ଜାତୀୟ

ଦୈନିକ ସଂକ୍ରମଣ ଦେଢ଼ ଲକ୍ଷ ମୁହାଁ…

ନୂଆଦିଲ୍ଲୀ, ୮।୧: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୪୧ ହଜାର ୯୮୬ ଜଣ ନୂଆ…

୩ ପ୍ରସଙ୍ଗ ବନାମ ୫ ରାଜ୍ୟ…

ନୂଆଦିଲ୍ଲୀ, ୮।୧: ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ, ମଣିପୁର ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଫେବୃୟାରୀ ୧୦ରୁ ହେବାକୁ ଯାଉଛି। ଏସବୁ ରାଜ୍ୟରେ ୩ ଟି ପ୍ରସଙ୍ଗ ମୁଖ୍ୟ ଭୂମିକା ଗ୍ରହଣ କରିବ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ…

ରାଜଧାନୀରେ କରୋନା ବେକାବୁ, ଗୋଟିଏ ଦିନରେ ୨୦ ହଜାରରୁ ଅଧିକ ଆକ୍ରାନ୍ତ…

ନୂଆଦିଲ୍ଲୀ, ୮।୧: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ ଗୋଟିଏ ଦିନରେ ୨୦ ହଜାରରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କରୋନା ତାଣ୍ଡବ ଯୋଗୁ ଗତ ୨୪ ଘଣ୍ଟାରେ ୭ ଜଣଙ୍କ ମୃତ୍ୟୁ ଘଟିଛି।…

ଭଗବାନଙ୍କୁ ସମନ ଜାରି କରାଯାଇ ପାରିବ ନାହିଁ, ହାଇକୋର୍ଟଙ୍କ ରାୟ…

ଚେନ୍ନାଇ, ୮।୧: ଭଗବାନଙ୍କୁ ସମନ ଜାରି କରାଯାଇ ପାରିବ ନାହିଁ। ଏକ ମାମଲାର ବିଚାର କରି ମାଡ୍ରାସ୍‌ ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି। କୋର୍ଟରେ ଭଗବାନଙ୍କ ମୂର୍ତ୍ତିଙ୍କୁ ଉପସ୍ଥିତ କରାଇବା ଲାଗି ନିମ୍ନ ଅଦାଲତର ରାୟକୁ ହାଇକୋର୍ଟ ଖାରଜ କରିଛନ୍ତି। ବିଚାରପତି…

ନିର୍ବାଚନ ପୂର୍ବରୁ ବଦଳିଲେ ଡିଜିପି

ଚଣ୍ଡିଗଡ଼,୮ା୧: ପଞ୍ଜାବ ବିଧାନସଭା ନିର୍ବାଚନ ଆଚରଣ ବିଧି ଲାଗୁ ହେବାର କିଛି ଘଣ୍ଟା ପୂର୍ବରୁ ପଞ୍ଜାବ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପଞ୍ଜାବ ସରକାର ଡିଜିପି ସିଦ୍ଧାର୍ଥ ଚଟ୍ଟୋପାଧ୍ୟାୟଙ୍କୁ ବଦଳାଇ ବିକେ ଭାବରାଙ୍କୁ ନୂଆ ଡିଜିପି ଭାବରେ ନିଯୁକ୍ତି ଦେଇଛନ୍ତି।…

ଏଥର ଭୋଟଦାନ କେନ୍ଦ୍ରକୁ ଆସିବେ ନାହିଁ କରୋନା ରୋଗୀ

ନୂଆଦିଲ୍ଲୀ,୮ା୧: ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ ଏବଂ ମଣିପୁରର ୫ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି। ବର୍ତ୍ତମାନ ସାରା ଦେଶରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଚାଲିଛି। ଏଭଳି ପରିସ୍ଥିତିରେ…

୫ ରାଜ୍ୟରେ ନିର୍ବାଚନ ଆଚରଣ ବିଧି ଲାଗୁ…

ନୂଆଦିଲ୍ଲୀ, ୮।୧: ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ, ମଣିପୁର ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଫେବୃୟାରୀ ୧୦ରୁ ହେବ। ଏନେଇ ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରା ଶନିବାର ସୂଚନା ଦେଇଛନ୍ତି। ନିର୍ବାଚନ ତାରିଖ ଘୋଷଣା ସହିତ ସମ୍ପୃକ୍ତ ରାଜ୍ୟଗୁଡ଼ିକରେ…

୮୦ ବର୍ଷରୁ ଅଧିକ ବୟସ୍କ ବରିଷ୍ଠ ନାଗରିକ ଘରେ ଦେବେ ଭୋଟ…

ନୂଆଦିଲ୍ଲୀ, ୮।୧: ଫେବୃୟାରୀ ୧୦ରୁ ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ, ମଣିପୁର ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବ। ମତଦାନ ୨୮ ଦିନ ଧରି ୭ଟି ପର୍ଯ୍ୟାୟରେ କରାଯିବ। ୮୦ ବର୍ଷରୁ ଅଧିକ ବୟସ୍କ ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ,…

୨୭ ରାଜ୍ୟରେ ଓମିକ୍ରନ୍‌…

ନୂଆଦିଲ୍ଲୀ, ୮।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୭୧ ଛୁଇଁଛି।…

ଦେଶରେ ଖୋଲିବ ୧୦୦ ନୂଆ ସୈନିକ ସ୍କୁଲ…

ନୂଆଦିଲ୍ଲୀ, ୮।୧ : ଦେଶରେ ୧୦୦ ନୂଆ ସୈନିକ ସ୍କୁଲ ଖୋଲିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ସୂଚନା ଦେଇଛନ୍ତି। ଏହା ଦ୍ୱାରା ଅଧିକରୁ ଅଧିକ ବାଳିକାଙ୍କୁ ଭବିଷ୍ୟତରେ ସେନା ବାହିନୀରେ ଯୋଗଦେବାର ସୁଯୋଗ ମିଳିବ ବୋଲି ସେ…

୫ ରାଜ୍ୟରେ ବିଧାନସଭା ନିର୍ବାଚନ…

ନୂଆଦିଲ୍ଲୀ, ୮।୧: ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ, ମଣିପୁର ଆଦି ୫ ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ଫେବୃୟାରୀ ୧୦ରେ ନିର୍ବାଚନ ଆରମ୍ଭ ହୋଇ ମାର୍ଚ୍ଚ ୭ରେ ଶେଷ ହେବ।…

ଏକ ସପ୍ତାହ ମଧ୍ୟରେ ୨ କୋଟି କିଶୋରଙ୍କୁ ଦିଆଗଲାଣି କରୋନା ଟିକା: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୮ ।୧: କରୋନା ମହାମାରୀ ସହ ଲଢିବା ପାଇଁ ସପ୍ତାହେ ହେବ କିଶୋର ଅର୍ଥାତ୍ ୧୫-୧୮ ବର୍ଷ ବୟସର ପିଲାମାନଙ୍କୁ ସାରା ଦେଶରେ ଟିକା ଦିଆଯାଉଛି । ଏକ ସପ୍ତାହ ମଧ୍ୟରେ ଦେଶର ପ୍ରାୟ ୨ କୋଟି କିଶୋରଙ୍କୁ କରୋନା ଟିକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri