ଜାନୁୟାରୀ ୨୨ ପର୍ଯ୍ୟନ୍ତ ନିର୍ବାଚନ ରାଲି ଉପରେ ରୋକ…
ନୂଆଦିଲ୍ଲୀ, ୧୫।୧ : ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ହେବାକୁ ଥିବା ରାଲି ଉପରେ ରୋକ ଜାନୁୟାରୀ ୨୨ ପର୍ଯ୍ୟନ୍ତ ବୃଦ୍ଧି…
ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନରେ ୩୨,୦୦ ମିଟର ଉଚ୍ଚତାରେ ମତଦାନ କେନ୍ଦ୍ର, ସାଧୁ-ସନ୍ଥ ଦେବେ ଭୋଟ୍…
ଉତ୍ତରକାଶୀ, ୧୫।୧ : ଉତ୍ତରାଖଣ୍ଡରେ ଆଗକୁ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଚଳିତ ଥର ପ୍ରଥମ ଥର ପାଇଁ ସମୁଦ୍ର ପତ୍ତନ ଠାରୁ୩୨,୦୦ ମିଟର ଉଚ୍ଚତାରେ ମତଦାନ କେନ୍ଦ୍ର ନିର୍ମାଣ କରାଯାଇଛି। ଏଠାରେ ମୋଟ ୧୩୭ ଭୋଟର ପଞ୍ଜିକୃତ ହୋଇଛନ୍ତି। ସେମାନଙ୍କ…
ସେନାମୁଖ୍ୟଙ୍କ ଚେତାବନୀ, ଭାରତର ଧୈର୍ଯ୍ୟର ପରୀକ୍ଷା ନ ନେଉ ଚାଇନା…
ନୂଆଦିଲ୍ଲୀ, ୧୫।୧ : ଏଲ୍ଏସିରେ ଭାରତ ଚାଇନା ସୀମାରେ ଲଗାତାର ଉତ୍ତେଜନା ଲାଗି ରହିଛି। ଚାଇନା ଜାଣିଶୁଣି ଶାନ୍ତି ପ୍ରୟାସରେ ବାଧା ସୃଷ୍ଟି କରୁଛି। ତେବେ ଏଭଳି କାର୍ଯ୍ୟକୁ ସହ୍ୟ କରାଯିବ ନାହିଁ। ଚାଇନା ଭାରତର ଧୈର୍ଯ୍ୟର ପରୀକ୍ଷା ନ ନେଉ…
ପ୍ରତ୍ୟେକ ଭାରତୀୟ ବାଳିକାଙ୍କର ଶାନ୍ତିରେ ବଞ୍ଚିବାର ଅଧିକାର ରହିଛି, ହାଇକୋର୍ଟଙ୍କ ରାୟ…
ଭୋପାଳ, ୧୫।୧ : ଏକ ମାମଲାର ବିଚାର କରି ମଧ୍ୟପ୍ରଦେଶ ହାଇକୋର୍ଟ କହିଛନ୍ତି ଯେ,ପ୍ରତ୍ୟେକ ଭାରତୀୟ ବାଳିକାଙ୍କର ଶାନ୍ତିରେ ବଞ୍ଚିବାର ଅଧିକାର ରହିଛି। ଏଥିରେ ହସ୍ତକ୍ଷେପକୁ ସହ୍ୟ କରାଯିବ ନାହିଁ। ବିଚାରପତି ଜି.ଏସ୍. ଅଲୁଓ୍ବାଲିଆଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି କହିବା…
ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ଯୋଗଦେବେ ନାହିଁ କେହି ବିଦେଶୀ ଅତିଥି
ନୂଆଦିଲ୍ଲୀ,୧୫ ।୧: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂକ୍ରମଣ ମଧ୍ୟରେ ଚଳିତ ବର୍ଷ ପାଳନ କରାଯିବ ସାଧାରଣତନ୍ତ୍ର ଦିବସ । ଏଥର ମାତ୍ର ୨୪ ହଜାର ଲୋକ ଏଥିରେ ସାମିଲ ହେବେ ବୋଲି ଜଣାପଡିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି…
ନେତାଜୀଙ୍କ ଜୟନ୍ତୀରୁ ଆରମ୍ଭ ହେବ ସାଧାରଣତନ୍ତ୍ର ଦିବସ ସମାରୋହ…
ନୂଆଦିଲ୍ଲୀ, ୧୫।୧ : ଚଳିତ ବର୍ଷଠାରୁ ସାଧାରଣତନ୍ତ୍ର ଦିବସ ସମାରୋହ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଜାନୁୟାରୀ ୨୩ରୁ ଆରମ୍ଭ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ପୂର୍ବରୁ ଏହି ସମାରୋହ ଜାନୁୟାରୀ…
କରୋନାକୁ ହରାଇଲା ୧ ମାସର ଶିଶୁ, ଭାବୁକ ହେଲେ ହସ୍ପିଟାଲ କର୍ମଚାରୀ
ନୂଆଦିଲ୍ଲୀ,୧୫ ।୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଭୟଙ୍କର ରୂପ ନେବାରେ ଲାଗିଛି । ଏହି ସମୟରେ ସଂକ୍ରମଣ ତୁଳନାରେ ସୁସ୍ଥତା ହାର ବି ଭଲ ରହିଥିବା ଜଣାପଡିଛି । ନିକଟରେ କରୋନାରେ ସଂକ୍ରମିତ ହୋଇ ଜଣେ ୧ ମାସର ଶିଶୁ…
ପଞ୍ଜାବ ବିଧାନସଭା ନିର୍ବାଚନ: ଚମକୌର ସାହିବରୁ ଚନ୍ନୀ, ଅମୃତସର ପୂର୍ବରୁ ସିଦ୍ଧୁ ଲଢିବେ ନିର୍ବାଚନ
ଚଣ୍ଡିଗଡ଼,୧୫ ।୧: ବାଜିଲା ପଞ୍ଜାବ ବିଧାନସଭା ନିର୍ବାଚନ ବିଗୁଲ । ଶାସକ କଂଗ୍ରେସ ଦଳ ଶନିବାର ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏଥିରେ ୮୬ ଜଣଙ୍କ ନାମ ସାମିଲ ହୋଇଛି । ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ…
ଜାତୀୟ ଷ୍ଟାର୍ଟ ଅପ୍ ଡେ ଘୋଷଣା, ପ୍ରତିବର୍ଷ ଜାନୁୟାରୀ ୧୬ରେ ହେବ ପାଳନ…
ନୂଆଦିଲ୍ଲୀ, ୧୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ଷ୍ଟାର୍ଟ ଅପ୍ ଡେ ପାଳନ ସମ୍ପର୍କରେ ଶନିବାର ଘୋଷଣା କରିଛନ୍ତି। ପ୍ରତିବର୍ଷ ଜାନୁୟାରୀ ୧୬ରେ ହେବ ପାଳନ ଏହି ଦିବସ ପାଳନ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଷ୍ଟାର୍ଟ ଅପ୍ ଉଦ୍ୟୋଗୀଙ୍କ ସହିତ…
ଗୋରଖପୁରରୁ ଲଢ଼ିବେ ଯୋଗୀ
ନୂଆଦିଲ୍ଲୀ,୧୫।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଶନିବାର ଭାଜପା ପକ୍ଷରୁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୫୮ ସିଟ୍ ପାଇଁ ୫୭ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି।…
ଅଖିଲେଶଙ୍କ ସହ ମେଣ୍ଟ କରିବେ ନାହିଁ ଚନ୍ଦ୍ରଶେଖର
ଲକ୍ଷ୍ନୌ,୧୫।୧: ଅଖିଲେଶଙ୍କ ସମାଜବାଦୀ ପାର୍ଟି ଏବଂ ଚନ୍ଦ୍ରଶେଖର ଆଜାଦଙ୍କ ଭୀମ ଆର୍ମି ମଧ୍ୟରେ ହେବାକୁ ଥିବା ମେଣ୍ଟରେ ଶେଷ ମୁହୁର୍ତ୍ତରେ ଫାଟ ଦେଖାଦେଇଛି। ଖବରଦାତା ସମ୍ମିଳନୀରେ ଚନ୍ଦ୍ରଶେଖର ଆଜାଦ ତାଙ୍କ ଦଳ ସମାଜବାଦୀ ପାର୍ଟି ସହ ହେବାକୁ ଥିବା ମେଣ୍ଟରେ ସାମିଲ…
ମଦ ନେଲା ୫ ଜୀବନ
ପାଟନା,୧୫।୧: ବିହାରର ନାଳନ୍ଦା ଜିଲା ଅଞ୍ଚଳରେ ଶନିବାର ବିଷାକ୍ତ ମଦ ପିଇ ୫ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ପ୍ରଶାସନ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ନାଲନ୍ଦା ଜିଲାର ସୋହରସାଇ ଥାନା ଅଧୀନ…
Archives


