ଜାତୀୟ

ଭିଡ଼ ହିଂସା ନେଇ ଶିବରାଜ-କମଳନାଥ ମୁହାଁମୁହିଁ…

ଭୋପାଳ, ୨୧।୫ : ଦେଶରେ ମଧ୍ୟପ୍ରଦେଶର ନିମଚରେ ଭିଡ଼ ହିଂସା ମାମଲାରେ କଂଗ୍ରେସ ଭାଜପା ମୁହାଁମୁହିଁ ହୋଇଛନ୍ତି। ଏଠାରେ ଜଣେ ବୃଦ୍ଧଙ୍କୁ କିଛି ଲୋକ ପିଟିପିଟି ହତ୍ୟା କରିଛନ୍ତି। କୁହାଯାଉଛି ଯେ ବୃଦ୍ଧ ଜଣଙ୍କୁ ମୁସଲମାନ ଭାବି ମାଡ ଦିଆଯାଇଥିଲା, କିନ୍ତୁ…

ପାନ ମସଲା ବିଜ୍ଞାପନ, ଅମିତାଭ-ରଣବୀର-ଅଜୟ-ଶାହାରୁଖଙ୍କ ବିରୋଧରେ ମାମଲା…

ମୁମ୍ବାଇ, ୨୧।୫ : ବଲିଉଡର ପ୍ରସିଦ୍ଧ ଅଭିନେତା ବିଗ ବି ଅମିତାଭ ବଚ୍ଚନ, ଅଜୟ ଦେବଗନ, କିଙ୍ଗ ଖାନ ଶାହାରୁଖ ଏବଂ ରଣଭୀର ସିଂଙ୍କ ବିରୋଧରେ ଏକ ମାମଲା ପଞ୍ଜିକୃତ ହୋଇଛି। ପାନ ମସଲାର ବିଜ୍ଞାପନ ନେଇ ଏହି ଚାରି ଜଣଙ୍କ…

ନବନୀତଙ୍କ ଘର ଉପରେ ବୁଲ୍‌ଡୋଜର ଚାଲିବା ଆଶଙ୍କା…

ମୁମ୍ବାଇ, ୨୧।୫ : ଲାଉଡ ସ୍ପିକର ଏବଂ ହନୁମାନ ଚାଳିଶା ବିବାଦ ମଧ୍ୟରେ ଶିବସେନାଙ୍କ ଆଗରେ ହାରିଯାଇଥିବା ରାଣା ଦମ୍ପତିଙ୍କ ସମସ୍ୟା ହ୍ରାସ ପାଇବା ଭଳି ମନେ ହେଉନାହିଁ। ମାତୋଶ୍ରୀ ବାହାରେ ହନୁମାନ ଚାଳିଶା ପାଠ କରିବା ପରେ ଜେଲ ଯାଇଥିବା…

ଦେଶରେ କରୋନାର ଚତୁର୍ଥ ଲହର ନେଇ ଏମ୍ସ୍‌ର ପୂର୍ବତନ ନିର୍ଦ୍ଦେଶକ ଦେଲେ ଏଭଳି ଉତ୍ତର…

ନୂଆଦିଲ୍ଲୀ, ୨୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣର ଚତୁର୍ଥ ଲହର ନେଇ ଏମ୍ସ୍‌ର ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ଏମସି ମିଶ୍ର କହିଛନ୍ତି ଯେ ତୃତୀୟ ଲହରରେ କରୋନା ମାମଲା ଲକ୍ଷ ଲକ୍ଷରେ ପହଞ୍ଚିବା ପରେ ସଂକ୍ରମଣର ଗତି ବନ୍ଦ ହୋଇଯାଇଥିଲା।…

ଶ୍ରୀଶ୍ରୀ ଦାଦାଙ୍କ ଅସ୍ଥି ବିସର୍ଜନ

ହରିଦ୍ୱାର,୨୧।୫: ହରିଦ୍ବାରଠାରେ ସତ୍‌ସଙ୍ଗର ପୂର୍ବତନ ଆଚାର୍ଯ୍ୟଦେବ ଶ୍ରୀଶ୍ରୀ ଦାଦା (ଶ୍ରୀଶ୍ରୀ ଅଶୋକ ଚକ୍ରବର୍ତ୍ତୀ)ଙ୍କ ପବିତ୍ର ଅସ୍ଥି ଓ ଚିତାଭସ୍ମ ବିସର୍ଜନ କରାଯାଇଛି। ତାଙ୍କର କନିଷ୍ଠାତ୍ମଜ ପୂଜନୀୟ ଅନିନ୍ଦ୍ୟଦ୍ୟୁତି ଚକ୍ରବର୍ତ୍ତୀ (ପୂଜନୀୟ ବିଙ୍କିଦା)ଙ୍କ ଦ୍ବାରା ହଜାର ହଜାର ସତ୍‌ସଙ୍ଗୀଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ…

ଯୋଗୀ ସରକାରଙ୍କୁ କେନ୍ଦ୍ରର ଚେତାବନୀ, ବକେୟା ନଦେଲେ ବିଦ୍ୟୁତ୍‌ କଟାଯିବ…

ନୂଆଦିଲ୍ଲୀ, ୨୧।୫ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ କଡ଼ ାଚେତାବନୀ ଦିଆଯାଇଛି। ରାଜ୍ୟ ସରକାର 9692 କୋଟି ଟଙ୍କାର ଶକ୍ତି ଉତ୍ପାଦନକାରୀ କମ୍ପାନୀ (ଜେନକୋ) ଏବଂ କୋଇଲା ଇଣ୍ଡିଆର ବକେୟା ୯୬୯୨ କୋଟି ଟଙ୍କାର…

ମୋଦିଙ୍କ ରଣନୀତିରେ ରାଜସ୍ଥାନ ନିର୍ବାଚନ ଲଢ଼ିବ ଭାଜପା

ଜୟପୁର,୨୧।୫: ଭାଜପା ପାଇଁ ମୋଦି ମ୍ୟାଜିକ୍‌ କାମ କରୁଥିବାରୁ ରାଜସ୍ଥାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାବମୂର୍ତ୍ତିରେ ନିର୍ବାଚନ ଲଢ଼ିବାକୁ ଯାଉଛି ଦଳ। ଶନିବାର ଦଳର ରାଜ୍ୟ ଅଧ୍ୟକ୍ଷ ସତୀଶ ପୁନିଆ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ କେନ୍ଦ୍ରୀୟ ନେତୃତ୍ୱରେ…

ସକ୍ରିୟ ମାମଲା ୧୫ ହଜାର ତଳେ, ଦୈନିକ ମୃତ୍ୟୁ ସଂଖ୍ୟା ୨୫…

ନୂଆଦିଲ୍ଲୀ, ୨୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ଜେଲ୍‌ରେ ପ୍ରଥମ ରାତି କାଟିଲେ ସିଦ୍ଧୁ

ଚଣ୍ଡିଗଡ଼,୨୧।୫: ପଞ୍ଜାବ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ନବଜ୍ୟୋତ ସିଂ ସିଦ୍ଧୁ କୋର୍ଟରେ ଆତ୍ମସମର୍ପଣ କରିବା ପରେ ତାଙ୍କୁ ଜେଲ୍‌କୁ ପଠାଇ ଦିଆଯାଇଛି। ଏହାପରେ ଜେଲ୍‌ରେ ତାଙ୍କର ପ୍ରଥମ ରାତି କଟିଛି। ସିଦ୍ଧୁଙ୍କୁ ପଟିଆଲା କେନ୍ଦ୍ରୀୟ ସଂଶୋଧନ ଗୃହକୁ ପଠାଯାଇଛି। ଏଠାରେ ତାଙ୍କୁ…

୧୦୮ବର୍ଷ ପରେ ତୁଟିଲା ବିହାର ଜମି ବିବାଦ

ପାଟନା,୨୧।୫: ଜମି ସଂକ୍ରାନ୍ତ ଏକ ମାମଲାର ସମାଧାନ ପାଇଁ ୧୦ କି ୨୦ ବର୍ଷ ନୁହେଁ ଲାଗିଯାଇଛି ୧୦୮ ବର୍ଷ। ପାଟନାର ଭୋଜପୁର ଜିଲାର ଏ ଘଟଣା। ଦରବାରି ସିଂ ନାଥୁନି ଖାନ୍‌ ନାମରେ ଜଣେ ବ୍ୟକ୍ତିଙ୍କଠାରୁ ଜମି କିଣିଥିଲେ ।…

ରୁଷିଆ-ୟୁକ୍ରେନ ଯୁଦ୍ଧ: ହୀରା ବ୍ୟବସାୟ ପ୍ରଭାବିତ

ଗାନ୍ଧୀନଗର,୨୧।୫: ସୁରାଟକୁ ଭାରତୀୟ ହୀରା ବ୍ୟବସାୟର କେନ୍ଦ୍ରସ୍ଥଳ କୁହାଯାଉଥିବାବେଳେ ରୁଷିଆ ଏବଂ ୟୁକ୍ରେନ୍‌ ଯୁଦ୍ଧ ପାଇଁ ବ୍ୟବସାୟ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। ଜେମ୍ସ ଆଣ୍ଡ୍‌ ଜୁଏଲରୀ ଏକ୍ସପୋର୍ଟ ପ୍ରୋମୋଶନ୍‌ କାଉନସିଲର ରିଜିଓନାଲ ଚେୟାରମ୍ୟାନ୍‌ ଦିନେଶ ନାଭଡିଆ ଏହା କହିଛନ୍ତି। ହରା…

ସିଦ୍ଧୁଙ୍କଠାରୁ ମୁହଁ ଫେରାଇନେଲେ କଂଗ୍ରେସ ନେତା

ଚଣ୍ଡିଗଡ଼,୨୧।୫: ଦୀର୍ଘ ୩୪ବର୍ଷ ତଳର ଏକ ସଡ଼କ ହିଂସା ମାମଲାରେ ସୁପ୍ରିମକୋର୍ଟ କଂଗ୍ରେସ ନେତା ନବଜ୍ୟୋତ ସିଂହ ସିଦ୍ଧୁଙ୍କୁ ବର୍ଷେ ଜେଲ୍‌ ଦଣ୍ଡାଦେଶ ଦେବାର ଦିନକ ପରେ ଶୁକ୍ରବାର ପଟିଆଲା କୋର୍ଟରେ ସେ ଆତ୍ମସମର୍ପଣ କରିଛନ୍ତି। ତେବେ ଏହି ସମୟରେ ସିଦ୍ଧୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?