ଜାତୀୟ

ଲାଲୁଙ୍କୁ ୫ ବର୍ଷ ଜେଲ, ୬୦ ଲକ୍ଷ ଟଙ୍କା ଜରିମାନା

ପାଟନା,୨୧ ।୨: ଗୋଖାଦ୍ୟ ଦୁର୍ନିତି ମାମଲାର ସବୁଠାରୁ ବଡ ତଥା ପଞ୍ଚମ ମାମଲାରେ ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ୫ ବର୍ଷ ଜେଲ ଦଣ୍ଡ ସହ ୬୦ ଲକ୍ଷ ଟଙ୍କା ଜରିମାନା କରାଯାଇଛି ।…

ମୌଳିକ କର୍ତ୍ତବ୍ୟ ପ୍ରତି ସଚେତନ ନ ହୋଇ କେବଳ ଅଧିକାର ସାବ୍ୟସ୍ତ କରିବା ଠିକ୍‌ ନୁହେଁ…

ନୂଆଦିଲ୍ଲୀ,୨୧।୨ : ଭାରତର ସମ୍ବିଧାନ ନାଗରିକଙ୍କୁ କେତେକ ମୌଳିକ ଅଧିକାର ପ୍ରଦାନ କରିଛନ୍ତି। ଅନୁଚ୍ଛେଦ ୧୪, ୧୯ ଏବଂ ୨୧ରେ ଏସବୁ ଉଲ୍ଲେଖ କରାଯାଇଛି। ସେହିପରି ସମ୍ବିଧାନ ମୌଳିକ କର୍ତ୍ତବ୍ୟ ସମ୍ପର୍କରେ ମଧ୍ୟ ଉଲ୍ଲେଖ କରିଛନ୍ତି। କେବଳ ଅଧିକାର କଥା କହି…

ସମୟ ମଧ୍ୟରେ ଓଟିପି ଅପଲୋଡ୍‌ କରି ନ ଥିବା ଛାତ୍ରଙ୍କ ମାମଲା, ତୁମେ ବସ୍‌ ହରାଇଛ କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୧।୨ : ଜଣେ ଛାତ୍ରଙ୍କ ଆଡ଼ମିଶନ ପାଇଁ ତାଙ୍କ ପାଖକୁ ପଠାଯାଇଥିବା ଓଟିପି ଧାର୍ଯ୍ୟ ସମୟ ମଧ୍ୟରେ ଅପଲୋଡ୍‌ ନ କରିବାରୁ ତାଙ୍କର ନାମଲେଖା ହୋଇ ପାରି ନ ଥିଲା। ଏନେଇ ଛାତ୍ର ଜଣକ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ବିଚାରପତି ଡି.ଓ୍ବାଇ.…

ଦଶମ-ଦ୍ୱାଦଶ ଅଫ୍‌ଲାଇନ ପରୀକ୍ଷା ରଦ୍ଦ ଆବେଦନର ବିଚାର କରିବେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୧।୨ : ସିବିଏସଇ, ଆଇସିଏସଇ ଏବଂ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ଅଫଲାଇନ ପରୀକ୍ଷା ବିରୋଧରେ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଗତ ବର୍ଷ ଏହି ମାମଲାର ଶୁଣାଣି କରିଥିବା ଜଷ୍ଟିସ ଏମ ଖାନୱିଲକରଙ୍କ ବେଞ୍ଚରେ ଏହି…

‘ମୁସଲିମ ଗୁଣ୍ଡାମାନେ ବଜରଙ୍ଗ ଦଳର କର୍ମୀଙ୍କୁ ହତ୍ୟା କରିଛନ୍ତି’

ଶିବମୋଗା,୨୧।୨: ବଜରଙ୍ଗ ଦଳ କର୍ମୀଙ୍କ ହତ୍ୟା ଲାଗି କର୍ନାଟକର ଜଣେ ମନ୍ତ୍ରୀ ମୁସଲିମ ଗୁଣ୍ଡାମାନଙ୍କୁ ଦୋଷ ଦେଇଛନ୍ତି। ଏଥିଯୋଗୁ ଶିବମୋଗା ଜିଲାରେ ଉତ୍ତେଜନା ସୃଷ୍ଟି ହୋଇଛି। ବଜରଙ୍ଗ ଦଳର କର୍ମୀ ହର୍ଶ(୨୬)ଙ୍କୁ ରବିବାର ରାତିରେ ହତ୍ୟା କରାଯାଇଛି। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ…

ଉତ୍ତରପ୍ରଦେଶ ମହିଳା ନେତା ପିସ୍ତଲ-ରାଇଫଲ ରଖିବାକୁ ପସନ୍ଦ କରୁଛନ୍ତି, ସତ୍ୟପାଠରେ ଉଲ୍ଲେଖ…

ଲକ୍ଷ୍ନୌ,୨୧।୨ : ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ରାଜ୍ୟ ରାଜନୀତିରେ ବହୁ ବାହୁବଳୀ ନେତା ଏଥର ନିର୍ବାଚନରେ ଭାଗ୍ୟ ପରୀକ୍ଷା କରୁଛନ୍ତି। ମହିଳା ନେତାମାନେ ମଧ୍ୟ ପଛରେ ନାହାଁନ୍ତି। ସାଧାରଣତଃ ବାହୁବଳୀ ନେତାମାନେ ଅସ୍ତ୍ରଶସ୍ତ୍ର ରଖିବାକୁ ପସନ୍ଦ…

ନାବାଳିକା ବଳାତ୍କାର, ହତ୍ୟା ମାମଲାରେ ପ୍ରଥମ ଥର ପାଇଁ ମୃତ୍ୟୁଦଣ୍ଡାଦେଶ

ଗୁରୁଗ୍ରାମ,୨୧।୨: ୧୨ ବର୍ଷର ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ମାମଲାର ବିଚାର କରି ପାନିପତ୍‌ର ଏକ ଫାଷ୍ଟ ଟ୍ରାକ୍‌ କୋର୍ଟ ୨ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡାଦେଶ ଦେଇଛନ୍ତି। ୪ ବର୍ଷ ପୂର୍ବେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିଲା। ପୋକ୍ସୋ ମାମଲାରେ ହରିୟାଣାରେ ଏହା ସମ୍ଭବତଃ…

ପ୍ରେସିଡେଣ୍ଟ୍‌ ଫ୍ଲିଟ୍‌ ରିଭ୍ୟୁ, ୬୦ ଜାହାଜ-ବୁଡ଼ାଜାହାଜର ସମୀକ୍ଷା କଲେ ରାଷ୍ଟ୍ରପତି…

ବିଶାଖାପଟ୍ଟନମ୍‌,୨୧।୨ : ଆନ୍ଧ୍ରପ୍ରଦେଶର ବିଶାଖାପଟ୍ଟନମ ଠାରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଦ୍ୱାଦଶ ପ୍ରେସିଡେଣ୍ଟ୍‌ ଫ୍ଲିଟ୍‌ ରିଭ୍ୟୁ କାର୍ଯ୍ୟକ୍ରମରେ ସୋମବାର ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହ ତିନି ସେନାର ମୁଖ୍ୟ ମଧ୍ୟ ଉପସ୍ଥିତ ଥିଲେ। ରାଷ୍ଟ୍ରପତି ଏହି ସମୀକ୍ଷା…

ମୁହଁ ଦେଖାରେ ବୋହୂଙ୍କୁ ଏମିତି ଉପହାର ଦେଇ ଉଦାହରଣ ସୃଷ୍ଟି କଲେ ଶ୍ୱଶୁର

ଜୟପୁର,୨୧।୨:ରାଜସ୍ଥାନର ସିକର ଜିଲାର ନିମ୍‌କା ଥାନା ଅଞ୍ଚଳରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଏକ ବିବାହରେ ବରର ପିତା ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। କନ୍ୟା ଘରୁ କୌଣସି ଯୌତୁକ ନ ଆଣିବା ସହ ମୁହଁ ଦେଖାରେ କନ୍ୟାଙ୍କୁ ସେ…

କଂଗ୍ରେସ ବିନା ତୃତୀୟ ସାମ୍ମୁଖ୍ୟ ଗଠନ ହେବ ନାହିଁ…

ମୁମ୍ବାଇ,୨୧।୨ : କଂଗ୍ରେସ ବିନା ସେ କୌଣସି ରାଜନୈତିକ ସାମ୍ମୁଖ୍ୟ ଗଠନ କରିବେ ନାହିଁ ବୋଲି ସୋମବାର ଶିବସେନା ଏମ୍‌ପି ସଞ୍ଜୟ ରାଉତ କହିଛନ୍ତି। ତେବେ ଏହି ତୃତୀୟ ସାମ୍ମୁଖ୍ୟର ନେତୃତ୍ୱ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର) ନେବେ…

ଶିବମୋଗାରେ ପୋଲିସ ଛାଉଣି

ବେଙ୍ଗାଲୁରୁ,୨୧।୨: ଦକ୍ଷିଣପନ୍ଥୀ ଗୋଷ୍ଠୀ ବଜରଙ୍ଗ ଦଳର ୨୬ ବର୍ଷୀୟ ସଦସ୍ୟଙ୍କୁ ରବିବାର ରାତିରେ ହତ୍ୟା କରାଯାଇଛି। ଏହି ହତ୍ୟାକାଣ୍ଡ ପରେ କର୍ନାଟକର ଶିଭମୋଗା ଅଞ୍ଚଳରେ ସୃଷ୍ଟି ହୋଇଛି ହିଂସା ପରିସ୍ଥିତି। ପୂରା ଅଞ୍ଚଳରେ ପୋଲିସ ମୁତୟନ କରାଯିବା ସହ ଜନସାଧାରଣଙ୍କ ଗହଳି…

ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତାଙ୍କୁ ଛୁରି ଭୁସି ହତ୍ୟା

ବେଙ୍ଗାଲୁରୁ,୨୧।୨: କର୍ନାଟକର ଶିବମୋଗାରେ ବଜରଙ୍ଗ ଦଳର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଛୁରିରେ ହତ୍ୟା କରାଯାଇଥିଲା। ମୃତ ଯୁବକ ଜଣଙ୍କ ୨୬ ବର୍ଷୀୟ ହର୍ଷ ବୋଲି ଜଣା ପଡିଛି। ଏହାକୁ ହିଜାବ ବିବାଦ ସହ ଯୋଡି ପୋଲିସ ଅନୁସନ୍ଧାନ କରୁଛି। ତେବେ ପୋଲିସ ସିଧାସଳଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri