ଜାତୀୟ

ୟୁକ୍ରେନକୁ ମାନବୀୟ ସହାୟତା ଯୋଗାଇବ ଭାରତ

ନୂଆଦିଲ୍ଲୀ,୧ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ଭାରତ ୟୁକ୍ରେନକୁ ମାନବୀୟ ସହାୟତା ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛି । ମଙ୍ଗଳବାର ଏହା ପଠାଯିବ । ଦୁଇ ଦେଶରେ ଯୁଦ୍ଧ କାରଣରୁ ୟୁକ୍ରେନର ହଜାର ହଜାର ଲୋକ ସୀମାବର୍ତ୍ତୀ ଅଞ୍ଚଳକୁ ଚାଲି ଆସୁଛନ୍ତି…

ବାଇକ୍‌ରେ ହେଲିପ୍ୟାଡକୁ ଗଲେ ପ୍ରିୟଙ୍କା

କୁଶୀନଗର,୨୮।୨: ଉତ୍ତରପ୍ରଦେଶର କୁଶୀନଗରରେ ମାର୍ଚ୍ଚ ୩ରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଥିବା ବେଳେ ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ରାଜ୍ୟନୈତିକ ଦଳ ବିଭିନ୍ନ ପନ୍ଥା ଆପଣାଇଛନ୍ତି। ଇତିମଧ୍ୟରେ କଂଗ୍ରେସର ମହାସଚିବ ପ୍ରିୟଙ୍କା…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୮।୨: ୟୁକ୍ରେନ୍‌ ସଙ୍କଟକୁ ନେଇ ପୁଣି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସୋମବାର ସନ୍ଧ୍ୟାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ୟୁକ୍ରେନ୍‌କୁ ସଙ୍କଟ ଦିନକୁ ଦିନ ଜଟିଳ ହେଉଥିବାରୁ ପ୍ରଧାନମନ୍ତ୍ରୀ ଏହି ବୈଠକ ଡାକିଥିବା ଜଣାପଡିଛି। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏହି ବୈଠକ…

୨୪୦ ଛାତ୍ରଙ୍କୁ ନେଇ ଦିଲ୍ଲୀରେ ପହଞ୍ଚିଲା ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୮।୨: ଅପରେଶନ ଗଙ୍ଗା ଅନ୍ତର୍ଗତରେ ୬ଷ୍ଠ ଭାରତୀୟ ବିମାନ ୟୁକ୍ରେନରେ ଫସିରହିଥିବା ଛାତ୍ର ଓ ଭାରତୀୟ ନାଗରିକଙ୍କୁ ନେଇ ସୋମବାର ସନ୍ଧ୍ୟାରେ ଦିଲ୍ଲୀରେ ପହଞ୍ଚିଛି। ହଙ୍ଗେରୀ ରାଜଧାନୀ ବୁଦ୍ଧାପେଷ୍ଟରୁ ୨୪୦ ଜଣ ଭାରତୀୟଙ୍କୁ ନେଇ ଏକ ବିମାନ ସେମାବାର ସନ୍ଧ୍ୟାରେ ଇନ୍ଦିରା…

ସେବିର ପ୍ରଥମ ମହିଳା ଅଧ୍ୟକ୍ଷ ହେଲେ ମାଧବୀ ପୁରୀ

ନୂଆଦିଲ୍ଲୀ,୨୮।୨: କେନ୍ଦ୍ର ସରକାର ମାଧବୀ ପୁରୀ ବୁଚଙ୍କୁ ସିକ୍ୟୁରିଟୀ ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ ଅଫ ଇଣ୍ଡିଆର ନୂଆ ଅଧ୍ୟକ୍ଷ ଭାବେ ସୋମବାର ନିଯୁକ୍ତ କରିଛନ୍ତି। ଏଥିସହ ମାଧବୀ ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ ଅଫ ଇଣ୍ଡିଆର ପ୍ରଥମ ମହିଳା ଅଧ୍ୟକ୍ଷ ହୋଇଛନ୍ତି।…

ଲିଟର ପିଛା ୨ଟଙ୍କା ବଢ଼ିଲା ଅମୁଲ ଦୁଗ୍ଧ

ଗାନ୍ଧୀନଗର,୨୮।୨: ଦେଶରେ ବଢ଼ିଲା ଅମୁଲ ଦୁଗ୍ଧର ଦାମ୍‌। ସମଗ୍ର ଦେଶର ବଜାରରେ ଦୁଗ୍ଧର ଦାମ୍‌ ଲିଟର ପିଛା ୨ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି ଅମୁଲ। ସମଗ୍ର ଦେଶର ବଜାରରେ କ୍ଷୀରର ମୂଲ୍ୟ ଲିଟର ପିଛା ୨ ଟଙ୍କା ବୃଦ୍ଧି କରିବାକୁ…

ମଦ ପିଇଲେ ହେବନି ଜେଲ୍‌

ପାଟନା,୨୮।୨: ବିହାରରେ ମଦ ନିଷେଧାଦେଶକୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଣିକି ରାଜ୍ୟରେ ମଦ ପିଇ ଧରାପଡ଼ିଲେ ଯିବାକୁ ପଡ଼ିବନି ଜେଲ୍‌। ଏହା ବଦଳରେ କେବଳ ମଦ ମାଫିଆଙ୍କ ବିଷୟରେ ସୂଚନା ଦେବାକୁ ପଡ଼ିବ। ଏନେଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର…

ଚତୁର୍ଥ ଲହର ପରେ କରୋନା ମହାମାରୀ ହେବ ଶେଷ !…

ମୁମ୍ବାଇ,୨୮।୨ : କରୋନା ମହାମାରୀ କେବେ ଶେଷ ହେବ ସେନେଇ ଲୋକଙ୍କ ମନରେ ବିଭିନ୍ନ ପ୍ରକାରର ପ୍ରଶ୍ନ ଅଛି। ପୃଥିବୀର ବିଭିନ୍ନ ଦେଶରେ ବହୁ ବୈଜ୍ଞାନିକ ଏହି ଭୂତାଣୁ ଉପରେ ଅନୁସନ୍ଧାନ ଜାରି ରଖିଛନ୍ତି। ଡେଲଟା ଅପେକ୍ଷା ଓମିକ୍ରନ୍‌ ଭାରିଆଣ୍ଟ୍‌ କମ…

୮ ଗୁଣ ବୃଦ୍ଧି ହେଲା ସଡ଼କ ଦୁର୍ଘଟଣାରେ ମୃତ୍ୟୁ କ୍ଷତିପୂରଣ

ନୂଆଦିଲ୍ଲୀ,୨୮।୨: ସଡ଼କ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ରାଶି ୮ ଗୁଣ ବୃଦ୍ଧି କରାଯାଇଛି। ଏପ୍ରିଲ ୧ରୁ ଦୁର୍ଘଟଣାରେ କେହି ପ୍ରାଣ ହରାଇଲେ ତାଙ୍କ ପରିବାର ସଦସ୍ୟଙ୍କୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବ ବୋଲି ସଡ଼କ ପରିବହନ ଓ ଜାତୀୟ…

ଛାତ୍ରଙ୍କ ଆତ୍ମହତ୍ୟା ପରେ ବନ୍ଧା ହେଲେ ପ୍ରଧାନଶିକ୍ଷୟିତ୍ରୀ

ଫରିଦାବାଦ,୨୮।୨: ଗ୍ରେଟର ଫରିଦାବାଦ୍‌ରେ ଏକ ବେସରକାରୀ ସ୍କୁଲର ୧୬ ବର୍ଷୀୟ ଛାତ୍ରଙ୍କ ଆତ୍ମହତ୍ୟାର ୩ ଦିନ ପରେ ପ୍ରଧାନଶିକ୍ଷୟିତ୍ରୀଙ୍କୁ ଗିରଫ କରାଯାଇଛି। ପୋଲିସକୁ ମିଳିଥିବା ସୁଇସାଇଡ୍‌ ନୋଟ୍‌ରେ ନାବାଳକ ତାଙ୍କର ଚରମ ନିଷ୍ପତ୍ତି ଲାଗି ସ୍କୁଲ ଓ ଉଚ୍ଚ ଅଧିକାରୀଙ୍କୁ ଦାୟୀ…

ଗୁଲାମ ନବୀଙ୍କ ପୁତୁରା ଭାଜପାରେ ସାମିଲ

ଜମ୍ମୁ,୨୮।୨: ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦଙ୍କ ପୁତୁରା ମୁବାଶିର ଆଜାଦ ଭାଜପାରେ ସାମିଲ ହୋଇଛନ୍ତି। ତୃଣମୂଳସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶମୂଳକ କାର୍ଯ୍ୟରେ ସେ ପ୍ରଭାବିତ ହୋଇଥିବା କହିଛନ୍ତି। ଗୁଲାମ ନବୀଙ୍କ ସାନଭାଇ ଲିଆକତ୍‌ ଅଲିଙ୍କ ପୁଅ ମୁବାଶିର।…

ସୀମା ପାର୍‌ ଷଡ଼ଯନ୍ତ୍ର, ୭ ରାଜ୍ୟ ବାଟେ ଦିଲ୍ଲୀକୁ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ…

ନୂଆଦିଲ୍ଲୀ,୨୮।୨ : ଭାରତର ସୀମା ଆରପାରିରୁ କିଛି ସଂଗଠନ ଗ୍ୟାଙ୍ଗଷ୍ଟରଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବାରେ ନିୟୋଜିତ ଅଛନ୍ତି। ଗୋଇନ୍ଦା ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏନେଇ ପ୍ରକାଶ ପାଇଛି। ଏଭଳି ଲୋକଙ୍କ ଉପରେ ନଜର ରଖିବାକୁ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଦିଲ୍ଲୀ-ଏନସିଆର ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri