ଜାତୀୟ

ଇଣ୍ଡିଗୋ ମାମଲା: ତଦନ୍ତ କରିବେ ସିନ୍ଧିଆ

ନୂଆଦିଲ୍ଲୀ,୧୦।୫: ରାଞ୍ଚତ୍ ବିମାନବନ୍ଦରରେ ଶନିବାର ଜଣେ ଭିନ୍ନକ୍ଷମ ନାବାଳକ ଯାତ୍ରୀଙ୍କୁ ଇଣ୍ଡିଗୋ ଏୟାରଲାଇନ୍ସ କର୍ତ୍ତୃପକ୍ଷ ବିମାନରେ ଚଢ଼ିବା ଲାଗି ଅନୁମତି ନ ଦେବା ଘଟଣା ସାମ୍‌ନାକୁ ଆସିବା ପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏଭଳି ବ୍ୟବହାରକୁ ନିନ୍ଦା…

କ୍ୟାନସର ଓ ଥାଲାସେମିଆ ରୋଗୀଙ୍କୁ ମିଳିବ ମାସିକ ଅଢେଇ ହଜାରା ଟଙ୍କା ପେନସନ

ଅମ୍ବାଲା,୧୦ ।୫: ହରିୟାଣାର ଅମ୍ବାଲାରେ କ୍ୟାନସର ରୋଗୀଙ୍କ ପାଇଁ ଛାବନି ନାଗରିକ ହସ୍ପିଟାଲରେ ନିର୍ମିତ ଅଟଳ କ୍ୟାନସର କେୟାର ସେଣ୍ଟର ଜନତାଙ୍କୁ ସମର୍ପିତ କରାଯାଇଛି । ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ରାଜ୍ୟସଭା ଏମପି ଜେପି ନଡ୍ଡା ସୋମବାର…

ସୁପ୍ରିମକୋର୍ଟର ୨ ବିଚାରପତି ଶପଥ ନେଲେ

ନୂଆଦିଲ୍ଲୀ,୧୦।୫: ସୁପ୍ରିମକୋର୍ଟର ନବନିଯୁକ୍ତି ୨ ବିଚାରପତି ଜଷ୍ଟିସ ସୁଧାଂଶୁ ଧୁଲିଆ ଏବଂ ଜାମସେଦ ବି ପର୍ଡିଓ୍ବାଲା ସୋମବାର ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କୁ ମିଶାଇ ସର୍ବୋଚ୍ଚ ଅଦାଲତର ବିଚାରପତି ସଂଖ୍ୟା ୩୪ରେ ପହଞ୍ଚତ୍ଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା…

ଦେଶଦ୍ରୋହ ଆଇନର ପୁନର୍ବିଚାର କରିବ କେନ୍ଦ୍ର

ନୂଆଦିଲ୍ଲୀ,୧୦।୫: ଦେଶଦ୍ରୋହ ଆଇନ ଯଥାର୍ଥ ଏବଂ ଏହାର ପୁନଃ ସମୀକ୍ଷା କରିବାର ଆବଶ୍ୟକତା ନାହିଁ ବୋଲି କେନ୍ଦ୍ର ସରକାର ଦୁଇଦିନ ପୂର୍ବରୁ ସୁପ୍ରିମକୋର୍ଟଙ୍କୁ ଜଣାଇଥିଲେ। ସୋମବାର ମତ ପରିବର୍ତ୍ତନ କରି ଉକ୍ତ ଆଇନ ବା ଆଇପିସିର ଧାରା ୧୨୪ଏ’ର ପୁନର୍ବିଚାର ଏବଂ…

ଭାରତୀୟ ମୁଦ୍ରାରେ ସର୍ବକାଳୀନ ହ୍ରାସ

ନୂଆଦିଲ୍ଲୀ,୧୦ା୫:ଡଲାର ତୁଳନାରେ ଟଙ୍କା ମୂଲ୍ୟରେ ସର୍ବକାଳୀନ ହ୍ରାସ ପରିଲକ୍ଷିତ ହୋଇଛି। ସୋମବାର ଶେୟାର ବଜାରର ପ୍ରଥମ କାରବାର ଦିବସର ଆରମ୍ଭ ସମୟରେ ୟୁଏସ୍‌ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୬୦ ପଇସା ହ୍ରାସ ସହିତ ୭୭.୫୦ ସ୍ତରରେ ପହଞ୍ଚିଛି। ବୈଶ୍ୱିକ ବଜାରରେ…

ଇଣ୍ଟେଲିଜେନ୍ସ ଅଫିସ୍‌ରେ ବିସ୍ଫୋରଣ: ପଞ୍ଜାବରେ ହାଇଆଲର୍ଟ

ମୋହାଲି,୧୦।୫: ପଞ୍ଜାବର ମୋହାଲିରେ ସୋମବାର ବିଳମ୍ବିତ ରାତିରେ ପଞ୍ଜାବ ପୋଲିସର ଇଣ୍ଟେଲିଜେନ୍ସ ୟୁନିଟର ମୁଖ୍ୟାଳୟ ଭବନରେ ରକେଟ ଆକ୍ରମଣ ହୋଇଥିଲା। ଏହା ଏତେ ଭୟଙ୍କର ବିସ୍ଫୋରଣ ଥିଲା ଯେ, ବିଲ୍ଡିଂର କାଚ ସବୁ ଭାଙ୍ଗି ଯାଇଥିଲା। ଏହି ଘଟଣା ପରେ ପଞ୍ଜାବରେ…

ଶପଥ ନେଲେ ସୁପ୍ରିମକୋର୍ଟର ୨ ବିଚାରପତି

ନୂଆଦିଲ୍ଲୀ,୯।୫: ସୁପ୍ରିମକୋର୍ଟର ନବନିଯୁକ୍ତି ୨ ବିଚାରପତି ଜଷ୍ଟିସ ସୁଧାଂଶୁ ଧୁଲିଆ ଏବଂ ଜାମସେଦ ବି ପର୍ଡିଓ୍ବାଲା ସୋମବାର ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କୁ ମିଶାଇ ସର୍ବୋଚ୍ଚ ଅଦାଲତର ବିଚାରପତି ସଂଖ୍ୟା ୩୪ରେ ପହଞ୍ଚତ୍ଛି। ଭାରତର ପ୍ରଧାନ ବିଚାରପତି ଏନ୍‌.ଭି. ରମନା ସୁପ୍ରିମକୋର୍ଟ…

ଶାହିନବାଗ ଜବରଦଖଲ ଘଟଣା: ମାମଲା ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୫: ଦିଲ୍ଲୀର ଶାହିନବାଗରେ ବେଆଇନ ଜବରଦଖଲ ପାଇଁ ଆସିଥିବା ଦିଲ୍ଲୀ ପ୍ରଶାସନକୁ ପ୍ରବଳ ବିରୋଧରେ ସମ୍ମୁଖୀନ ହେବାକୁ ପଡିଛି। ଶାହିନବାଗରେ ଦିଲ୍ଲୀ ମହାନଗର ନିଗମ ପକ୍ଷରୁ ଜବରଦଖଲ ଅଭିଯାନ ଆରମ୍ଭ ହେବା ପୂର୍ବରୁ ସ୍ଥାନାୟ ଲୋକେ ପ୍ରବଳ ବିରୋଧ କରିବା ସହ…

ନାମାଙ୍କନ ପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ

ଡେରାଡୁନ,୯।୫:ଉତ୍ତରାଖଣ୍ଡ ଚମ୍ପାୱାତ ଉପ-ନିର୍ବାଚନ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଦଳର ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନ ପତ୍ର ଦାଖଲ ପରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ଧାମି କହିଛନ୍ତି,ଚମ୍ପାୱତ ହେଉଛି ଗୁରୁ ଗୋରେଖନାଥଙ୍କ ଭୂମି। ଏଠାକାର ବିକାଶ…

ଟ୍ରେନ୍‌ ଟଏଲେଟ୍‌ରୁ ମିଳିଲା ଯୁବତୀଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ମୁମ୍ବାଇ,୯।୫: ମହାରାଷ୍ଟ୍ର ପାଲଘର ଜିଲା ଅନ୍ତର୍ଗତ ଡାହାନୁ ରୋଡ୍‌ ରେଲଓ୍ବେ ଷ୍ଟେଶନରେ ସ୍ବରାଜ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ଜଣେ ୨୦ ବର୍ଷୀୟା ଯୁବତୀଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବତୀଙ୍କ ନାମ ଆରତୀ କୁମାରୀ ଏବଂ ସେ ବିହାରର ହୋଇଥିବା ତାଙ୍କ ଆଧାର…

ଟଙ୍କା ପାଇଁ କରିଥାନ୍ତେ ବିସ୍ଫୋରଣ

ଚଣ୍ଡିଗଡ଼,୯।୫: ପଞ୍ଜାବର ତରନତାରନ ସାହିବ ଜିଲାରୁ ପୋଲିସ ବିସ୍ଫୋରକ ସାମଗ୍ରୀ ସମେତ ଦୁଇ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ଦ୍ୱୟ ହେଲେ ଗୁଜ୍ଜରପୁରାର ବଲଜିନ୍ଦର ସିଂ ଏବଂ ଖାନୋଓ୍ବାଲ ଗ୍ରାମର ଜଗତାର ସିଂ। ସେମାନଙ୍କ ପାଖରୁ ଅଢ଼େଇ କିଲୋଗ୍ରାମ ଓଜନର…

୩୦ ମାସ ପରେ ମାତ୍ର ୨ ଦିନ ପାଇଁ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରିବେ ଶୀର୍ଷକୋର୍ଟ…

ନୂଆଦିଲ୍ଲୀ, ୯।୫ : ସୋମବାର ସୁପ୍ରିମକୋର୍ଟର ବିଚାରପତି ଭାବେ ଜଷ୍ଟିସ ସୁଦର୍ଶନ ଧୁଲିଆ ଏବଂ ଜଷ୍ଟିସ ଜାମସେଦ ବି ପାରଦୀୱାଲା ଶପଥ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି ଏନ୍‌.ଭି. ରମନା ସେମାନେଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଦୁଇଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?