ଦରଦାମ୍ କମାଇବା ପାଇଁ ସରକାର ଅତିରିକ୍ତ ଭାବେ ଖର୍ଚ୍ଚ କରିବେ ୨ ଲକ୍ଷ କୋଟି…
ନୂଆଦିଲ୍ଲୀ, ୨୩।୫ : କରୋନାରୁ ପୁନରୁଦ୍ଧାର ହୋଇଥିବା ଅର୍ଥନୀତି ପାଇଁ ମୁଦ୍ରାସ୍ଫୀତି ଏକ ନୂତନ ଆହ୍ବାନ ପାଲଟିଛି । ଏହାକୁ ରୋକିବା ପାଇଁ ସରକାର ନୂତନ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ଅର୍ଥମନ୍ତ୍ରୀ ନିର୍ମଳାସୀତାରମଣ ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ…
ରାତାରାତି କୋଟିପତି ହେଲେ କଶ୍ମୀର ଯୁବକ
ଅନନ୍ତନାଗ,୨୩।୫: ସମଗ୍ର ବିଶ୍ୱ କ୍ରିକେଟ୍ ଜଗତର ଆଖି ଏବେ ଭାରତରେ ଖେଳାଯାଉଥିବା ଆଇପିଏଲ୍ ୨୦୨୨ ଉପରେ ଅଛି। ଏହି ଲିଗରେ ବିଭିନ୍ନ ଦେଶର ଖେଳାଳିମାନେ କୋଟି କୋଟି ଟଙ୍କା ରୋଜଗାର କରନ୍ତି। ସାଧାରଣ ଲୋକ ମଧ୍ୟ ଏଥିରୁ ବିଭିନ୍ନ ପ୍ଲାଟଫର୍ମରେ ବହୁତ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ
ପାଟନା,୨୩।୫:ବିହାରର ପୂର୍ନିଆ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆଠ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଲୋକ ଆହତ ହୋଇଥିବା ଜଣାପଡିଛି। ପଶ୍ଚିମବଙ୍ଗରୁ ଜାମୁଇକୁ ଯାଉଥିବା ଟ୍ରକଟି ହଠାତ୍ ପୂର୍ନିଆରେ ଓଲଟି ପଡିଥିଲା। ସୂଚନାଯୋଗ୍ୟ,ପୂର୍ନିଆ ଜିଲାର ଜଲାଲଗଡ…
ଦୈନିକ ମୃତ୍ୟୁ ସଂଖ୍ୟା ସଂକ୍ରମଣରେ ବ୍ରେକ୍…
ନୂଆଦିଲ୍ଲୀ, ୨୩।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…
ବିଶ୍ୱ ସ୍ବାସ୍ଥ୍ୟ ସଂଗଠନକୁ କରୋନା ମୃତ୍ୟୁର ହିସାବ ମାଗିବ ଭାରତ…
ନୂଆଦିଲ୍ଲୀ/ଡାଭୋସ, ୨୩।୫ : ଭାରତରେ ଅଧିକ କରୋନା ମୃତ୍ୟୁହାର ନେଇ ସ୍ବିଜରଲାଣ୍ଡର ଡାଭୋସରେ ଚାଲିଥିବା ବିଶ୍ୱ ଅଥନୈତିକ ଫୋରମରେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ପ୍ରତିନିଧୀଙ୍କ ସହ ଏନୌପଚାରିକ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ…
ଘରକୁ ଗ୍ୟାସ୍ ଚାମ୍ବରରେ ପରିଣତ କରି ମା’,୨ ଝିଅଙ୍କ ଆତ୍ମହତ୍ୟା
ନୂଆଦିଲ୍ଲୀ,୨୩।୫: ଦିଲ୍ଲୀର ବସନ୍ତ ବିହାର ଅଞ୍ଚଳରେ ଜଣେ ୫୫ ବର୍ଷୀୟ ମହିଳା ଓ ତାଙ୍କର ୩୦ ଓ ୨୬ ବର୍ଷର ଦୁଇ ଝିଅ ସେମାନଙ୍କ ଘରେ ଆତ୍ମହତ୍ୟା କରିଛନ୍ତି। ସେମାନଙ୍କ ଆତ୍ମହତ୍ୟା କରିବାର ଯୋଜନା ହୃଦୟ ବିଦାରକ। ସେମାନେ ନିଜ ଫ୍ଲାଟ୍କୁ…
ଆସାମରେ ହାଜତ ମୃତ୍ୟୁ
ଗୁଆହାଟୀ,୨୩।୫: ଆସାମର ନାଗାଁଓ ଜିଲାରେ ହାଜତ ମୃତ୍ୟୁ ଅଭିଯୋଗକୁ ନେଇ ଶନିବାର ଉତ୍ତ୍ୟକ୍ତ ଲୋକେ ଏକ ଥାନା ଉପରେ ଆକ୍ରମଣ କରିବା ସହ ନିଆଁ ଲଗାଇଦେଇଥିଲେ। ଏଥିରେ ୩ ଜଣ ଆହତ ହୋଇଥିଲେ। ଏହାର ଦିନକ ପରେ ହିଂସାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ…
ସରକାର ବଦଳାଇପାରିବେ ଚାଷୀ
ଚଣ୍ଡିଗଡ଼,୨୩।୫: ଚାଷୀମାନେ ଚାହିଁଲେ ସରକାର ବଦଳାଇପାରିବେ। ଫସଲ ଉପରେ ସହାୟକ ମୂଲ୍ୟର ସାମ୍ବିଧାନିକ ଗ୍ୟାରେଣ୍ଟି ନ ପାଇବା ପର୍ଯ୍ୟନ୍ତ ଦେଶବ୍ୟାପୀ ଆନ୍ଦୋଳନ ଜାରି ରଖିବାକୁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍) କୃଷକମାନଙ୍କୁ ଆହ୍ବାନ ଦେଇଛନ୍ତି। ଗଲଓ୍ବାନ ଉପତ୍ୟକା ସଂଘର୍ଷରେ…
ମଧ୍ୟପ୍ରଦେଶରେ ଦିନକୁ ୨୯ ପିଲା ନିଖୋଜ
ନୂଆଦିଲ୍ଲୀ, ୨୩ା୫: ଦେଶରେ ଶିଶୁ ନିଖୋଜ ମାମଲା ଉଦ୍ବେଗଜନକ ସ୍ଥିତିରେ ରହିଛି। ବିଶେଷକରି ଉତ୍ତର ଭାରତର ୪ ପ୍ରମୁଖ ରାଜ୍ୟରେ ବହୁ ସଂଖ୍ୟାରେ ଶିଶୁ ଗାଏବ ହେଉଥିବା ଶିଶୁ ଅଧିକାର ଏନ୍ଜିଓ ଚାଇଲ୍ଡ ରାଇଟ୍ସ ଆଣ୍ଡ୍ ୟୁ (କ୍ରାଏ) ପକ୍ଷରୁ ରବିବାର…
ବିଦେଶୀ ପିଲାଙ୍କ ପାଇଁ ଆଇଆଇଟି-ଜେଇଇ
ନୂଆଦିଲ୍ଲୀ,୨୩।୫: ଆମେରିକା, ଭିଏତ୍ନାମ ସମେତ ୨୫ ଦେଶରେ ଏକସଙ୍ଗେ ଆଇଆଇଟି-ଜେଇଇ (ଆଇଆଇଟି ଯୁଗ୍ମ ପ୍ରବେଶିକା ପରୀକ୍ଷା) କରାଇବାକୁ ଭାରତ ସରକାର ଯୋଜନା କରିଛନ୍ତି। ଫଳରେ ବିଦେଶୀ ଛାତ୍ରୀଛାତ୍ର ଭାରତୀୟ ଶିକ୍ଷାନୁଷ୍ଠାନଗୁଡ଼ିକରେ ଶିକ୍ଷାଗ୍ରହଣ କରିବାର ସୁଯୋଗ ପାଇବେ। ଗତବର୍ଷ କୁଆଲାଲମ୍ପୁର ଏବଂ ଲାଗୋସରେ…
କେନ୍ଦ୍ର ହ୍ରାସ ରାଜ୍ୟକୁ ଚାପ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୫ : କେନ୍ଦ୍ର ସରକାର ଶନିବାର ରାତିରେ ପେଟ୍ରୋଲ୍ ଓ ଡିଜେଲ ଉପରୁ ଏକ୍ସାଇଜ ଡ୍ୟୁଟି (ଉତ୍ପାଦ ଶୁଳ୍କ) ଯଥାକ୍ରମେ ୮ଟଙ୍କା ଏବଂ ୭ଟଙ୍କା ହ୍ରାସ କରିଛନ୍ତି। ତାହାର ପ୍ରଭାବରେ ରବିବାର ସକାଳ ୬ଟାରୁ ପେଟ୍ରୋଲ ୯.୫୦ଟଙ୍କା ଏବଂ ଡିଜେଲ ୭ଟଙ୍କା…
ଦୌଡ଼ରେ ସିବଲ, ଆନନ୍ଦ ଶର୍ମା, ଚିଦାମ୍ବରମ
ନୂଆଦିଲ୍ଲୀ,୨୩।୫: ରାଜ୍ୟ ସଭାରେ ଖାଲି ପଡ଼ିଥିବା ଆସନ ଲାଗି ଆସନ୍ତା ମାସରେ ନିର୍ବାଚନ ହେବାକୁ ଥିବାବେଳେ କଂଗ୍ରେସରୁ ବରିଷ୍ଠ ନେତା କପିଲ ସିବଲ, ଆନନ୍ଦ ଶର୍ମା ଏବଂ ପି. ଚିଦାମ୍ବରମ ଉଚ୍ଚ ସଦନକୁ ଯିବା ଲାଗି ଦୌଡ଼ରେ ଥିବା ଜଣାପଡ଼ିଛି। କଂଗ୍ରେସ…

