ଗୌତମ ଗମ୍ଭୀର କରୋନା ପଜିଟିଭ୍
ନୂଆଦିଲ୍ଲୀ,୨୫।୧: ପୂର୍ବତନ ଭାରତୀୟ କ୍ରିକେଟର ତଥା ଭାରତୀୟ ଜନତା ପାର୍ଟିର ସାଂସଦ ଗୌତମ ଗମ୍ଭୀର କରୋନା ପଜିଟିଭ୍ ହୋଇଛନ୍ତି । ଏ ନେଇ ସେ ନିଜେ ମଙ୍ଗଳବାର ଟୁଇଟ୍ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି । ସାମାନ୍ୟ ଲକ୍ଷଣ ଅନୁଭବ କରିବା…
ମା’ଙ୍କୁ ଡମବେଲରେ ଛେଚି ଛେଚି ମାରିଲେ
ହାଇଦ୍ରାବାଦ,୨୫।୧: ମାନସିକ ଭାବେ ଅସୁସ୍ଥ ଥିବା ଜଣେ ବ୍ୟକ୍ତି ଡମବେଲରେ ମାଙ୍କୁ ଛେଚି ଛେଚି ହତ୍ୟା କରିଛନ୍ତି। ଏଭଳି ଘଟଣା ତେଲାଙ୍ଗାନାର ହାଇଦ୍ରାବାଦ ସୁଲତାନ ବଜାର ଅଞ୍ଚଳରେ ସୋମବାର ଘଟିଛି। ରାତି ୨ଟାରେ ଓ୍ବାର୍କ ଆଉଟ୍ କରିବାକୁ କୋଣ୍ଡା ସୁଧିର କୁମାର…
ବ୍ରିଜରୁ ଖସି ପଡିଲା କାର: ବିଧାୟକଙ୍କ ପୁଅ ସହ ୭ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ
ୱାର୍ଡ଼(ମହାରାଷ୍ଟ୍ର),୨୫।୧: ମହାରାଷ୍ଟ୍ରର ସେଲସୁରା ନିକଟରେ ସାମବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଭାଜପା ବିଧାୟକ ବିଜୟ ରାହଙ୍ଗଦେଲଙ୍କ ପୁଅ ଅଭିଷେକ ରାହଙ୍ଗଦେଲଙ୍କ ସମେତ ୭ଜଣ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ପୋଲିସ ସୂଚନା ମୁତାବକ, ୱାର୍ଡର…
ଦେଶରେ ହ୍ରାସ ପାଇଛି ଦୈନିକ ସଂକ୍ରମଣ, ଆଜି ୨,୫୫,୮୭୪ ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ,୨୫।୧: ଦେଶରେ ଦୈନିକ ସଂକ୍ରମଣ ଧିରେ ଧିରେ କମୁଛି। ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୨,୫୫,୮୭୪ ଥିବା ଜଣାପଡିଛି । ଗତକାଲି ଠାରୁ ୫୦ ହଜାର ୧୯୦ଜଣ କମ୍ ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ଏହାସହ ୬୧୪ ଜଣଙ୍କ ମୃତ୍ୟୁ ହୋଇଛି…
ଜମ୍ମୁ-କଶ୍ମୀର ସୀମାରେ ହାଇଆଲର୍ଟ
ଜମ୍ମୁ,୨୫।୧: ସାଧାରଣତନ୍ତ୍ର ଦିବସରେ ସୀମାରେ ଦେଶବିରୋଧୀ ତତ୍ତ୍ୱ ଆତଙ୍କ ସୃଷ୍ଟି କରିପାରନ୍ତି ବୋଲି ଗୋଇନ୍ଦା ସୂଚନା ମିଳିବା ପରେ ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମା (ଆଇବି)ରେ ମୁତୟନ ହୋଇଥିବା ସୀମା ସୁରକ୍ଷା ବଳ (ବିଏସ୍ଏଫ୍) ଯବାନମାନଙ୍କୁ ହାଇ ଆଲର୍ଟରେ ରଖାଯାଇଛି। ବିଏସ୍ଏଫ୍ ପକ୍ଷରୁ…
ଡରାଇଲାଣି ଓମିକ୍ରନର ସବ ଭାରିଏଣ୍ଟ: ଇନ୍ଦୋରରେ ୬ ଶିଶୁ ସମେତ ୧୨ ସଂକ୍ରମିତ
ଇନ୍ଦୋର,୨୫ ।୧: ଇନ୍ଦୋରରେ ଓମିକ୍ରନ୍ ସହ ଏହାର ସବ ଭାରିଏଣ୍ଟ ବିଏ.୧ ଓ ବିଏ.୨ ସଂକ୍ରମିତଙ୍କୁ ଚିହ୍ନଟ କରାଗଲାଣି । ସହରରେ ଓମିକ୍ରନର ସବ ଭାରିଏଣ୍ଟ ବିଏ.୨ରେ ସଂକ୍ରମିତ ଥିବା ୧୨ ଜଣଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରେ ୬…
୨୬ ଜାନୁୟାରୀରୁ ବଢିବ ଶୀତ, କମିବ ୫ ରାଜ୍ୟର ତାପମାତ୍ରା
ନୂଆଦିଲ୍ଲୀ,୨୫ ।୧: ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଓ ମଧ୍ୟ ଭାରତରେ ଶୀତର ପ୍ରକୋପ ବଢିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଆଇଏମଡିର ସୂଚନା ଅନୁଯାୟୀ, ୨୬ ଜାନୁୟାରୀ ପରେ ଶୀତ ବଢିବ ବୋଲି ଅନୁମାନ କରାଯାଇଛି ।…
ଭାଜପା ସହ ମେଣ୍ଟ କରି ନଷ୍ଟ ହୋଇଛି ୨୫ ବର୍ଷ: ଉଦ୍ଧବ
ମୁମ୍ବାଇ,୨୫।୧: ଭାଜପା ସହ ମେଣ୍ଟ କରି ତାଙ୍କ ଦଳ ଶିବସେନା ୨୫ ବର୍ଷ ନଷ୍ଟ କରିଥିବା ସେ ବିଶ୍ୱାସ କରନ୍ତି ବୋଲି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ କହିଛନ୍ତି। ଶିବସେନା ଭାଜପାକୁ ପରିତ୍ୟାଗ କରିବାକୁ ନିଷ୍ପତ୍ତି ନେଇଥିଲେ ମଧ୍ୟ ହିନ୍ଦୁତ୍ୱକୁ କଦାପି…
ନମୋ ଆପ ମାଧ୍ୟମରେ କର୍ମୀଙ୍କ ସହ ଯୋଡି ହେବେ ମୋଦି
ନୂଆଦିଲ୍ଲୀ,୨୫ ।୧: ଉତ୍ତର ପ୍ରଦେଶ ସମେତ ୫ ରାଜ୍ୟର ବିଧାନସଭା ନିର୍ବାଚନ ଲାଗି ସବୁ ରାଜନୈତିକ ଦଳ ପ୍ରଚାର ଅଭିଯାନ ଜାରି ରଖିଛନ୍ତି । ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାରା ଦେଶର ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀଙ୍କ ସହ…
ରାମନଗରରୁ ନିର୍ବାଚନ ଲଢିବେ ହରିଶ ରାୱତ
ଡେରାଡୁନ,୨୫ ।୧: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ଲାଗି କଂଗ୍ରେସ ତା’ର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ପତ୍ରରେ ୧୧ ଜଣଙ୍କ ନାମ ଘୋଷଣା କରିଛି । ଏଥିରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ ରାମନଗର ଆସନରୁ ନିର୍ବାଚନ…
ରେକର୍ଡ କଲେ ଦିଲ୍ଲୀର କିଶୋର: ୨୦ ଦିନରେ ଦିଆଗଲାଣି ୭୫ ପ୍ରତିଶତ ଟିକା
ନୂଆଦିଲ୍ଲୀ,୨୫ ।୧: କରୋନା ଟିକାକରଣକୁ ନେଇ ଦିଲ୍ଲୀର କିଶୋରମାନେ ରେକର୍ଡ କରିଛନ୍ତି । ପ୍ରାୟ ୨୦ ଦିନ ମଧ୍ୟରେ ୭୫ ପ୍ରତିଶତ କିଶୋର କରୋନା ଭ୍ୟାକ୍ସିନର ପ୍ରଥମ ଡୋଜ ନେଇ ସାରିଲେଣି । ଏବେ ଦିଲ୍ଲୀରେ ଟିକାକରଣକୁ ୩୭୨ ଦିନ ପୂରଣ…
ଅକାଳି ଦଳର ମୋଦି ପ୍ରେମ: ମେଣ୍ଟ ନ କରି ବି ପୋଷ୍ଟରରେ ମୋଦିଙ୍କ ଛବି
ଫିରୋଜପୁର,୨୫ ।୧: ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ଅକାଳିଦଳ ଭାରତୀୟ ଜନତା ପାର୍ଟି(ଭାଜପା) ସହ ମେଣ୍ଟ କଲାନାହିଁ । ହେଲେ ଦଳର ମୋଦି ପ୍ରେମ ଏବେ ପ୍ରଚାର ସମୟରେ ଦେଖିବାକୁ ମିଳିଛି । ଫିରୋଜପୁର ଜିଲାର ଜଲାଲାବାଦ ବିଧାନସଭା ଆସନରୁ ଶିରୋମଣି…
Archives


