ଜାତୀୟ

୨୧ ବର୍ଷରେ ୨୬୧୭ଙ୍କୁ ଫାଶୀଦଣ୍ଡ, ୮ଜଣଙ୍କୁ ମିଳିଛି ଫାଶୀ…

ନୂଆଦିଲ୍ଲୀ,୨୧।୨ : ଦେଶରେ ଗତ ୨୧ ବର୍ଷ ମଧ୍ୟରେ ୨୬୧୭ ଜଣଙ୍କୁ କୋର୍ଟ ପକ୍ଷରୁ ଫାଶୀ ଦଣ୍ଡାଦେଶ କରାଯାଇଛି। ତେବେ ସେମାନଙ୍କ ମଧ୍ୟରୁ ମାତ୍ର ୮ ଜଣଙ୍କୁ ଫାଶୀ ଦିଆଯାଇଛି। ତେବେ ସ୍ବାଧୀନ ଭାରତରେ ବର୍ତ୍ତମାନ ସୁଦ୍ଧା କେତେ ଜଣଙ୍କୁ ଫାଶୀ…

ଦୈନିକ ମୃତ୍ୟୁ ସଂଖ୍ୟା ୩ ଶହ ତଳେ, ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୧।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂକ୍ୟା କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିଛି। ଏହି ସମୟ ମଧ୍ୟରେ ୧୬…

ସିନ୍ଧୁ ଜଳ କମିଶନ ବୈଠକ, ଇସଲାମାବାଦ୍‌ ଯିବେ ଭାରତୀୟ ପ୍ରତିନିଧି ଦଳ…

ନୂଆଦିଲ୍ଲୀ,୨୧।୨ : ପାକିସ୍ତାନରେ ଅନୁଷ୍ଠିତ ହେବାକୁ ଥିବା ସିନ୍ଧୁ କମିଶନର ବାର୍ଷିକ ବୈଠକ, ମାର୍ଚ୍ଚ ୧ ରୁ ୩ ପର୍ଯ୍ୟନ୍ତ ଇସଲାମାବାଦ୍‌ରେ ଅନୁଷ୍ଠିତ ହେବ। ଏହି ଅବସରରେ ଭାରତୀୟ ପ୍ରତିନିଧି ଦଳ ସେଠାକୁ ଯିବେ। ଏନେଇ ଜଳ ଶକ୍ତି ମନ୍ତ୍ରଣାଳୟର ବରିଷ୍ଠ…

ଭିଡିଓ କନଫରେନସିଂ ମାଧ୍ୟମରେ ହେବ ଗୋଖାଦ୍ୟ ଦୁର୍ନିତି ମାମଲାର ଦୋଷୀଙ୍କ ଦଣ୍ଡାଦେଶ ଶୁଣାଣି

ପାଟନା,୨୧ ।୨: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ଅଧ୍ୟକ୍ଷ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପାଇଁ ସୋମବାର ଏକ ଗରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ସୋମବାର ଡୋରଂଡା ଗୋଖାଦ୍ୟ ଦୁର୍ନିତି ମାମଲାରେ ରାଞ୍ଚିର ସିବିଆଇର ବିଶେଷ ଅଦାଲତ…

ଉତ୍ତର ପ୍ରଦେଶ ନିର୍ବାଚନ: ଭୋଟ ଦେଲେନି ମୁଲାୟମଙ୍କ ପତ୍ନୀ, ବୋହୂ , ପୁଅ!

ଲକ୍ଷ୍ନୌ,୨୧ ।୨: ଉତ୍ତର ପ୍ରଦେଶର ଇଟାୱାରେ ଯେ କୌଣସି ନିର୍ବାଚନ ହେଉନା କାହିଁକି ସମସ୍ତଙ୍କର କିନ୍ତୁ ନଜର ଥାଏ ମୁଲାୟମ ସିଂ ଯାଦବଙ୍କ ପରିବାର ଉପରେ । ୟୁପି ବିଧାନସଭା ଲାଗି ରବିବାର ତୃତୀୟ ପର୍ଯ୍ୟାୟ ମତଦାନ ସରିଛି । ହେଲେ…

କେଜରିୱାଲ ମିଛୁଆ: ଚନ୍ନି

ଚଣ୍ଡିଗଡ଼,୨୧ ।୨: ରବିବାର ସନ୍ଧ୍ୟାରେ ପଞ୍ଜାବ ବିଧାନସଭାର ସମସ୍ତ ୧୧୭ ଆସନ ପାଇଁ ଭୋଟ ଗ୍ରହଣ ସରିଛି । ସୂଚନା ଅନୁଯାୟୀ, ପଞ୍ଜାବରେ ୬୫.୩୨ ପ୍ରତିଶତ ମତଦାନ ହୋଇଛି । ଏଥର କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀ ଚେହେରା ତଥା ବର୍ତ୍ତମାନର ମୁଖ୍ୟମନ୍ତ୍ରୀ…

ବିନା ଟିକେଟ ରେଳଯାତ୍ରା ବଢ଼ୁଛି

ନୂଆଦିଲ୍ଲୀ,୨୧।୨(ପି.ଟି.): ବିନା ଟିକେଟରେ ରେଳଯାତ୍ରା କରୁଥିବା ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଛି। ୨୦୨୧-୨୨ ଆର୍ଥତ୍କ ବର୍ଷର ପ୍ରଥମ ୯ ମାସରେ ୧.୭୮ କୋଟିରୁ ଊର୍ଦ୍ଧ୍ୱ ଯାତ୍ରୀ ବିନା ଟିକେଟରେ ଏବଂ ଲଗେଜ୍‌ ବୁକ୍‌ ନ କରି ଯାତ୍ରା କରୁଥିବାବେଳେ ଧରାପଡ଼ିଛନ୍ତି। କୋଭିଡ୍‌…

ନାବାଳକ ଥାଇ ମଦ ଲାଇସେନ୍ସ ନେଇଥିଲେ

ମୁମ୍ବାଇ,୨୧।୨(ଆଇଏଏନ୍‌ଏସ୍‌): ମୁମ୍ବାଇର ବିବାଦୀୟ ପୂର୍ବତନ ଏନ୍‌ସିବି ଜୋନାଲ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖ୍‌ଡେଙ୍କ ବିରୋଧରେ ମହାରାଷ୍ଟ୍ର ପୋଲିସ ଜାଲିଆତି ଅଭିଯୋଗରେ ଏତଲା ଦାଏର କରିଛି। ଓ୍ବାଙ୍ଖ୍‌ଡେ ମିଥ୍ୟା ତଥ୍ୟ ଦାଖଲ କରି ତାଙ୍କ ବାର୍‌ ପାଇଁ ମଦ ଲାଇସେନ୍ସ ନେଇଥିବା ଅଭିଯୋଗ ହୋଇଥିଲା।…

ପ୍ରଭୁ ଶ୍ରୀରାମଙ୍କ ମୂର୍ତ୍ତି ଉପହାର ଦେଇଥିବା କାର୍ଯ୍ୟକର୍ତ୍ତାଙ୍କ ପାଦ ଛୁଇଁଲେ ପ୍ରଧାନମନ୍ତ୍ରୀ ମୋଦି

ଲକ୍ଷ୍ନୌ,୨୦।୨: ଉତ୍ତର ପ୍ରଦେଶରେ ଏବେ ବିଧାନସଭା ନିର୍ବାଚନ ଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଦଳ ପକ୍ଷରୁ ନିର୍ବାଚନୀ ସଭା ଚାଲିଛି। ଏହି କ୍ରମରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ, ଏପରି ଏକ…

ଆଧୁନିକ ଯୁଗର ଔରଙ୍ଗଜେବ ହେଉଛନ୍ତି ଅଖିଳେଶ

ଲକ୍ଷ୍ନୌ,୨୦।୨: ଉତ୍ତରପ୍ରଦେଶର ବିଧାନସଭା ନିର୍ବାଚନ ଚାଲିଥିବା ବେଳେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କୁ ଆଧୁନିକ ଯୁଗର ଔରଙ୍ଗଜେବ କହିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ। “ଅଖିଳେଶ ଆଜିର ଔରଙ୍ଗଜେବ। ଯିଏ ବାପାଙ୍କ ପ୍ରତି ବିଶ୍ୱସ୍ତ ନୁହେଁ, ସେ କେଉଁ…

‘ପାତାଳରେ ଲୁଚିଥିଲେ ବି ଦୋଷୀଙ୍କୁ ଦଣ୍ଡିତ କରିବାକୁ ସଙ୍କଳ୍ପ ନେଇଥିଲି’

ହରଦୋଇ(ୟୁପି),୨୦।୨: ମୁଁ ମୁଖ୍ୟମନ୍ତ୍ରୀ ଥିଲା ବେଳେ ଅହମ୍ମଦାବାଦରେ ସିରିଏଲ ବିସ୍ଫୋରଣ ଘଟିଥିଲା। ଖୁବ୍‌ କାନ୍ଦିଛି। ମୁଁ ସେହି ରକ୍ତ ଭିଜା ମାଟିକୁ ନେଇ ପାତାଳରେ ଲୁଚିଥିଲେ ବି ଆତଙ୍କବାଦୀଙ୍କୁ ଖୋଜି ଦଣ୍ଡିତ କରିବାକୁ ସଙ୍କଳ୍ପ ନେଇଥିଲି। ମୁଁ ଏତେ ଦିନ ହେଲା…

ୟୁପିରେ ୫୯.୮୩, ପଞ୍ଜାବରେ ୬୪.୨୭ ମତଦାନ

ଲକ୍ଷ୍ନୌ/ଚଣ୍ଡିଗଡ,୨୦।୨: ଉତ୍ତରପ୍ରଦେଶର ୧୬ଟି ଜିଲାର ୫୯ଟି ଆସନରେ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ୫୯.୮୩ ପ୍ରତିଶତ ଭୋଟିଂ ହୋଇଛି। ଲଲିତପୁର ଜିଲାରେ ସର୍ବାଧିକ ୬୭.୩୭ ପ୍ରତିଶତ ଭୋଟରଙ୍କ ସଂଖ୍ୟା ରେକର୍ଡ କରାଯାଇଛି। ସର୍ବନିମ୍ନ ୫୦.୮୮ ପ୍ରତିଶତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri