କେବଳ ସ୍ତ୍ରୀ-ପୁରୁଷଙ୍କ ମଧ୍ୟରେ ବିବାହକୁ ସ୍ବୀକୃତି…
ନୂଆଦିଲ୍ଲୀ,୨୫।୧୦: ସମଲିଙ୍ଗୀ ବିବାହ ଉପରେ ଦିଲ୍ଲୀ ହାଇକୋର୍ଟ ରାୟ ଦେଇଛନ୍ତିି ଯେ, କେବଳ ସ୍ତ୍ରୀ-ପୁରୁଷଙ୍କ ମଧ୍ୟରେ ହୋଇଥିବା ବିବାହକୁ ସ୍ବୀକୃତି ମିଳିବ। ଏହା ସହିତ ଏଭଳି ବିବାହକୁ ପଞ୍ଜିକରଣ ମଧ୍ୟ କରାଯାଇ ପାରିବ। ବିଚାରପତି ଡି.ଏନ୍. ପଟେଲ ଏବଂ ଜ୍ୟୋତି...
ନିଟ୍ ପିଜି କାଉନସେଲିଂ ଉପରେ ରୋକ…
ନୂଆଦିଲ୍ଲୀ,୨୫।୧୦: ଓବିସି ଏବଂ ଇଡବ୍ଲ୍ୟୁଏସ୍ ସଂରକ୍ଷଣ ବୈଧତା ନିଶ୍ଚିତ ନ ହେବା ପର୍ଯ୍ୟନ୍ତ ନିଟ୍ ପିଜି କାଉନସେଲିଂ ଉପରେ ରୋକ ଲଗାଯାଇଛି। ଏନେଇ ସୋମବାର ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। କେନ୍ଦ୍ରର ନିଷ୍ପତ୍ତି ନ ଆସିବା ପର୍ଯ୍ୟନ୍ତ କାଉନସେଲିଂ ହୋଇ...
୬୭ ତମ ଚଳଚ୍ଚିତ୍ର ପୁରସ୍କାର ଗ୍ରହଣ କଲେ ବିଜେତା
ନୂଆଦିଲ୍ଲୀ,୨୫।୧୦: ୬୭ ତମ ଚଳଚ୍ଚିତ୍ର ପୁରସ୍କାର ସୋମବାର ପ୍ରଦାନ କରାଯାଇଛି। ଆଜି ସକାଳ ୧୧ ଟାରେ ଭିଗାନ ଭବନରେ ପୁରସ୍କାର ବିତରଣ ସମାରୋହରେ ବିଜେତାମାନଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୯ରେ ନିର୍ମିତ ଚଳଚ୍ଚିତ୍ର ପାଇଁ ଏହି ପୁରସ୍କାର ଦିଆଯାଉଛି।...
ଆୟକର ବିଭାଗ ପକ୍ଷରୁ ନୋଟିସ ପାଇ ମୁଣ୍ଡରେ ହାତ ଦେଲେ ରିକ୍ସା ଚାଳକ
ମଥୁରା,୨୫।୧୦: ଉତ୍ତରପ୍ରଦେଶର ମଥୁରାରେ ଜଣେ ରିକ୍ସା ଚାଳକଙ୍କୁ ଆୟକର (ଆଇଟି) ବିଭାଗ ପକ୍ଷରୁ ନୋଟିସ ପଠାଯାଇଛି। ନୋଟିସରେ ତାଙ୍କୁ ୩ କୋଟିରୁ ଅଧିକ ଟଙ୍କା ପରିଶୋଧ କରିବାକୁ କୁହାଯାଯାଇଛି। ନୋଟିସ ମିଳିବା ପରେ ରିକ୍ସା ଚାଳକ ଜଣଙ୍କ ପୋଲିସର ସାହାରା...
ନିର୍ବାଚନ ପୂର୍ବରୁ ରାଜ୍ୟବାସୀଙ୍କୁ ୯ ମେଡ଼ିକାଲ କଲେଜ ଉପହାର…
ଲକ୍ଷ୍ନୌ,୨୫।୧୦: ଉତ୍ତରପ୍ରଦେଶରେ ୨୦୨୨ ଫେବୃୟାରୀ-ମାର୍ଚ୍ଚରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ୯ଟି ମେଡ଼ିକାଲ କଲେଜ ଉପହାର ଦେଇଛନ୍ତି। ଏହା ଦ୍ୱାରା ରାଜ୍ୟରେ ସାଧାରଣ ସ୍ବାସ୍ଥ୍ୟ ସେବାରେ ବିକାଶ ହୋଇପାରିବ। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା...
ତୁଷାରପାତରେ ଆଖି ବୁଜିଲେ ୩ ପର୍ବତାରୋହୀ
ସିମଲା,୨୫।୧୦: ହିମାଚଳ ପ୍ରଦେଶର କିନ୍ନୌର ଅଞ୍ଚଳରେ ପ୍ରବଳ ତୁଷାରପାତ ଯୋଗୁ ୩ ଜଣ ପର୍ବତାରୋହୀଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ ମହାରାଷ୍ଟ୍ରର ବୋଲି ଜଣାପଡିଛି। ଏଯାଏ ୧୦ ଜଣ ପର୍ବତାରୋହୀଙ୍କୁ ଉଦ୍ଧାର କରାଯାଇଛି। ଆଇଟିବିପି ୧୭ ବଟାଲିଅନ ଉଦ୍ଧାର କାର୍ଯ୍ୟରେ...
ବିଦ୍ରୋହୀ ନେତାଙ୍କ ପ୍ରତି କଂଗ୍ରେସ ସାବଧାନ, ସଦସ୍ୟତା ପତ୍ରରେ ସତ୍ୟପାଠ ସାମିଲ…
ନୂଆଦିଲ୍ଲୀ,୨୫।୧୦: ଦଳରେ ବଢୁଥିବା ବିଦ୍ରେରାହୀ ନେତାଙ୍କୁ ଦୃଷ୍ଟିରେ ରଖି କଂଗ୍ରେସ ପକ୍ଷରୁ ସତର୍କତା ପଦକ୍ଷେପ ଗ୍ରହଣ କରାଯାଇଛି। ଏଭଳି ନେତାଙ୍କ ପ୍ରତି ସାବଧାନ ରହିବା ଲାଗି ଦଳର ସଦସ୍ୟତା ପତ୍ରରେ କେତେକ ପରିବର୍ତ୍ତନ କରାଯାଇଛି। ସାର୍ବଜନୀକ ମଞ୍ଚରେ ଦଳ ବିରୋଧରେ...
କେରଳ ଯୋଗୁ ବଢୁଛି ଦୈନିକ ସଂକ୍ରମଣ-ମୃତ୍ୟୁସଂଖ୍ୟା…
ନୂଆଦିଲ୍ଲୀ,୨୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୪ ହଜାର ୩୦୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ...
‘ହାର୍ଡଶିପ୍ ଅଫ୍ ଲାଇଫ୍’ରେ ଯନ୍ତ୍ରଣାର ହସ
ନୂଆଦିଲ୍ଲୀ, ୨୫।୧୦: ବୋମା ବିସ୍ଫୋରଣରେ ଗୋଡ଼ ହରାଇଛନ୍ତି ବାପା। ବିଷାକ୍ତ ଗ୍ୟାସ ଯୋଗୁ ବିରଳ ଜେନେଟିକ୍ ରୋଗର ଶିକାର ହୋଇଥିବା ପୁଅଙ୍କ ଜନ୍ମରୁ ନାହିଁ ଗୋଡ଼ କି ହାତ। ତଥାପି ଦୁହିଁଙ୍କ ଓଠରେ ହସ। ଆଉ ଏଭଳି କଷ୍ଟକର ସମୟକୁ...
ନିର୍ବାଚନ ପୂର୍ବରୁ ରାଜ୍ୟ ମାନ୍ୟତା ଫେରାଅ: ଗୁଲାମ ନବୀ
ନୂଆଦିଲ୍ଲୀ, ୨୫।୧୦: ନିର୍ବାଚନ ପୂର୍ବରୁ ଜମ୍ମୁ-କଶ୍ମୀରକୁ ପ୍ରଥମେ ରାଜ୍ୟ ମାନ୍ୟତା ପ୍ରଦାନ କରିବା ପାଇଁ ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ରବିବାର କେନ୍ଦ୍ର ସରକାରଙ୍କୁ ଆହ୍ବାନ ଦେଇଛନ୍ତି। ପ୍ରଥମେ ନିର୍ବାଚନ ମଣ୍ଡଳୀ ସୀମା ପୁନଃନିର୍ଦ୍ଧାରଣ ଓ ନିର୍ବାଚନ...
ତେଲ ଦର ବୃଦ୍ଧି ଟିକସ ଡକାୟତି
ନୂଆଦିଲ୍ଲୀ,୨୫।୧୦: ତେଲ ଦର ପ୍ରତିଦିନ ନୂଆ ରେକର୍ଡ ଭାଙ୍ଗୁଛି। ପେଟ୍ରୋଲ ଓ ଡିଜେଲ ମୂଲ୍ୟ ବୃଦ୍ଧି ଯୋଗୁ ପରିବହନଜନିତ ଖର୍ଚ୍ଚ ବଢ଼ୁଥିବାରୁ ଜରୁରୀ ସାମଗ୍ରୀଗୁଡ଼ିକର ଦରଦାମ ମଧ୍ୟ ଆକାଶଛୁଆଁ ହୋଇଛି। କଂଗ୍ରେସ ଏହାକୁ କେନ୍ଦ୍ର ସରକାରଙ୍କ ଟିକସ ଡକାୟତି ବୋଲି...
୧୫ ଦିନ ଧରି ଦେଶବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ
ନୂଆଦିଲ୍ଲୀ,୨୫।୧୦: ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ନଭେମ୍ବର ୧୪ରୁ ୨୯ ପର୍ଯ୍ୟନ୍ତ ଦେଶବ୍ୟାପୀ ଆନ୍ଦୋଳନ କରାଯିବ। କଂଗ୍ରେସ ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଏହି ସୂଚନା ଦେଇଛନ୍ତି। ୧୫ ଦିନିଆ ଆନ୍ଦୋଳନରେ କଂଗ୍ରେସ ନେତାମାନେ ନିଜ...
Archives


