ଜାତୀୟ

ହାର୍ଦ୍ଦିକ ନୁହେଁ ଜିଗ୍ନେଶ ହେଲେ କଂଗ୍ରେସର ପୋଷ୍ଟର ବୟ

ଅହମଦାବାଦ,୬।୫: ଗତ କିଛି ଦିନରୁ ଗୁଜରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲଙ୍କ ରାଜ୍ୟ ନେତୃତ୍ୱକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଭାଜପାକୁ ଖୋଲାଖୋଲି ଭାବେ ପ୍ରଶଂସା କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ଏହାପରେ ଖୁବ୍‌ଶୀଘ୍ର ହାର୍ଦ୍ଦିକ ପଟେଲ…

ଭାରତୀୟ ପର୍ବତାରୋହୀଙ୍କ ମୃତ୍ୟୁ

କାଠମାଣ୍ଡୁ,୬।୫: ହିମାଳୟର କାଞ୍ଚନଜଙ୍ଘା ଶୃଙ୍ଗ ନିକଟରେ ଜଣେ ଭାରତୀୟ ପର୍ବତାରୋହୀଙ୍କ ମୃତ୍ୟୁ ଘଟିଛି। ଚଳିତ ବର୍ଷ ହିମାଳୟ ଆରୋହଣ ଋତୁରେ ଏହା ତୃତୀୟ ମୃତ୍ୟୁ ଘଟଣା। ବିଶ୍ୱର ତୃତୀୟ ସର୍ବୋଚ୍ଚ ଗିରିଶୃଙ୍ଗ କାଞ୍ଚନଜଙ୍ଘା ନିକଟ ତଥା ୮,୨୦୦ ମିଟର ଉଚ୍ଚରେ ନାରାୟଣନ…

ଥାନାରେ ପହଞ୍ଚିଲା ଚପଲ ଚୋରି ମାମଲା

ଭୋପାଳ,୬।୫: ମଧ୍ୟପ୍ରଦେଶ ଉଜ୍ଜେନ ଜିଲାରୁ ଏକ ନିଆରା ମାମଲା ସାମ୍ନାକୁ ଆସିଛି। ସବୁବେଳେ ଲୋକମାନେ ଚୋରି, ମାରପିଟ କିମ୍ବା କୌଣସି ଅପରାଧିକ ମାମଲାକୁ ନେଇ ଥାନାରେ ପହଞ୍ଚିଥାନ୍ତି। କିନ୍ତୁ କେବେ କେହି ଶୁଣିଛନ୍ତି କି, କୌଣସି ବ୍ୟକ୍ତି ନିଜର ଚପଲ ଚୋରି…

ଚିନ୍ତା ବଢ଼ାଉଛି ଦିଲ୍ଲୀ: ଗତ ୨୪ଘଣ୍ଟାରେ ୧୬ଶହରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୬।୫: ରାଜଧାନୀ ଦିଲ୍ଲୀରେ ଏବେ କରୋନା ପ୍ରକୋପ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛି ଦିନରୁ କରୋନା ସଂକ୍ରମଣ ସଖ୍ୟା ହଜାରେରୁ ଅଧିକ ରହିଥିବା ଦେଖିବାକୁ ମିଳିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩୦,୭୦୯ କରୋନା ଟେଷ୍ଟ କରାଯାଇଥିବା ବେଳେ…

ହେଲିକପ୍ଟରରେ ପିଲାଙ୍କୁ ବୁଲାଇଲେ ବଘେଲା

ବଳରାମପୁର,୬।୫: ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଭୂପେଶ ବଘେଲାଙ୍କ ବଡ଼ ବଦାନ୍ୟତା। କୁନି ପିଲାଙ୍କ କଥା ରଖିବାକୁ ଯାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ହେଲିକ୍ଟରରେ ବୁଲାଇଥିବା ଦେଖିବାକୁ ମିଳିଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଏଭଳି କାର୍ଯ୍ୟକୁ…

ମୃତ ଭାଜପା କର୍ମକର୍ତ୍ତାଙ୍କ ପରିବାରଙ୍କୁ ଭେଟିଲେ ଶାହା: ସିବିଆଇ ତଦନ୍ତ ଦାବି

କୋଲକାତା,୬।୫: କୋଲକାତା କାଶୀପୁର ଅଞ୍ଚଳରେ ଶୁକ୍ରବାର ସକାଳେ ଭାଜପାର ଜଣେ କର୍ମକର୍ତ୍ତାଙ୍କ ସନ୍ଦିଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର କରାଯିବା ପରେ ପରିବାରଲୋକଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ଇତିମଧ୍ୟରେ ଦୁଇ ଦିନିଆ ଗ୍ରସ୍ତରେ କୋଲକାତା ଯାଇଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୃତ…

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ସଫଳତା: ହିଜବୁଲ କମାଣ୍ଡରଙ୍କ ସମେତ ୩ ଆତଙ୍କବାଦୀ ନିହତ

ଜମ୍ମୁ,୬ ।୫: ଦକ୍ଷିଣ କଶ୍ମୀରରେ ଏକ ଅପରେଶନରେ ହିଜବୁଲ ମୁଜାହିଦ୍ଦିନର କମାଣ୍ଡର ଅଶରଫ ମୌଲବି ନିହତ ହୋଇଥିବା ଜଣାପଡିଛି । ଏହି ଆତଙ୍କବାଦୀଙ୍କ ମୃତ୍ୟୁ ପରେ ଘାଟିରେ ସୁରକ୍ଷାକର୍ମୀଙ୍କୁ ଆତଙ୍କବାଦୀ ବିରୋଧି ଅଭିଯାନରେ ବଡ ସଫଳତା ମିଳିଛି । ଏହି ଆତଙ୍କବାଦୀ…

ପ୍ରେମ ବିବାହକୁ ବିରୋଧ କଲେ ପରିବାର ଲୋକେ, ଭିଡିଓ ଜାରି କରି ସୁରକ୍ଷା ମାଗିଲେ ଯୁବତୀ

ପାଟଣା,୬ା୫: ବିହାରର ଗୋପାଳଗଞ୍ଜରେ ଏକ ଅଦ୍ଭୁତ ଘଟଣା ସାମ୍ନାକୁ ଆସିଛି। ଏଠାକାର ଏକ ପ୍ରେମୀଯୁଗଳ ପରିବାର ଲୋକଙ୍କ ଅନିଚ୍ଛା ସତ୍ତ୍ୱେ ବିବାହ କରିଥିଲେ। ଏବେ ନବଦମ୍ପତି ପରିବାର ଲୋକେ ତାଙ୍କୁ ମିଥ୍ୟା କେସ୍‌ରେ ଫସାଇବା ପାଇଁ ଚେଷ୍ଟା କରୁଥିବା ଅଭିଯୋଗ ଆଣିଛନ୍ତି।…

ପଞ୍ଜାବ ପୋଲିସ ବିରୋଧରେ ଅପହରଣ ମାମଲା ରୁଜୁ

ନୂଆଦିଲ୍ଲୀ,୬।୫: ଦିଲ୍ଲୀର ଜନକପୁରୀ ସ୍ଥିତ ବାସଭବନରୁ ଭାଜପା ନେତା ତାଜିନ୍ଦର ପାଲ ସିଂ ବାଗାଙ୍କୁ ଗିରଫ ଘଟଣାରେ ଏବେ ନୂଆ ମୋଡ଼ ଆସିଛି। ଗିରଫ ପରେ ବାଗାଙ୍କୁ ଦିଲ୍ଲୀରୁ ମୋହାଲିକୁ ଅଣାଯାଇଥିଲା। କିନ୍ତୁ ଏହାପୂର୍ବରୁ ହରିୟାଣା ପୋଲିସ କୁରୁକ୍ଷେତ୍ରର ଖାନପୁର କୋଲିଆନ…

କୋଇଲା ସଙ୍କଟ: ମେ ୨୪ ପର୍ଯ୍ୟନ୍ତ ପରିବହନ ପାଇଁ ବାତିଲ ହେବ ଟ୍ରେନ୍‌

ନୂଆଦିଲ୍ଲୀ, ୬ା୫: ଦେଶରେ କୋଇଲା ସଙ୍କଟ ବଢ଼ି ଚାଲିଥିବାରୁ ବହୁ ପାଓ୍ବାର ପ୍ଲାଣ୍ଟରେ ବିଦ୍ୟୁତ୍‌ ଉତ୍ପାଦନ ବ୍ୟାହତ ହୋଇଛି। ଏହାକୁ ଦୃଷ୍ଟିରେ ରଖି କୋଇଲା ପରିବହନକୁ ସୁଗମ କରିବା ପାଇଁ ଦେଶରେ ୧୧ଶହ ଥର ଟ୍ରେନ୍‌ ଚଳାଚଳ ବନ୍ଦ କରାଯାଇଛି। ଏହା…

କେନ୍ଦ୍ରର ପ୍ରଥମ ସ୍ମାର୍ଟସିଟି ତାଲିକାରେ ଭୁବନେଶ୍ୱର

ନୂଆଦିଲ୍ଲୀ,୬।୫: କେନ୍ଦ୍ର ସରକାରଙ୍କ ପ୍ରଥମ ‘ସ୍ମାର୍ଟସିଟି’ ତାଲିକାରେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ସ୍ଥାନ ପାଇବାର ଯଥେଷ୍ଟ ସମ୍ଭାବନା ରହିଛି। ଚଳିତ ବର୍ଷ ଶେଷ ସୁଦ୍ଧା ପ୍ରକାଶ ପାଇବାକୁ ଥିବା ଏହି ତାଲିକାରେ ୭ଟି ସହର ରହିଛି। ଅନ୍ୟ ସ୍ମାର୍ଟସିଟିଗୁଡ଼ିକ ହେଲା ଭୋପାଳ,…

ଭାଜପା କର୍ମୀଙ୍କ ଝୁଲନ୍ତା ମୃତଦେହ ଜବତ, ଶାହାଙ୍କ ସ୍ବାଗତ କାର୍ଯ୍ୟକ୍ରମ ବାତିଲ

କୋଲକତା,୬।୫: ପଶ୍ଚିମବଙ୍ଗରେ ଜଣେ ଭାଜପା କର୍ମୀଙ୍କ ମୃତଦେହ ମିଳିବା ପରେ କୋଲକାତାରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଘଟଣା କାଶିପୁର ଅଞ୍ଚଳରେ ଘଟିଛି। ଏଠାରେ ଭାଜପା କର୍ମୀ ଅର୍ଜୁନ ଚୌରସିଆଙ୍କ ମୃତଦେହ ଶୁକ୍ରବାର ଏକ ପରିତ୍ୟକ୍ତ ଘରେ ଝୁଲିଥିବା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?