ଆମେରିକା ସେନା ଛାଡି ଯାଇଥିବା ଅସ୍ତ୍ରଶସ୍ତ୍ରକୁ ବିକ୍ରି କରୁଛି ତାଲିବାନ
ଶ୍ରୀନଗର,୨୪ ।୧: ଆଫଗାନିସ୍ତାନକୁ ତାଲିବାନ ନିଜ କବଜାକୁ ନେବା ପରେ ସେଠାରେ ଥିବା ଆମେରିକା ସେନାଙ୍କର ହୋଇଥିଲା ଘର ବାହୁଡା । ହେଲେ ଆମେରିକା ସେନା ଆଫଗାନିସ୍ତାନରେ କିଛି ଅସ୍ତ୍ରଶସ୍ତ୍ର ଛାଡି ଆସିଥିଲେ । ଏବେ ଏହାକୁ ତାଲିବାନ ବିକ୍ରି କରୁଥିବା…
୬୨ ପ୍ରତିଶତ ଅଭିଭାବକ ପିଲାଙ୍କୁ ସ୍କୁଲ ଛାଡ଼ିବାକୁ ଅମଙ୍ଗ…
ମୁମ୍ବାଇ, ୨୪।୧ : ସୋମବାରଠାରୁ ମହାରାଷ୍ଟ୍ରରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲିବା ଲାଗି ସରକାର ଘୋଷଣା କରିଛନ୍ତି। ଏହା ଦ୍ୱାରା ଏବେ ବିଦ୍ୟାଳୟରେ ଅଫଲାଇନ ଶିକ୍ଷା ଆରମ୍ଭ ହେବ। କୋଭିଡ ନିୟମ ଅନୁସରଣ କରି ବିଦ୍ୟାଳୟରେ ଶିକ୍ଷାଦାନ କରାଯିବ।…
ଛିଣ୍ଡୁନି ଭାଗବଣ୍ଟା, ୨୦୮ ଆସନ ନେଇ ସସ୍ପେନ୍ସ୍ ଜାରି…
ଲକ୍ଷ୍ନୌ, ୨୪।୧ : ଉତ୍ତରପ୍ରଦେଶ ପାଇଁ ଭାଜପା ଏବଂ ସହଯୋଗୀଙ୍କ ମଧ୍ୟରେ ଆସନ ଭାଗବଣ୍ଟା ଛିଣ୍ଡୁନି। ବୈଠକ ପରେ ବୈଠକ ଶେଷ ହେଲେ ବି ରାଜ୍ୟର ୨୦୮ ବିଧାନସଭା ଆସନ ନେଇ ସସ୍ପେନ୍ସ୍ ଜାରି ରହିଛି। ଏଥିପାଇଁ ନିର୍ବାଚନ ପାଖେଇ ଆସୁଥିଲେ…
‘ସୁଭାଷ ବୋଷଙ୍କ ମୃତ୍ୟୁ ରହସ୍ୟରୁ ପରଦା ହଟୁ’
ନୂଆଦିଲ୍ଲୀ,୨୪।୧ (ପି.ଟି.): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅନ୍ତର୍ଦ୍ଧାନ ଏବେ ଲୋକପ୍ରିୟ ଲୋକକଥାର ଅଂଶବିଶେଷ ହୋଇଗଲାଣି। ନେତାଜୀଙ୍କ ପ୍ରତିମୂର୍ତ୍ତି ନୁହେଁ ତାଙ୍କ ମୃତ୍ୟୁ ରହସ୍ୟରୁ ପରଦା ହଟାଯିବା ତାଙ୍କ ପରିବାର ଓ ତାଙ୍କ ଜୀବନୀ ଉପରେ ଗବେଷଣା ଚଳାଇଥିବା ଲୋକେ ଚାହାନ୍ତି।…
ଯୋଗୀଙ୍କ ଧ୍ରୁବୀକରଣ ରାଜନୀତି
ଲକ୍ଷ୍ନୌ,୨୪ା୧: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ଗାଜିଆବାଦରେ ତାଙ୍କ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ତଥା ସମାଜବାଦୀ ପାର୍ଟି (ଏସ୍ପି) ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ପୂର୍ବରୁ ସଂଖ୍ୟାଲଘୁଙ୍କୁ ସନ୍ତୁଷ୍ଟ କରିବା ପାଇଁ ଗାଜିଆବାଦରେ ହଜ୍ ହାଉସ୍…
କେନ୍ଦ୍ର ପ୍ରସ୍ତାବକୁ ବିରୋଧ ବଢୁଛି
ନୂଆଦିଲ୍ଲୀ,୨୪ା୧(ଆଇଏଏନ୍ଏସ୍): କେନ୍ଦ୍ର ସରକାର ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) କ୍ୟାଡର ରୁଲ୍ସ, ୧୯୫୪ରେ ସଂଶୋଧନ ଆଣିବାକୁ ଯାଉଛନ୍ତି। ତାହା ହେଲା ଉକ୍ତ ରୁଲ୍ସର ରୁଲ୍ ୬ରେ ଏକ ନୂଆ ନିୟମ ଯୋଡ଼ାଯିବ। ପ୍ରସ୍ତାବିତ ସଂଶୋଧନ ବଳରେ ରାଜ୍ୟ ସରକାରମାନଙ୍କ ସଂରକ୍ଷଣକୁ ଅଣଦେଖା…
ମାଲିରେ ଫସିଛନ୍ତି ଝାଡ଼ଖଣ୍ଡର ୩୩ ଶ୍ରମିକ
ରାଞ୍ଚତ୍,୨୪ା୧: ଆଫ୍ରିକୀୟ ଦେଶ ମାଲିରେ ବିଦ୍ୟୁତ୍ ଲାଇନ ବିଛାଯିବା କାମରେ ନିୟୋଜିତ ଝାଡଖଣ୍ଡର ୩୩ ଶ୍ରମିକ ଫସିଛନ୍ତି। ସେମାନେ ଭାରତ ଫେରିବା ପାଇଁ କେନ୍ଦ୍ର ସରକାର ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସହାୟତା ଲୋଡ଼ିଛନ୍ତି। କର୍ମଚାରୀଙ୍କ ସହ ସମ୍ପାଦିତ ଚୁକ୍ତିନାମା…
ଉତ୍ପଳ ପାରିକରଙ୍କୁ ଭାଜପାର ଅନୁରୋଧ
ପଣଜି,୨୪ ।୧: ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ସ୍ୱର୍ଗତ ମନୋହର ପାରିକରଙ୍କର ପୁଅ ଉତ୍ପଳ ପାରିକରଙ୍କୁ ଏଥର ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା ଲାଗି ଟିକେଟ ମିଳିନାହିଁ । ଏଥିରେ ଅସନ୍ତୁଷ୍ଟ ହୋଇ ସେ ସ୍ୱାଧୀନ…
ସିଦ୍ଧୁଙ୍କର ବୁଦ୍ଧି ନାହିଁ: ଅମରିନ୍ଦର
ଚଣ୍ଡିଗଡ଼, ୨୪ ।୧: ଆସନ୍ତା ମାସରେ ହେବାକୁ ଥିବା ପଞ୍ଜାବ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ହେଲାଣି ସରଗରମ । ରବିବାର ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କହିଛନ୍ତି ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁଙ୍କର…
‘ଜାପାନର ରେଙ୍କୋଜୀ ମନ୍ଦିରରେ ଥିବା ପାଉଁଶର ଡିଏନ୍ଏ ଟେଷ୍ଟ କରାଯାଉ’
ନୂଆଦିଲ୍ଲୀ,୨୩।୧ : ନେତାଜୀ ସୁବାଷ ଚନ୍ଦ୍ର ବୋସ ୧୯୪୫ ଅଗଷ୍ଟ ୧୮ ତାରିଖରେ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ଶବଦାହ ପରେ ତାଙ୍କ ପାଉଁଶକୁ ଜାପାନର ରେଙ୍କୋଜୀ ମନ୍ଦିରରେ ରଖାଯାଇଛି। ଏହାର ଡିଏନ୍ଏ ଯାଞ୍ଚ ପାଇଁ ଦାବି କରିଛି ତୃଣମୂଳ କଂଗ୍ରେସ।…
ଉତ୍ତରପ୍ରଦେଶରେ ପରିବର୍ତ୍ତନ ଚାହୁଁଛନ୍ତି ଲୋକେ !…
ଲକ୍ଷ୍ନୌ, ୨୩।୧ : ଆଗକୁ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ। ରାଜ୍ୟରେ ଲୋକେ ପରିବର୍ତ୍ତନ ଚାହଁୁଥିବା ଏକ ସର୍ଭେରୁ ଜଣାପଡିଛି। ଏବିପି ଗଣମାଧ୍ୟମ ସଂସ୍ଥା ପକ୍ଷରୁ ୨୦ ନଭେମ୍ବର, ୧୮ ଡିସେମ୍ବର ଏବଂ ୨୨ ଜାନୁୟାରୀରେ ହୋଇଥିବା ସର୍ଭେରୁ ଜଣାପଡ଼ିଛି ଯେ ୪୭…
ଗୋଟିଏ ମିନିଟ୍ରେ ଆଙ୍ଗୁଠିରେ ମାରିଲେ ୧୦୯ ପୁଶ ଅପ୍ସ
ଇମ୍ଫାଲ,୨୩।୧: ଆଙ୍ଗୁଠି ସହାୟତାରେ ଗୋଟିଏ ମିନିଟ୍ରେ ପୁଶ୍ ଅପ୍ସ ମାରିବାରେ ନୂଆ ଗିନିଜ ଓ୍ବାଲର୍ଡ ରେକର୍ଡ କରିଛନ୍ତି ମଣିପୁରର ଥୋଉନାଓଜାମ ନିରାଞ୍ଜୟ। ୨୪ ବର୍ଷୀୟ ଯୁବକ ଗୋଟିଏ ମିନିଟ୍ରେ ୧୦୯ ପୁଶ୍ ଅପ୍ସ ମାରି ଏହି ରେକର୍ଡ ସୃଷ୍ଟି କରିଛନ୍ତି। ଦୁଇ…
Archives


