କରୋନା ମୃତକଙ୍କ ସ୍ମୃତିରେ ଦେଶର ପ୍ରଥମ ସ୍ମାରକୀ
ହାଇଦ୍ରାବାଦ,୧୨।୧୧: କରୋନା ସଂକ୍ରମଣରେ ନିହତ ହୋଇଥିବା ବ୍ୟକ୍ତିଙ୍କ ସ୍ମୃତିରେ ତେଲେଙ୍ଗାନାର ଏକ ଗ୍ରାମରେ ଦେଶରେ ଏହାର ପ୍ରଥମ ସ୍ମୃତି ସ୍ମାରକୀ ଉଦଘାଟନ କରାଯାଇଛି। ଏହି ସ୍ମାରକୀ ରାଜନ୍ନା ସିରସିଲା ଜିଲାର ରାଜନ୍ନାପେଟ ଗ୍ରାମରେ ପ୍ରତିଷ୍ଠା କରାଯାଇଛି। ଭାରତ ତଥା ବିଦେଶରେ...
ଜନ୍ମଦିନରେ ଏନ୍ସିବି କାର୍ଯ୍ୟାଳୟରେ ପହଞ୍ଚିଲେ ଆର୍ଯ୍ୟନ
ମୁମ୍ବାଇ,୧୨ ।୧୧: କ୍ରୁଜ ଡ୍ରଗ୍ସ ମାମଲାରେ ଗିରଫ ହୋଇ ୨୮ ଦିନ ପରେ ଜେଲରୁ ମୁକୁଳିଥିବା ବଲିଉଡ୍ ଅଭିନେତା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁ ୧୨ ନଭେମ୍ବର ଅର୍ଥାତ୍ ଶୁକ୍ରବାର ତାଙ୍କର ଜନ୍ମଦିନ ପାଳନ କରୁଛନ୍ତି । ଏହାରି...
କଙ୍ଗନାଙ୍କ ପଦ୍ମଶ୍ରୀ ଫେରାଇ ନିଅନ୍ତୁ କେନ୍ଦ୍ର ସରକାର: ନୱାବ ମଲିକ
ମୁମ୍ବାଇ,୧୨ ।୧୧: କଂଗ୍ରେସ ପରେ ଏବେ ବଲିଉଡ୍୍ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଟାର୍ଗେଟ କରିଛନ୍ତି ମହାରାଷ୍ଟ୍ର ସରକାରଙ୍କ ବହୁ ଚର୍ଚ୍ଚିତ ମନ୍ତ୍ରୀ ତଥା ଏନ୍ସିପି ନେତା ନୱାବ ମଲିକ । କଙ୍ଗନା ଏକ ବିବାଦୀୟ ମନ୍ତବ୍ୟ ଦେଇ ଏବେ ଆସିଛନ୍ତି...
ପ୍ରିୟଙ୍କାଙ୍କ ସ୍ଲୋଗାନ୍କୁ ତାତ୍ସଲ୍ୟ କଲେ ସ୍ମୃତି
ଲକ୍ଷ୍ନୌ,୧୨।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସ ୪୦% ସିଟ୍ରେ ମହିଳା ପ୍ରାର୍ଥୀ ଦେବାକୁ ଗତ ମାସରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଘୋଷଣା କରିଛନ୍ତି। ଏଥିସହ ସେ ସ୍ଲୋଗାନ ଦେଇଥିଲେ ‘ଲଡକି ହୁଁ, ଲଢ ସକତି ହୁଁ’ । ଶୁକ୍ରବାର...
୨ ଖାସ୍ ଯୋଜନାର ଶୁଭାରମ୍ଭ କଲେ ମୋଦି
ନୂଆଦିଲ୍ଲୀ,୧୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ଦୁଇଟି ପଦକ୍ଷେପ – ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ରିଟେଲ ଡାଇରେକ୍ଟ ସ୍କିମ ଏବଂ ସମନ୍ବିତ ଲୋକପାଳ ଯୋଜନା ଆରମ୍ଭ କରିଛନ୍ତି। ଏହି ସମୟରେ ମୋଦି ମଧ୍ୟ...
୨ ଆତଙ୍କବାଦୀ ନିହତ
ଶ୍ରୀନଗର,୧୨।୧୧: ଦକ୍ଷିଣ କଶ୍ମୀରର କୁଲଗାମର ଚାୱାଲଗାମ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଛି। ନିହତ ଆତଙ୍କବାଦୀଙ୍କ ନିକଟରୁ ସୁରକ୍ଷା ବାହିନୀ ବହୁ ପରିମାଣର ଗୁଳି ଓ ଏକେ୪୭ ରାଇଫଲ...
ବିଧାନସଭା ପରିଚାଳନା କରିବେ ୨୦୦ ସ୍କୁଲ ପିଲା
ଜୟପୁର,୧୨।୧୧: ନଭେମ୍ବର ୧୪ରେ ଶିଶୁ ଦିବସ ଅବସରରେ ଶିଶୁଙ୍କୁ ରାଜସ୍ଥାନ ସରକାରଙ୍କ ଭେଟି ଦେଇଛନ୍ତି । ଏନେଇ ରାଜ୍ୟର ବିଭିନ୍ନ ବିଦ୍ୟାଳୟର ୨୦୦ ପିଲାଙ୍କୁ ଚୟନ କରାଯାଇଛି। ଏହି ପିଲାମାନେ ବିଧାନସଭାର ସଦସ୍ୟ ହେବା ସହ ସ୍ବତନ୍ତ୍ର ଅଧିବେଶନରେ ଭାଗ...
ନିଜକୁ ଗୁଳି ମାରିଲେ ବିଧାୟକଙ୍କ ପୁଅ: ସୁଇସାଇଡ୍ ନୋଟ୍ରେ ଲେଖିଲେ…
ଭୋପାଳ,୧୨।୧୧:ମଧ୍ୟପ୍ରଦେଶର ଜବଲପୁରରେ ଏକ ଅଭାବନୀୟ ଘଟଣା ଘଟିଛି। କଂଗ୍ରେସ ବିଧାୟକ ସଞ୍ଜୟ ଯାଦବଙ୍କ ୧୭ ବର୍ଷୀୟ ପୁଅ ବିଭବ ନିଜକୁ ଗୁଳି ମାରି ଆତ୍ମହତ୍ୟା କରିଛନ୍ତି। ଏହାପୂର୍ବରୁ ଏକ ସୁଇସାଇଡ୍ ନୋଟ୍ ଲେଖି ୫ ଜଣଙ୍କୁ ପଠାଇଥିଲେ। ସୂଚନାଯୋଗ୍ୟ, ବିଭବ...
୨୬୭ ଦିନ ପରେ ଆଜି ସବୁଠୁ କମ୍ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ,୧୨।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧୨,୫୧୬ଟି ମାମଲା ସାମ୍ନାକୁ ଆସିଥିବାବେଳେ ୫୦୧ ଜଣଙ୍କର ମୃତ୍ୟୁ ହୋଇଛି।...
କେନ୍ଦ୍ରୀୟ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୨।୧୧: ଭାରତୀୟ ରିଜର୍ଭ ବ୍ୟାଙ୍କ୍ ଦୁଇଟି କେନ୍ଦ୍ରୀୟ ଯୋଜନାର ଶୁଭାରମ୍ଭ ଶୁକ୍ରବାର ହେବ। ଯାହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ ଭର୍ଚୁଆଲରେ ଲଞ୍ଚ କରିବେ । ଏହି ଯୋଜନାର ଶୁଭାରମ୍ଭ ସମୟରେ ଅର୍ଥମନ୍ତ୍ରୀ ନିମାଳା ସୀତାରମଣ ଉପସ୍ଥିତ ରହିବେ।...
କାନପୁର ପରେ ଏବେ ଲକ୍ଷ୍ନୌରେ ପହଞ୍ଚିଲା ଜିକା
ଲକ୍ଷ୍ନୌ,୧୨ ।୧୧: କରୋନା ପରେ ଏବେ ଚିନ୍ତା ବଢାଇଲାଣି ଜିକା ଭାଇରସ । ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଗୁରୁବାର ୨ ଜଣ ଜିକା ଭାଇରସ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଲକ୍ଷ୍ନୌରେ ଜିକା ଭାଇରସ ଦେଖା ଦେବା ଫଳରେ ସ୍ୱାସ୍ଥ୍ୟକର୍ମୀଙ୍କ...
ଆଗାମୀ ଦୁଇଦିନ ମଧ୍ୟରେ ଗ୍ୟାସ ଚାମ୍ବର ପାଲଟିବ ରାଜଧାନୀ, ନିଶ୍ୱାସ ନେବାରେ ହେବ ଅସୁବିଧା
ନୂଆଦିଲ୍ଲୀ,୧୨ ।୧୧: ବେଳକୁ ବେଳ ଖରାପ ହୋଇଚାଲିଛି ରାଜଧାନୀ ଦିଲ୍ଲୀର ବାୟୁ ମଣ୍ଡଳ । ଆଗାମୀ ଦୁଇଦିନ ମଧ୍ୟରେ ଏହା ଗ୍ୟାସ ଚାମ୍ବର ପାଲଟିଯିବ ବୋଲି ବିଶେଷଜ୍ଞମାନେ ଅନୁମାନ ଲଗାଇଛନ୍ତି । ଏଠାରେ ପ୍ରଦୂଷଣର ସ୍ତର ବେଳକୁ ବେଳ ବଢିବାରେ...
Archives


