ଜାତୀୟ

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ ବାରମ୍ବାର ସର୍ବସାଧାରଣରେ ଦେଖାଯିବା କାରଣରୁ ମଧ୍ୟ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ସଲମାନ ‘ଗଣପତି…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ ନମିଳିବା ବ୍ୟବସ୍ଥା ଆସିପାରେ। ଦେଶରେ ବହୁ ସଂଖ୍ୟକ ଗାଡ଼ି ବିନା ବୈଧ ବୀମାରେ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା ମଧ୍ୟରେ ମମତା ବାନାର୍ଜୀଙ୍କ ଗୋଷ୍ଠୀ ନିଜର ଜବାବ ଦାଖଲ କରିଛି। PTI ସୂତ୍ର…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ ୬ଷ୍ଠ ଶ୍ରେଣୀ ପାଇଁ ୨ଟି ଭାରତୀୟ ସ୍ଥାନୀୟ ଭାଷା ସମେତ ୩ଟି ଭାଷା…

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା ପାଇଁ ଦିଲ୍ଲୀ, ମୁମ୍ବାଇ ଓ ବେଙ୍ଗାଲୁରୁ ସମେତ ବିଭିନ୍ନ ସହରରେ ଆପଲ୍‌ ଷ୍ଟୋର୍‌…

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ…

ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ, ୨୦୨୬’ ଅନୁଯାୟୀ ପାସପୋର୍ଟ ଆବେଦନ ଫି’ ଏବଂ ବୈଧତା ସମ୍ପର୍କିତ ନିୟମରେ ପରିବର୍ତ୍ତନ…

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା ମସ୍ତିଷ୍କ ଭିତରେ କେବଳ ଜୀବିତ ରହିନାହାନ୍ତି, ବରଂ ବୃଦ୍ଧି ପାଇ ବିଭିନ୍ନ ପ୍ରକାରର…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ ଅନୁସାରେ ଉତ୍ପାଦନ ପ୍ରାୟ ୧ କୋଟି ମେଟ୍ରିକ ଟନ୍‌୍‌ (୧୦ ମିଲିୟନ ଟନ୍‌୍‌)…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି । ଦଳର ୨ ପ୍ରତିଦ୍ୱନ୍ଦ୍ୱୀ ଗୋଷ୍ଠୀ ମମତା ବାନାର୍ଜୀ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି ସେ ଲେଖିଛନ୍ତି, ‘ସବୁଆଡୁ ମିଳିଥିବା ଶୁଭେଚ୍ଛା, ସ୍ନେହ ଏବଂ ଆଶୀର୍ବାଦ ପାଇଁ ମୁଁ…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦ ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ଲାଗୁ ହେବାକୁ ଥିବା ୦.୪% ‘ମର୍ଚାଣ୍ଟ…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’ ଅଧୀନରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ମଧ୍ୟପ୍ରଦେଶରୁ ନେଇ ଉତ୍ତରାଖଣ୍ଡ ଏବଂ ଗୁଜୁରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?