ଜାତୀୟ

ସିଡିଏସ୍‌ ବିପିନ୍‌ ରାଓ୍ବତଙ୍କ ହେଲିକପ୍ଟର ଦୁର୍ଘଟଣା କିପରି ହେଲା ? ରିପୋର୍ଟ ରାଜନାଥଙ୍କୁ ପ୍ରଦାନ…

ନୂଆଦିଲ୍ଲୀ, ୫।୧ : ଦେଶର ପ୍ରଥମ ସିଡିଏସ୍‌ ବିପିନ୍‌ ରାଓ୍ବତଙ୍କ ହେଲିକପ୍ଟର ଦୁର୍ଘଟଣା ରିପୋର୍ଟ ସମ୍ପର୍କରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କୁ ଅବଗତ କରାଯାଇଛି। ୮ ଡିସେମ୍ବର ୨୦୨୧ ରେ ରାୱତଙ୍କ ହେଲିକପ୍ଟର କିପରି ଦୁର୍ଘଟଣାଗ୍ରସ୍ତ ହେଲା? ଏହି ପ୍ରଶ୍ନର ଉତ୍ତର ସେନାର…

ପ୍ରଧାନମନ୍ତ୍ରୀଙ୍କ ରାଲି ବାତିଲ, ରିପୋର୍ଟ ମଗାଇଲେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ଚଣ୍ଡିଗଡ଼, ୫।୧ : ପଞ୍ଜାବର ଫିରୋଜପୁରରେ ବୁଧବାର ହେବାକୁ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲିକୁ ବାତିଲ କରାଯାଇଛି। ପ୍ରଧାନମନ୍ତ୍ରୀ  ଦିଲ୍ଲୀ ଫେରିଛନ୍ତି। ଏହି ମାମଲାରେ କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଞ୍ଜାବ ସରକାରଙ୍କଠାରୁ ରିପୋର୍ଟ ମାଗିଛି। କୃଷି ଆଇନ ରଦ୍ଦ ହେବା…

ସର୍ବନିମ୍ନ ଇପିଏଫ୍‌ ପେନସନ ୯,୦୦୦ କରିବାକୁ ଯୋଜନା…

ନୂଆଦିଲ୍ଲୀ, ୫।୧ : କର୍ମଚାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେସନ (ଇପିଏଫଓ) ଏହାର ଧାରକମାନଙ୍କ ପାଇଁ ଖୁବ୍‌ ଶୀଘ୍ର ଖୁସି ଖବର ନେଇ ଆସିବାର ଆଶା ରହିଛି। ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି ଯେ ଆଗାମୀ ଦିନରେ ଇପିଏଫ୍‌ ହିତାଧିକାରୀଙ୍କ ସର୍ବନିମ୍ନ ପେନସନରେ…

ରାଜଧାନୀରେ ପଞ୍ଚମ ଲହର, ଦୈନିକ ସଂକ୍ରମଣ ୧୦ ହଜାର ଛୁଇଁବା ଆଶଙ୍କା…

ନୂଆଦିଲ୍ଲୀ, ୫।୧ : ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀର ପଞ୍ଚମ ଲହର ଆରମ୍ଭ ହୋଇଛି ବୋଲି ସ୍ବାସ୍ଥ୍ୟନ୍ତ୍ରୀ ସତ୍ୟୈନ୍ଦ୍ର ଜୈନ୍‌ ବୁଧବାର ସୂଚନା ଦେଇଛନ୍ତି। ସେ କହିଛନ୍ତି ସମ୍ଭବତଃ ଦିଲ୍ଲୀରେ କରୋନା ପଞ୍ଚମ ଲହର ଆରମ୍ଭ ହୋଇ ସାରିଛି। ବୁଧବାର ରାଜ୍ୟରେ…

ଭାରତରେ ଓମିକ୍ରନ୍‌ ଜାନୁୟାରୀରେ ଶୀର୍ଷ ଛୁଇଁବ, ବିଶେଷଜ୍ଞଙ୍କ ଆଶଙ୍କା…

ଓ୍ବାଶିଂଟନ, ୫।୧ : ଭାରତରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଂକ୍ରମଣ ଜାନୁୟାରୀରେ ଶୀର୍ଷ ଛୁଇଁବ। ଇନଷ୍ଟିଚ୍ୟୁଟ ଫର୍‌ ହେଲଥ ମେଟ୍ରିକ୍ସ ଆଣ୍ଡ ଇଭାଲୂ୍ୟଏଶନ (ଆଇଏଚଏମଇ) ର ନିର୍ଦ୍ଦେଶକ ତଥା ହେଲଥ ମେଟ୍ରିକ୍ସ ସାଇନ୍ସ ୟୁନିଭରସିଟିର ଅଧ୍ୟକ୍ଷ ଡାକ୍ତର ଖ୍ରୀଷ୍ଟୋଫର୍‌…

ବିଗ୍‌ ବି’ଙ୍କ ଘରେ କରୋନା…

ନୂଆଦିଲ୍ଲୀ, ୫।୧ : କରୋନା ଭାଇରସ ଦେଶରେ ପୁଣି ଥରେ ଆତଙ୍କ ସୃଷ୍ଟି କରିଛି। ଏବେ ବିଗ୍‌ ବି ଅଭିତାଭ ବଚ୍ଚନଙ୍କ ଘର ଜଲ୍‌ସାରେ କରୋନା ପହଞ୍ଚିଛି। ବିଗ ବି’ଙ୍କର ଘରୋଇ କର୍ମଚାରୀଙ୍କ ମଧ୍ୟରୁ ଜଣେ କରୋନାରେ ଆକାନ୍ତ ହୋଇଛନ୍ତି। ତାଙ୍କର…

ଶାଢି ଚିରିବା ପରେ ସେଦିନ ଏମିତି ରାଣ ଖାଇଥିଲେ ଦିଦି

ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ୬୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ଜାନୁୟାରୀ ୧୯୫୫ରେ ପଶ୍ଚିମବଙ୍ଗର ରାଜଧାନୀ କଲିକତା (ବର୍ତ୍ତମାନ କୋଲକାତା)ର ଏକ ବ୍ରାହ୍ମଣ ପରିବାରରେ ଜନ୍ମଗ୍ରହଣ କରିଥିଲେ। ମମତା ୧୫ ବର୍ଷ ବୟସରେ ଉଚ୍ଚ ମାଧ୍ୟମିକ ପରୀକ୍ଷାରେ ଉତ୍ତୀର୍ଣ୍ଣ…

ପୁଲଓ୍ବାମାରେ ଏନ୍‌କାଉଣ୍ଟର, ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୫।୧ : ଜମ୍ମୁ-କଶ୍ମୀରର ପୁଲୱାମା ଜିଲାରେ ବୁଧବାର ସକାଳେ ମିଳିତ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ପାକିସ୍ତାନୀ ସମେତ ତିନିଜଣ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସେମାନଙ୍କଠାରୁ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଉଦ୍ଧାର କରାଯାଇଛି। କଶ୍ମୀର ଆଇଜି ବିଜୟ କୁମାର…

ଓମିକ୍ରନ୍‌ ତାଣ୍ଡବ ଆରମ୍ଭ, ଆକ୍ରାନ୍ତଙ୍କ ସଂଖ୍ୟା ୨,୧୩୫…

ନୂଆଦିଲ୍ଲୀ, ୫।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଗ୍ରାଫ୍‌ ଉପର ମୁହାଁ ହେବାରେ ହୋଇଛି। ଓମିକ୍ରନ୍‌ର ତାଣ୍ଡବ ଆରମ୍ଭ ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର…

ଆଉନାହାନ୍ତି ସିନ୍ଧୁତାଇ

ପୁଣେ,୫।୧: ମହାରାଷ୍ଟ୍ରର ମଦର ଟେରେସା ନାମରେ ପ୍ରସିଦ୍ଧ ପଦ୍ମଶ୍ରୀ ସିନ୍ଧୁତାଇ ସପକାଲ ପୁଣେରେ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ସେ ସେପ୍ଟିସେମିଆରେ ପୀଡିତ ହୋଇ ଗତ ଦେଢ ମାସ ହେବ ପୁଣେର ଗାଲାକ୍ସି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।…

ପୁଣି ବିପଦ ଘନେଇଲା, ୫୮ ହଜାର ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ, ୫।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବା ସହ ବିପଦ ପୁଣି ଘନେଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୫୮ ହଜାର…

ମୁମ୍ବାଇରେ ଅଟକ ଉତ୍ତରାଖଣ୍ଡ ମହିଳା

ବେଙ୍ଗାଲୁରୁ,୫ା୧: ବିବାଦୀୟ ‘ବୁଲ୍ଲି ବାଈ’ ମାମଲାରେ ମୁମ୍ବାଇ ପୋଲିସ ମଙ୍ଗଳବାର ବେଙ୍ଗାଲୁରୁର ଜଣେ ୨୧ ବର୍ଷୀୟ ଇଞ୍ଜିନିୟରିଂ ଛାତ୍ରଙ୍କୁ ଗିରଫ କରିଥିବାବେଳେ ମୁଖ୍ୟ ଅଭିଯୁକ୍ତ (ଜଣେ ମହିଳା)ଙ୍କୁ ଅଟକ ରଖିଛି। ଗତବର୍ଷ ନିଷିଦ୍ଧ ଘୋଷିତ ‘ସୁଲ୍ଲି ଡିଲ୍ସ’ ଆପ୍‌ରେ ମହିଳାଙ୍କୁ ନିଲାମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri