ଜାତୀୟ

ସ୍କୁଲରେ ଇଂଲିଶ୍‌ ମାଧ୍ୟମରେ ଶିକ୍ଷାକୁ ବାଧ୍ୟତାମୂଳକ ଭାବେ ଲାଗୁ କରାଯାଇ ପାରିବ ନାହିଁ, ହାଇକୋର୍ଟଙ୍କ ରାୟ…

ଯୋଧପୁର, ୬।୧ : ବିଦ୍ୟାଳୟରେ ଇଂଲିଶ୍‌ ମାଧ୍ୟମରେ ଶିକ୍ଷାକୁ ବାଧ୍ୟତାମୂଳକ ଭାବେ ଶିକ୍ଷାର୍ଥୀମାନଙ୍କ ପାଇଁ ଲାଗୁ କରାଯାଇ ପାରିବ ନାହିଁ। ଏହା ଦ୍ୱାରା ସମ୍ବିଧାନର ଧାରା ୧୯-୧-ଏ ଏବଂ ୧୪ର ଉଊ୍ଲଂଘନ ହେବ ବୋଲି ରାଜସ୍ଥାନ ହାଇକୋର୍ଟଙ୍କ ଯୋଧପୁର ବେଞ୍ଚ୍‌ ପକ୍ଷରୁ…

କାର୍ଯ୍ୟସ୍ଥଳରେ ମହିଳା କର୍ମଚାରୀଙ୍କୁ ନିର୍ଯାତନା ମାମଲାର ମିଡ଼ିଆ ରିପୋର୍ଟିଂକୁ ମନା ଦ୍ୱାରା ପୀଡ଼ିତାଙ୍କ ପ୍ରତି ହେବ ଅନ୍ୟାୟ…

ନୂଆଦିଲ୍ଳୀ, ୬।୧ : ମହିଳା କର୍ମଚାରୀଙ୍କୁ କାର୍ଯ୍ୟସ୍ଥଳରେ ନିର୍ଯାତନା ଦିଆଯାଉଥିବା ମାମଲାର ମିଡ଼ିଆ ରିପୋର୍ଟିଂ ଉପରେ ବମ୍ବେ ହାଇକୋର୍ଟ କଟକଣା ଜାରି କରିଥିଲେ। ଏହା ଦ୍ୱାରା ସମ୍ପୃକ୍ତ ପୀଡ଼ିତାଙ୍କ ପ୍ରତି ଅନ୍ୟାୟ ହେବା ସହିତ ମହିଳାଙ୍କ କଣ୍ଠରୋଧ ସ୍ଥିତି ସୃଷ୍ଟି ହେବ…

ଲୁଡୁ ଖେଳୁ ଖେଳୁ ପାକିସ୍ତାନୀ ଯୁବକଙ୍କ ପ୍ରେମରେ ପଡିଲେ ବିବାହିତ ମହିଳା: ଆଉ ତା’ପରେ

ଅମୃତସର,୬।୧: ଆଜିକାଲି ମୋବାଇଲ ଗେମ୍‌ ଏତେ ନିଶା ହୋଇଛି, ଯୁବପିଡି ଖାଇବାପିଇବା ଭୁଲି ଯାଉଛନ୍ତି। ମୋବାଇଲ ଗେମ୍‌ ଯୁବପିଢ଼ିଙ୍କ ମନକୁ ବେଶ୍‌ ପ୍ରଭାବିତ କରିବା ମଧ୍ୟ ଦେଖାଯାଉଛି। ଅମୃତସରରେ ଏପରି ଏକ ମାମଲା ସାମ୍ନାକୁ ଆସିଛି। ଅମୃତସରର ଜାଲିଆନୱାଲା ବାଗ ନିକଟରେ…

‘କୃଷକ ଦେଢ ବର୍ଷ ବସିଲେ ଆପଣ ୧୫ ମିନିଟରେ ବ୍ୟସ୍ତ ହୋଇପଡିଲେ’: ସିଦ୍ଧୁ

ଚଣ୍ଡିଗଡ଼,୬ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପଞ୍ଜାବ ଗସ୍ତ ସମୟରେ ବାଟରେ ତାଙ୍କ ଗସ୍ତକୁ ବିରୋଧ କରାଯାଇଥିଲା । ଫଳରେ ପ୍ରଧାନମନ୍ତ୍ରୀଙ୍କ ଗାଡି ମଝି ରାସ୍ତାରେ ପାଖାପାଖି ୨୦ ମିନିଟ ଧରି ଅଟକି ରହିଥିଲା । ଏବେ ଏହାକୁ ନେଇ…

ଏୟାର ଇଣ୍ଡିଆ ବିମାନରେ କରୋନା ବିସ୍ଫୋରଣ, ୧୦୦ ଯାତ୍ରୀ ପଜିଟିଭ୍‌…

ଚଣ୍ଡିଗଡ଼, ୬।୧ : ଏୟାର ଇଣ୍ଡିଆ ବିମାନରେ କରୋନା ବିସ୍ଫୋରଣ ଘଟିଛି। ପଞ୍ଜାବର ଅମୃତସର ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଯାଞ୍ଚ୍‌ କରାଯାଇଥିବା ୧୮୨ ଯାତ୍ରୀଙ୍କ ନମୁନା ମଧ୍ୟରୁ ୧୦୦ ଜଣଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସମ୍ପୃକ୍ତ ଯାତ୍ରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି।…

ରାଜନୈତିକ ଫାଇଦା ପାଇଁ କେନ୍ଦ୍ର-ରାଜ୍ୟ ସରକାର ଜାଣିଶୁଣି କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଅବହେଳା…

ନୂଆଦିଲ୍ଲୀ, ୬।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ଯାଇଥିବା ସୁରକ୍ଷା ଅବହେଳା ସମ୍ପର୍କରେ ଭାରତୀୟ ଚାଷୀ ସଂଘର ମୁଖପାତ୍ର ରାକେଶ ଟିକାଏତ୍‌ଙ୍କ ବଡ ବିବୃତ୍ତି ଏବେ ସାମ୍ନାକୁ ଆସିଛି। ଏବିପି ନ୍ୟୁଜ ସହିତ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ…

ସୁରକ୍ଷାରେ ଅବହେଳା, ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୬।୧ : ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ଅବହେଳା ହୋଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ରାଷ୍ଟ୍ରପତି ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଅବହେଳାକୁ ନେଇ ଉଦ୍‌ବେଗ…

ଏସବୁ ରାଜ୍ୟରେ ବିଦ୍ୟାଳୟ ବନ୍ଦ ରହିବାକୁ ଘୋଷଣା

ନୂଆଦିଲ୍ଲୀ,୬ା୧: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମାମଲା ବୃଦ୍ଧି ପରେ ଦେଶର ଅନେକ ରାଜ୍ୟରେ ସ୍କୁଲ ଏବଂ କଲେଜ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। କରୋନା ମାମଲା ବୃଦ୍ଧି ମଧ୍ୟରେ ଉତ୍ତରପ୍ରଦେଶ ବିହାର, ମହାରାଷ୍ଟ୍ର, ଦିଲ୍ଲୀ, ପଞ୍ଜାବ ସମେତ ଅନେକ ରାଜ୍ୟ…

ନାବାଳିକା ବଳାତ୍କାର ମାମଲାରେ ଫସିଲେ ପଦ୍ମଶ୍ରୀ ବିଜେତା

ଗୁଆହାଟୀ,୬।୧: ଆସାମର ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଉଦ୍ଧବ ଭରାଲୀଙ୍କ ନାଁରେ ବଳାତ୍କାର ଅଭିଯୋଗ ହୋଇଛି। ସେ ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଆସାମର ଉତ୍ତର ଲଖୀମପୁର ପୋଲିସ ଏହି ମାମଲାରେ ଭରାଲୀଙ୍କ ବିରୋଧରେ ମାମଲା ରୁଜୁ କରିଛି।…

ଭୋଟିଂ ଅନ୍‌ଲାଇନ୍‌ରେ ହୋଇପାରିବ କି ? ନିର୍ବାଚନ କମିଶନଙ୍କୁ ହାଇକୋର୍ଟଙ୍କ ପ୍ରଶ୍ନ…

ନୈନିତାଲ, ୬।୧ : ଉତ୍ତରାଖଣ୍ଡରେ ଓମିକ୍ରନ ଏବଂ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବିଧାନସଭା ନିର୍ବାଚନ ସ୍ଥଗିତ ରଖିବା ପ୍ରସଙ୍ଗରେ ଏକ ଜନସ୍ବାର୍ଥ ମାମଲା ହାଇକୋର୍ଟରେ ଦାଖଲ ହୋଇଛି। ଏହାର ବିଚାର କରି ନୈନତାଲ ହାଇକୋର୍ଟ…

ବୃଦ୍ଧ ନେଇଛନ୍ତି ୧୧ଥର କରୋନା ଟିକା! ପରେ ଦେଖିବାକୁ ମିଳିଲା ଏମିତି ପ୍ରତିକ୍ରିୟା

ପାଟନା,୬।୧: ବିହାରର ମାଧେପୁରାରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ୮୪ ବର୍ଷ ବୟସ୍କା ବ୍ରହ୍ମଦେବ ମଣ୍ଡଳ ୧୧ଥର କରୋନା ଟିକା ନେଇଥିବା ଦାବି କରିଛନ୍ତି। ୧୨ ଥର ଟିକା ନେବାବେଳେ ସେ ଏହା ଖୁଲାସା କରିଛନ୍ତି। କୁହାଯାଉଛି ଯେ ବୃଦ୍ଧଙ୍କ…

ତୃତୀୟ ଲହର ଟାର୍ଗେଟରେ କରୋନା ଯୋଦ୍ଧା, ୧୦୦୦ରୁ ଅଧିକ ଡାକ୍ତର ଆକ୍ରାନ୍ତ…

ନୂଆଦିଲ୍ଲୀ, ୬।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇଥିବାବେଳେ ଏହା ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ତୃତୀୟ ଲହର କରୋନା ଯୋଦ୍ଧାଙ୍କୁ ଟାର୍ଗେଟ କରିଛି। ଇତି ମଧ୍ୟରେ ଦେଶରେ ୧୦୦୦ରୁ ଅଧିକ ଡାକ୍ତର କରୋନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri