ଜାତୀୟ

ନୀରବତା ଭାଙ୍ଗିଲେ ମନମୋହନ, କମ୍‌ କହିଛି ଅଧିକ କାମ କରିଛି କହିଲେ…

ନୂଆଦିଲ୍ଲୀ, ୧୭।୨ : ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ଆଦି ୫ ରାଜ୍ୟରେ ବିଧାନସଭା ଜାରି ରହିଥିବାବେଳେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ନୀରବତା ଭାଙ୍ଗିଛନ୍ତି। ଏକ ଭିଡ଼ିଓ ଜାରି କରିବା ସହିତ ସେ ବିଧାନସଭା ନିର୍ବାଚନରେ…

‘ସ୍ବାଧୀନତା ସମୟରେ ମୋଦି ପ୍ରଧାନମନ୍ତ୍ରୀ ଥିଲେ, କରତାରପୁର କରିଡର୍‌ ଭାରତରେ ଥାନ୍ତା’

ଚଣ୍ଡିଗଡ,୧୭।୨:ପଞ୍ଜାବ ବିଧାନସଭା ନିର୍ବାଚନ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଫିରୋଜପୁରରେ ଏକ ନିର୍ବାଚନ ରାଲିରେ ଶାହା କହିଛନ୍ତି, ଯଦି ଭାରତର ସ୍ବାଧୀନତା ସମୟରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଥାନ୍ତେ, ତେବେ କରତାରପୁର କରିଡର ଏବଂ…

ବେସରକାରୀ କ୍ଷେତ୍ରରେ ନିଯୁକ୍ତିରେ ୭୫ ପ୍ରତିଶତ ସ୍ଥାନ ସଂରକ୍ଷଣ, ହାଇକୋର୍ଟଙ୍କ ରୋକକୁ ହଟାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୭।୨ : ବେସରକାରୀ କ୍ଷେତ୍ରରେ ସଂରକ୍ଷଣ ପ୍ରସଙ୍ଗରେ ହରିୟାଣା ସରକାରଙ୍କୁ ସୁପ୍ରିମକୋର୍ଟରେ ଆଶ୍ୱସ୍ତି ମିଳିଛି। ସ୍ଥାନୀୟ ଲୋକଙ୍କ ପାଇଁ ୭୫ ପ୍ରତିଶତ ଚାକିରି ସଂରକ୍ଷଣ ପାଇଁ ଆଇନ ଉପରେ ସୁପ୍ରିମକୋର୍ଟ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟଙ୍କ ରୋକକୁ ପ୍ରତ୍ୟାହାର କରିଛନ୍ତି। ୪…

ହଠାତ୍‌ ଉଭେଇ ଗଲା ନଦୀ, ଶୁଖିଲାରେ ମାଛ ହେଲେ ଛଟପଟ…

ଶ୍ରୀନଗର,୧୭।୨ : ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାରେ ପ୍ରସିଦ୍ଧ ପାହାଡି ନଦୀର ନାଳ ବ୍ରେଙ୍ଗୀରେ ହଠାତ୍‌ ଭୂସ୍ଖଳନ ହେତୁ ଏକ ଗଭୀର ସିଙ୍କହୋଲ ସୃଷ୍ଟି ହୋଇଥିଲା। ଫଳରେ ନଦୀ ଜଳ ଏହି ଗଭୀର ସିଙ୍କହୋଲରେ ପଡ଼ିବା ଆରମ୍ଭ କଲା। ଏହି ଗଭୀର…

ପୋଲିସକୁ ଆକ୍ରମଣ ପରେ ମହିଳାଙ୍କ ହାତ ବାନ୍ଧି ବସାଇ ଦେଲେ

ଗୟା,୧୭।୨: ବାଲି ଖଣି ଅକ୍‌ଶନ ପ୍ରକ୍ରିୟାରେ ସରକାରୀ ଅଧିକାରୀଙ୍କୁ ସହଯୋଗ କରୁଥିବା ପୋଲିସ କର୍ମୀଙ୍କୁ ପଥର ମାଡ଼ କରିଥିଲେ ଗ୍ରାମବାସୀ। ବିକ୍ଷୋଭକାରୀଙ୍କୁ ଘଉଡ଼ାଇବା ପାଇଁ ପୋଲିସ ପକ୍ଷରୁ ଲୁହାବୁହା ଗ୍ୟାସ ସହ ଲାଠି ମାଡ଼ କରାଯାଇଥିଲା। ଏହାପରେ ମହିଳା ବିକ୍ଷୋଭକାରୀଙ୍କ ହାତ…

ବିଫଳ ବୈବାହିକ ସମ୍ପର୍କରେ ସ୍ତ୍ରୀ ଅବା ସ୍ବାମୀଙ୍କୁ ରୋକି ରଖିବା ଏକ କ୍ରୁରତା, ହାଇକୋର୍ଟଙ୍କ ରାୟ…

କୋଚି,୧୭।୨ : କୌଣସି ବିଫଳ ବୈବାହିକ ସମ୍ପର୍କରେ ଜୋର୍‌ ଜବରଦସ୍ତ ଯଦି ସ୍ତ୍ରୀ କିମ୍ବା ସ୍ବାମୀଙ୍କୁ ବାନ୍ଧି ରଖାଯାଏ, ତେବେ ଏହା ଏକ ପ୍ରକାର କ୍ରୁରତା ଭାବେ ବିବେଚନା କରାଯିବ। ଏକ ଛାଡପତ୍ର ମାମଲାର ଶୁଣାଣି କରି କେରଳ ହାଇକୋର୍ଟ ଏଭଳି…

ଯବାନଙ୍କୁ ସଲାମ: ଆଣ୍ଠୁଏ ବରଫରେ କରୁଛନ୍ତି ପ୍ରାଟୋଲିଂ

ନୂଆଦିଲ୍ଲୀ,୧୭।୨: ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ (ଆଇଟିବିପି)ର ଯବାନମାନେ ଉତ୍ତରାଖଣ୍ଡ ହିମାଳୟର ଚାରିପାଖରେ ଶୂନ ଡିଗ୍ରୀ ତାପମାତ୍ରାରେ ପାଟ୍ରୋଲିଂ କରୁଥିବା ଦେଖିବାକୁ ମିଳିଛି। ଯବାନମାନେ ୧୫,୦୦୦ ଫୁଟ ଉଚ୍ଚରେ ଜଗି ରହିଛନ୍ତି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ…

ସ୍ବାମୀଙ୍କ ମୃତ୍ୟୁ ପରେ ଦ୍ୱିତୀୟ ସ୍ତ୍ରୀଙ୍କୁ ପେନସନ ମିଳିବ କି?

ମୁମ୍ବାଇ,୧୭।୨: ପ୍ରଥମ ବିବାହର ଆଇନଗତ ସମାଧାନ ହୋଇ ନ ଥିଲେ ସ୍ବାମୀଙ୍କ ମୃତ୍ୟୁ ପାଇଁ ଦ୍ୱିତୀୟ ସ୍ତ୍ରୀଙ୍କୁ ପେନସନ ମିଳିବ ନାହିଁ। ବୁଧବାର ଏଭଳି ରାୟ ଦେଇଛନ୍ତି ବମ୍ବେ ହାଇକୋର୍ଟ। ପେନସନ ସୁବିଧାରୁ ବଞ୍ଚିତ କରିବାରୁ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଥିଲେ…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୧୭।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି…

ରେଲୱେ ଦେବ ଡୋର ଟୁ ଡୋର ସର୍ଭିସ!

ନୂଆଦିଲ୍ଲୀ,୧୭ ।୨: ପୂର୍ବରୁ ରେଲୱେ କେବଳ ଯାତ୍ରୀ ଓ ମାଲ ପରିବହନ କରୁଥିବା ବେଳେ ଏବେ ଭିନ୍ନ ଭିନ୍ନ ପ୍ରକାର ସେବା ଯୋଗାଇ ଦେଇ ଲୋକଙ୍କ ନିକଟତର ହୋଇ ପାରିଛି । ଏବେ ରେଲୱେ ଏକ ନୂଆ ସର୍ଭିସ ଦେବାକୁ ପ୍ରସ୍ତୁତ…

ନିର୍ବାଚନ ସମୟରେ କାହିଁକି ମନେ ପଡିଲେ ସନ୍ଥ ରବିଦାସ

ଚଣ୍ଡିଗଡ଼,୧୭ ।୨: ସନ୍ଥ ରବିବାସଙ୍କ ଜୟନ୍ତି ପ୍ରତିବର୍ଷ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ କିନ୍ତୁ ଏହା ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି । ଚଳିତ ବର୍ଷ ଉତ୍ତର ପ୍ରଦେଶ ଓ ପଞ୍ଜାବରେ ବିଧାନସଭା ନିର୍ବାଚନ ଚାଲିଥିବା ବେଳେ ରବିଦାସଙ୍କ ଜୟନ୍ତି…

ଜଳ ଜୀବନ ମିଶନରେ ୩୭ ଲକ୍ଷ ପରିବାର ଉପକୃତ

ନୂଆଦିଲ୍ଲୀ, ୧୭।୨: ଦେଶର ୩୭ ଲକ୍ଷ ପରିବାର କେନ୍ଦ୍ର ସରକାରଙ୍କ ଜଳ ଜୀବନ ମିଶନ ଦ୍ୱାରା ଉପକୃତ ହୋଇଛନ୍ତି। ବୁଧବାର ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୦୧୯ରେ ଆରମ୍ଭ ହୋଇଥିବା ଜଳ ଜୀବନ ମିଶନ ଅଧୀନରେ ୩୪,୪୩୪୮୦ ଲକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri