ଜାତୀୟ

ଭାରତ ବାୟୋଟେକର କୋଭାକ୍ସିନକୁ ଜର୍ମାନୀ ଦେଲା ମଞ୍ଜୁରୀ

ନୂଆଦିଲ୍ଲୀ,୨୬ ।୫: ଭାରତରେ ପ୍ରସ୍ତୁତ ଭାରତ ବାୟୋଟେକର କରୋନା ଭ୍ୟାକି୍ସନ କୋଭାକ୍ସିନକୁ ଜର୍ମାନୀ ମଞ୍ଜୁରୀ ପ୍ରଦାନ କରିଛି । ବହୁଦିନ ହେଲା ଏହାକୁ ଅପେକ୍ଷା କରାଯାଇଥିଲା । ମଞ୍ଜୁରୀ ମିଳିବା ପରେ ଏବେ ସେହିମାନଙ୍କୁ ଫାଇଦା ମିଳିବାକୁ ଯାଉଛି ଯେଉଁମାନେ ଜର୍ମାନୀ…

୨୧୦୦ ଅଣ ମାନ୍ୟତା ପ୍ରାପ୍ତ ରାଜନୈତିକ ଦଳ ବିରୋଧରେ ପଦକ୍ଷେପ ନେବେ ନିର୍ବାଚନ କମିଶନ…

ନୂଆଦିଲ୍ଲୀ, ୨୬।୫ : ଦେଶରେ ୨୧୦୦ ଅଣ ମାନ୍ୟତା ପ୍ରାପ୍ତ ରାଜନୈତିକ ଦଳ ବିରୋଧରେ ନିର୍ବାଚନ କମିଶନ ପଦକ୍ଷେପ ଗ୍ରହଣ କରିବେ। ଏସବୁ ଦଳଗୁଡ଼ିକ ଅଡ଼ିଟ ରିପୋର୍ଟ ଏବଂ ନିର୍ବାଚନ ଖର୍ଚ୍ଚ ରିପୋର୍ଟ, ଠିକଣା ସୂଚନା ପରିବର୍ତ୍ତନ ସମ୍ବିଧାନିକ ଆବଶ୍ୟକତାକୁ ପାଳନ…

ଡିମ୍ପଲ ନୁହେଁ ଜୟନ୍ତ ଚୌଧୁରୀଙ୍କୁ ମିଳିଲା ରାଜ୍ୟ ସଭା ଟିକେଟ

ନୂଆଦିଲ୍ଲୀ,୨୬ ।୫: ଉତ୍ତର ପ୍ରଦେଶରେ ୧୧ ରାଜ୍ୟ ସଭା ଆସନ ପାଇଁ ହେଉଥିବା ନିର୍ବାଚନରେ ସମାଜବାଦୀ ପାର୍ଟି ଆଉ ଜଣେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ପୂର୍ବରୁ ଶୁଣାଯାଉଥିଲା କି ସମାଜବାଦୀ ପାର୍ଟି ପକ୍ଷରୁ ଡିମ୍ପଲ ଯାଦବ ରାଜ୍ୟ ସଭା…

ଏମ୍‌ପି ନବନୀତ ରାଣାଙ୍କୁ ଜୀବନରୁ ମାରିଦେବାକୁ ଧମକ

ନୂଆଦିଲ୍ଲୀ,୨୬ ।୫: ମହାରାଷ୍ଟ୍ରରେ ହନୁମାନ ଚାଳିଶା ବିବାଦକୁ ନେଇ ଚର୍ଚ୍ଚାରେ ଥିବା ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଛି । ଏହି ମାମଲାରେ ଦିଲ୍ଲୀ ପୋଲିସ ଏକ ଏଫଆଇଆର୍ ଦାଖଲ କରିଛି ଓ ମାମଲାର ଯାଞ୍ଚ…

୨୦୨୦ରେ ପ୍ରକାଶିତ ସଂଖ୍ୟାଠାରୁ କରୋନା ମୃତ୍ୟୁ ଅଧିକ, ସରକାରୀ ରିପୋର୍ଟ…

ନୂଆଦିଲ୍ଲୀ, ୨୬।୫ : ଦେଶରେ କରୋନା ସଂକ୍ରମଣ ଯୋଗୁ ୨୦୨୦ରେ ଘଟିଥିବା ମୃତ୍ୟୁ ସଂଖ୍ୟା ପ୍ରକାଶିତ ସଂଖ୍ୟାଠାରୁ ଅଧିକ ରହିଛି। ଏନେଇ ସଦ୍ୟତମ ସରକାରୀ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଭାରତର ରେଜିଷ୍ଟ୍ରାର୍‌ ଜେନେରାଲ ଅଫ ଇଣ୍ଡିଆଙ୍କ ଦ୍ୱାରା ପ୍ରକାଶିତ ସର୍ବଶେଷ ପରିସଂଖ୍ୟାନ…

ମିଶନ ୨୦୨୪, ଭାଜପା ପ୍ରସ୍ତୁତ କଲା ୧୪୪ ଫର୍ମୂଲା…

ନୂଆଦିଲ୍ଲୀ, ୨୬।୫ : ଆଗାମୀ ୨୦୨୪ ଲୋକସଭା ନିର୍ବାଚନ ପାର୍ଇ ଭାଜପା ପକ୍ଷରୁ ୧୪୪ ଫର୍ମୂଲା ପ୍ରସ୍ତୁତ କରାଯାଇଛି। ଦେଶରେ ୧୪୪ ଲୋକ ସଭା ଆସନ ଯେଉଁଠାରେ ୨୦୧୯ ଲୋକ ସଭା ନିର୍ବାଚନରେ ଭାଜପା ପରାଜିତ ହୋଇଥିଲା ସେଠାରେ ନିଜର ଉପସ୍ଥିତିକୁ…

ଗୋଟିଏ ଗୋଡରେ ସ୍ବପ୍ନ ପୂରଣ ପାଇଁ ଲାଗିପଡିଛନ୍ତି କୁନି ଝିଅ ସୀମା

କଥାରେ ଅଛି, ଯଦି ମନରେ ଦୃଢ ଇଚ୍ଛାଶକ୍ତି ଅଛି ତେବେ କୌଣସି ପରିସ୍ଥିତି ଆସିଲେ ମଧ୍ୟ ବ୍ୟକ୍ତି ନିଜ ଲକ୍ଷ ସ୍ଥଳରେ ପହଞ୍ଚିବାରେ ସକ୍ଷମ ହୁଏ। ବିହାରର ଜମୁଇ ଜିଲାରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ଫତେପୁର ଗ୍ରାମରେ ରହୁଥିବାନି…

ଦେହ ବ୍ୟବସାୟ ଏକ ପେଶା: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୬।୫ : ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ସୁପ୍ରିମକୋର୍ଟ ଦେହ ବ୍ୟବସାୟକୁ ଏକ ପେଶା ଭାବରେ ସ୍ବୀକାର କରିଛନ୍ତି। ଶୀର୍ଷ ଅଦାଲତ କହିଛନ୍ତି ଯେ ଏହି ବୃତ୍ତିରେ ଜଡିତ ଥିବା ବ୍ୟକ୍ତିମାନଙ୍କର ସମ୍ମାନର ସହ ବଞ୍ଚିବାର ଅଧିକାର ରହିଛି। ଆଇନ ଅନୁଯାୟୀ…

ମନ୍ତ୍ରୀଙ୍କ ଘରେ ପଶିଲା ଇଡି: କୋଟି କୋଟି ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ

ମୁମ୍ବାଇ,୨୬।୫: ମହାରାଷ୍ଟ୍ରର ମନ୍ତ୍ରୀ ତଥା ଶିବସେନା ନେତା ଅନିଲ ପାରବଙ୍କ ପୁଣେ ଏବଂ ମୁମ୍ବାଇରେ ଥିବା ସାତୋଟି ସ୍ଥାନରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଗୁରୁବାର ଚଢାଉ କରିଛି। ଅନିଲଙ୍କ ବିରୋଧରେ କୋଟି କୋଟି ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ ରହିଛି।…

ପୁଣି ବଢ଼ିଲା ସକ୍ରିୟ ମାମଲା, ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୬।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

କୁପଓ୍ବାରାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ୩ ଆତଙ୍କବାଦୀ ନିହତ…

ଶ୍ରୀନଗର, ୨୬।୫ : ଜମ୍ମୁ-କଶ୍ମୀରର କୁପଓ୍ବାରାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ସୁରକ୍ଷାର୍କମୀଙ୍କ ଏନ୍‌କାଉଣ୍ଟରରେ ଗୁରୁବାର ସକାଳେ ତିନି ଜଣ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆଇଜିପି କଶ୍ମୀର ବିଜୟ କୁମାର ଏହି ସୂଚନା ଦେଇଛନ୍ତି। ଆଇଜିପି କହିଛନ୍ତି, ନିହତ…

୮ ବର୍ଷରେ ୮ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ନୂଆଦିଲ୍ଲୀ, ୨୬।୫ : ଭାଜପା ନେତୃତ୍ୱାଧୀନ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ ୨୬ ମେ’ରେ ଆଠ ବର୍ଷ କ୍ଷମତା ପୂର୍ଣ୍ଣ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଅବସରରେ କହିଛନ୍ତି ଯେ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳ ଦେଶର ସନ୍ତୁଳିତ ବିକାଶ, ସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?