ଜାତୀୟ

ଅତିଥିଙ୍କୁ କଳା ପୋଷାକ ଖୋଲିବାକୁ କୁହାଗଲା, ଶାର୍ଟ ବି ଛାଡ଼ିଲେ ନାହିଁ

ପୁଣେ,୭।୩: ଏମ୍‌ଆଇଟି କଲେଜ ଭେନ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ କରୁଥିବା ବେଳେ ଇଭେଣ୍ଟରେ ଉପସ୍ଥିତି ଅତିଥିଙ୍କୁ କଳା ରଙ୍ଗର ମାସ୍କ, ମୋଜା କାଢ଼ିବାକୁ କୁହାଯାଇଥିଲା। ଏପରି କି କେତେକଙ୍କ କ୍ଷେତ୍ରରେ ଶାର୍ଟ ମଧ୍ୟ ଖୋଲିବାକୁ କୁହାଯାଇଥିଲା…

୩୫ ମିନିଟ୍‌ କଥାବାର୍ତ୍ତା, ଭାରତୀୟଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ଜେଲେନସ୍କିଙ୍କୁ ଧନ୍ୟବାଦ ଦେଲେ ମୋଦି…

ନୂଆଦିଲ୍ଲୀ/କ୍ୱିଭ୍‌,୭।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହିତ ସୋମବାର ୩୫ ମିନିଟ୍‌ ଫୋନ୍‌ରେ କଥାବାର୍ତ୍ତା ହୋଇଛନ୍ତି। ଏହି ଅବସରରେ ମୋଦି ୟୁକ୍ରେନ୍‌ରୁ ଭାରତୀୟଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ଜେଲେନସ୍କିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ…

ମାର୍ଚ୍ଚ ୮ ପରେ ଏଲ୍‌ପିଜି ସିଲିଣ୍ଡର-ପେଟ୍ରୋଲ ଡିଜେଲ ଦାମ ବଢ଼ିବା ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ,୭।୩ : ରୁଷିଆ ୟୁକ୍ରେନ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଆଶୋଧିତ ତୈଳ ଦାମ ବ୍ୟାରେଲ ପିଛା ୧୩୯ ଡଲାର ଛୁଇଁଛି। ତେବେ ଭାରତ ସରକାର ଘରୋଇ ଏଲ୍‌ପିଜି ଅବା ପେଟ୍ରୋଲ ଡିଜେଲ ଦାମ ୫ ରାଜ୍ୟରେ ଜାରି ରହିଥିବା ବିଧାନସଭା…

ପୁଟିନଙ୍କ ପଛରେ ମୋଦି: ୨୧ ବର୍ଷ ପୁରୁଣା ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୭।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧର ଆଜି ଦ୍ୱାଦଶ ଦିନ। ତିକ୍ତ ସମୟରେ ରୁଷିଆ ଭାରତର ଆଭିମୁଖ୍ୟକୁ ପ୍ରଶଂସା କରୁଥିବାବେଳେ ୟୁକ୍ରେନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏହି ଘଟଣାରେ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି। ୟୁକ୍ରେନରେ ଫସିଥିବା ଭାରତୀୟଙ୍କ…

ଯୁଦ୍ଧର ପ୍ରଭାବ, ଭାରତୀୟ ଶେୟାର ବଜାରରେ ସଙ୍କଟ…

ମୁମ୍ବାଇ,୭।୩ : ରୁଷିଆ ୟୁକ୍ରେନ ଯୁଦ୍ଧ ଯୋଗୁ ସୋମବାର ସପ୍ତାହର ପ୍ରଥମ ବାଣିଜ୍ୟ ଦିବସରେ ଭାରତୀୟ ଷ୍ଟକ ବଜାରରେ ହ୍ରାସ ସହ କାରବାର ଆରମ୍ଭ ହୋଇଛି। ମୁମ୍ବାଇ ଷ୍ଟକ ଏକ୍ସଚେଞ୍ଜର ଇଣ୍ଡେକ୍ସ ସେନସେକ୍ସ ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜର ନିଫ୍ଟି ଏସୀୟ…

୫ ହଜାର ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ଶହେରୁ କମ୍‌…

ନୂଆଦିଲ୍ଲୀ, ୭।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୪ ହଜାର ୩୬୨…

ଦୂତାବାସ ଭିତରେ ଭାରତୀୟ ରାଷ୍ଟ୍ରଦୂତଙ୍କ ମୃତଦେହ…

ନୂଆଦିଲ୍ଲୀ,୭।୩ : ଭାରତ ପାଇଁ ପାଲେଷ୍ଟାଇନରୁ ଦୁଃଖଦ ଖବର ଆସିଛି। ବହିର୍ବ୍ୟାପାର ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ପାଲେଷ୍ଟାଇନରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ମୁକୁଲ ଆର୍ଯ୍ୟଙ୍କ ମୃତ୍ୟୁ ଘଟିଛି। ଏ ସମ୍ପର୍କରେ ସୂଚନା ଦେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ ପାଲେଷ୍ଟାଇନରେ ମୁକୁଲଙ୍କ…

ୟୁକ୍ରେନ୍ ରାଷ୍ଟ୍ରପତିଙ୍କ ସହ ପ୍ରଥମଥର କଥା ହେବେ ମୋଦି

ନୂଆଦିଲ୍ଲୀ,୭ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ୧୨ ଦିନରେ ପହଞ୍ଚିଛି । ହେଲେ ଏହାର କୌଣସି ସମାଧାନର ବାଟ ଏପର୍ଯ୍ୟନ୍ତ ବାହାରି ପାରିନାହିଁ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମଥର ଲାଗି ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର…

ପୋଲାଣ୍ଡ ସୀମାକୁ ଫେରିଲେ ୟୁକ୍ରେନ୍ ଗୁଳିମାଡରେ ଆହତ ଭାରତୀୟ ଛାତ୍ର

କ୍ୱିଭ/ନୂଆଦିଲ୍ଲୀ,୭ ।୩: ରୁଷିଆ-ୟୁକ୍ରେନ ଯୁଦ୍ଧରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଛି । ତେବେ କିଛିଦିନ ପୂର୍ବରୁ ଭାରତ ଫେରିବାକୁ ଅପେକ୍ଷା ରଖିଥିବା ଜଣେ ମେଡିକାଲ ଛାତ୍ର ୟୁକ୍ରେନରେ ଗୁଳିମାଡର ଶିକାର ହେବା ପରେ…

୯ ଜିଲାର ୫୪ ବିଧାନସଭା ଆସନରେ ମତଦାନ ଜାରି…

ଲକ୍ଷ୍ନୌ,୭।୩ : ଉତ୍ତରପ୍ରଦେଶରେ ସପ୍ତମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ୯ ଟି ଜିଲ୍ଲାର ୫୪ ଟି ଆସନରେ ମତଦାନ ଆରମ୍ଭ ହୋଇଛି। ଚାନ୍ଦୁଲିର ଚାକିଆ ବିଧାନସଭା, ସୋନଭଦ୍ରର ରୋବର୍ଟସଗଞ୍ଜ ଏବଂ ମାଓବାଦୀ ପ୍ରଭାବିତ ଅଞ୍ଚଳ ଭାବରେ…

ଦୁର୍ନୀତି ସବୁ ସମସ୍ୟାର ମୂଳ

ଲକ୍ଷ୍ନୌ,୭।୩(ଆଇଏଏନ୍‌ଏସ୍‌): ଆଲ୍ଲାହାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ୍‌ ଜଣେ ସରକାରୀ ଡାକ୍ତରଙ୍କୁ ଆଗୁଆ ଜାମିନ ପ୍ରଦାନ କରିବାକୁ ମନା କରିଦେଇଛନ୍ତି। ପ୍ରତ୍ୟେକ ବ୍ୟବସ୍ଥାରେ ଦୁର୍ନୀତି ଉଇ ଭଳି, ଏହା ଥରେ ବ୍ୟବସ୍ଥା ମଧ୍ୟରେ ପ୍ରବେଶ କରିବା ପରେ ବଢ଼ିଚାଲେ ବୋଲି ଏହି ଅବସରରେ…

ଆଇୟୁଏମ୍‌ଏଲ୍‌ ମୁଖ୍ୟ ପାନକ୍କଡ଼ ଥଙ୍ଗଲଙ୍କ ପରଲୋକ

କୋଚି,୭।୩: ଇଣ୍ଡିଆନ ୟୁନିଅନ୍‌ ମୁସ୍‌ଲିମ ଲିଗ୍‌ (ଆଇୟୁଏମ୍‌ଏଲ୍‌) ସଭାପତି ପାନକ୍କଡ଼ ସୟେଦ ହାଇଦରାଲି ଶିହାବ ଥଙ୍ଗଲଙ୍କ ୭୪ ବର୍ଷ ବୟସରେ ପରଲୋକ ଘଟିଛି। ବହୁ ରୋଗରେ ପୀଡ଼ିତ ଥିବା ପାନକ୍କଡ଼ କ୍ୟାନ୍‌ସର ସହ ଲଢ଼େଇ କରୁଥିଲେ। ରବିବାର ମଧ୍ୟାହ୍ନରେ କୋଚିସ୍ଥିତ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri