ଜାତୀୟ

ଦିଲ୍ଲୀ ମୁଣ୍ଡକା ଅଗ୍ନିକାଣ୍ଡରେ ମୃତକଙ୍କୁ ୨ ଲକ୍ଷ , ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪ ।୫: ରାଜଧାନୀ ଦିଲ୍ଲୀର ମୁଣ୍ଡକାରେ ଶୁକ୍ରବାର ଅପରାହ୍ନରେ ହୋଇଥିବା ଅଗ୍ନିକାଣ୍ଡକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି । ଏହାସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ପିଏମଓ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ…

ନିଧି ଛିବ୍ବର ନୂଆ ସିବିଏସ୍‌ଇ ମୁଖ୍ୟ

ନୂଆଦିଲ୍ଲୀ,୧୪।୫: ବରିଷ୍ଠ ପ୍ରଶାସନିକ ଅଧିକାରୀ ନିଧି ଛିବ୍ବରଙ୍କୁ ଶୁକ୍ରବାର ସିବିଏସ୍‌ଇ (କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ)ର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ନିଧି ହେଉଛନ୍ତି ୧୯୯୪ର ଭାରତୀୟ ପ୍ରଶାସନିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛତିଶଗଡ କ୍ୟାଡର। ସିବିଏସ୍‌ଇ ମୁଖ୍ୟଭାବେ ଦାୟିତ୍ୱ ଗ୍ରହଣ…

ବସ୍‌ ସହ ୪ ଯାତ୍ରୀ ଦଗ୍ଧ, ୨୦ ଆହତ

କଟ୍ରା,୧୪।୫: ଜମ୍ମୁ-କଶ୍ମୀରର କଟ୍ରା ନିକଟରେ ଶୁକ୍ରବାର ଏକ ତୀର୍ଥଯାତ୍ରୀ ବସ୍‌ରେ ନିଆଁ ଲାଗିଯିବାରୁ ୪ ଯାତ୍ରୀ ଜୀବନ୍ତ ଦଗ୍ଧ ହେବା ସହ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ବୈଷ୍ଣୋଦେବୀକୁ ତୀର୍ଥଯାତ୍ରୀ ନେଇଯାଉଥିବା ବସ୍‌ର ଇଞ୍ଜିନରୁ ନିଆଁ ଲାଗି ପରେ ସମ୍ପୂର୍ଣ୍ଣ ବସ୍‌…

ଅମରନାଥ ଯାତ୍ରା ଉପରେ ନଜର ରଖିବ ଡ୍ରୋନ୍‌, ୧୨ ହଜାର ଯବାନଙ୍କୁ ସୁରକ୍ଷା ଦାୟିତ୍ୱ

ଡେରାଡୁନ,୧୪ ।୫: ପ୍ରାୟ ୨ ବର୍ଷ ପରେ ଆରମ୍ଭ ହେବାକୁ ଯାଉଥିବା ଅମରନାଥ ଯାତ୍ରାର ସୁରକ୍ଷା ସମ୍ପର୍କିତ ପ୍ରସ୍ତୁତିକୁ ନେଇ କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲା ଶୁକ୍ରବାର ସମିକ୍ଷା କରିଛନ୍ତି । ଏଥିରେ ନିଷ୍ପତ୍ତି ନିଆଯାଇଛି କି ଅତିକମରେ ୧୨.୦୦୦…

ସଂଖ୍ୟାଲଘୁଙ୍କୁ ଟାର୍ଗେଟ କରାଯାଉଛି

ଉଦୟପୁର,୧୪।୫(ପି.ଟି.): ରାଜସ୍ଥାନର ଉଦୟପୁରଠାରେ କଂଗ୍ରେସର ୩ ଦିନିଆ ଚିନ୍ତନ ଶିବିରକୁ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୁକ୍ରବାର ଉଦ୍‌ଘାଟନ କରିବା ସହ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ମୋଦି ସରକାର ଦେଶରେ ବିଭେଦ ଓ ଆତଙ୍କର…

‘ମୁଁ ବଞ୍ଚିଛି..’ ପ୍ଲା କାର୍ଡ ଧରି ଧାରଣାରେ ବୃଦ୍ଧ; ମୃତ ଦେଖାଇ ବୋହୂ ଘର ବିକି ଚମ୍ପଟ

କାନପୁର,୧୩।୫: ଉତ୍ତରପ୍ରଦେଶର କାନପୁରରେ ଜଣେ ୭୦ ବର୍ଷ ବୃଦ୍ଧ ଛାତିରେ ‘ମୁ ବଞ୍ଚିଛି’ ଲେଖି ଧାରଣାରେ ବସିଛନ୍ତି। ସେ ବଞ୍ଚିଥିଲେ ହେଁ ବୋହୂ ତାଙ୍କୁ ମୃତ ଘୋଷଣା କରି ଘର ବିକ୍ରି କରି ଦେଇଛନ୍ତି। ଉକ୍ତ ଘରକୁ ବୃଦ୍ଧଜଣଙ୍କ ନିଜେ କିଣିଥିଲେ।…

ମୋହାଲି ବିସ୍ଫୋରଣ ଘଟଣାରେ ୫ ଗିରଫ

ଚଣ୍ଡିଗଡ଼,୧୩।୫: ପଞ୍ଜାବ ପୋଲିସର ମୋହାଲି କାର୍ଯ୍ୟାଳୟରେ ହୋଇଥିବା ଆର୍‌ପିଜି ଆକ୍ରମଣ ଘଟଣାରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରାଯାଇଛି। ଏହି ଆକ୍ରମଣ ପଛରେ ଆତଙ୍କବାଦୀ ସଂଗଠନ ବାବର ଖାଲ୍‌ସା ଇଣ୍ଟରନ୍ୟାଶନାଲ(ବିକେଆଇ) ଏବଂ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ସମ୍ପୃକ୍ତ ଥିବା ପୋଲିସ…

ଗଗନୟାନ ରକେଟ ବୁଷ୍ଟରର ସଫଳ ପରୀକ୍ଷା

ଚେନ୍ନାଇ,୧୩।୫: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏହାର ପ୍ରଥମ ମାନବ ପ୍ରେରଣ ମିଶନ ଗଗନୟାନକୁ ଶୁକ୍ରବାର ଆଉ ଏକ ସଫଳତା ମିଳିଛି। ଏହାର କଠିନ ଇନ୍ଧନଚାଳିତ ରକେଟ ବୁଷ୍ଟର ଇଞ୍ଜିନ୍‌କୁ ସଫଳତାର ସହ ପରୀକ୍ଷା କରାଯାଇଛି। ବୁଷ୍ଟର ଇଞ୍ଜିନ୍‌ ଜିଓସିନ୍‌କ୍ରୋନସ୍‌…

କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩ା୫: ଜମ୍ମୁ-କଶ୍ମୀରର ସୀମା ପୁନଃ ନିର୍ଦ୍ଧାରଣକୁ ବିରୋଧ କରି ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏହାର ଶୁଣାଣି କରି କେନ୍ଦ୍ର ସରକାର, ଜମ୍ମୁ-କଶ୍ମୀର ପ୍ରଶାସନ ଓ ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କୁ ଏହା ଉପରେ ଜବାବ ମାଗିଛନ୍ତି।…

ମୁଣ୍ଡକାରେ ଭୀଷଣ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧୩।୫: ଦିଲ୍ଲୀର ମୁଣ୍ଡକା ଅଞ୍ଚଳ ସ୍ଥିତ ମେଟ୍ରୋ ଷ୍ଟେଶନ ନିକଟସ୍ଥ ଏକ ବିଲ୍ଡିଂରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମହିଳାଙ୍କ ମୃତଦେହ ଉଦ୍ଧାର କରାଯଇଛି। ତେବେ ବିଲ୍ଡିଂରେ ଅନେକ ଲୋକ ଫସିରହିଥିବା କୁହାଯାଉଛି। ସୂଚନାଯୋଗ୍ୟ,…

୨୪ ଘଣ୍ଟାରେ ଭାରତୀୟ ସେନାର ପ୍ରତିଶୋଧ: କଶ୍ମୀରୀ ପଣ୍ଡିତ ରାହୁଲଙ୍କୁ ହତ୍ୟା କରିଥିବା ଆତଙ୍କବାଦୀ ସଫା

ନୂଆଦିଲ୍ଲୀ,୧୩।୫: କଶ୍ମୀରୀ ପଣ୍ଡିତ ରାହୁଲ ଭଟ୍ଟଙ୍କୁ ହତ୍ୟାର ୨୪ ଘଣ୍ଟା ନ ପୁରୁଣୁ ୩ ଆତଙ୍କବାଦୀଙ୍କୁ ନିପାତ କରିଛି ଭାରତୀୟ ସେନା। ସେମାନଙ୍କ ମଧ୍ୟରୁ ୨ଜଣ ଆତଙ୍କବାଦୀ ରାହୁଲଙ୍କ ହତ୍ୟାରେ ସମ୍ପୃକ୍ତ ଥିଲେ। ତୃତୀୟଜଣଙ୍କ ଗୁଲଜାର ଅହମ୍ମଦ ବୋଲି ଜଣାପଡ଼ିଛି। ଶୁକ୍ରବାର…

ଏଏପି ବିଧାୟକ ଅମାନତୁଲ୍ଲାହ ଖାଁ ଦିଲ୍ଲୀ ପୋଲିସ ପାଇଁ ବ୍ୟାଡ କ୍ୟାରେକ୍ଟର

ନୂଆଦିଲ୍ଲୀ,୧୩ ।୫: ଆମ ଆଦମୀ ପାର୍ଟି ବିଧାୟକ ଅମାନତୁଲ୍ଲାହ ଖାଁଙ୍କୁ ଦିଲ୍ଲୀ ପୋଲିସ ବିସି ବା ବ୍ୟାଡ କ୍ୟାରେକ୍ଟର ବୋଲି ଘୋଷଣା କରିଛି । ୩୦ ମାର୍ଚ୍ଚରେ ଡିସିପି ଅମାନତୁଲ୍ଲାହ ଖାଁଙ୍କୁ ବିସି ଘୋଷଣା କରିବା ପ୍ରସ୍ତାବକୁ ଆପ୍ରୁଭ କରି ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?