ଜାତୀୟ

‘ସରକାର ଗଠନରେ ସାହାଯ୍ୟ କର, ଆମେ ତୁମର ସବୁ ଦାୟିତ୍ୱ ନେବୁ’

ହରିଦ୍ୱାର, ୨୧।୧୧: ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ରବିବାର ହରିଦ୍ୱାରରେ ପହଞ୍ଚିଛନ୍ତି। ଆସନ୍ତା ବର୍ଷ ଉତ୍ତରାଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କେଜ୍‌ରିୱାଲ ଆଜି ଅଟୋ ଟ୍ୟାକ୍ସି ଡ୍ରାଇଭରମାନଙ୍କ...

ଶେଷରେ ତୁଟିଲା କଳି: ଗେହଲଟଙ୍କ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇଲେ ସଚିନଙ୍କ ୫ ସହଯୋଗୀ

ଜୟପୁର,୨୧।୧୧: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟର ନୂତନ କ୍ୟାବିନେଟର ଶପଥ ଗ୍ରହଣ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଛି। ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ର ୧୧ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ଚାରିଜଣ ରାଷ୍ଟ୍ରମନ୍ତ୍ରୀଙ୍କୁ ଶପଥ ପାଠ କରାଇଛନ୍ତି। ନୂଆ କରି...

ନଭେମ୍ବର ୨୪ରେ ତିନି କୃଷି ଆଇନ ପ୍ରତ୍ୟାହାର ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ

ନୂଆଦିଲ୍ଲୀ,୨୧।୧୧: ତିନୋଟି କୃଷି ଆଇନ ପ୍ରତ୍ୟାହାର ଘୋଷଣା ପରେ ନଭେମ୍ବର ୨୪ରେ ହେବାକୁ ଥିବା କେନ୍ଦ୍ର କ୍ୟାବିନେଟ ବୈଠକ ଏହି ଆଇନ ପ୍ରତ୍ୟାହାର ପ୍ରସ୍ତାବକୁ ଅନୁମୋଦନ ପାଇଁ ଆଲୋଚନା ହୋଇପାରେ। ଆଇନ ପ୍ରତ୍ୟାହାର ପାଇଁ ପ୍ରସ୍ତାବକୁ କ୍ୟାବିନେଟରେ ଅନୁମୋଦନ କରାଯିବାର...

ମୋଦିଙ୍କ ସହ ଯୋଗୀଙ୍କ ଫଟୋ ଏବେ ଚର୍ଚ୍ଚାରେ, ସମାଲୋଚନା କଲେ ଅଖିଳେଶ

ଲକ୍ଷ୍ନୌ,୨୧ ।୧୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମ୍ପୂର୍ଣ୍ଣ ଭାବେ ସରଗରମ ହେଲାଣି ରାଜନୀତି । ସମସ୍ତ ଦଳୀୟ ନେତା ବିରୋଧିଙ୍କୁ ଟାର୍ଗେଟ କରୁଥିବା ବେଳେ କେତେଜଣ ନେତା ତାଙ୍କ ସରକାରରେ କ’ଣ ସବୁ କରାଯାଇଥିଲା ତାହା ଆଲୋଚନା...

ବୀମା କମ୍ପାନୀଙ୍କୁ ଝଟ୍‌କା, ଯେ କୌଣସି ମତେ ଦେବାକୁ ପଡ଼ିବ ଦୁର୍ଘଟଣା କ୍ଷତି ପୂରଣ…

ନୂଆଦିଲ୍ଲୀ,୨୧।୧୧: ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରାଯାଇଛି। ମୋଟର ଦୁର୍ଘଟଣାରେ ଯେକୌଣସି ମତେ କ୍ଷତିପୂରଣ ଦେବାକୁ ବୀମା କମ୍ପାନୀଗୁଡ଼ିକୁ କୁହାଯାଇଛି। ଏହାଦ୍ୱାର ବୀମା କମ୍ପାନୀଙ୍କୁ ବଡ଼ ଝଟ୍‌କା ଲାଗିଛି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ ଜଷ୍ଟିସ ସଞ୍ଜୀବ...

ପଟିଆଲାରୁ ନିର୍ବାଚନ ଲଢିବେ କ୍ୟାପଟେନ

ଚଣ୍ଡିଗଡ଼,୨୧ ।୧୧: ପଞ୍ଜାବରେ ଲାଗି ରହିଥିବା ରାଜନୈତିକ ଟଣାଭିଡା ଭିତରେ ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ପଟିଆଲାରୁ ୨୦୨୨ ବିଧାନସଭା ନିର୍ବାଚନ ଲଢିବେ ବୋଲି ଘୋଷଣା କରିଛନ୍ତି । କ୍ୟାପଟେନ ଅମରିନ୍ଦର ସିଂ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ...

ଟିକାକରଣ ପ୍ରମାଣପତ୍ର ନ ଥିଲେ ରାଶନ ମନା…

ଆଲୀଗଡ଼,୨୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ରୋକିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଉତ୍ତରପ୍ରଦେଶ ଆଲୀଗଡ଼ ପ୍ରଶାସନ ପକ୍ଷରୁ ଅଭିନବ ନିର୍ଦ୍ଦେଶ ଲାଗୁ ହୋଇଛି। ରାଶନ ନେବାକୁ ଆସୁଥିବା ଲୋକଙ୍କୁ ଏବେ ଟିକାକରଣ ପ୍ରମାଣପତ୍ର ଦେଖାଇବାକୁ ପଡ଼ିବ।...

ଭୋପାଳ-ଇନ୍ଦୋରରେ କମିଶନରେଟ୍‌ ବ୍ୟବସ୍ଥା ଲାଗୁ ହେବ…

ଭୋପାଳ,୨୧।୧୧: ମଧ୍ୟପ୍ରଦେଶର ଦୁଇଟି ବଡ ମହାନଗର ଇନ୍ଦୋର ଏବଂ ଭୋପାଳରେ ପୋଲିସ କମିଶନର ବ୍ୟବସ୍ଥା ଲାଗୁ ହେବ। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ରବିବାର ଏହି ଘୋଷଣା କରିଛନ୍ତି। ଏହି ଘୋଷଣା ସହିତ ଆଇପିଏସ ଅଧିକାରୀଙ୍କ ପୁରୁଣା ଦାବି ପୂରଣ...

ବିବାହ କରିବାକୁ ମନା କରିବାରୁ ଯୁବକଙ୍କ ମୁହଁରେ ଏସିଡ୍‌ ପକାଇଲେ ବିବାହିତା ମହିଳା…

ଥିରୁଭାନନ୍ତପୁରମ୍‌,୨୧।୧୧: କେରଳର ଇଡୁକ୍କି ଜିଲାର ଜଣେ ମହିଳାଙ୍କ ବିବାହ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଥିବାରୁ ଜଣେ ଯୁବକଙ୍କୁ ଏସିଡରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଯୁବକଙ୍କୁ ଗୁରୁତର ଅବସ୍ଥାରେ ଥିରୁଭାନନ୍ତପୁରମ ମେଡିକାଲ କଲେଜରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ମହିଳା ଜଣକ...

ପାଇଲଟ ଖୁସି: କହିଲେ କଂଗ୍ରେସ ଏବେ ଏକଜୁଟ…

ଜୟପୁର,୨୧।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ କ୍ୟାବିନେଟରେ ବହୁ ପ୍ରତୀକ୍ଷିତ ଅଦଳବଦଳ ହେବ। ଏହା ଅନ୍ତର୍ଗତ ୧୫ ଜଣ ବିଧାୟକ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ରବିବାର ଅପରାହ୍ନ ୪ଟାରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ।...

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୪୮୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ...

ଚାଇନା ଉପରେ ନଜର, ନୌସେନାରେ ସାମିଲ ହେବ ଆଇଏନ୍‌ଏସ୍ ବିଶାଖାପାଟନମ୍ 

ମୁମ୍ବାଇ,୨୧ ।୧୧: ବଢିବ ନୌସେନାର ଶକ୍ତି । ରବିବାର ନୌସେନାରେ ସାମିଲ ହେବ ଆଇଏନ୍‌ଏସ୍ ବିଶାଖାପାଟନମ୍ । ଏହି ଯୁଦ୍ଧପୋତର ଲମ୍ବ ୧୩୬ ମିଟର, ଚଉଡା ୧୭ ମିଟର ଥିବା ବେଳେ ଏହାର ଓଜନ ରହିଛି ୭୪୦୦ଟନ । ଏହା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri