ଜାତୀୟ

ଫେବୃୟାରୀ ୨୦ରେ ପଞ୍ଜାବ ବିଧାନସଭା ନିର୍ବାଚନ

ଚଣ୍ଡିଗଡ଼,୧୭ ।୧: ବଦଳିଲା ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ । ଫେବୃୟାରୀ ୨୦ରେ ହେବ ନିର୍ବାଚନ । ପୂର୍ବରୁ ୧୪ ଫେବୃୟାରୀରେ ନିର୍ବାଚନ ହେବା ଲାଗି ଘୋଷଣା କରାଯାଇଥିଲା । ହେଲେ ରବିଦାସଙ୍କ ଜୟନ୍ତିକୁ ନେଇ ବିଭିନ୍ନ ରାଜନୈତିକ ଦଳ ନିର୍ବାଚନ…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାରେ ଅବହେଳା ଯାଞ୍ଚ୍‌ କରୁଥିବା ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମାଲହୋତ୍ରାଙ୍କୁ ଧମକ…

ନୂଆଦିଲ୍ଲୀ, ୧୭।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ହୋଇଥିବା ସୁରକ୍ଷା ବ୍ୟବସ୍ଥାର ଉଲ୍ଲଂଘନ ମାମଲାର ଯାଞ୍ଚ କରୁଥିବା ସୁପ୍ରିମକୋର୍ଟର ଅନୁସନ୍ଧାନ କମିଟିର ଅଧ୍ୟକ୍ଷ ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମଲହୋତ୍ରା ଧମକ ଦିଆଯାଇଛି। ଶିଖ ଫର୍‌ ଜଷ୍ଟିସ (ଏସ୍‌ଏଫ୍‌ଜେ)…

ଶୈଶବଙ୍କ ବାଟ ଓଗାଳିଛି କରୋନା…

ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏହା ଯୋଗୁ ଶିଶୁଙ୍କର ବହୁ କ୍ଷତି ହେବାରେ ଲାଗିଛି। କରୋନା କାରଣରୁ ବିଦ୍ୟାଳୟ ବନ୍ଦ ହେବାରୁ ଗତ ଦୁଇ ବର୍ଷ ମଧ୍ୟରେ ପିଲାମାନଙ୍କର ଶିକ୍ଷାଲାଭ କରିବା କ୍ଷମତା…

ସ୍ବାମୀଙ୍କୁ ଘରୁ ବେଦଖଲ କରିବା-ପ୍ରବେଶ କରିବାକୁ ବାରଣ କରିବା ଅନ୍ୟାୟ, ସ୍ତ୍ରୀଙ୍କ ଆବେଦନ କୋର୍ଟରେ ଖାରଜ …

ନୂଆଦିଲ୍ଲୀ, ୧୭।୧ : ଜଣେ ମହିଳା ସ୍ବାମୀଙ୍କୁ ଘରୁ ବାହାର କରିଦେବା ଏବଂ ତାଙ୍କର ଘରେ ପ୍ରବେଶକୁ ରୋକିବା ପାଇଁ କୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ। କିନ୍ତୁ କୋର୍ଟ ମହିଳାଙ୍କ ଏଭଳି ଆବେଦନକୁ ଅନ୍ୟାୟ ଦର୍ଶାଇ ଖାରଜ କରିଦେଇଛନ୍ତି। କୋର୍ଟ…

ଘରକୁ ଆସିଲେ ଯାଆଁଳା କନ୍ୟା, ରଥରେ ବସାଇ ଗାଁ ବୁଲାଇଲେ ପରିବାର ଲୋକେ

ଭୋପାଳ,୧୭ା୧: ମଧ୍ୟପ୍ରଦେଶର ଧାରରେ ଏକ ପରିବାରରେ ଯାଆଁଳା କନ୍ୟା ଜନ୍ମ ହେବା ପରେ ଖୁସିର ଲହରି ଖେଳିଯାଇଛି। ଧାରର କୋଣଦା ଗାଁରେ ଏକ କୃଷକ ପରିବାରରେ ଏହି ଦୁଇ ଝିଅ ଜନ୍ମ ଦେଇଛନ୍ତି। ଏହା ପରେ ପରିବାରରେ ଉତ୍ସବ ପାଳନ କରାଯାଇଛି।…

କାନ୍ଦି ପକାଇଲେ ହରକ ସିଂ ରାୱତ, କହିଲେ ଏତେ ବଡ ନିଷ୍ପତ୍ତି ବିଷୟରେ ଆଗରୁ ଜଣା ନ ଥିଲା

ଡେରାଡୁନ,୧୭ ।୧: କଂଗ୍ରେସରୁ ଅସନ୍ତୁଷ୍ଟ ହୋଇ ୨୦୧୬ରେ ଭାରତୀୟ ଜନତାପାର୍ଟି (ଭାଜପା)ର ହାତ ଧରିଥିଲେ ହରକ ସିଂ ରାୱତ । ଏବେ ଭାଜପା ତାଙ୍କୁ ୬ ବର୍ଷ ପାଇଁ ଦଳରୁ ନିଲମ୍ବିତ କରିବା ସହ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ତାଙ୍କୁ…

ମହାମାରୀରେ ଧନୀକଙ୍କ ସଂଖ୍ୟା ବଢ଼ିଛି, ମଧ୍ୟବିତ୍ତ ଦେଇଛନ୍ତି ଅଧିକ ଟିକସ…

ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। କରୋନା ମହାମାରୀ ସମୟରେ ଗତ ଏକ ବର୍ଷ ମଧ୍ୟରେ ଦେଶର ୮୪ ପ୍ରତିଶତ ପରିବାର ଜୀବିକା ହରାଇଛନ୍ତି। ସେମାନଙ୍କର ଆୟ କମିବାରେ ଲାଗିଛି। ତେବେ ଏହି ସମୟ…

ଫେବୃଆରୀ-ମାର୍ଚ୍ଚରେ ୧୨ ରୁ ୧୪ ବର୍ଷର ଶିଶୁଙ୍କୁ ଟିକା…

ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଇତିମଧ୍ୟରେ ଜାନୁୟାରୀ ୩ରୁ ୧୫ରୁ ୧୮ ବୟସ୍କ ପିଲାଙ୍କୁ ଟିକାଦାନ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଜାତୀୟ ଟିକାକରଣ ବୈଷୟିକ ପରାମର୍ଶଦାତା ଗ୍ରୁପ୍‌ର ଅଧ୍ୟକ୍ଷ ଡାକ୍ତର ଏନ.କେ.…

୨୯ ରାଜ୍ୟରେ ଓମିକ୍ରନ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ଟପିଲା…

ନୂଆଦିଲ୍ଲୀ, ୧୭।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨,୭୨୧ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ଲୋକଙ୍କ ମଧ୍ୟରେ…

ବଢୁଛି ସଂକ୍ରମଣ, କମୁଛି ସୁସ୍ଥତା ହାର …

ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୮ ହଜାର ୮୯ ଜଣ…

କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ …

ନୂଆଦିଲ୍ଲୀ, ୧୭।୧ : ପ୍ରସିଦ୍ଧ କଥକ ନୃତ୍ୟଶିଳ୍ପୀ ପଣ୍ଡିତ ବିରଜୁ ମହାରାଜଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ରବିବାର-ସୋମବାର ବିଳମ୍ବିତ ରାତିରେ ସେ ହୃଦ୍‌ଘାତରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୧୯୮୩ରେ ତାଙ୍କୁ ପଦ୍ମ ବିଭୁଷଣ…

ଆଜ୍‌ମା, କିଡ୍‌ନୀ, କ୍ୟାନସର ରୋଗୀଙ୍କ ପାଇଁ ପ୍ରାଣଘାତି ହେଉଛି କରୋନା!

ନୂଆଦିଲ୍ଲୀ,୧୭ ।୧: କରୋନା ମହାମାରୀ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି । ତେବେ ଆଜମା, ଗୁରୁତର କିଡନୀ ରୋଗୀ ଓ କ୍ୟାନସର ରୋଗୀଙ୍କ ପାଇଁ ଏହା ପ୍ରାଣଘାତି ହୋଇଛି ବୋଲି କୁହାଯାଉଛି । ଦିଲ୍ଲୀ ସରକାରଙ୍କ ଡେଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri