ବଡ଼ ଘୋଷଣା କଲେ କେଜ୍ରିଓ୍ବାଲ୍
ଆଯୋଧ୍ୟା,୨୬।୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ସଭାପତି ଅରବିନ୍ଦ କେଜ୍ରିଓ୍ବାଲ୍ ଅଯୋଧ୍ୟା ଗସ୍ତରେ ଅଛନ୍ତି। କେଜ୍ରିଓ୍ବାଲ୍ ମଙ୍ଗଳବାର ସକାଳେ ହନୁମାନଗଢି ଏବଂ ରାମଲାଲା ପରିଦର୍ଶନ କରିଥିଲେ। ଦର୍ଶନ ପରେ କେଜ୍ରିଓ୍ବାଲ୍ ମଧ୍ୟ ଏକ ବଡ ଘୋଷଣା...
ଯୋଗୀ ସରକାରଙ୍କୁ ସୁପ୍ରିମ୍କୋର୍ଟଙ୍କ ଛାଟ, ୪ ହଜାର ଭିଡ଼ରେ ମାତ୍ର ୨୩ ଜଣ ପ୍ରତ୍ୟକ୍ଷଦର୍ଶୀ…
ନୂଆଦିଲ୍ଲୀ,୨୬।୧୦: ଲଖିମପୁର ମାମଲାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ସୁପ୍ରିମ୍କୋର୍ଟଙ୍କ ଛାଟ ଲାଗିଛି। ଶୀର୍ଷ ଅଦାଲତ କହିଛନ୍ତି ଯେ, ଏହି ମାମଲାରେ ଘଟଣାସ୍ଥଳରେ ୪-୫ ହଜାର ପାଖାପାଖି ଭିଡ଼ ଜମା ହୋଇଥିଲେ। କିନ୍ତୁ ମାତ୍ର ୨୩ ଜଣ ପ୍ରତ୍ୟକ୍ଷଦର୍ଶୀଙ୍କ...
ପାକିସ୍ତାନ ଜିତିବା ଖୁସିରେ ଷ୍ଟାଟସ୍ ରଖିଲେ ଶିକ୍ଷକ: ସ୍କୁଲରୁ ହେଲେ ବିଦା
ଉଦୟପୁର,୨୬।୧୦: ଗତ ରବିବାର ଟି-୨୦ ବିଶ୍ୱକପ୍ରେ ଭାାରତ ଏବଂ ପାକିସ୍ତାନ ମଧ୍ୟ ମ୍ୟାଚ୍ ଖେଲାଯାଇଥିଲା। ଏହି ମ୍ୟାଚ୍ରେ ପାକିସ୍ତାନ ଭାରତକୁ ୧୦ ଉଇକେଟ୍ ପରାସ୍ତ କରିଥିଲା। ଏହାପରେ ଦେଶରେ ନିରାଶାର ମାହୋଲ ଖେଳି ଯାଇଥିଲା। କିନ୍ତୁ ଉଦୟପୁରର ଜଣେ ଶିକ୍ଷକ...
ଲୁଚି ରହିଥିବା ଆତଙ୍କବାଦୀଙ୍କ ମାର୍ଗଦର୍ଶକ ପାଲଟିଛନ୍ତି ପାକିସ୍ତାନୀ ଅବସରପ୍ରାପ୍ତ ସୈନ୍ୟ…
ଶ୍ରୀନଗର,୨୬।୧୦: ଜମ୍ମୁ-କଶ୍ମୀରର ପୁଞ୍ଚ୍ର ଜଙ୍ଗଲରେ ଲୁଚି ରହିଥିବା ଆତଙ୍କବାଦୀଙ୍କ ମାର୍ଗଦର୍ଶକ ପାଲଟିଛନ୍ତି ପାକିସ୍ତାନୀ ଅବସରପ୍ରାପ୍ତ ସୈନ୍ୟ। ଏନେଇ ଭାରତୀୟ ସୁରକ୍ଷା ଏଜେନ୍ସି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଲୁଚିଥିବା ଆତଙ୍କବାଦୀମାନେ ସମ୍ପୂର୍ଣ୍ଣ ଭାବେ ତାଲିମ ପ୍ରାପ୍ତ ବୋଲି ଭାରତୀୟ...
ପୁଣି ଟିଆରଏସ ଅଧ୍ୟକ୍ଷ ହେଲେ କେ. ଚନ୍ଦ୍ରଶେଖର ରାଓ
ହାଇଦ୍ରାବାଦ,୨୬।୧୦: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ପୁଣି ଟିଆରଏସ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି । ଏନେଇ ଟିଆରଏସର ସଧାରଣ ସମ୍ପାଦକ ଏମ.ଶ୍ରୀନିବାସ ରେଡ୍ଡୀ ଘୋଷଣା କରିଛନ୍ତି। କେ. ଚନ୍ଦ୍ରଶେଖର ରାଓ କ୍ରମାଗତ ଭାବେ ନବମ ଥର ପାଇଁ...
ଉତ୍ତର ଭାରତରେ ଏଥର ହାଡ଼ଭଙ୍ଗା ଶୀତ ପୂର୍ବାନୁମାନ…
ନୂଆଦିଲ୍ଲୀ,୨୬।୧୦: ଏଥର ଉତ୍ତର ଭାରତରେ ହାଡ଼ଭଙ୍ଗା ଶୀତ ହେବାର ପୂର୍ବାନୁମାନ କରାଯାଇଛି। ଏଠାରେ ତାପମାତ୍ରା ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ କିମ୍ବା ଏହାଠାରୁ କମ୍ ରହିବ ବୋଲି ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଉତ୍ତରପୂର୍ବ ଏସିଆରେ ମଧ୍ୟ ଏଭଳିସ୍ଥିତି...
ଭାଜପା ସରକାରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଲେ ରାଜ୍ୟପାଳ…
ଶିଂଲ,୨୬।୧୦: ଭାଜପା ସରକାରଙ୍କ ବିରୋଧରେ ମେଘାଳୟ ରାଜ୍ୟପାଳ ସତ୍ୟପାଲ ମଲିକ୍ ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ସେ ଏକ ସାକ୍ଷାତ୍କାରରେ କହିଛନ୍ତି ଯେ, ଗୋଆରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏହା ଉପରେ ଧ୍ୟାନ ଦେବାର ଆବଶ୍ୟକତା...
୨୩୮ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୨୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୨ ହଜାର ୪୨୮ରେ ପହଞ୍ଚିଛି। ୨୩୮ ଦିନ ପରେ ଦୈନିକ ସଂକ୍ରମଣ...
ସାକ୍ଷୀଙ୍କୁ ହତ୍ୟା ଆଶଙ୍କା
ମୁମ୍ବାଇ,୨୬।୧୦: ଡ୍ରଗ୍ସ ମାମଲାରେ ଅଭିନେତା ଶାହରୁଖ୍ ଖାନ୍ଙ୍କ ପୁଅ ଆର୍ୟନ ଖାନ୍ଙ୍କ ଗିରଫ ଘଟଣାରେ ନୂଆ ମୋଡ଼ ଆଣିଛି ଏକ ସତ୍ୟପାଠ। ନାର୍କୋଟିକ୍ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି)ର ମୁମ୍ବାଇ ଜୋନାଲ ଡାଇରେକ୍ଟର ସମୀର ଓ୍ବାଙ୍ଖଡ଼େଙ୍କୁ ୮ କୋଟି ଟଙ୍କା ଦିଆଯିବ ବୋଲି...
ନଭେମ୍ବରରେ ଆସିବ କର୍ବେଭାକ୍ସ
ହାଇଦ୍ରାବାଦ, ୨୬।୧୦(ଆଇଏଏନ୍ଏସ୍): ନଭେମ୍ବର ଶେଷ ସୁଦ୍ଧା ହାଇଦ୍ରାବାଦର ଟିକା ଉତ୍ପାଦନକାରୀ କମ୍ପାନୀ ବାୟୋଲୋଜିକାଲ-ଇ ପ୍ରସ୍ତୁତ କୋଭିଡ୍ ଭାକ୍ସିନ ‘କର୍ବେଭାକ୍ସ’ ବଜାରକୁ ଆସିବ ବୋଲି ଆଶା କରାଯାଉଛି। ପ୍ରଥମ ଦିନରେ କମ୍ପାନୀ ପାଖାପାଖି ୧୦ କୋଟି ଡୋଜ୍ ଯୋଗାଇଦେବାକୁ ଲକ୍ଷ୍ୟ ରଖିଛି।...
ଅଗ୍ନିକାଣ୍ଡରେ ୪ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ଦିଲ୍ଲୀର ପୁରୁଣା ସୀମାପୁରୀ ଅଞ୍ଚଳରେ ଆଜି ଭୋରରେ ଭୟାନକ ଅଘଟଣା ଘଟିଛି। ଏକ ତିନି ମହଲା କୋଠାରେ ନିଆଁ ଲାଗି ୪ ଜଣଙ୍କର ମୃତ୍ୟୁ ଘଟିଥିବା ଦିଲ୍ଲୀ ପୋଲିସ ସୂଚନା ଦେଇଛି। ଭୋର୍ ସମୟରେ ଘରେ ନିଆଁ ଲାଗିଥିବା...
ୟୁପିରେ ସରେଣ୍ଡର କରିବାକୁ ଉଦ୍ୟମ..
ନୂଆଦିଲ୍ଲୀ,୨୬।୧୦: ଲୁକ୍ଆଉଟ୍ ଜାରି ହେବାର ଅନେକ ଦିନ ପରେ ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କ ଗିରଫ ମାମଲାରେ ଏନ୍ସିବିର ସ୍ବାଧୀନ ସାକ୍ଷୀ କିରନ ଗୋସାବି ସାମ୍ନାକୁ ଆସିଛନ୍ତି। ଠକେଇ ମାମଲାରେ ମହାରାଷ୍ଟ୍ର ପୋଲିସ ତାଙ୍କୁ ଖୋଜୁ ଥିବା ବେଳେ ସେ...
Archives


