‘ଅଣ୍ଡରଓ୍ବାଲର୍ଡ ଲିଙ୍କ୍ରେ ଅଛନ୍ତି ନଓ୍ବାବ ମଲିକ’
ମୁମ୍ବାଇ,୧।୧୧: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍ସିପି)ର ବରିଷ୍ଠ ନେତା ତଥା ମହାରାଷ୍ଟ୍ର କ୍ୟାବିନେଟ ମନ୍ତ୍ରୀ ନଓ୍ବାବ ମଲିକ ଅଣ୍ଡରଓ୍ବାଲର୍ଡ ସହ ଲିଙ୍କ୍ରେ ଅଛନ୍ତି। ଦୀପାବଳି ପରେ ପ୍ରମାଣ ସହ ସବୁ ପଦାରେ ପକାଇବି ବୋଲି କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର...
ଜିନ୍ନା ବିବାଦରେ ମାୟାବତୀଙ୍କ ଏଣ୍ଟ୍ରି
ଲକ୍ଷ୍ନୌ,୧ ।୧୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବେଳକୁ ବେଳ ରାଜନୀତି ହେଉଛି ସରଗରମ । ବହୁଜନ ସମାଜ ପାର୍ଟି ସୁପ୍ରିମୋ ଶୁଶ୍ରୀ ମାୟାବତୀ ଏବେ ସମାଜବାଦୀ ପାର୍ଟି ଓ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ।...
ମୋଦିଙ୍କ ରାଲିରେ ବିସ୍ଫୋରଣ ଘଟଣା: ୪ ଜଣଙ୍କୁ ଫାଶୀ ଦଣ୍ଡ
ପାଟନା,୧।୧୧: ୨୦୧୩ ପାଟଣାର ଗାନ୍ଧୀ ମୈଦାନ ସିରିଏଲ ବିସ୍ଫୋରଣ ମାମଲାରେ ସ୍ବତନ୍ତ୍ର ଏନଆଇଏ କୋର୍ଟ ଦୋଷୀଙ୍କୁ ଦଣ୍ଡ ଘୋଷଣା କରିଛନ୍ତି। ୯ ଜଣ ଦୋଷୀଙ୍କ ମଧ୍ୟରୁ ୪ ଜଣଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। କୋର୍ଟ ହାଇଦର ଅଲୀ, ନୋମାନ ଅନସାରୀ, ମିଜିବୁଲ୍ଲା...
ଅଯୋଧ୍ୟାରେ ଜଳିବ ସାଢେ ୯ ଲକ୍ଷ ଦୀପ
ଲକ୍ଷ୍ନୌ,୧।୧୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଛୋଟ ଦୀପାବଳି ଅର୍ଥାତ୍ ନଭେମ୍ବର ୩ରେ ଅଯୋଧ୍ୟାରେ ଥିବା ରାମ କି ପ୍ୟାଡି ଘାଟରେ ନଅ ଲକ୍ଷ ୫୧ ହଜାର ଦୀପ ଜାଳିବାର ଲକ୍ଷ୍ୟ ରଖିଛନ୍ତି। ଏହି ଲକ୍ଷ୍ୟକୁ ସଫଳ କରିବା ପାଇଁ...
୬୦ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛ କାଟିବା ଉପରେ ରୋକ ଲଗାଇଲେ ହାଇକୋର୍ଟ…
ନୂଆଦିଲ୍ଲୀ,୧।୧୧: ରାଜଧାନୀ ଦିଲ୍ଲୀର ଇନ୍ଦରପୁରୀଠାରେ ଥିବା ଏକ ୬୦ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛକୁ କାଟିବା ପାଇଁ ହେଉଥିବା ଯୋଜନା ଉପରେ ରୋକ ଲାଗିଛି। ଦିଲ୍ଲୀ ହାଇକୋର୍ଟ ଏନେଇ ନିର୍ଦ୍ଦେଶ ଜାରି କରିଛନ୍ତି। ବରିଷ୍ଠ ଆଇନଜୀବୀ ଏନ୍.ହରିହରନ୍ଙ୍କ ପକ୍ଷରୁ ଦାଖଲ...
ସ୍ତ୍ରୀଙ୍କ ଜିଦ୍ ଆଗରେ ହାର୍ ମାନିଲେ ସ୍ବାମୀ: ପ୍ରେମିକ ସହ କଲେ…
କାନପୁର,୧।୧୧: ଉତ୍ତରପ୍ରଦେଶର କାନପୁରରେ ବଲିଉଡର ୧୯୯୯ ବ୍ଲକବଷ୍ଟର ‘ହମ ଦିଲ ଦେ ଚୁକେ ସନମ’ର ଏକ ପ୍ରକୃଷ୍ଟ ଉଦାହରଣ ସାମ୍ନାକୁ ଆସିଛି। କାନପୁରର ଜଣେ ବ୍ୟକ୍ତି ପାଞ୍ଚ ମାସ ପୂର୍ବରୁ ବିବାହ କରିଥିଲେ। ତା’ପରେ ପରିସ୍ଥିତି ଏପରି ହେଲା ଯେ...
ଏନ୍କାଉଣ୍ଟର ହତ୍ୟା ଘଟଣାରେ ନୀରବ ଦ୍ରଷ୍ଟା ସାଜିଛନ୍ତି ମାନବାଧିକାର କମିଶନ, ବିଚାରପତି ଲୋକୁର…
ନୂଆଦିଲ୍ଲୀ,୧।୧୧: ଦେଶରେ ବିଭିନ୍ନ ସମୟରେ ହେଉଥିବା ଏନ୍କାଉଣ୍ଟର ହତ୍ୟା ଘଟଣାରେ ଜାତୀୟ ତଥା ରାଜ୍ୟ ମାନବାଧିକାର କମିଶନ କେବଳ ନୀରବଦ୍ରଷ୍ଟା ସାଜିଛନ୍ତି। ଏଭଳି ସଂସ୍ଥାର କୌଣସି ଗୁରୁତ୍ୱ ନ ଥିବା ଭଳି ମନେ ହେଉଛି। ତେଣୁ ଏସବୁ ସଂସ୍ଥାଗୁଡ଼ିକୁ ଉଚ୍ଛେଦ...
ଫଡନବିଶଙ୍କୁ ଉଦ୍ଧବଙ୍କ ପ୍ରଶ୍ନ, ପାକିସ୍ତାନ ଉପରେ କେବେ ପଡିବ ବୋମା
ମୁମ୍ବାଇ,୧ ।୧୧: କ୍ରୁଜ ଡ୍ରଗ୍ସ ମାମଲାରେ ରାଜନୀତି ବେଳକୁ ବେଳ ସରଗରମ ହେଉଥିବା ବେଳେ ଏବେ ଏଥିରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଏଣ୍ଟ୍ରି ହୋଇଯାଇଛି । ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଦୀପାବଳି ପରେ ବୋମା ଫୁଟାଇବା...
ପ୍ରିମିୟମ୍ ପୈଠ କରି ନ ଥିଲେ ବୀମା ଦାବି କରି ହେବ ନାହିଁ…
ନୂଆଦିଲ୍ଲୀ,୧।୧୧: ନିର୍ଦ୍ଦିଷ୍ଟ ତାରିଖରେ ଇନସ୍ୟୁରାନ୍ସ୍ ପ୍ରିମିୟମ୍ ପୈଠ କରି ନ ଥିଲେ ବୀମା ଦାବି କରିହେବ ନାହିଁ। ଏଭଳି ଦାବୀକୁ ସ୍ବୀକାର କରାଯିବ ନାହିଁ ବୋଲି ସୁପ୍ରିମ୍କୋର୍ଟ ଏକ ମାମଲାର ବିଚାର ସମୟରେ କହିଛନ୍ତି। ଇନସ୍ୟୁରାନ୍ସ୍ ପଲିସି ଅନ୍ତର୍ଗତ ଏହା...
ଯୁବବର୍ଗ ପୁରୁଷଙ୍କ ମଧ୍ୟରେ ସଚେତନତା ଦ୍ୱାରା ମହିଳା ସଶକ୍ତି କରଣ ସମ୍ଭବ…
ନୂଆଦିଲ୍ଲୀ,୧।୧୧: ମହିଳା ସଶକ୍ତି କରଣ ଅବା ମହିଳା ଅଧିକାର ନେଇ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ଯୁବବର୍ଗ ପୁରୁଷଙ୍କ ମଧ୍ୟରେ ସଚେତନତା ଦ୍ୱାରା ମହିଳା ସଶକ୍ତି କରଣ ସମ୍ଭବ ହେବା ସହିତ ସେମାନଙ୍କର...
ବିବାଦ ପରେ ମଙ୍ଗଳସୂତ୍ର ବିଜ୍ଞାପନ ପ୍ରତ୍ୟାହାର କରିନେଲେ ସବ୍ୟସାଚୀ
ମୁମ୍ବାଇ: ସୋସିଆଲ ମିଡିଆରେ ଟ୍ରୋଲ ହେବା ପରେ ଫ୍ୟାଶନ ଡିଜାଇନର ସବ୍ୟସାଚୀ ମୁଖାର୍ଜୀ ନିଜର ମଙ୍ଗଳସୂତ୍ର ବିଜ୍ଞାପନ ପ୍ରତ୍ୟାହାର କରି ନେଇଛନ୍ତି। ବାସ୍ତବରେ ସବ୍ୟସାଚୀ ମଙ୍ଗଳସୂତ୍ରର ବିଜ୍ଞାପନ ପାଇଁ ଜଣେ ଅର୍ଦ୍ଧ ନଗ୍ନ ମଡେଲଙ୍କୁ ବ୍ୟବହାର କରିଥିଲେ। ଏହା ପରେ...
ରକ୍ ଅଫ୍ ପିସ୍ ଦଖଲ ପାଇଁ ଚାଇନାର ଷଡ଼ଯନ୍ତ୍ର…
ନୂଆଦିଲ୍ଲୀ,୧।୧୧: ସୀମାରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଥମିବାର ନାଁ ଧରୁନି। ଗତ କିଛି ବର୍ଷ ଧରି ଭାରତ ଏବଂ ଚାଇନା ମଧ୍ୟରେ ମୁହାଁମୁହିଁ ସ୍ଥିତି ରହିଛିି। ନିକଟରେ, ଚାରି ସପ୍ତାହ ପୂର୍ବରୁ ଅରୁଣାଚଳ ପ୍ରଦେଶର ଲାଇନ ଅଫ ଆକ୍ଟୁଆଲ...
Archives


