ମୋଦିଙ୍କ ସହିତ ଟିଭି ବିତର୍କ କରିବାକୁ ଚାହୁଁଛନ୍ତି ଇମ୍ରାନ୍…
ନୂଆଦିଲ୍ଲୀ/ଇସଲାମାବାଦ୍, ୨୨।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ପାକିସ୍ତାନ ପ୍ରତିପକ୍ଷ ଇମ୍ରାନ୍ ଖାଁ ଟିଭି ବିତର୍କ କରିବାକୁ ଚାହୁଁଛନ୍ତି। ରୁଷିଆ ଗସ୍ତ କରିବାର ଏକ ଦିନ ପୂର୍ବରୁ ଏକ ସାକ୍ଷାତ୍କାରରେ ଇମ୍ରାନ୍ ଏଭଳି କହିଛନ୍ତି। ଇମ୍ରାନ୍ ୟୁକ୍ରେନ୍ ବିବାଦରେ ରୁଷିଆକୁ…
ଡାକ୍ତରଙ୍କୁ ପ୍ରଦାନ କରାଯାଉଥିବା ଉପହାରକୁ ଆୟକର ରିହାତିରେ ଅନ୍ତର୍ଭୁକ୍ତ କରାଯାଇ ପାରିବ ନାହିଁ …
ନୂଆଦିଲ୍ଲୀ, ୨୨।୨ : ବିଭିନ୍ନ ଫାର୍ମା କମ୍ପାନୀଗୁଡ଼ିକ ପକ୍ଷରୁ ଡାକ୍ତରଙ୍କୁ ପ୍ରଦାନ କରାଯାଉଥିବା ଉପହାରକୁ ଆୟକର ରିହାତିରେ ଅନ୍ତର୍ଭୁକ୍ତ କରାଯାଇ ପାରିବ ନାହିଁ। ଏସମ୍ପର୍କରେ ଫାର୍ମା କମ୍ପାନୀଙ୍କ ପକ୍ଷରୁ କୌଣସି ଦାବି ମଧ୍ୟ ଉପସ୍ଥାପନ କରିହେବ ନାହିଁ ବୋଲି ସୁପ୍ରିମ୍କୋର୍ଟ କହିଛନ୍ତି।…
ଲାଞ୍ଚ ମାମଲାରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ ଲାଗି ମାଗିବା ପ୍ରମାଣ-ସ୍ବୀକୃତି ଅନିବାର୍ଯ୍ୟ…
ନୂଆଦିଲ୍ଲୀ, ୨୨।୨ : ଲାଞ୍ଚ ମାମଲାରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ଲାଗି ଦୁର୍ନୀତି ନିବାରଣ ଅଧିନିୟମ (ପିସି ଆକ୍ଟ)ର ଧାରା ୧୩ ଏବଂ ପଠିତ ଧାରା ୭ ଅନ୍ତର୍ଗତ ମାଗିବା ପ୍ରମାଣ ସହିତ ସ୍ବୀକୃତି ଅନିବାର୍ଯ୍ୟ। କେବଳ ଅର୍ଥ ରାଶିର…
ରାମଭକ୍ତଙ୍କ ଉପରେ ଗୁଳି ଚଳାଇଥିବା ବ୍ୟକ୍ତିଙ୍କୁ ଭୋଟ ଦେବାଭଳି ପାପ କଦାପି କରିବେ ନାହିଁ: ଆଦିତ୍ୟନାଥ
ଅଯୋଧ୍ୟା,୨୨।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୨ ଲାଗି ସମସ୍ତ ରାଜନୈତିକ ଦଳ ପ୍ରଚାର ଜୋରଦାର କରୁଛନ୍ତି। ନେତାମାନେ ସାଧାରଣ ସଭା କରି ଜନସାଧାରଣଙ୍କ ମନ କିଣିବାକୁ ଚେଷ୍ଟା କରୁଛନ୍ତି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟାରେ ଏକ ସମାବେଶକୁ ସମ୍ବୋଧିତ…
ଦଶମ-ଦ୍ୱାଦଶ ଅଫ୍ଲାଇନ ପରୀକ୍ଷା ରଦ୍ଦ ମାମଲା, ବୁଧବାରରୁ ଶୁଣାଣି…
ନୂଆଦିଲ୍ଲୀ,୨୨।୨ : ସିବିଏସଇ, ଆଇସିଏସଇ, ଏନଆଇଓଏସ ଏବଂ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ଅଫଲାଇନ ପରୀକ୍ଷା ବିରୋଧରେ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଗତ ବର୍ଷ ଏହି ମାମଲାର ଶୁଣାଣି କରିଥିବା ଜଷ୍ଟିସ ଏ.ଏମ୍.ଖାନୱିଲକରଙ୍କ ଖଣ୍ଡପୀଠରେ ଏହି…
ରାଜ କୁନ୍ଦ୍ରାଙ୍କ ପର୍ନୋଗ୍ରାଫି ମାମଲାରେ ୪ ଅଭିଯୁକ୍ତ ଗିରଫ
ମୁମ୍ବାଇ, ୨୨।୨: ବଲିଉଡ୍ର ଫିଟ୍ନେସ୍ କୁଇନ୍ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ପର୍ନୋଗ୍ରାଫି ମାମଲାରେ ଏପର୍ଯ୍ୟନ୍ତ ପୋଲିସର ତଦନ୍ତ ଜାରି ରହିଛି। ବର୍ତ୍ତମାନ ଏହି ମାମଲାରେ ଆଉ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ମୁମ୍ବାଇ ପୋଲିସର…
ଏୟାର ଲିଫ୍ଟ୍ ଆରମ୍ଭ, ପ୍ରଥମ ବିମାନରେ ସ୍ବଦେଶ ଫେରିବେ ୨୫୬ ଛାତ୍ରୀଛାତ୍ର…
ନୂଆଦିଲ୍ଲୀ/କ୍ୱିଭ୍, ୨୨।୨ : ୟୁକ୍ରେନ୍ରେ ଯୁଦ୍ଧ ସଙ୍କଟ ଦେଖାଦେଇଥିବାରୁ ଏଠାରେଥିବା ୨୦ ହଜାର ଭାରତୀୟ ନାଗରିକ ଏବଂ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ଫେରାଇ ଆଣିବା ଲାଗି ଏୟାର ଲିଫ୍ଟ୍ ଆରମ୍ଭ ହୋଇଛି। ଏଥିରେ ୪ଟି ବିମାନକୁ ମୁତୟନ କରାଯାଇଛି। ପ୍ରଥମ…
ଉତ୍ତରପ୍ରଦେଶ ନିର୍ବାଚନ ପରେ ଭାଜପାଠାରୁ ଅଲଗା ହୋଇପାରନ୍ତି ନୀତିଶ: ସୂତ୍ର
ପାଟନା,୨୨।୨: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ବିରୋଧୀ ଦଳ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ନେଇ ଚର୍ଚ୍ଚା ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶ ନିର୍ବାଚନ ପରେ ନୀତିଶ କୁମାର ଭାଜପା ମେଣ୍ଟ ଆର୍ଥାତ୍ ଏନ୍ଡିଏରୁ ଅଲଗା ହୋଇପାରନ୍ତି।…
ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା, ଦୈନିକ ସଂକ୍ରମଣ କମିଲା…
ନୂଆଦିଲ୍ଲୀ, ୨୨।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୫ ହଜାର ତଳେ ରହିଛି। ଏହି ସମୟ ମଧ୍ୟରେ…
ସ୍ବାଧୀନତା ଆନ୍ଦୋଳନ ନୁହେଁ, ଗୋଖାଦ୍ୟ ଦୁର୍ନୀତିରେ ଜେଲ୍ ଯାଇଛନ୍ତି ଲାଲୁ
ନୂଆଦିଲ୍ଲୀ,୨୨।୨: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ନେଇ ଏବେ ରାଜନୀତି ସରଗରମ ରହିଛି। ଟୁଇଟରରେ ଲାଲୁଙ୍କୁ ନେଇ ଅନେକ ନେତା ମନ୍ତ୍ରୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ଇତିମଧ୍ୟରେ ଦିଲ୍ଲୀ ଉତ୍ତମ ନଗର ଆସନରୁ ଆମ ଆଦମୀ ପାର୍ଟି(ଏଏପି)ର…
‘ବିରୋଧୀଙ୍କୁ ବିସର୍ଜନ କରିଦିଅ’
ଲକ୍ଷ୍ନୌ,୨୨।୨: ଉତ୍ତର ପ୍ରଦେଶ ବିଧାନସଭା ପାଇଁ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟ ମତଦାନ ବୁଧବାର ହେବ। ଏବେ ୧୭୨ଟି ଆସନ ପାଇଁ ମତଦାନ ହେବାକୁ ବାକି ଅଛି। ଏସବୁ ଆସନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ…
ବାଣ କାରଖାନରେ ଭୟଙ୍କର ବିସ୍ଫୋରଣ; ୬ ମୃତ
ଶିମଲା,୨୨।୨: ହିମାଚଳପ୍ରଦେଶର ଉନା ଜିଲାର ବାଥଉ ଶିଳ୍ପାଞ୍ଚଳରେ ଥିବା ଏକ ବାଣ କାରଖାନରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ବି ଫ୍ୟାକ୍ଟ୍ରିରେ ୧୧ ଜଣ ଫସିଛନ୍ତି। ଏଣୁ ମୃତ୍ୟୁ ସଂଖ୍ୟା ଆହୁରି…
Archives


