ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ଟପିଲା ୫ ଶହ…
ନୂଆଦିଲ୍ଲୀ,୨୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୩ ହଜାର ୪୫୧ ରେ ପହଞ୍ଚିଛି। ୨୩୯ ଦିନ ପରେ ଦୈନିକ...
ଦ୍ୱିତୀୟ ଡୋଜ୍ ଟିକା ନେଇନାହାନ୍ତି ୧୧ କୋଟି
ନୂଆଦିଲ୍ଲୀ, ୨୭।୧୦: ଦେଶର ସାବାଳକ ଜନସଂଖ୍ୟାର ୭୬ ପ୍ରତିଶତରୁ ଊର୍ଦ୍ଧ୍ୱ କୋଭିଡ୍ ଟିକାର ଅନୂ୍ୟନ ଗୋଟିଏ ଡୋଜ୍ ନେଇଥିବାବେଳେ ମାତ୍ର ୩୨ ପ୍ରତିଶତ ଦୁଇଟି ଡୋଜ୍ ନେଇଥିବା ଜଣାପଡ଼ିଛି। ଧାର୍ଯ୍ୟ ସମୟ ଅତିକ୍ରମ କରିଥିଲେ ମଧ୍ୟ ୧୧ କୋଟି ଲୋକ...
ମାର୍ଚ୍ଚ ସୁଦ୍ଧା ୧୩ ବିମାନ ବନ୍ଦର ଘରୋଇକରଣ
ନୂଆଦିଲ୍ଲୀ,୨୭ ।୧୦: ଚଳିତ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ଦେଶର ୧୩ ବିମାନ ବନ୍ଦର ଘରୋଇକରଣ ପ୍ରକ୍ରିୟା ସାରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ବିମାନ ବନ୍ଦରଗୁଡ଼ିକ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ(ଏଏଆଇ) ଦ୍ୱାରା ପରିଚାଳିତ ହେଉଛି। ଏଏଆଇ...
ଆର୍ଯ୍ୟନଙ୍କ ମାମଲାରେ ୨ ଜଣଙ୍କୁ ମିଳିଲା ଜାମିନ
ନୂଆଦିଲ୍ଲୀ,୨୬।୧୦: ମୁମ୍ବାଇର ଡାଗ୍ସ କ୍ରୁଜ ମାମଲାରେ ଗିରଫ ହୋଇଥିବା ୨୦ ଜଣଙ୍କ ମଧ୍ୟରୁ ୨ ଜଣ(ମନୀଷ ରାଜଗାରିଆ ଓ ଅଭିନ ସାହ)ଙ୍କୁ ମଙ୍ଗଳବାର ଏକ ସ୍ପେଶାଲ କୋର୍ଟ ଜାମିନ ଦେଇଛନ୍ତି। ଏହି ମାମଲାରେ ବଲିଉଡ୍ ଷ୍ଟାର ଶାହରୁଖ ଖାନଙ୍କ ପୁଅ...
ହଟିଲା ବିଜ୍ଞାପନ
ନୂଆଦିଲ୍ଲୀ,୨୬।୧୦: ବିବାଦୀୟ ‘କରଓ୍ବାଚୌଥ୍’ ବିଜ୍ଞାପନକୁ ନେଇ ଟ୍ରୋଲ୍ ହେବା ପରେ ପ୍ରାଇଭେଟ୍ ଏଫ୍ଏମ୍ସିଜି କମ୍ପାନୀ ଡାବର ତାହାକୁ ମଙ୍ଗଳବାର ହଟାଇଦେଇଛି। ଏଥିସହ ଏହି ବିଜ୍ଞାପନ ପାଇଁ କମ୍ପାନୀ ନିଃସର୍ତ୍ତ କ୍ଷମା ମାଗିଛି। ସୋସିଆଲ ମିଡିଆରୁ କମ୍ପାନୀର କ୍ୟାମ୍ପେନ୍କୁ ହଟାଯାଇଛି। ଲୋକଙ୍କ...
ଛୁଆଙ୍କୁ ଗଛରେ ବାନ୍ଧି ନିର୍ଯାତନା
ବେଙ୍ଗାଲୁରୁ,୨୬।୧୦: ବେଙ୍ଗାଲୁରୁର ଏକ ସରକାରୀ ସ୍କୁଲ ପରିସରରେ ପିଲାଙ୍କୁ ନିର୍ଯାତନା ଦିଆଯିବା ମାମଲାରେ ୬ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ପିଲାଙ୍କୁ ଗଛରେ ବାନ୍ଧି ପିଟିବା ସହ ନାନା ନିର୍ଯାତନା ଦେଉଥିଲେ। ଗିରଫ ୬ ଜଣଙ୍କ ମଧ୍ୟରେ ୫ ନାବାଳକ...
ଆର୍ଯ୍ୟନଙ୍କୁ ଜେଲ ନୁହେଁ ରିହାବ ପଠାଇବା କଥା
ମୁମ୍ବାଇ,୨୬।୧୦: ଆର୍ଯ୍ୟନ ଖାନଙ୍କୁ ଆହୁରି ଗୋଟିଏ ରାତି ଜେଲରେ କାଟିବାକୁ ପଡ଼ିବ। ତାଙ୍କ ଜାମିନ ଆବେଦନର ଶୁଣାଶିକୁ ବମ୍ବେ ହାଇକୋର୍ଟ ବୁଧବାର ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ଏହି ମାମଲାର ଶୁଣାଣି ୨୭ ତାରିଖ ଅପରାହ୍ନ ୨ଟା ୩୦ ହେବ। କୋର୍ଟରେ...
ଗିରଫ ହେଲେ ୩ ନୌସେନା ଅଧିକାରୀ
ନୂଆଦିଲ୍ଲୀ,୨୬।୧୦: ଗୁପ୍ତ ତଥ୍ୟ ଯୋଗାଇବା ଅଭିଯୋଗରେ ମଙ୍ଗଳବାର ନୌସେନା ବିଭାଗର ୩ଜଣଙ୍କୁ ଗିରଫ କରିଛି ସିବିଆଇ। ଭାରତର ଏକ ବୁଡ଼ା ଜାହାଜର ଆଧୁନିକୀକରଣର ତଥ୍ୟ ସେମାନେ ଲିକ୍ କରିଥିବା ଜଣାପଡ଼ିବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେମାନଙ୍କ ମଧ୍ୟରୁ...
‘ମୋ ସ୍ବାମୀଙ୍କୁ ଫସା ଯାଉଛି’
ମୁମ୍ବାଇ: ମୋ ସ୍ବାମୀ କୌଣସି ଟଙ୍କା କାରବାର କରି ନାହାନ୍ତି କି ବଲିଉଡ୍କୁ ଟାର୍ଗେଟ କରୁନାହାନ୍ତି। ତାଙ୍କୁ ଅଯଥା ଫସାଇବାକୁ ଚେଷ୍ଟା କରାଯାଉଛି ବୋଲି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଜୋନାଲ ନିର୍ଦ୍ଦେଶକ ସମୀର ୱାଙ୍ଖଡେଙ୍କ ସ୍ତ୍ରୀ କ୍ରାନ୍ତୀ ରାଡେକର କହିଛନ୍ତି।...
ରୋହିଙ୍ଗ୍ୟାଙ୍କୁ ନିର୍ବାସିତ କରିବାର ଯୋଜନା ଏବେ ନାହିଁ, ସୁପ୍ରିମ୍କୋର୍ଟରେ ଉତ୍ତର ରଖିଲେ ରାଜ୍ୟ ସରକାର…
ନୂଆଦିଲ୍ଲୀ,୨୬।୧୦: କର୍ନାଟକରେ ଥିବା ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଏବେ ନିର୍ବାସିତ କରିବାର କୌଣସି ଯୋଜନା ନାହିଁ। ପରବର୍ତ୍ତୀ ସମୟରେ ଏନେଇ ପଦକ୍ଷେପ ଗ୍ରହଣ କରାଯିବ। ତେବେ ତତ୍କାଳ କୌଣସି ପଦକ୍ଷେପ ଗ୍ରହଣ କରାଯିବାର ଯୋଜନା ରାଜ୍ୟ ସରକାର କରି ନାହାନ୍ତି ବୋଲି...
ଜମ୍ମୁ-କଶ୍ମୀରରେ ବିସ୍ଫୋରଣ, ୬ ଗୁରୁତର
ଶ୍ରୀନଗର,୨୬।୧୦: ଜମ୍ମୁ-କଶ୍ମୀରର ବାନ୍ଦିପୋରା ଜିଲାର ସୁମୋ ଟ୍ୟାକ୍ସି ଷ୍ଟାଣ୍ଡ୍ ସୁମ୍ବଲ ଠାରେ ମଙ୍ଗଳବାର ବିସ୍ଫୋରଣ ହୋଇଛି। ଏଥିରେ ପାଖାପାଖି ୬ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ।...
ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଭାରତର ୮୭୦୦ କୋଟି ଡଲାର କ୍ଷତି…
ନୂଆଦିଲ୍ଲୀ,୨୬।୧୦: ଜଳବାୟୁ ପରିବର୍ତ୍ତନ ଯୋଗୁ ଭାରତରେ ଗତ ୨୦୨୦ ବର୍ଷରେ ଦେଖାଦେଇଥିବା ପ୍ରାକୃତିକ ବିପର୍ଯ୍ୟୟରେ ୭୮୦୦ କୋଟି ଡଲାର କ୍ଷତି ହୋଇଛି। ଏନେଇ ମଙ୍ଗଳବାର ବିଶ୍ୱ ପାଣିପାଗ ସଂଗଠନ (ଡବ୍ଲ୍ୟୁଏମ୍ଓ) ପକ୍ଷରୁ ଏସିଆରେ ଜଳବାୟୁ ସମ୍ପର୍କରେ ପ୍ରକାଶିତ ଏକ ରିପୋର୍ଟ...
Archives


