରେ ଲାଗିଛି। ଏପରିସ୍ଥଳେ ତେଲେଙ୍ଗାନାରେ ଏକ ଅବାସିକ ସ୍କୁଲର ୨୮୮ ଛାତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଖାମ୍ମାମ ଜିଲାର ଏକ ସରକାରୀ ଆବାସିକ ସ୍କୁଲରେ ଏଭଳି ଘଟିଛି। ଆବାସିକ ସ୍କୁଲରେ...

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୨।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ୯ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୪୮୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ୫୩୮ ଦିନ ପରେ ଏହା ସର୍ବନିମ୍ନ ରହିଛି। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri