ଜାତୀୟ

ମମତାଙ୍କ ଚେତାବନୀ, ଦୁର୍ନୀତିରୁ ଦୂରେଇ ରୁହ…

କୋଲକାତା, ୧୯।୫ : କଡ଼ା ଆଭିମୁଖ୍ୟ ଗ୍ରହଣ କରି ତୃଣମୂଳ କଂଗ୍ରେସ(ଟିଏମସି) ଅଧ୍ୟକ୍ଷା ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦଳର ନେତାମାନଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ କୌଣସି ଦୁର୍ନୀତିକୁ ସହ୍ୟ କରାଯିବ ନାହିଁ । ଦୁର୍ନୀତିରେ ଲିପ୍ତ ଥିବା…

ନିଶ୍ଚିତ ରୋଜଗାର ଯୋଜନା ଆରମ୍ଭ କରନ୍ତୁ ସରକାର, ଇଏସିର ପରାମର୍ଶ…

ନୂଆଦିଲ୍ଲୀ, ୧୯।୫ : ଦେଶରେ ବେରୋଜଗାରୀ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା କମିଟି (ଇଏସି) ସହରୀ ନିଶ୍ଚତ ରୋଜଗାର ଯୋଜନା ଆରମ୍ଭ କରିବାକୁ ପରାମର୍ଶ ଦେଇଛି। ଏହା ସହିତ ଆୟର ବ୍ୟବଧାନକୁ ହ୍ରାସ କରିବା ପାଇଁ ୟୁନିଭର୍ସାଲ ବେସିକ…

ଦୈନିକ ମୃତ୍ୟୁ ସଂଖ୍ୟା ୧୦…

ନୂଆଦିଲ୍ଲୀ, ୧୯।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାର ଅଭିଯୁକ୍ତଙ୍କ ମୁକ୍ତିକୁ କଂଗ୍ରେସ କହିଲା ଦୁର୍ଭାଗ୍ୟପୂର୍ଣ୍ଣ

ନୂଆଦିଲ୍ଲୀ,୧୯ ।୫: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ହତ୍ୟାକାଣ୍ଡର ଦୋଷୀ ପେରାରିଭଲନ୍ ମୁକୁଳିଛନ୍ତି । ସୁପ୍ରିମକୋର୍ଟଙ୍କ ଏହି ରାୟକୁ କଂଗ୍ରେସ ଦୁର୍ଭାଗ୍ୟପୂର୍ଣ୍ଣ ବୋଲି କହିଛି । ଆଉ ଏଥିପାଇଁ କଂଗ୍ରେସ ମୋଦି ସରକାରଙ୍କୁ ଦାୟୀ କରିଛି । କଂଗ୍ରେସ ମହାସଚିବ…

ବଢିଲା ରାଜ କୁନ୍ଦ୍ରାଙ୍କ ଅଡୁଆ, ମନି ଲଣ୍ଡରିଂ ମାମଲାରେ ଇଡି ଦାଖଲ କଲା ଏଫଆଇଆର

ମୁମ୍ବାଇ,୧୮ ।୫: ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟିଙ୍କ ସ୍ୱାମୀ ତଥା ବିଜନେସମ୍ୟାନ ରାଜ କୁନ୍ଦ୍ରାଙ୍କ ଅଡୁଆ ବଢିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ତାଙ୍କ ବିରୋଧରେ ଏଫଆଇଆର୍ ଦାଖଲ କରିଛି । ଗତବର୍ଷ ଚର୍ଚ୍ଚାରେ ଥିବା ପର୍ନ ର‌୍ୟାକେଟ ମାମଲାରେ ଏବେ ମନି ଲଣ୍ଡରିଂର…

ମାତୃଗର୍ଭରେ ଥିବା ଶିଶୁର ଭାରତୀୟ ନାଗରିକତ୍ୱର ଅଧିକାର ରହିଛି, ହାଇକୋର୍ଟଙ୍କ ରାୟ…

ଚେନ୍ନାଇ, ୧୯।୫ : ମାତା ପିତାମାନେ ସେମାନଙ୍କର ଭାରତୀୟ ନାଗରିକତ୍ୱ ତ୍ୟାଗ କରି ଅନ୍ୟ ଦେଶର ନାଗରିକତ୍ୱ ଗ୍ରହଣ କଲେ ମଧ୍ୟ ତ୍ୟାଗ ସମୟରେ ମାତୃଗର୍ଭରେ ଥିବା ସେମାନଙ୍କର ସନ୍ତାନଙ୍କର ଭାରତୀୟ ନାଗରିକତ୍ୱ ଦାବି କରିବାର ଅଧିକାର ରହିଛି ବୋଲି ବୁଧବାର…

ଗୋଟିଏ ବ୍ଲାକବୋର୍ଡରେ ପଢାଯାଉଛି ହିନ୍ଦୀ-ଉର୍ଦ୍ଦୁ

ପାଟନା,୧୯ ।୫: ଦେଶରେ ବିଭିନ୍ନ ଧର୍ମର ଲୋକେ ଏକାଠି ରହୁଥିବା ବେଳେ ଏଠାରେ ଭିନ୍ନ ଭିନ୍ନ ଭାଷାର ପ୍ରଚଳନ ବି ରହିଛି । ନିକଟରେ ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ ହୋଇଛି ଯାହା ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର…

ପୃଥିବୀର ଖାଦ୍ୟ ସୁରକ୍ଷା ନେଇ ଚିନ୍ତା ବ୍ୟକ୍ତ କଲା ଭାରତ…

ନୂଆଦିଲ୍ଲୀ/ନ୍ୟୁୟର୍କ, ୧୯।୫ : ଭାରତ ପୃଥିବୀର ଖାଦ୍ୟ ସୁରକ୍ଷା ନେଇ ଚିନ୍ତା ବ୍ୟକ୍ତ କରିଛି। କେନ୍ଦ୍ରୀୟ ବହିର୍ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ ଭି ମୁରଲୀଧରନ ବୁଧବାର ନ୍ୟୁୟର୍କରେ ’ଗ୍ଲୋବାଲ ଫୁଡ ସିକ୍ୟୁରିଟି-କଲ ଟୁ ଆକ୍ସନ’ ଉପରେ ଏକ ଉଚ୍ଚ ସ୍ତରୀୟ ମନ୍ତ୍ରୀସ୍ତରୀୟ ବୈଠକକୁ…

ଆସାମ ବନ୍ୟାରେ ୯ ମୃତ୍ୟୁ, ୨୭ ଜିଲାର ୬ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

ଗୁଆହାଟି,୧୯ ।୫: ଆସାମରେ ଆସିଥିବା ବନ୍ୟା ବେଳକୁ ବେଳ ଅଧିକ ସମସ୍ୟା ସୃଷ୍ଟି କରୁଛି । ଏବେ ଏହି ବନ୍ୟାରେ ପ୍ରାୟ ୨୭ ଜିଲାର ୬ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଥିବା ସୂଚନା ମିଳିଛି । ୪୮ ହଜାରରୁ ଅଧିକ…

ପୁଣି ବଢିଲା ଏଲପିଜି ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୧୯ ।୫: ଦେଶରେ ଲଗାତାର ଭାବେ ଘରୋଇ ଏଲପିଜି ସିଲିଣ୍ଡରର ଦାମ ବଢିବାରେ ଲାଗିଛି । ପୁଣିଥରେ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ ବୃଦ୍ଧି ଲୋକଙ୍କୁ ଚିନ୍ତାରେ ପକାଇଲାଣି । ଏବେ ସାରା ଦେଶରେ ଘରୋଇ ଏଲପିଜି ସିଲିଣ୍ଡର ଦାମ ୧୦୦୦…

ଉଠିବ କି ଆଉ ଏକ ଝଡ଼

ନୂଆଦିଲ୍ଲୀ,୧୯ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାଣ୍ଡର ତଦନ୍ତ କରୁଥିବା ଜୈନ କମିଶନ ୧୯୯୭ ଅଗଷ୍ଟ ୨୮ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦ୍ର କୁମାର ଗୁଜରାଲଙ୍କ ସରକାରଙ୍କ ନିକଟରେ ଅନ୍ତରୀଣ ରିପୋର୍ଟ ଦାଖଲ କରିଥିଲେ। କମିଶନ ଅଧ୍ୟକ୍ଷ ଜଷ୍ଟିସ୍‌ ମିଲାପ ଜୈନ ଏଥିରେ…

ଦିଲ୍ଲୀ ଉପରାଜ୍ୟପାଳଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୯ା୫: ଦିଲ୍ଲୀ ଊପରାଜ୍ୟପାଳ (ଏଲ୍‌ଜି) ଅନିଲ ବୈଜାଲ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ବ୍ୟକ୍ତିଗତ କାରଣ ଦର୍ଶାଇ ପଦ ଛାଡ଼ିଥିବା ବିଷୟ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପଠାଇଥିବା ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ୨୦୧୬ ଡିସେମ୍ବର ୨୮ରେ କେନ୍ଦ୍ରଶାସିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?